ସଂଜୟ ଶତପଥୀ(ବାସ୍ତବ ବ୍ୟୁରୋ): ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା ।କାଲିପରି ଆଜି ବି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ । କୁଆପଥର ମାଡ଼ ସହ ୪୦ରୁ ୫୦ କିମି ବେଗରେ ବହିପାରେ ପବନ । ଏନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ […]
ସଂଜୟ ଶତପଥୀ(କଟକ): ତା୧୭/୦୩/-ସହରାଞ୍ଚଳ ରେ ବସ୍ତିବିକାଶ ଓ ପୁନର୍ବାସ ତଥା ଜାଗାମିଶନ ରେ ବସ୍ତି ବାସିନ୍ଦା ଙ୍କୁ ସର୍ଭେ ମାଧ୍ୟମରେ ଚିହ୍ନଟ କରି ତାଲିକା ପ୍ରସ୍ତୁତ କରିଛନ୍ତି ସରକାର ଓ ପ୍ରଶାସନ ।ପ୍ରଥମେ ବସ୍ତୀ ପଞ୍ଜିକୃତ କରାଇଲେ ଓ ଏବେ ସର୍ଭେ କରି ପରିବାର ତାଲିକା କଲେ ।କିନ୍ତୁ ତାଲିକାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆସିଛି । ବିଶେଷ କରି ଜଗତପୁର ଅଞ୍ଚଳରେ ଦୀର୍ଘ ବର୍ଷ ଧରି ରହିଆସୁଥିବା […]
ବାସ୍ତବ ବ୍ୟୁରୋ: ପ୍ରଶାସନ ପକ୍ଷରୁ ଲିଖିତ ପ୍ରତିଶ୍ରୁତି ମିଳିଲା ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ମହାସଂଘ । ଗତ ୧୫ ତାରିଖ ଠାରୁ ରାଜ୍ୟବ୍ୟାପି ଆରମ୍ଭ ହୋଇଥିବା ଡ୍ରାଇଭର ଏକତା ମହାମଞ୍ଚର ଆନ୍ଦୋଳନ ଆଜି(ଶୁକ୍ରବାର) ସ୍ଥଗିତ ରଖାଯାଇଛି। ଡ୍ରାଇଭର ମହାସଂଘର ରାଜ୍ୟ ସଭାପତି ପ୍ରଶାନ୍ତ ମେଣ୍ଡୁଲି ଭିଡିଓ ଜାରି କରି ଆନ୍ଦୋଳନରୁ ଓହରିବା ପାଇଁ ସେ ଡ୍ରାଇଭରମାନଙ୍କୁ ଅନୁରୋଧ କରିଥିଲା ବେଳେ ତିନିମାସ ମଧ୍ୟରେ ଦାବି ପୂରା ନହେଲେ ଆଗାମୀ […]
ବାସ୍ତବ ବ୍ୟୁରୋ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ‘ଆନ୍ତର୍ଜାତୀୟ ଅର୍ଥନୈତିକ ଅନୁସନ୍ଧାନ ପତ୍ରିକା ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ’ ଦ୍ୱାରା ୨୦୨୩ ବର୍ଷ ପାଇଁ ‘ବେଷ୍ଟ ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାରରେ ସମ୍ମାନିତ କରାଯାଇଛି। କଷ୍ଟ ସମୟରେ ତାଙ୍କର ସ୍ଥିର ନେତୃତ୍ୱ ପାଇଁ ଦାସ ଏହି ପୁରସ୍କାର ଦିଆଯାଇଛି । ଏଥି ସହିତ ୟୁକ୍ରେନର ନ୍ୟାସନାଲ ବ୍ୟାଙ୍କକୁ ‘ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଦି ଇୟର’ ପୁରସ୍କାର […]
ପ୍ରମୋଦନାୟକ(ଭୁବନେଶ୍ବର): ରାଜ୍ୟରେ ଚାଲିଥିବା ଡ୍ରାଇଭରମାନଙ୍କର ଆନ୍ଦୋଳନ ଜାରି ରହିଥିବା ବେଳେ ଏନେଇ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ସେ ଏଥିରେ ମୁଖ୍ୟମନ୍ତ୍ରୀଙ୍କୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଟୁଇଟରରେ ଲେଖିଛନ୍ତି, ଓଡ଼ିଶାରେ ଦୁଇ ଦିନ ହେଲା ଡ୍ରାଇଭର ବନ୍ଧୁମାନଙ୍କର ଗୋଟିଏ ଆନ୍ଦୋଳନ ଆରମ୍ଭ ହୋଇଛି, ଯାହା ଦ୍ୱାରା ସାଧାରଣ ଲୋକଙ୍କ ଯାତାୟତ କିଛି ମାତ୍ରାରେ […]
ବାସ୍ତବ ବ୍ୟୁରୋ: ବାୟୁ ପ୍ରଦୂଷଣ ଉପରେ ନଜର ରଖୁଥିବା ଆଇକ୍ୟୁ ଏୟାର ଆଜି (ମଙ୍ଗଳବାର) ବିଶ୍ୱ ବାୟୁ ଗୁଣବତ୍ତା ରିପୋର୍ଟ ପ୍ରକାଶ କରିଛି। ବିଶ୍ୱରେ ଦିନ କୁ ଦିନ ବଢୁଥିବା ପ୍ରଦୂଷଣ ପାଇଁ ବିଷାକ୍ତ ପାଲଟିଗଲାଣି ବାୟୁ। ଏହାରି ଭିତରେ ୨୦୨୨ ପାଇଁ ବିଶ୍ୱର ସବୁଠୁ ପ୍ରଦୂଷିତ ସହରର ତାଲିକା ପ୍ରକାଶ ପାଇଛି। ଏହି ତାଲିକାର ସବୁଠାରୁ ଉପରେ ଥିବା ୫୦ଟି ସହର ମଧ୍ୟରେ ଭାରତର ୩୯ଟି ସହର ରହିଛି। […]
ପ୍ରମୋଦନାୟକ(ଭୁବନେଶ୍ବର): ମାର୍ଚ୍ଚ ୧୫ରୁ ଧାରଣା ଦେବ ଓଡ଼ିଶା ଡ୍ରାଇଭର ମହାସଂଘ । ଓଡ଼ିଶା ଡ୍ରାଇଭର ମହାସଂଘ ଆସନ୍ତାକାଲି ଠାରୁ ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବ। ଏବେ ଦଶମ ପରୀକ୍ଷା ଚାଲିଥିବା ହେତୁ ଭୁବନେଶ୍ୱର ସହରରେ କୌଣସି ଧାରଣା ଦିଆଯିବନାହିଁ ବୋଲି ସଂଘ କହିଛି। ଓଡ଼ିଶା ଡ୍ରାଇଭର ମହାସଂଘ ସହ ଓଡ଼ିଶା ମଟର ଚାଳକ ସଂଘ, ନାଇଟ ହେଲ୍ପ ଟ୍ରଷ୍ଟ କ୍ୟାବ ସର୍ଭିସ୍ ସଂଘ, ଓଡ଼ିଶା ପରିବହନ ଚାଳକ ସଂଘ ଓ […]
ପ୍ରମୋଦ ନାୟକ(ଭୁବନେଶ୍ୱର): ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଆଜି ବିଧାନସଭାରେ ଶୂନ୍ୟକାଳରେ ପ୍ରଶ୍ନ ଉଠାଇବା ସହ ମନ୍ତ୍ରୀଙ୍କ ଉତ୍ତର ଦାବି କରିଛନ୍ତି ।‘ମାଟ୍ରିକ୍ ପରୀକ୍ଷାରେ ୧୫ ହଜାରରୁ ଅଧିକ ପିଲା ଅନୁପସ୍ଥିତକୁ ନେଇ ଶିକ୍ଷା ମନ୍ତ୍ରୀଙ୍କୁ ଘେରିଲେ ଜୟନାରାୟଣ। ଡ୍ରପଆଉଟ ଅନୁପାତରେ ପୂରା ଭାରତରେ ଓଡିଶା ଏକ ନମ୍ବର ପାଲଟିଥିଲାବେଳେ। ପରୀକ୍ଷା ବେଳେ ମନ୍ତ୍ରୀ ପରିଦର୍ଶନ ନାଁରେ ସ୍କୁଲ ଯାଇ ପିଲାଙ୍କ ସହ ଫଟୋ ଉଠାଉଛନ୍ତି। ଏହାଦ୍ୱାରା ପିଲାଙ୍କ ସ୍ଥିରତା […]
ବାସ୍ତବ ବ୍ୟୁରୋ: ସୋମବାର ସକାଳେ ୯୫ ତମ ଓସ୍କାର ପୁରସ୍କାର ସମାରୋହରୁ ଭାରତ ପାଇଁ ଏକ ଖୁସି ଖବର ଆସିଛି । ଚଳଚ୍ଚିତ୍ର RRR ର ନାଟୁ ନାଟୁ କୁ ‘ବେଷ୍ଟ୍ ଅରିଜିନାଲ୍ ସଙ୍ଗ୍’ ବର୍ଗରେ ପୁରସ୍କାର ଲାଭ କରିଥିବା ବେଳେ ଦି ଏଲିଫ୍ୟାଣ୍ଟ୍ ୱିସ୍ପରର୍ସ୍ ବେଷ୍ଟ୍ ଡକ୍ୟୁମେଣ୍ଟାରୀ ସର୍ଟ ଫିଲ୍ମ ବର୍ଗରେ ଜିତିଛି। କାର୍ତିକି ଗନ୍ସାଲ୍ଭେସ୍ ଏବଂ ଗୁନୀତ୍ ମୋଙ୍ଗାଙ୍କ ‘ନେଟ୍ଫ୍ଲିକ୍ସ୍’ କ୍ଷୁଦ୍ର ପ୍ରାମାଣିକ ଛବି ‘ଦି ଏଲିଫ୍ୟାଣ୍ଟ୍ […]
ସଂଜୟ ଶତପଥୀ(କଟକ): କଟକ ବକ୍ସିବଜାରସ୍ଥିତ ପାନ୍ଥନିବାସ ସଭାଗୃହରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ପକ୍ଷରୁ ସଭାପତି ତଥା ସାପ୍ତାହିକ ସମ୍ବାଦପତ୍ର “ନବୀନ” ର ମୂଖ୍ୟ ସମ୍ପାଦକ ବରିଷ୍ଠ ସାମ୍ବାଦିକ ଶ୍ରୀ ରବି ରଥଙ୍କ ସଭାପତିତ୍ବରେ ସଂଘର ସାଧାରଣ ପରିଷଦ ବୈଠକ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ବହୁଚର୍ଚ୍ଚିତ ସମ୍ବାଦପତ୍ର “ପର୍ଯ୍ୟବେକ୍ଷକ”ର ମୁଖ୍ୟ ଶ୍ରୀ ପବିତ୍ର ମୋହନ ସାମନ୍ତରାୟ,”କଳିଙ୍ଗ ପ୍ରଭା”ର ମୁଖ୍ୟ […]


