ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ୨୦୨୩ ମାଟ୍ରିକ୍‌ ପରୀକ୍ଷାଫଳ । କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସଚିବଙ୍କ ଉପସ୍ଥିତି‌ରେ ପରୀକ୍ଷାଫଳ ପ୍ରକାଶ ପାଇଛି। ମନ୍ତ୍ରୀ ପରୀକ୍ଷାଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥିରେ ବୋର୍ଡ ସଭାପତି ରମାଶିଷ ହାଜରା ଓ ଉପସଭାପତି ଡକ୍ଟର ନିହାର ରଂଜନ ମହାନ୍ତି ପ୍ରମୁଖ ମଧ୍ୟ ଉପସ୍ଥିତ ଅଛନ୍ତି। ଏଥର ପାସ୍ ହାର ରହିଛି ୯୬.୪ ପ୍ରତିଶତ। […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ୨୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଅନୁଗୁଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ଭାଙ୍ଗିବ। ୪୨ ଡିଗ୍ରି ଡେଇଁଯିବ ଅଧିକାଂଶ ସହର। ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୦ ଡିଗ୍ରି ମଧ୍ୟରେ ରହିବ। ସ୍ଥାନେ ସ୍ଥାନେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଗ୍ରୀଷ୍ମ ପ୍ରବାହ […]

ବାସ୍ତବ ବ୍ୟୁରୋ: ଆଜି(ମେ ୧୮) ଦିନ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷାଫଳ । ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍‌ (ଦଶମ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ପରୀକ୍ଷାଫଳ ପ୍ରକାଶ ପାଇବ। ଦିନ ୧୨ଟା ସୁଦ୍ଧା ୱେବ୍‌ସାଇଟ୍‌ ଓ ଏସ୍‌ଏମ୍‌ଏସ୍‌ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି କରାଯାଇ ଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର […]

ବାସ୍ତବ ବ୍ୟୁରୋ: ଭାରତ ମହାସାଗରରେ ଚୀନ୍‌ର ଗୋଟାଏ ମାଛମରା ବୋଟ୍‌ ବୁଡ଼ିଯିବାରୁ ସେଥିରେ ଥିବା ୩୯ଜଣ ନାବିକ ନିଖୋଜ ହୋଇଯାଇଥିବା କଥା ଏକ ଗଣମାଧ୍ୟମ ରିପୋର୍ଟ କରିଛି। ମଙ୍ଗଳବାର ରାତି ପ୍ରାୟ ୩ଟା ବେଳେ ଉକ୍ତ ବୋଟ୍‌ ବୁଡ଼ିଯାଇଥିବା କଥା ‘ଚାଇନା ସେଣ୍ଟ୍ରାଲ୍‌ ଟେଲିଭିଜନ୍’ ନାମକ ଚୀନ୍‌ର ରାଷ୍ଟ୍ରାୟତ  ସମ୍ବାଦ ପ୍ରସାରଣକାରୀ କହିଛି। ଉକ୍ତ ବୋଟ୍‌ରେ ଥିବା କ୍ରୁ’ମାନଙ୍କ ମଧ୍ୟରେ ଥିଲେ ୧୭ଜଣ ଚୀନ୍‌, ୧୭ଜଣ ଇଣ୍ଡୋନେସିଆ ଏବଂ ୫ଜଣ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୨,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୨୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା […]

ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶଶିଭୂଷଣ ବେହେରା ଓ ତାଙ୍କ ପରିବାର ନାଁରେ ବଧୂ ନିର୍ଯାତନା ଅଭିଯୋଗ ଆସିଛି।ତାଙ୍କ ବୋହୂ ରୋନାଲି ବେହେରା କରିଛନ୍ତି ଏହି ଅଭିଯୋଗ। ରୋନାଲି ଶ୍ୱଶୁର ଶଶିଭୂଷଣ ବେହେରାଙ୍କ ସହିତ ସ୍ୱାମୀ ସତ୍ୟପ୍ରକାଶ ବେହେରା, ଶାଶୁ ସୁପ୍ରଭା ମହାନ୍ତି, ନଣଦ ସୁଶ୍ରୀ ଭାରତୀ ବେହେରା ଓ ମାଉସୀ ଶାଶୁ ପ୍ରତିଭା ମହାନ୍ତିଙ୍କ ନାଁରେ ଏଫଆଇଆର ଦେଇଛନ୍ତି। ଗତ ମାର୍ଚ୍ଚ ୩ ତାରିଖରୁ […]

ବାସ୍ତବ ବ୍ୟୁରୋ: ପୁଣି ଥରେ ଅଶାନ୍ତ ପାକିସ୍ତାନ । ଗୁଳି ଫୁଟିବା ସହ ୧୬ ନିରୀହ ଜୀବନ ଚାଲି ଯାଇଥିବା ବେଳେ ବହୁ ଜଣ ଗୁରୁତର ହୋଇ ମରଣ ସହ ସଂଘର୍ଷ କରୁଛନ୍ତି। ଏପରି ଏକ ଅଘଟଣ ଗତକାଲି ପାକିସ୍ତାନର ଉତ୍ତର-ପଶ୍ଚିମାଞ୍ଚଳର ଏକ କୋଇଲା ଖାଦାନରେ ଘଟିଥିଲା । ସୂଚନାନୁଯାୟୀ, ପେଶୱାରଠାରୁ ପ୍ରାୟ ୩୫ କିମି ଦୂରରେ ଥିବା କୋହାଟ ଜିଲ୍ଲାର ଡାରା ଆଡାମ ଖେଲ କୋହଟ ଅଞ୍ଚଳରେ ଥିବା […]

ବାସ୍ତବ ବ୍ୟୁରୋ: ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। ଆଜି ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ତାରିଖ ଘୋଷଣା ହୋଇଛି।  କଟକ ବୋର୍ଡ କାର୍ଯ୍ୟାଳୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୧୦ଟା ବେଳେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ […]

 ବାସ୍ତବ ବ୍ୟୁରୋ: ଦ କେରଳ ଷ୍ଟୋରୀର ଅଭିନେତ୍ରୀ ଅଦା ଶର୍ମା ସଡକ ଦୁର୍ଘଟଣାରେ ଆହତ ହୋଇଛନ୍ତି । ଅଦା ଶର୍ମା ନିଜେ ଟ୍ୱିଟ କରି ନିଜ ସ୍ୱାସ୍ଥ୍ୟବସ୍ଥାର ଅପଡେଟ ଦେଇଥିଲେ । ସେ ସୁସ୍ଥ ଥିବା କଥା ଜାଣିବା ପରେ ଫ୍ୟାନମାନେ ଆଶ୍ୱସ୍ତି ପ୍ରକାଶ କରିଛନ୍ତି । ଅଦା ଶର୍ମା ଟ୍ୱିଟ କରି କହିଥିଲେ କି ସେ ଏବେ ପୂରା ସୁସ୍ଥ ଅଛନ୍ତି ତାଙ୍କ ସହ କୌଣସି ବଡ ଦୁର୍ଘଟଣା […]

Pin It on Pinterest