ବାସ୍ତବ ବ୍ୟୁରୋ: ଆଜି ସନ୍ଧ୍ୟା ପ୍ରାୟ ୬ଟା ବେଳେ ଅନୁଗୁଳ ସହର ଶଙ୍କର ସିନେମା ରୋଡ୍ ସ୍ଥିତ ‘ମଙ୍ଗଳମ୍‌’ କପଡ଼ା ସୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଏହି ସୋ’ ରୁମ୍‌ରେ ସନ୍ଧ୍ୟା ସମୟରେ ଗ୍ରାହକଙ୍କ ଭାରି ଭିଡ ଥିବାବେଳେରେ ହଠାତ୍‌ ଦୋକାନ ପ୍ରବେଶ ପଥର ବାମ ପଟେ ଖଞ୍ଜା ହୋଇଥିବା ବିଦ୍ୟୁତ୍‌ ପ୍ୟାନେଲ୍‌ ବୋର୍ଡରେ ସର୍ଟ ସର୍କିଟ୍ ହୋଇଥିଲା। ସେହିଠାରୁ ନିଆଁ ସୂତ୍ରପାତ ହୋଇ ଧୀରେ ଧୀରେ ବ୍ୟାପକ […]

ବାସ୍ତବ ବ୍ୟୁରୋ: ଆଜି ଜମ୍ମୁ ଓ କାଶ୍ମୀରର ଉଧାମପୁର ନିକଟରେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କ କାରକୁ ଏକ ଟ୍ରକ୍ ଧକ୍କା ଦେଇଛି। ତେବେ ଏହି ଦୁର୍ଘଟଣାରେ ଶ୍ରୀ ରିଜିଜୁଙ୍କର କିଛି କ୍ଷତି ହୋଇ ନାହିଁ। ସେହିଭଳି ଏଥିରେ ଅନ୍ୟ କେହି ମଧ୍ୟ ଆହତ ହୋଇନାହାନ୍ତି। ଟ୍ରକ୍‌ଟି କିରଣ ରିଜିଜୁଙ୍କ କାରକୁ ଧକ୍କା ଦେବା ପରେ ଅନ୍ୟ ଗାଡ଼ିରେ ଥିବା ସୁରକ୍ଷାକର୍ମୀମାନେ ତୁରନ୍ତ ଧାଇଁ ଯାଇ କାରର ଡୋର୍ […]

ସଂଜୟ ଶତପଥୀ(କଟକ):କଟକ ନଗର ଜିଲ୍ଲା ବିଜେପି ଓବିସି ମୋର୍ଚା ତରଫରୁ କଲେଜ଼ଚ୍ଛକ ସ୍ଥିତ ପାଟରା ସାହି ଠାରେ ମୋର୍ଚ୍ଚା ସଭାପତି ମହେନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେ ଗାଁ ଗାଁ ଚାଲ,ଘର ଘର ଚାଲ ଅଭିଯାନ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଓବିସି ବର୍ଗଙ୍କ ପାଇଁ ନଅ ବର୍ଷ ଧରି କରିଥିବା ବହୁ ବିକାଶ ମୂଳକ କାର୍ଯ୍ୟ, ଏହି ବର୍ଗ ପାଇଁ 27%ସଂରକ୍ଷଣ ସମ୍ବନ୍ଧରେ କାର୍ଯ୍ୟକର୍ତ୍ତା ମାନେ ଜନ ସଚେତନତା […]

ବାସ୍ତବ ବ୍ୟୁରୋ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି ଯେ ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୩% ବୃଦ୍ଧି ପାଇ ୬,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୦୦୦ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁଯାୟୀ, ଆଜି (ଶୁକ୍ରବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୦୫୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]

ବାସ୍ତବ ବ୍ୟୁରୋ: ଏକ ଦଳ ପ୍ରସ୍ତୁତ କର, ପୁରସ୍କୃତ ହୁଅ, ବାଜି ଲଗାଅ, ନିଜର ଭାଗ୍ୟ ପରିବର୍ତ୍ତନ କର । ଏପରି ପ୍ରଲୋଭନକାରୀ ବିଜ୍ଞାପନ ବନ୍ଦ କରିଦିଆଯିବ । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ନିକଟରେ ଦେଶର କିଛି ମୁଖ୍ୟସ୍ରୋତର ଇଂରାଜୀ ଓ ହିନ୍ଦୀ ଖବରକାଗଜରେ ବେଟିଂ ୱେବସାଇଟର ବିଜ୍ଞାପନ ଏବଂ ପ୍ରଚାର ବିଷୟବସ୍ତୁ ପ୍ରସାରଣ ଘଟଣାକୁ ନେଇ ତୀବ୍ର ଆପତ୍ତି ଉଠାଇଛି। ଏ ଘଟଣା ଦୃୃଷ୍ଟିଗୋଚର ହେବାପରେ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୩୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ଗୁରୁବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୩୩୫ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୩୩୫ […]

ବାସ୍ତବ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ ଅର୍ଥାତ୍ ଆରବିଆଇ ଆଜି (ଗୁରୁବାର) ରେପୋରେଟ ଅପରିବର୍ତ୍ତିତ ରଖିଛି। ଆରବିଆଇ ଏକ ନୂତନ ମୁଦ୍ରା ନୀତି ଘୋଷଣା କରିଛି। ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ ଏହି ସୂଚନା ଦେଇଛନ୍ତି। ଆରବିଆଇ ଏମପିସି ଏଥର ରେପୋ ରେଟରେ କୌଣସି ପରିବର୍ତ୍ତନ କରିନାହିଁ। ଦେଶରେ ମୁଦ୍ରାସ୍ଫୀତି ପରିସ୍ଥିତିକୁ ଚାହିଁ ରେପୋ ରେଟ୍‌ ୬.୫ ପ୍ରତିଶତ ଅପରିବର୍ତ୍ତିତ ରଖିଛି ଆରବିଆଇ। ମନିଟାରି ପଲିସି କମିଟି (ଏମ୍‌ପିସି) ଏହି ନିଷ୍ପତ୍ତି […]

ସଂଜୟ ଶତପଥୀ(କଟକ)୦୫/୦୪ : ଓଡ଼ିଶା ରାଜନୀତିର ପ୍ରାଣକେନ୍ଦ୍ର ହେଉଛି ଐତିହାସିକ ସହର କଟକ । ଓଡିଶାକୁ ରାଜ୍ୟ ସରକାର ଦୁର୍ନୀତିର ଗନ୍ତାଘର କରିଛନ୍ତି ତାହାକୁ ଭାରତୀୟ ଜନତା ପାର୍ଟି ଆଗାମୀ ନିର୍ବାଚନରେ ଧ୍ୱଂସ କରିବ ।ଓଡ଼ିଶାର ବିକାଶ ଓ ଉନ୍ନତି ପାଇଁ ସଦା ସର୍ବଦା କାର୍ଯ୍ୟ କରିବ ବିଜେପି । ଆଗାମୀ ୨୦୨୪ ନିର୍ବାଚନ ପାଇଁ ଆଜି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ମା’ କଟକଚଣ୍ଡୀ ମନ୍ଦିରକୁ ଯାଇ […]

ବାସ୍ତବ ବ୍ୟୁରୋ: ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ଚାଲିବ । ଏହାପରେ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ ୨୩ରୁ ମେ’ ୭ ତାରିଖ ପର୍ଯ୍ୟନ୍ତ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। […]

ବାସ୍ତବ ବ୍ୟୁରୋ: ଆଜି (ବୁଧବାର) ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪,୪୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩,୦୦୦ ଉପରେ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୪୩୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ […]

Pin It on Pinterest