ବାସ୍ତବ ବ୍ୟୁରୋ: ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ୬ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ରାଜ୍ୟବ୍ୟାପି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଡାକରା ଦିଆଯାଇଛି । ଡ୍ରାଇଭର ମହାସଂଘ ଶାନ୍ତିପୂର୍ଣ୍ଣ ଭାବେ ଭୁବନେଶ୍ବରର ବରମୁଣ୍ଡା ପଡ଼ିଆ ସାମ୍ନାରେ ଧାରଣାରେ ବସିଛନ୍ତି। ରାଜ୍ୟର ୫ ଲକ୍ଷରୁ ଅଧିକ ଡ୍ରାଇଭର ଏଥିରେ ସାମିଲ ହୋଇଛନ୍ତି। ତେବେ କ୍ଷୀର ଗାଡ଼ି, ସ୍କୁଲ ବସ୍ ଏବଂ ଆମ୍ବୁଲାନ୍ସକୁ ଏଥିରୁ ବା୍ ଦିଆଯାଇଛି। ୬ […]
ବରଗଡ଼(ନବୀନ କୁମାର ଦାଶ):ଗତକାଲି ବରଗଡ଼ ଉପକଣ୍ଠ ବିଜେପୁର ନିକଟସ୍ଥ ସମଲେଇପଦର ଠାରେ ଥିବା ପାର୍ବତୀ ଗିରି ବୃଦ୍ଧା ଶ୍ରମ ରେ ଥିବା ଅସହାୟ ବୃଦ୍ଧବୃଦ୍ଧା ମାନଙ୍କ ପାଖରେ ଛତା ନ ଥିବାରୁ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହା ଦେଖି ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ୩୦ ଟି ଛତା ବଣ୍ଟନ କରାଯାଇ ଥିଲା।ଏହି କାର୍ଯ୍ୟକ୍ରମ ରେ ଲାୟନ୍ସ ଅମରଜିତ୍ ସିଂ,ଦୀପକ ବଲୋଦିଆ,ପ୍ରଦୀପ ତୟାଲ, ମନୋଜ କୁମାର ମହାପାତ୍ର […]
ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରପାଲି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଅତିରିକ୍ତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁରଜ କୁମାର ପଟ୍ଟନାୟକ,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର […]
ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ମନମୋହନ ସାମଲ ସମସ୍ତ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନାମାଙ୍କନ ଦାଖଲ କଲେ ଆଜି ସଭାପତିଙ୍କ ନାମ ଘୋଷଣା…. ଭୁବନେଶ୍ୱର(ନି.ପ୍ର):ବିଜେପି ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ରାଜ୍ୟ ସଭାପତି ପଦରେ ଏକମାତ୍ର ପ୍ରାର୍ଥୀଭାବେ ଶ୍ରୀ ମନମୋହନ ସାମଲ […]
ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ ଓ ୮ରେ ଚୂଡ଼ାନ୍ତ ଫଳାଫଳ ଘୋଷଣା: ଡ.ଯତୀନ ମହାନ୍ତି ଚୂଡ଼ାନ୍ତ ମତାଦାତାଙ୍କ ସୂଚୀ ପ୍ରକାଶ ନାମାଙ୍କନ ପତ୍ର ଦାଖଲ ଆସନ୍ତା କାଲି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ହେବ ଏବଂ ନାମାଙ୍କନ ସମ୍ପର୍କିତ ଆପତି ଅଭିଯୋଗର ଯାଂଚ କରାଯାଇ ଅପରାହ୍ନ ୪.୩୦ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଭୁବନେଶ୍ୱର(ନି.ପ୍ର)୦୬/୦୭: ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟ […]
୧୦୮ ଆମ୍ବୁଲାନ୍ସ ଅବ୍ୟବସ୍ଥା ଯୋଗୁଁ ଯୁବକଙ୍କ ମୃତୁ୍ୟ ଘଟଣାସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସରକାରଙ୍କ ଅପରାଧିକଅବହେଳା: ବିଜେଡି।ଆମ୍ବୁଲାନ୍ସ ପରିଚାଳନାରେ ସ୍ୱାସ୍ଥ୍ୟ ବିଭାଗର ଚରମ ଦାୟିତ୍ୱହୀନତା ଜୀବନର ମୂଲ୍ୟ ୪ ଲକ୍ଷ ଟଙ୍କା ନୁହେଁ।ପ୍ରଚାର ଓ ଉତ୍ସବରେ ନ ମାତି ଜୀବନର ମୂଲ୍ୟ ବୁଝନ୍ତୁ ସରକାର।ଭୁବନେଶ୍ୱର(ନି.ପ୍ର)୦୬/୦୭/: ୧୦୮ ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ଚରମ ଅବ୍ୟବସ୍ଥା ଲାଗି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଆଇତପୁର ଗ୍ରାମର ଶଙ୍କର ମହାରଣା ନାମକ ଏକ ଯୁବକର ମୃତୁ୍ୟ […]
ବାସ୍ତବ ବ୍ୟୁରୋ: ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ରଥାରୁଢ଼ ଚତୁର୍ଦ୍ଧାମୂରତି । ମହଣ ମହଣ ସୁନାରେ ସୁଶୋଭିତ ହୋଇଛନ୍ତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ ରାଜରାଜେଶ୍ବର ବେଶ ବୋଲି ମଧ୍ୟ କୁହାଯାଏ । ମହାପ୍ରଭୁଙ୍କ ସୁନା ବେଶ ଦେଖିବା ପାଇଁ ରବିବାର ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଲାଗି ରହିଛି। ରାତ୍ର ୧୧ଟା ପର୍ଯ୍ୟନ୍ତ ଭକ୍ତ ମାନେ ମହାପ୍ରଭୁଙ୍କ ସୁନାବେଶ […]
ସ୍ୱଳ୍ପ ସମୟ ଅବଧିରେ ଲମ୍ବା ସଂଘର୍ଷର ଯାତ୍ରା ଅତିକ୍ରମ କରିଥିଲେ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ : ମନମୋହନ ସାମଲ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେପି ନେତୃବୃନ୍ଦ। ଭୁବନେଶ୍ୱର(ନି.ପ୍ର)୦୬/୦୭: ଭାରତୀୟ ଜନସଂଘର ପ୍ରତିଷ୍ଠାତା ସ୍ୱର୍ଗତଃ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଜଣେ ଦୂରଦ୍ରଷ୍ଟା ରାଜନେତା ଥିଲେ ।ଦେଶର ସାମଗ୍ରିକ ବିକାଶ, ଅର୍ଥନୀତି ବିକାଶ, ସାମାଜିକ ନୀତି ଏବଂ ଦେଶର ରାଷ୍ଟ୍ରୀୟ ସୁରକ୍ଷା ନୀତି କିଭଳି […]
ବାସ୍ତବ ବ୍ୟୁରୋ: ଶନିବାର ଦିନ ଜାମ୍ମୁ ଓ କାଶ୍ମୀରର ରାମବାନ ଜିଲ୍ଲାରେ ପାଞ୍ଚଟି ବସ୍ ମଧ୍ୟରେ ଧକ୍କା ହେବାରୁ ବିଭିନ୍ନ ରାଜ୍ୟରୁ ଆସିଥିବା ଅତି କମରେ ୩୬ ଜଣ ଅମରନାଥ ଯାତ୍ରୀ ଆହତ ହୋଇଛନ୍ତି। ରାମବନ ଡେପୁଟି କମିଶନର ଏ ନେଇ ଏକ ଟ୍ୱିଟ୍ କରିଛନ୍ତି। ବସ୍ର ବ୍ରେକ୍ ଫେଲ୍ ହୋଇଯିବାରୁ ସକାଳ ପ୍ରାୟ ୮ଟା ସମୟରେ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥ କଡ଼ରେ ଚନ୍ଦରକୋଟ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। […]
ନୀଳଗିରି ହାତୀ ହତ୍ୟା ଓ ଦାନ୍ତ ଲୁଟ ଘଟଣାବିଧାୟକ ସନ୍ତୋଷ ଖଟୁଆଙ୍କୁ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି।ତିନି ଜଣ ମୁଖ୍ୟ ଅଭିଯୁକ୍ତ ବିଧାୟକଙ୍କ ଫାର୍ମ ହାଉସରୁ ଗିରଫବିଧାୟକଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଶୂନ।ଏହି ଘଟଣାରେ, ବିଧାୟକଙ୍କୁ ତୁରନ୍ତ ଗିରଫ କରାଯାଉ।ଭୁବନେଶ୍ବର(ନି.ପ୍ର): ଗତ ଜୁନ ୧୫ ତାରିଖରେ ନୀଳଗିରି ଅଞ୍ଚଳରେ ଘଟିଥିବା ଏକ ଦନ୍ତା ହାତୀର ହତ୍ୟା ଓ ଏହାର ଦାନ୍ତ ଲୁଟ ଘଟଣାରେ ସ୍ଥାନୀୟ ଜଙ୍ଗଲ ଅଧିକାରୀଙ୍କ ଦ୍ୱାରା ପାଞ୍ଚଜଣଙ୍କୁ ଗିରଫ […]


