ବାସ୍ତବ ବ୍ୟୁରୋ : ଆଜିଠୁ ଇଣ୍ଡୋନେସିଆର ବାଲିରେ ଆରମ୍ଭ ହୋଇଥିବା ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଋଷ-ୟୁକ୍ରେନ ଯୁଦ୍ଧକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ବିଶ୍ବବାସୀଙ୍କୁ ସମ୍ବୋଦ୍ଧିତ କରି ମୋଦି କହିଛନ୍ତି, ବିଶ୍ବ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି । ୟୁକ୍ରେନ-ଋଷ୍ ଯୁଦ୍ଧ ବିଶ୍ବର ଅର୍ଥନୀତି ଉପରେ ପ୍ରଭାବ ପକାଇଛି । ସେହିପରି ମହାମାରୀ କୋଭିଡ୍ ଓ ଜଳବାୟୁ ପରିବର୍ତ୍ତନ […]

ବାସ୍ତବ ବ୍ୟୁରୋ : ରଦ୍ଧ ହେଲା ୨୦୨୨ରେ ପ୍ରକାଶ ପାଇଥିବା ଆସିଷ୍ଟାଣ୍ଡ ସେକ୍ସନ ଅଫିସର ବା ଏଏସଓ ବିଜ୍ଞପ୍ତି । ୨୦୧୬ ବିଜ୍ଞପ୍ତି ଆଧାରରେ ସାନି ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର ଏହି ନିର୍ଦ୍ଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି। ଖବର ଅନୁଯାୟୀ, OPSC ପକ୍ଷରୁ ଏଏସଓର ୭୯୬ଟି ପଦବୀ ପାଇଁ ବିଜ୍ଞପ୍ତି […]

ବାସ୍ତବ ବ୍ୟୁରୋ : ଭୀଷଣ ବର୍ଷାରେ ବେହାଲ ତାମିଲନାଡ଼ୁ । ତାମିଲନାଡ଼ୁରେ ଗତ ଏକ ସପ୍ତାହରୁ ଅଧିକ ସମୟ ଧରି ପ୍ରବଳ ବର୍ଷା ଲାଗି ରହିଥିବାରୁ ଅଧିକାଂଶ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଚେନ୍ନାଇ ଓ କୋଏମ୍ବାଟୁରରେ ପ୍ରବଳ ବର୍ଷା ଯୋଗୁ ସହର ଜଳାର୍ଣ୍ଣବ ହୋଇଛି । ତଳିଆ ଅଞ୍ଚଳରେ ବର୍ଷା ପାଣି ପଶିବାରୁ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଭାଇଗାଇ ଡ୍ୟାମ୍ ବନ୍ୟା ଜଳ ଛାଡ଼ିବା […]

ସଂଜୟ ଶତପଥୀ(କଟକ): :ଆଜି ୧୩/୧୧/୨୦୨୨ ରାଷ୍ଟ୍ରୀୟ ବଜରଙ୍ଗ ଦଳ ପକ୍ଷରୁ ହେତୁବାଦୀ ସଂଗଠନ ର ମୁଖ୍ୟ ବି.ରାମଚନ୍ଦ୍ର.ଭୋଲଟାୟାର ଗଣମାଧ୍ୟମରେ ଦେଇଥିବା ହିନ୍ଦୁଧର୍ମର ପବିତ୍ର ପୁରାଣ ରାମାୟଣ ର ବିଶିଷ୍ଟ ଚରିତ୍ର,ଭାତୃଭକ୍ତ ଲକ୍ଷ୍ମଣଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେବା ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏକ ଏତଲା ଦିଆଯାଇଈ। ଏହି ଏତଲା ଦାଏର କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ବଜରଙ୍ଗ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଦୀନବନ୍ଧୁ ସିଂ ଙ୍କ ଆହ୍ୱାନକ୍ରମେ […]

 ବାସ୍ତବ ବ୍ୟୁରୋ : ଆଜି(ଶନିବାର) ତେଲେଙ୍ଗାନା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତେଲେଙ୍ଗାନାର ବିଜେପିକର୍ମୀଙ୍କୁ ସମ୍ବୋଧନ କରି କହିଛନ୍ତି, ମୁଁ ପ୍ରତିଦିନ ୨-୩ କିଲୋ ଗାଳି ଖାଉଛି। ହେଲେ ଏହି ଗାଳିଗୁଡ଼ିକ ମୋ ପାଇଁ ପୋଷଣ ହେଇଯାଉଛି। ଏଥିରୁ ମୋତେ ଉର୍ଜା ମିଳୁଛି। ଆଉ ମୁଁ ଜନାତଙ୍କ ସେବା କରିପାରୁଛି । ଏହି ଗାଳିଗୁଡ଼ିକୁ ଦେହକୁ ନ ନନେବାକୁ ସେ କର୍ମୀଙ୍କୁ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ” କିଛି ଲୋକ ହାତାସ, ଭୟ […]

ଜୟନ୍ତ ଶତପଥୀ(ଚାନ୍ଦୋଳ):୧୨/୧୧- ଆଜି ଚାନ୍ଦୋଳ ଠାରେ ଭାରତୀୟ ଜନତା ପାର୍ଟି ଚାନ୍ଦୋଳ ମଣ୍ଡଳ ତରଫରୁ ଏକ ସାମ୍ବାଦିକ ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ବିଳନୀ ରେ ଜିଲ୍ଲା ସଭାପତି କିଶୋର କୁମାର ପଣ୍ଡା, ଚାନ୍ଦୋଳ ମଣ୍ଡଳ ସଭାପତି ସୁରେନ୍ଦ୍ର କୁମାର ମଳିକ, ଦାନପୁର ପୂର୍ବତନ ସରପଞ୍ଚ ବିଭୁଦେନ୍ଦୁ ପଣ୍ଡା, ଚଉଦ ନମ୍ବର ଜୋନ ଜିଲ୍ଲାପରିଷଦ ପ୍ରାଥୀନୀ ମମତା ସେଠୀ ପ୍ରମୁଖ ଅଭିଭାଷଣ ରଖିଥିଲେ । ପ୍ରମୁଖ ସମସ୍ୟା ଗୁଡିକ […]

ଜୟନ୍ତ ଶତପଥୀ(କେନ୍ଦ୍ରାପଡା)୧୧/୧୧:ରାମଚଣ୍ଡୀ ଶିକ୍ଷା ନିକେତନ , ଛୋଟୀର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ଦାସଙ୍କ ଆକସ୍ମିକ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଏକ ଶୋକାର୍ତ୍ତ ପରିବେଶ ସୃଷ୍ଟି ହୋଇଥିବା ବେଳେ ବିଭିନ୍ନ ମହଲରୁ ଆଦର୍ଶୋଦୀପ୍ତ ବ୍ୟକ୍ତିଙ୍କ ବିୟୋଗରେ ଶୋକବ୍ୟକ୍ତ କରାଯାଇଛି। କୋରୋ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଦୀର୍ଘ ତିନି ଦଶନ୍ଧି କାଳ ନିଜ ନୀତିନିଷ୍ଠ ଶିକ୍ଷା ସେବାକୁ ସମର୍ପିତ କରି ସେ ସମଗ୍ର ଜିଲ୍ଲାରେ ଏକ ସମ୍ମାନ […]

ନମିତା କୁଅଁର(ଭୁବନେଶ୍ବର): ‘ଓଡ଼ିଶା ଡ୍ରାଇଭର ମହାସଂଘ’ର ଏକ ପ୍ରତିନିଧି ମଣ୍ଡଳୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ୧୦ ଦଫା ସମ୍ବଳିତ ନିଜର ଦାବି  ସଂପର୍କରେ ଜଣାଇଛନ୍ତି। ମହାସଂଘ ପକ୍ଷରୁ ପ୍ରାୟ ୩ ସପ୍ତାହ ଧରି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ ପରେ ନବୀନ ନିବାସରେ ପହଞ୍ଚି ଦାବି ପତ୍ର ଦିଆଯାଇଛି। ପୂର୍ବରୁ ରାଜଧାନୀକୁ ଧସେଇ ପଶୁଥିବା ଡ୍ରାଇଭରମାନେ ଗତ ତିନିଦିନ ପୁର୍ବେ ରାଜଧାନୀରେ ଦଣ୍ଡବତ ଯାତ୍ରା କରି ଭୁବନେଶ୍ଵରରେ ପହଞ୍ଚି,ମୁଖ୍ୟମନ୍ତ୍ରୀଙ୍କୁ […]

ବାସ୍ତବ ବ୍ୟୁରୋ : ୭୫୪୦ ହାଇସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ । ରାଜ୍ୟର ୪୮୪୮ଟି ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ୍‌ ସିଲେକ୍‌ସନ କମିଶନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଟିଜିଟି (କଳା), ପିଜିଟି (ପିସିଏମ୍‌ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ପାଇଁ […]

ନମିତା କୁଅଁର(ଭୁବନେଶ୍ୱର):ଓଡିଶା ସଂଗୀତ ନାଟକ ଏକାଡେମୀ ଦ୍ଵାରା ଭଞ୍ଜ କଳା ମଣ୍ଡପରେ ଆୟୋଜିତ ଦ୍ଵିଦିବସୀୟ ରାଜସ୍ତରୀୟ ପାଲା ଓ ଦାସକାଠିଆ ଉତ୍ସବର ଉଦ୍ ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଲବ୍ଧପ୍ରତିଷ୍ଠ ନାଟ୍ୟକାର , ନିର୍ଦ୍ଦେଶକ ଓ ଅଭିନେତା ତଥା ଏକାଡେମୀର ସଚିବ ଡଃ ପ୍ରବୋଧ କୁମାର ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ବିଶିଷ୍ଟ ଗବେଷକ ଡଃ ମନ୍ମଥ ନାଥ ଶତପଥୀ ,ନବନାଟ୍ୟ ଆନ୍ଦୋଳନର କର୍ଣ୍ଣଧାର ମନୋଜ ପଟ୍ଟନାୟକ, ବିଶିଷ୍ଟ କଳାକାର […]

Pin It on Pinterest