ବାସ୍ତବ ବ୍ୟୁରୋ : ପଦ୍ମପୁର ରେ ଆଜି (ଶନିବାର) ପ୍ରଚାରର ଶେଷ ଦିନ । ପ୍ରଚାରରେ କମ୍ପୁଛି ପଦ୍ମପୁର । ଝାରବନ୍ଧରେ ଜୋରଦାର ପ୍ରଚାର କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତକାଲି ମୁଖ୍ୟମନ୍ତ୍ରୀ ପ୍ରଚାରରେ ଆସି ଯାହା କହିଥିଲେ ତା’ର କଡା ଜବାବ ରଖିବା ସହ ପ୍ରଦୀପ ପୁରୋହିତଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର । ବିଶାଳ ଜନସଭାକୁ ସମ୍ବୋଧନ କରିବା ସମୟରେ ମୁଖ୍ୟମନ୍ତ୍ରୀ ନବୀନ […]
ବାସ୍ତବ ବ୍ୟୁରୋ : ଭାରତର ତୃତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ ‘ପଦ୍ମ ଭୂଷଣ’ରେ ସମ୍ମାନୀତ ହେଲେ Google ଆଲଫାବେଟ୍ ର ସିଇଓ ସୁନ୍ଦର ପିଚାଇ । ଆମେରିକାରେ ଭାରତୀୟ ଦୂତଙ୍କ ଠାରୁ ପ୍ରତିଷ୍ଠିତ ପୁରସ୍କାର ପ୍ରାପ୍ତ କରି ପିଚାଇ କହିଛନ୍ତି ଯେ ‘ଭାରତ ମୋର ଏକ ଅଂଶ ଓ ମୁଁ ଯୁଆଡେ ବି ଯାଏ ତାକୁ ମୋ ସାଙ୍ଗରେ ନେଇଯାଇଥାଏ’। ସୁନ୍ଦର ପିଚାଇ ଗତକାଲି (ଶୁକ୍ରବାର) ନିଜ ପରିବାର ସଦସ୍ୟ […]
ବାସ୍ତବ ବ୍ୟୁରୋ: ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାକୁ ଥିବା ଶୀତକାଳୀନ ଅଧିବେଶନ ଶେଷ ହୋଇଛି। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଚଳିତ ବିଧାନସଭା ଶୀତକାଳୀନ ଅଧିବେଶନ ମାତ୍ର ୮ ଦିନ ପାଇଁ ଚାଲି ପାରିଛି। ଏହି ଅଧିବେଶନ ବନ୍ଦ କରିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଦେଇଥିଲେ ଏବଂ ଶାସକ ଦଳ ବିଧାୟକମାନେ ସମର୍ଥନ ଜଣାଇଥିଲେ। ପରେ ବାଚସ୍ପତି ଶ୍ରୀ […]
ବାସ୍ତବ ବ୍ୟୁରୋ: ଆଜି(ଶୁକ୍ରବାର) ଛତିଶଗଡ଼ର ଜଗଦଲପୁରରୁ ୧୧ କିଲୋମିଟର ଦୂରରେ ଥିବା ମାଲଗାଓଁରେ ଏକ ଚୂନ ପଥର ଖାଦାନ ଭୁଶୁଡ଼ିଯାଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଯାଇଛି । ମୃତକଙ୍କ ମଧ୍ୟରେ ୦୬ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି । ୫ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିବାବେଳେ ମେଡିକାଲ ନେବାବେଳେ ଦୁଇ ଜଣକର ମୃତ୍ୟୁ ହୋଇଥିଲା । ତେବେ ଘଟଣା କିପରି ଘଟିଲା ସେ […]
ବାସ୍ତବ ବ୍ୟୁରୋ : ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ୮୨ ବର୍ଷ ବୟସରେ ପରଲୋକେ । କଟକ କଟକ ଚଣ୍ଡୀ ଛକ ସ୍ଥିତ ବାସଭବନରେ ତାଙ୍କର୦ ଦେହାନ୍ତ ହୋଇଛି । ସୂଚନାନୁଯାୟୀ, ତେବେ ବିଳମ୍ୱିତ ରାତିରେ ତାଙ୍କର ପରଲୋକ ହୋଇଛି । ତାଙ୍କ ମୃତ୍ୟୁ ପରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ସେପଟେ ତାଙ୍କର ଶେଷ ଦର୍ଶନ କରୁଛନ୍ତି ବହୁ କଳାକାର । ୧୯୪୫ ମସିହାରେ କଟକର ଚାନ୍ଦିନି […]
ବରଗଡ଼:-୧.୧୨(ଉ.ସ.ପ୍ର.ନବୀନ ଦାଶ) ଗତ ନଭେମ୍ବର ୨୧ତାରିଖ ଦିନ ଠାରୁ ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ସଂଘ ମାନଙ୍କ ପକ୍ଷରୁ ସେମାନଙ୍କ ନ୍ୟାର୍ଯ୍ୟ ଦାବୀ ପୂରଣ ନିମନ୍ତେ ଅଙ୍ଗନବାଡ଼ି କେନ୍ଦ୍ର ମାନଙ୍କ ରେ କାର୍ଯ୍ୟ ବନ୍ଦ୍ ଆନ୍ଦୋଳନ ଜାରି ରହିଥିବା ବେଳେ, ଅତାବିରା ବ୍ଲକ ପରିସର ରେ ଥିବା ଆଇ ସି ଡି ଏସ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ୪ଦିନ ଧରି ଧାରଣା ରେ ବସିଥିଲେ ହେଁ କେହି ଶୁଣିବାକୁ ନାହାନ୍ତି […]
ବାସ୍ତବ ବ୍ୟୁରୋ: ମେକ୍ ଇନ୍ ଓଡିଶା କନକ୍ଲେଭରେ ଉନ୍ମୋଚନ ହେଲା ନୂଆ ଶିଳ୍ପ ନୀତି ୨୦୨୨ । ଏହାକୁ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆ ଶିଳ୍ପ ନୀତି ସମ୍ପର୍କରେ ସୂଚନା ଦେଇ ଶିଳ୍ପ ସଚିବ କହିଛନ୍ତି ଆଜି ଠାରୁ କାର୍ଯ୍ୟକ୍ଷମ ହେଲା ଶିଳ୍ପ ନୀତି ୨୦୨୨ । ଯେଉଁଥିରେ ପ୍ରାୟୋରିଟି ଓ ଥ୍ରଷ୍ଟ ଭଳି ଦୁଇଟି ସେକ୍ଟରକୁ ପ୍ରାଧାନ୍ୟ ଦିଆଯାଇଛି । ଯେଉଁ କ୍ଷତ୍ରରେ ୨୦୦ରୁ […]
ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର)ସକାଳେ କେନ୍ଦ୍ରୀୟ ଜଳ ଶକ୍ତି ମନ୍ତ୍ରଣାଳୟର ଟ୍ଵିଟର ହ୍ୟାଣ୍ଡେଲ ଉପରେ ସାଇବର ଆଟାକ୍ ହୋଇଛି । ହ୍ୟାକର୍ସ କେନ୍ଦ୍ରୀୟ ଜଳ ଶକ୍ତି ମନ୍ତ୍ରଣାଳୟର ଟ୍ଵିଟର ହ୍ୟାଣ୍ଡେଲ ହ୍ୟାକ୍ କରିଛନ୍ତି। ସୁରକ୍ଷା ଏଜେନ୍ସି ଏବଂ ସାଇବର ଏକ୍ସପର୍ଟ ମାମଲାର ତଦନ୍ତ କରୁଛନ୍ତି। ସକାଳେ କେନ୍ଦ୍ରୀୟ ଜଳ ଶକ୍ତି ମନ୍ତ୍ରଣାଳୟର ଟ୍ଵିଟର ହ୍ୟାଣ୍ଡେଲ୍ ହ୍ୟାକ୍ ହୋଇଥିବା ଜଣା ପଡିଛି। ତେବେ ବର୍ତ୍ତମାନ ଏହା ଠିକ୍ ହୋଇ ଯାଇଛି। ଭୋର୍ […]
ବାସ୍ତବବ୍ୟୁରୋ:ଆଜି ଅର୍ଥାତ୍ ଡିସେମ୍ବର ୧ ତାରିଖରୁ ସାରା ଦେଶରେ ଅନେକ ପରିବର୍ତ୍ତନ ଆସିଛି | ବର୍ତ୍ତମାନ ହିରୋ ଗାଡି କିଣିବା ପାଇଁ ଆପଣଙ୍କୁ ଅଧିକ ଟଙ୍କା ଦେବାକୁ ପଡିବ | ହିରୋ ମୋଟୋକର୍ପ ଗାଡିର ମୂଲ୍ୟ ୧ ,୫୦୦ ଟଙ୍କାକୁ ବୃଦ୍ଧି କରିଛି। ଏହା ବ୍ୟତୀତ ପିଏନବି ଏଟିଏମରୁ ଟଙ୍କା ଉଠାଇବା ପାଇଁ ନିୟମ ପରିବର୍ତ୍ତନ କରିଛି। ଆଜିଠାରୁ ଆମେ ଆପଣଙ୍କୁ ଏପରି ୫ ଟି ପରିବର୍ତ୍ତନ ବିଷୟରେ କହୁଛୁ, […]


