ବାସ୍ତବ ବ୍ୟୁରୋ :ଢାକାଠାରେ ଖେଳାଯାଇଥିବା ୨ୟ ଦିନିକିଆରେ ଭାରତ ବାଂଲାଦେଶଠାରୁ ୫ ରନରେ ହାରିଯାଇଛି । ଏଥିସହ ବାଂଲାଦେଶ ଠାରୁ କ୍ରମାଗତ ଦ୍ୱିତୀୟ ଦିନିକିଆ ମ୍ୟାଚ୍ ହାରି ସିରିଜ୍ ହରାଇଛି ଟିମ ଇଣ୍ଡିଆ। ଏହି ମ୍ୟାଚରେ ବାଂଲାଦେଶ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । କିନ୍ତୁ ଆରମ୍ଭରୁ ବେଶ କେତୋଟି ଓ୍ବିକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ ମଧ୍ୟ ମେହଦି ହାସାନ ମିରାଜ୍ ଲଢୁଆ […]
ବାସ୍ତବ ବ୍ୟୁରୋ : ଜଳବାୟୁ ପରିବର୍ତ୍ତନର ଗୁରୁତର ପ୍ରଭାବ ଭାରତ ଉପରେ ପଡ଼ିବା ଆରମ୍ଭ ହୋଇଛି । ତେବେ ବିଶ୍ବବ୍ୟାଙ୍କର ଏକ ରିପୋର୍ଟରୁ ଜଣାପଡ଼ିଛି, ଆଗକୁ ଭାରତରେ ଏପରି ଗ୍ରୀଷ୍ମପ୍ରବାହ ହେବ ଯେ ତାହାକୁ ମଣିଷ ସହିପାରିବ ନାହିଁ । ବିଶ୍ବବ୍ୟାଙ୍କ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ଯାହାର ନାମ “କ୍ଲାଇମେଟ୍ ଇନଭେଷ୍ଟମେଣ୍ଟ ଅପର୍ଚୁନିଟିଜ୍ ଇନ ଇଣ୍ଡିଆସ କୁଲିଂ ସେକ୍ଟର”ରେ କୁହାଯାଇଛି, ବିଗତ ଏକ ଦଶନ୍ଧି ମଧ୍ୟରେ ହିଟ୍ ୱେଭ୍ […]
ବାସ୍ତବ ବ୍ୟୁରୋ : ଚଳିତ ବର୍ଷ ପଞ୍ଚମ ଥର ପାଇଁ ପୁଣି ବଢ଼ିଲା ରେପୋରେଟ୍ । ଆରବିଆଇ ପକ୍ଷରୁ ରେପୋ ରେଟ୍ ୦.୩୫% ବୃଦ୍ଧି କରାଯାଇଛି । ଫଳରେ ମହଙ୍ଗା ହେବ ଋଣ। ବର୍ତ୍ତମାନ ରେପୋ ରେଟ୍ ୫.୯୦ ପ୍ରତିଶତରୁ ୬.୨୫%କୁ ବୃଦ୍ଧି ପାଇଛି। ମୁଦ୍ରାସ୍ଫୀତିକୁ ଦୃଷ୍ଟିରେ ରଖି ଆରବିଆଇ ମନିଟାରୀ କମିଟିରେ ଏହି ନିଷ୍ପତ୍ତି ନିଆଯାଇଛି। ରେପୋ ରେଟ୍ ବୃଦ୍ଧି ପରେ ଋଣ ପରିଶୋଧ ମହଙ୍ଗା ହେବ। ଏହା […]
ସଂଜୟଶତପଥୀ(କଟକ): ବସ୍ତିବାସିନ୍ଦା ଏକତା ମଞ୍ଚ ପକ୍ଷରୁ ସଭାପତି ଶ୍ରୀ ସେକ୍ ଅବଦୁଲାଙ୍କ ନେତୃତ୍ବରେ ଶତାଧିକ ବାସଚ୍ଯୂତ ଶତାଧିକ ବସ୍ତିବାସିନ୍ଦା ଏକ ବିଶାଳ ଶୋଭାଯାତ୍ରାରେ ସ୍ଥାନୀୟ ମାରୁତି ମଣ୍ଡପରୁ ବାହାରି କଟକ ମହାନଗର ନିଗମର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମଞ୍ଚର ସଭାପତି ଶ୍ରୀ ଅବଦୁଲ୍ଲା ମାନ୍ୟବର ମୁଖ୍ୟମନ୍ତ୍ରୀ ପାରଳାଖେମୁଣ୍ଡିଠାରେ ଓ କଟକର ମାନ୍ୟବର ମେୟର କଟକର ଜଗତପୁରଠାରେ ଓଡ଼ିଶା ସରକାରଙ୍କ ଦ୍ବାରା ଚିହ୍ନିତ “ଜାଗା ମିଶନ”କାର୍ଯ୍ୟକ୍ରମରେ ଗରୀବ ବସ୍ତିବାସିନ୍ଦାଙ୍କୁ […]
ପ୍ରମୋଦ ନାୟକ(ଭୁବନେଶ୍ବର):ରାଜଧାନୀ ଭୁବନେଶ୍ବରରେ ୬୦ ତମ ବାର୍ଷିକୀ ଗୃହରକ୍ଷୀ ଦିବସ ମହାସମାରୋହରେ ଭୁବନେଶ୍ୱରସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି।ଏହି ମହାସମାରୋହରେ ମୂଖ୍ୟ ଅତିଥି ଭାବେ କଟକ-ଭୁବନେଶ୍ବର ଦ୍ବେତ୍ଯନଗରୀ ପୋଲିସ୍ କମିଶନର ଶ୍ରୀଯୁକ୍ତ ସୈ।ମେନ୍ଦ୍ର କୁମାର ପ୍ରିୟଦର୍ଶୀ (ଭା.ପୋ.ସେ) ଯୋଗଦେଇ କାର୍ଯ୍ୟରତ ଗୃହରକ୍ଷୀମାନଙ୍କର ମନୋବଳ ବୃଦ୍ଧି କରାଇବା ସହ ଭାରତର ମହାମହିମ ରାଷ୍ଟ୍ରପତିଙ୍କର, ମାନ୍ୟବର ପ୍ରଧାନମନ୍ତ୍ରୀଙ୍କର, ମାନ୍ୟବର ରାଜ୍ୟପାଳ, ଓଡ଼ିଶାଙ୍କର, ମାନ୍ୟବର କେନ୍ଦ୍ର ଗୃହମନ୍ତ୍ରୀଙ୍କର, ମାନ୍ୟବର ମୁଖ୍ୟମନ୍ତ୍ରୀ, ଓଡ଼ିଶାଙ୍କର ଓ […]
ବାସ୍ତବ ବ୍ୟୁରୋ: ଦାନା ବାନ୍ଧୁଛି ବାତ୍ୟା । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ବାତ୍ୟା ଆସନ୍ତା ୮ ତାରିଖରେ ସ୍ଥଳ ଭାଗ ଛୁଇଁବାର ସମ୍ଭାବନା ରହିଛି। ଏହି ସମୟରେ ପ୍ରବଳ ବେଗରେ ପବନ ବୋହିବା ସହ ବର୍ଷାର ପ୍ରକୋପ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ଆଜି(ମଙ୍ଗଳବାର) ଭାରତୀୟ ପାଣିପାଗ ବିଭାଗ ଆସନ୍ତା ୮ ତାରିଖ ପାଇଁ ତାମିଲନାଡୁର ୧୩ ଜିଲ୍ଲାକୁ ରେର୍ଡ ଆଲର୍ଟ ଜାରି କରିଛି। ବର୍ତ୍ତମାନ ସମ୍ଭାବ୍ୟ […]
ବାସ୍ତବ ବ୍ୟୁରୋ: ଚାଇନିଜ୍ ହ୍ୟାକରମାନେ ଦିଲ୍ଲୀ ଏମ୍ସ ୱେବସାଇଟ ଉପରେ ସାଇବର ଆକ୍ରମଣ କରି ଗତ ଦୁଇ ସପ୍ତାହ ହେବ ଅଚଳ କରିଦେଇଥିବା ବେଳେ ଏବେ ଭାରତ ର ଆଉ ଏକ ସର୍ବୋଚ୍ଚ ଡାକ୍ତରୀ ଗବେଷଣା ସଂସ୍ଥା ଆଇସିଏମଆର ୱେବସାଇଟ ଉପରେ ମଧ୍ୟ ସାଇବର ଆକ୍ରମଣ କରିଛନ୍ତି । ସୂଚନାନୁଯାୟୀ, ଆଇସିଏମଆରର ସର୍ଭରରେ ଅନୁପ୍ରବେଶ କରିବାକୁ ଚୀନର ହ୍ୟାକରମାନେ ଉଦ୍ୟମ ଚଳାଇଛନ୍ତି । ଗତ ନଭେମ୍ବର ୩୦ ତାରିଖରେ ହଂକଂର କେତେକ ହ୍ୟାକର […]
ବାସ୍ତବ ବ୍ୟୁରୋ: ସରିଲା ପଦ୍ମପୁର ଉପନିର୍ବାଚନ ଏବେ ଫଳାଫଳକୁ ଅପେକ୍ଷା । ୩୧୯ଟି ବୁଥରେ ମତଦାନ ହୋଇଥିବାବେଳେ ୪ଟି ବୁଥରେ ଇଭିଏମ ଅଚଳ ହେବାରୁ ସଙ୍ଗେସଙ୍ଗେ ପରିବର୍ତ୍ତନ କରାଯାଇଥିଲା। ସେପଟେ ଭୋଟ ଦେବାକୁ ପଦ୍ମପୁର ବାସୀଙ୍କୁ ମୁଖ୍ଯମନ୍ତ୍ରୀ ଅପିଲ କରିଥିବାବେଳେ ନୂଆ ଭୋଟର ମଧ୍ୟ ଭୋଟ ଦେଇଥିଲେ । ତେବେ ଭିନ୍ନକ୍ଷମ ତଥା ବୟସ୍କ ଭୋଟରଙ୍କ ପାଇଁ ୬୨୮ ଜଣ ସ୍ବେଚ୍ଛାସେବୀଙ୍କୁ ଦାୟିତ୍ବରେ ଥିବାବେଳେ ୩ଟି ବ୍ଲକରେ ପର୍ଯ୍ଯାୟକ୍ରମେ ୨୯, […]
ବାସ୍ତବବ୍ୟୁରୋ:ଗୁଜୁରାଟ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ସୋମବାର ଶେଷ ହୋଇଛି। ବର୍ତ୍ତମାନ ଗୁଜୁରାଟ ଏବଂ ହିମାଚଳ ପ୍ରଦେଶର ନିର୍ବାଚନ ଫଳାଫଳ ୮ ଡିସେମ୍ବରକୁ ଅପେକ୍ଷା କରାଯାଇଛି। ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଏଥର ବିଜେପି ଉଭୟ ରାଜ୍ୟରେ ପ୍ରତ୍ୟାବର୍ତ୍ତନ କରିବ ନା କଂଗ୍ରେସ ଏବଂ ଆମ୍ ଆଦମୀ ପାର୍ଟି ଜିତିବ ତାହା ସ୍ଥିର ହେବ। ତେବେ ସୋମବାର ଆସିଥିବା ଏକଜିଟ୍ ସର୍ଭେରେ ୨୭ ବର୍ଷ ଧରି ଗୁଜୁରାଟରେ କ୍ଷମତାରେ […]
ବାସ୍ତବ ବ୍ୟୁରୋ: ପ୍ରଥମ ଦିନିକିଆ ମ୍ୟାଚରେ ଭାରତକୁ ୧ ଓ୍ବିକେଟରେ ହରାଇଲା ବାଂଲାଦେଶ । ୧୮୬ ରନ୍ରେ ଅଲ୍ଆଉଟ୍ ହେଲା ଭାରତ । ଢାକାଠାରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍ରେ ଟସ୍ ହାରି ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା ଟିମ୍ ଇଣ୍ଡିଆ । କିନ୍ତୁ ଟିମ୍ର କୌଣସି ବ୍ୟାଟସମ୍ୟାନ୍ ପଡିଆରେ ଅଧିକ ସମୟ ଧରି ତିଷ୍ଠି ପାରିନଥିଲେ । ମ୍ୟାଚ୍ ଆରମ୍ଭରୁ ଶିଖର ଧଓ୍ବନ ଓ ବିରାଟ କୋହଲିଙ୍କ ଓ୍ବିକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର […]


