ବାସ୍ତବ ବ୍ୟୁରୋ: ଆଜି(ମଙ୍ଗଳବାର) ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(RBI) କରିଛି ଏକ ବଡ଼ ଘୋଷଣା । ଘୋଷଣା ଅନୁଯାୟୀ, ଡିସେମ୍ୱର ୧ରୁ ଖୁଚୁରା ଡିଜିଟାଲ ଟଙ୍କା (e₹-R) ପାଇଁ ପ୍ରଥମ ବ୍ୟାଚ୍ ଲଞ୍ଚ ହେବ । e₹-R ଡଜିଟାଲ ଟୋକନ ରୂପରେ ଲଞ୍ଚ ହେବ । ଏହା ଲିଗଲ ଟେଣ୍ଡରକୁ ମଧ୍ୟ ପ୍ରତିନିଧିତ୍ୱ କରିବ । ବର୍ତ୍ତମାନ ପ୍ରଚଳନରେ ଥିବା କାଗଜ ଏବଂ କଏନର ମୂଲ୍ୟବର୍ଗରେ ହିଁ ଡିଜିଟାଲ ଟଙ୍କା […]
ପ୍ରମୋଦ ନାୟକ(ଭୁବନେଶ୍ବର): ନଭେମ୍ବର ୩୦ ରୁ ୪ ଡିସେମ୍ବର ୪ ତାରିଖ ଯାଏ ଚାଲିବାକୁ ଥିବା ମେକ୍ ଇନ ଓଡ଼ିଶା କନକ୍ଲେଭକୁ ନେଇ ଡିସିପି ପ୍ରତୀକ ସିଂଙ୍କ ସୂଚନା ।ମେକ ଇନ ଓଡ଼ିଶା କନକ୍ଲେଭରେ ଜାପାନ, ନରୱେ, ଜର୍ମାନୀ, ନେପାଳ ଓ ବାଂଲାଦେଶ ଭଳି ଦେଶର ସମ୍ମାନାସ୍ପଦ ବ୍ୟକ୍ତିମାନେ ଯୋଗ ଦେବେ। ଏହାକୁ ଆଖି ଆଗରେ ରଖି ବିମାନ ବନ୍ଦରରୁ ଆରମ୍ଭ କରି ରାସ୍ତା, ହୋଟେଲ, ଜନତା ମଇଦାନ, ପାର୍କିଂ […]
ବାସ୍ତବ ବ୍ୟୁରୋ : ୫ ଦିନ ହେବ ଜଳୁଛି ମାର୍କେଟ୍ କମ୍ପ୍ଲେକ୍ସ ହେଲେ ଲିଭାଇ ପାରୁନି ଅଗ୍ନିଶମ ବିଭାଗ । ଦିଲ୍ଲୀ ଚାନ୍ଦନୀଚୌକ ଭାଗିରଥି ପ୍ୟାଲେସ ବଜାରରେ ଲାଗିଥିବା ନିଆଁ ୫ମ ଦିନରେ ପହଞ୍ଚିଛି। ନିଆଁ ଲିଭାଇବା ପାଇଁ ୧୫୦ଟି ଦମକଳ ଗାଡି ମୁତୟନ କରାଯାଇଥିଲେ ବି ଏଯାଏଁ ସମ୍ପୂର୍ଣ୍ଣ ଆୟତ ହୋଇପାରିନାହିଁ। ଯାହା ଏକ ଚିନ୍ତାର କାରଣ ପାଲଟିଛି। ଭାଗିରଥ ପ୍ୟାଲେସ୍ ବଜାରର ଅଗ୍ନିକାଣ୍ଡ ଯୋଗୁଁ ଏଠାରେ ପାଖାପାଖି […]
ବାସ୍ତବ ବ୍ୟୁରୋ : ଆସନ୍ତାକାଲିଠୁ ପଦ୍ମପୁର ଉପନିର୍ବାଚନରେ ୪ ଦିନ ଧରି ମାରାଥନ୍ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ସପକ୍ଷରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଚାର କରିବେ। ଆଜି(ସୋମବାର) ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କ ଦ୍ୱାରା ପଦ୍ମପୁରରେ ହେବାକୁ ଥିବା ବିଭିନ୍ନ ସାଧାରଣ ସଭା ଓ ରୋଡ୍ ଶୋ’ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦିଆଯାଇଛି । ଦୁଇ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, […]
ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉପସ୍ଥିତ ମହିଳାଙ୍କ ଉପରେ ନିଜର ବିବାଦୀୟ ଟିପ୍ପଣୀ ପାଇଁ ଦୁଃଖ ବ୍ୟକ୍ତ କରିବା ସହ କ୍ଷମା ମାଗିଛନ୍ତି ବାବା ରାମଦେବ । ସେ କହିଛନ୍ତି, ମହିଳାଙ୍କ ଉପରେ ସେ କରିଥିବା ଟିପ୍ପଣୀକୁ ଭୁଲ୍ ଭାବେ ଉପସ୍ଥାପନ କରାଗଲା। ଗତ ସପ୍ତାହରେ ଥାନେରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବାବା ରାମଦେବ କହିଥିଲେ ଯେ, ମହିଳାମାନେ ଶାଢୀରେ ସୁନ୍ଦର ଲାଗନ୍ତି, ସେମାନେ ସଲଓ୍ଵାର ସୁଟ୍ରେ […]
ବାସ୍ତବ ବ୍ୟୁରୋ : ଆଜି(ସୋମବାର) ଗୁଜରାଟ ନିର୍ବାଚନୀ ରାଲିରେ ଆପ୍ ମୁଖ୍ୟ ଅରବିନ୍ଦ କେଜରିୱାଲ୍ଙ୍କ ଉପରେ ପଥର ମାଡ଼ ହୋଇଛି। କେଜରିୱାଲ୍ ସୁରତରେ ରୋଡ୍ ଶୋ କରୁଥିବା ବେଳେ ଦୁର୍ବୃତ୍ତମାନ ତାଙ୍କ ଉପରକୁ ପଥର ଫିଙ୍ଗିଥିଲେ। ସୂଚନା ଦେଇ ଆପ୍ ପ୍ରାର୍ଥୀ ଅଳ୍ପେଶ କଥିରିୟା ବିଜେପିକୁ ଦୋଷ ଦେଇଛନ୍ତି। ସେ ଅଭିଯୋଗ କରିଛନ୍ତି କି, ବିଜେପିର ଗୁଣ୍ଡାମାନେ ପଥର ମାଡ଼ କରିଛନ୍ତି । ଲୋକମାନେ କେଜରିୱାଲ୍ଙ୍କୁ ଫୁଲ୍ ଦେଇ ସ୍ୱାଗତ […]
ସଂଜୟ ଶତପଥୀ(କଟକ): ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍ ଓଡିଶା ଅଙ୍ଗନବାଡ଼ି ଲେଡିଜ୍ ଓ୍ବାର୍କରସ ଆସୋସିଏସନ୍,କଟକ ସହରାଞ୍ଚଳ-୨ ଶାଖା ପକ୍ଷରୁ ୮ ଦଫା ସମ୍ମିଳିତ ଏକ ଦାବିପତ୍ର ଓଡ଼ିଶାର ମାନନୀୟ ମୂଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆସୋସିଏସନ୍ ର ସହରାଞ୍ଚଳ-୨ ଶାଖା ର ସଭାନେତ୍ରୀ ଶ୍ରୀମତୀ ଜ୍ୟୋତ୍ସ୍ନାରାଣୀ ସିଂହ ଙ୍କ ନେତୃତ୍ବରେ ଶତାଧିକ ଅଙ୍ଗନବାଡ଼ି କର୍ମଚାରୀ କଟକ-ବାରବାଟୀ ବିଧାୟକ ଇଂ ମହମ୍ମଦ ମୋକିମ୍ ଙ୍କୁ ଘରୋଇ କାର୍ଯ୍ୟାଳୟରେ ଭେଟି ସମସ୍ତ ସରକାରୀ […]
ସଂଜୟଶତପଥୀ(କଟକ): ୨୭/୧୧- ସାହିତ୍ୟ ଓ ସାଂସ୍କୃତିକ ସଂଗଠନ ସମନ୍ବୟ ପକ୍ଷରୁ ପଣ୍ଡିତ ଗୋବିନ୍ଦ ରଥଙ୍କ ଉପରେ ଏକ ଆଲୋଚନା ଚକ୍ର କଟକ ବିଡାନାସୀସ୍ଥ ଶ୍ରୀ ଚହଟେଶ୍ୱର ମହାଦେବଙ୍କ ପବିତ୍ର ପୀଠରେ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ବେଦ ଧ୍ବନିରେ ସଭାସ୍ଥଳୀକୁ ମୁଖରିତ କରିଥିଲେ ପଣ୍ଡିତ ଦିଲ୍ଲୀପ କୁମାର ସାବତ। ସମନ୍ବୟର ସମ୍ପାଦକ ଆଡଭୋକେଟ ଦେବେନ୍ଦ୍ର କୁମାର ପରିଡ଼ା ପ୍ରାରମ୍ଭିକ ସୂଚନା ଦେଇଥିବା ବେଳେ ପ୍ରକାଶନ ସମ୍ପାଦକ ଇଂ ଅବିନାଶ ପରିଡ଼ା ପଣ୍ଡିତ […]
ବାସ୍ତବ ବ୍ୟୁରୋ: ବାବା ରାମଦେବ ମହିଳାଙ୍କ ପୋଷାକ ପିନ୍ଧିବା ଉପରେ ମନ୍ତବ୍ୟ ଦେଇ ପୁଣି ବିବାଦରେ ଫସିଛନ୍ତି। ତାଙ୍କୁ ଚାରିଆଡୁ ସମାଲୋଚନା କରାଯାଉଛି। ଏପରିକି ସେ ସର୍ବସମ୍ମୁଖରେ କ୍ଷମା ମାଗନ୍ତୁ ବୋଲି ଦାବି କରାଯାଉଛି। ସୂଚନାନୁଯାୟୀ, ଶନିବାର ମହାରାଷ୍ଟ୍ର ଥାନେରେ ଆୟୋଜିତ ଏକ କାର୍ଯ୍ୟକ୍ରମ ବାବା ରାମଦେବ ଯୋଗ ଦେଇ ମହିଳାଙ୍କ ପୋଷକା ପରିଧାନକୁ ନେଇ ବିବାଦୀୟ ଟିପ୍ପଣୀ ଦେଇଥିଲେ। ସେ କହିଥିଲେ, ମହିଳାମାନେ ଶାଢ଼ୀରେ ଭଲ ଦେଖାଯାନ୍ତି, ସାଲୱାର […]
ମହାରାଷ୍ଟ୍ରର ଚନ୍ଦ୍ରପୁରରେ ଭୁଶୁଡ଼ିଲା ରେଲଓ୍ବେ ଫୁଟ୍ ଓଭର ବ୍ରିଜ୍ । ୬୦ଫୁଟ୍ ଉଚ୍ଚରୁ ରେଳ ଧାରଣା ଉପରେ ଖସିପଡ଼ିଲେ ଲୋକ । ଦୁର୍ଘଟଣାରେ ୮ରୁ ଅଧିକ ଗୁରୁତର ଭାବେ ଆହତ ହୋଇଛନ୍ତି । କିଛି ଯାତ୍ରୀ ବ୍ରିଜ୍ ତଳେ ଚାପି ହୋଇ ରହିଛନ୍ତି । ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାନୁଯାୟୀ, ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲ୍ଲା ବଲ୍ଲାରଶାହା ରେଳ ଷ୍ଟେସନରେ ଏହି ଦୁର୍ଘଟଣା ଘଟଛି […]


