ପ୍ରମୋଦ ନାୟକ(ଭୁବନେଶ୍ୱର): ନଭେମ୍ବର ୨୪ ଅର୍ଥାତ ଗୁରୁବାର ରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୪ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବିଧାନସଭା ଆରମ୍ଭ ରୁ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ ପ୍ରସଙ୍ଗକୁ […]
ବାସ୍ତବ ବ୍ୟୁରୋ : ରାଜ୍ୟର ଶୀତ ପ୍ରବାହ ସାମାନ୍ୟ କମିଛି। ଗତକାଲି (ସୋମବାର) ରାତିରେ ରାଜ୍ୟର ପାରଦସ୍ତରରେ ବୃଦ୍ଧି ଦେଖାଯାଇଛି। କୋରାପୁଟର ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରି ରେକର୍ଡ ହୋଇଥିଲା। ଗତ ରାତିରେ ଏହା ଓଡ଼ିଶାର ଥଣ୍ଡା ସହର ପାଲଟିଥିଲା। ଏହା ପଛକୁ ଫୁଲବାଣୀରେ ୧୨.୨ ଡିଗ୍ରି ଓ ଦାରିଙ୍ଗବାଡ଼ିରେ ୧୨.୫ ଡିଗ୍ରି ରାତି ତାପମାତ୍ରା ରହିଥିଲା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିବା ଅନୁଯାୟୀ, ଗତକାଲି(ସୋମବାର) କଟକର ରାତି […]
ବାସ୍ତବ ବ୍ୟୁରୋ : ଚୀନର ଏକ ରସାୟନିକ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୬ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ୨ଜଣ ଏବେବି ନିଖୋଜଥିବା ଜଣାପଡ଼ିଛି । ଅଗ୍ନିଶମ ବାହିନୀ ୪ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛି । ଚୀନ୍ ମିଡିଆ ରିପୋର୍ଟ ଅନୁଯାୟୀ, ଚୀନର ହେନାନର ଓ୍ବେନଫାଙ୍ଗ ଜିଲ୍ଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ସୋମବାର ଏକ ରସାୟନିକ ଉଦ୍ୟୋଗ କମ୍ପାନୀରେ […]
ବାସ୍ତବବ୍ୟୁରୋ:ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ପିଏମ ମୋଦୀ ୭୧ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏହାପୂର୍ବରୁ ଦିୱାଲୀରେ ରୋଜଗାର ମେଳାରେ ପ୍ରାୟ ୭୫ ହଜାର ଯୁବକଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ବାସ୍ତବରେ, ଚଳିତ ବର୍ଷ ଜୁନ୍ ମାସରେ, ୨୦୨୩ ଶେଷ ସୁଦ୍ଧା କେନ୍ଦ୍ରରେ ଥିବା ସମସ୍ତ ଖାଲି ପଦବୀ ପୂରଣ କରିବାକୁ ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ବାସ୍ତବ ବ୍ୟୁରୋ: ଆଜି (ସୋମବାର) ଅପରାହ୍ନରେ ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ ଅନୁଭୂତ ହୋଇଛି। ଦେଶର ମୁଖ୍ୟ ସହର ଜାଭା ଦ୍ୱୀପରେ ଏହି କମ୍ପନ ହୋଇଛି। ଭୂକମ୍ପର ମାତ୍ରା ରିକ୍ଟର ସ୍କେଲରେ ୫.୬ ରେକର୍ଡ଼ କରାଯାଇଛି। ଏଥିରେ୪୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭୦୦ ଜଣ ଆହତ ହୋଛନ୍ତି। ମୃତ୍ୟୁ ଓ ଆହତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି । ରାସ୍ତାଘାଟ ବ୍ୟାପକ କ୍ଷିୟକ୍ଷତି ଘଟିଛି। ଅନେକ କୋଠା ଓ […]
ପ୍ରମୋଦନାୟକ(ଭୁବନେଶ୍ବର): ଆଉ ୧ ଘଣ୍ଟା ବୃଦ୍ଧି ପାଇଲା ବିଧାନସଭା ଅବଧି । ସନ୍ଧ୍ୟା ୬ ପରିବର୍ତ୍ତେ ସନ୍ଧ୍ୟା ୭ଟା ଯାଏ ଗୃହକାର୍ଯ୍ୟ ଚାଲିବ। ବିଧାନସଭା ଶୀତ ଅଧିବେଶନର ସୁପରିଚାଳନା ନେଇ ଵାଚସ୍ପତିଙ୍କ ଅଧକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି। ସର୍ବଦଳୀୟ ବୈଠକ ପରେ ବାଚସ୍ପତି ବିକ୍ରମ ଆରୁଖ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ଥିବା କୋଭିଡ କଟକଣା ହଟିଥିବା ହେତୁ ପୂର୍ବ ଅପେକ୍ଷା ବିଧାନସଭା ଅବଧି ୧ ଘଣ୍ଟା ବୃଦ୍ଧି […]
ସଂଜୟ ଶତପଥୀ(କଟକ): ୨୦/୧୧-ପ୍ରାଥମିକ ଶିକ୍ଷକମାନଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପ୍ରତିବାଦରେ ଆଜି (ରବିବାର) ଦିନ ନେହେରୁ ନୋଡାଲ ବିଦ୍ୟାଳୟ, ନୂଆ ବଜାର, କଟକ ଠାରେ କଟକ ସଦର ଓ କଟକ ମହାନଗରନିଗମ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଆସନ୍ତା ନଭେମ୍ବର ୨୭ ତାରିଖ ଠାରୁ ଭୁବନେଶ୍ଵରର PMG ଠାରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବ୍ଲକ ସଭାପତି […]
ବାସ୍ତବବ୍ୟୁରୋ:ରବିବାର ଦିନ କତାରରେ ଆରମ୍ଭ ହେବାକୁ ଯାଉଛି ଫିଫା ଫୁଟବଲ ବିଶ୍ୱକପ। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏହାର ଉଦ୍ଘାଟନୀ ସମାରୋହରେ ଯୋଗଦେବେ। ସେ ସେଠାରେ ଭାରତର ପ୍ରତିନିଧିତ୍ୱ କରିବେ। କୁହାଯାଉଛି ଯେ ଉପରାଷ୍ଟ୍ରପତି ସେଠାରେ ଥିବା ଭାରତୀୟ ସମ୍ପ୍ରଦାୟର ସଦସ୍ୟଙ୍କୁ ମଧ୍ୟ ଭେଟିବେ। ଫିଫା ବିଶ୍ୱକପରେ ବିଶ୍ଵ ର ୩୨ଟି ଦଳ ଅଂଶଗ୍ରହଣ କରିବେ | ନଭେମ୍ବର-ଡିସେମ୍ବରରେ ଫିଫା ବିଶ୍ୱକପ୍ ଅନୁଷ୍ଠିତ ହେବ ଏହା ପ୍ରଥମ ଥର ପାଇଁ ଘଟୁଛି […]
ବାସ୍ତବବ୍ୟୁରୋ:ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୧ ନଭେମ୍ବରରୁ ବଜେଟ୍ ପୂର୍ବ-ବୈଠକ ଆରମ୍ଭ କରିବେ | ପାରମ୍ପାରିକ ଭାବରେ ଅର୍ଥମନ୍ତ୍ରୀ ବଜେଟ୍ ପୂର୍ବରୁ ବିଭିନ୍ନ ହିତାଧିକାରୀଙ୍କ ସହ ବୈଠକ କରନ୍ତି। ଶିଳ୍ପାଞ୍ଚଳ, ଭିତ୍ତିଭୂମି କ୍ଷେତ୍ର ଏବଂ ପରିବେଶ ବିଶେଷଜ୍ଞଙ୍କ ସହ ସୀତାରମଣ ସୋମବାର ତିନୋଟି ଗୋଷ୍ଠୀ ଙ୍କ ସହ ବୈଠକ କରିବେ। ଏଥିରେ ସାଧାରଣ ବଜେଟ୍ ପାଇଁ ପରାମର୍ଶ ନିଆଯିବ। ଏହି ସମୟରେ ଜଳବାୟୁ ପରିବର୍ତ୍ତନ ଏବଂ ଭିତ୍ତିଭୂମି ସହ ଜଡିତ ପ୍ରସଙ୍ଗ […]
ସଂଜୟ ଶତପଥୀ(କଟକ): କଟକ ସଦର ଓ କଟକ ମହାନଗର ନିଗମ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ରାଜ୍ୟ ସରକାରଙ୍କର ଶିକ୍ଷକ ମାନଙ୍କ ପ୍ରତି ବୈମାତୃକ ମନୋଭାବ ପ୍ରତିବାଦରେ ମହାସଂଘର ଜିଲ୍ଲା ସଭାପତି ଶ୍ରୀ ଶଙ୍କର୍ଷଣ ବେହେରାଙ୍କ ନେତୃତ୍ବରେ କଟକ ଜିଲ୍ଲାର ଶତାଧିକ ପ୍ରାଥମିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏକ ବିଶାଳ ଶୋଭାଯାତ୍ରାରେ ସନସାଇନ ପଡିଆ ଠାରୁ ବାହାରି ବିଭିନ୍ନ ସ୍ଲୋଗାନ ଦେଇ କଟକ ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀମତୀ […]


