ପ୍ରମୋଦ ନାୟକ(ଭୁବନେଶ୍ବର): ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା । ଆଜି ପଦ୍ମପୁର କ୍ରିୟାନୁଷ୍ଠାନ କମିଟି ସଦସ୍ୟଙ୍କୁ ଏପରି ପ୍ରତିଶ୍ରୁତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପଦ୍ମପୁରକୁ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ମିଳିବ ଜିଲ୍ଲା ମାନ୍ୟତା । ପଦ୍ମପୁର ଉପ ନିର୍ବାଚନ ଲାଗି ବିଜେଡି ଇସ୍ତାହାରରେ ବି ଏହା ସ୍ଥାନ ପାଇବ । ଆଜି ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ […]
ବାସ୍ତବ ବ୍ୟୁରୋ: ଆସନ୍ତା ବର୍ଷ ଭାରତ ରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀ ପାଇଁ ଆଜି ଇଣ୍ଡୋନେସିଆର ବାଲି ଠାରେ ଭାରତକୁ ବିଧିବଦ୍ଧ ଭାବେ ଅଧ୍ୟକ୍ଷତା ହସ୍ତାନ୍ତର କରାଯାଇଛି । ଜି-୨୦ ସମ୍ମିଳନୀର ଅଧ୍ୟକ୍ଷତା ଦାୟିତ୍ୱ ଗ୍ରହଣ କରିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସମ୍ମିଳନୀର ଉଦଯାପନୀ ମହୋତ୍ସବରେ ମୋଦି ଏହାକୁ ଗ୍ରହଣ କରିବା ସହ କହିଛନ୍ତି ଯେ ଭାରତ ଜି-୨୦ର ଅଧ୍ୟକ୍ଷତା ଦାୟିତ୍ୱ ଗ୍ରହଣ […]
ବାସ୍ତବବ୍ୟୁରୋ:ବାଲିରେ ଜି -20 ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବିଡେନ ନିଜେ ତାଙ୍କୁ ଭେଟିବାକୁ ଆସିଥିଲେ ଏବଂ ପରେ ଏକାଠି ହସିଲେ, ଏହା ଭାରତର ମହତ୍ତ୍ୱ ଦର୍ଶାଏ | କେବଳ ଏତିକି ନୁହେଁ, ଯେତେବେଳେ ମୋଦୀ କହିଥିଲେ ସେତେବେଳେ ସେ ବିକାଶଶୀଳ ଲୋକଙ୍କ ଅହଂକାର ଦୂର କରିଥିଲେ। ସେ କହିଛନ୍ତି- ଯଦି ବିଶ୍ଵ ର ବିକାଶ […]
ବାସ୍ତବ ବ୍ୟୁରୋ : ଇଣ୍ଡୋନେସିଆର ବାଲି ଠାରେ ପ୍ରବାସୀ ଭାରତୀୟଙ୍କୁ ଭେଟିବା ଅବସରରେ ମୋଦୀ କହିଛନ୍ତି, “ ମୁଁ ଏଠାରେ ଆପଣମାନଙ୍କ ସହ କଥାବାର୍ତ୍ତା ହେଉଥିବାବେଳେ ଏଠାରୁ ୧୫୦୦ କିଲୋମିଟର ଦୂର କଟକଠାରେ ଐତିହାସିକ ବାଲିଯାତ୍ରା ମହୋତ୍ସବ ଅନୁଷ୍ଠିତ ହେଉଛି । ଏହି ମହୋତ୍ସବ ହଜାର ହଜାର ବର୍ଷର ଭାରତ-ଇଣ୍ଡୋନେସିଆ ବାଣିଜ୍ୟିକ ସଂପର୍କକୁ ପାଳନ କରିଥାଏ । ଇଣ୍ଡୋନେସିଆର ଲୋକମାନେ ଏହି ବାଲିଯାତ୍ରାର ଫଟୋ ଇଣ୍ଟରନେଟରେ ଦେଖି ନିଶ୍ଚିତ ଖୁସି […]
ସଂଜୟ ଶତପଥୀ(କଟକ): ହିନ୍ଦୁଧର୍ମର ଆରାଧ୍ୟ ପ୍ରଭୁ ଶ୍ରୀ ଜଗନ୍ନାଥ, ପବିତ୍ର ଆଧ୍ୟାତ୍ମିକ ପୁସ୍ତକ ଶ୍ରୀ ରାମାୟଣର ଶ୍ରେଷ୍ଠ ଚରିତ୍ର ତଥା ପ୍ରଭୁ ଶ୍ରୀ ଶେଷନାଗ ଲକ୍ଷ୍ମଣ,ଜଗଦଗୁରୁ ଶ୍ରୀ ଶଙ୍କରାଚାର୍ଯ୍ୟ ଙ୍କ ପ୍ରତି ହେତୁବାଦୀମାନଙ୍କର ତାତ୍ସଲ୍ୟ ଓ ଅଶାଳୀନ ମନ୍ତବ୍ୟ ପ୍ରତିବାଦରେ, ରାଜ୍ୟର ବହୁ ପୋଲିସ୍ ଥାନାରେ ଏତାଲା ଋଜୁ ହୋଇନଥଲେବି ,ପୋଲିସ ପକ୍ଷରୁ କୋୖଣସି କାର୍ଯ୍ୟାନୁଷ୍ଠାନ ନ ହେବା ତଥା ବିଶେଷ କରି ରାଜ୍ୟ ସରକାର ସବୁ ଜାଣି ଚୁପ୍ […]
ବାସ୍ତବ ବ୍ୟୁରୋ : ଆସନ୍ତାକାଲି ଅର୍ଥାତ୍ ବୁଧାବର ସରିଥାନ୍ତା କଟକର ଐତିହାସିକ ବାଲିଯାତ୍ରା । କିନ୍ତୁ ଏବେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବଢିଛି ଅବଧି । ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ଚାଲିବ ଏହି ଯାତ୍ରା ।ଏନେଇ ସୂଚନା ଦେଇଛନ୍ତି ସିଏମ୍ସି ମେୟର ସୁବାସ ସିଂହ । ବାଲିଯାତ୍ରା ବୁଲିବାରେ ଲୋକଙ୍କ ଆଗ୍ରହ, ଉତ୍ସାହକୁ ଦୃଷ୍ଟିରେ ରଖି ଯାତ୍ରାର ଅବଧିକୁ ଆଉ ଦୁଇ ଦିନ ବଢ଼ାଇବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଥିଲା […]
ବାସ୍ତବ ବ୍ୟୁରୋ : ଆଜିଠୁ ଇଣ୍ଡୋନେସିଆର ବାଲିରେ ଆରମ୍ଭ ହୋଇଥିବା ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଋଷ-ୟୁକ୍ରେନ ଯୁଦ୍ଧକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ବିଶ୍ବବାସୀଙ୍କୁ ସମ୍ବୋଦ୍ଧିତ କରି ମୋଦି କହିଛନ୍ତି, ବିଶ୍ବ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି । ୟୁକ୍ରେନ-ଋଷ୍ ଯୁଦ୍ଧ ବିଶ୍ବର ଅର୍ଥନୀତି ଉପରେ ପ୍ରଭାବ ପକାଇଛି । ସେହିପରି ମହାମାରୀ କୋଭିଡ୍ ଓ ଜଳବାୟୁ ପରିବର୍ତ୍ତନ […]
ବାସ୍ତବ ବ୍ୟୁରୋ : ରଦ୍ଧ ହେଲା ୨୦୨୨ରେ ପ୍ରକାଶ ପାଇଥିବା ଆସିଷ୍ଟାଣ୍ଡ ସେକ୍ସନ ଅଫିସର ବା ଏଏସଓ ବିଜ୍ଞପ୍ତି । ୨୦୧୬ ବିଜ୍ଞପ୍ତି ଆଧାରରେ ସାନି ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ହାଇକୋର୍ଟ । ହାଇକୋର୍ଟର ବିଚାରପତି ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର ଏହି ନିର୍ଦ୍ଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି। ଖବର ଅନୁଯାୟୀ, OPSC ପକ୍ଷରୁ ଏଏସଓର ୭୯୬ଟି ପଦବୀ ପାଇଁ ବିଜ୍ଞପ୍ତି […]
ବାସ୍ତବ ବ୍ୟୁରୋ : ଭୀଷଣ ବର୍ଷାରେ ବେହାଲ ତାମିଲନାଡ଼ୁ । ତାମିଲନାଡ଼ୁରେ ଗତ ଏକ ସପ୍ତାହରୁ ଅଧିକ ସମୟ ଧରି ପ୍ରବଳ ବର୍ଷା ଲାଗି ରହିଥିବାରୁ ଅଧିକାଂଶ ଅଞ୍ଚଳରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଚେନ୍ନାଇ ଓ କୋଏମ୍ବାଟୁରରେ ପ୍ରବଳ ବର୍ଷା ଯୋଗୁ ସହର ଜଳାର୍ଣ୍ଣବ ହୋଇଛି । ତଳିଆ ଅଞ୍ଚଳରେ ବର୍ଷା ପାଣି ପଶିବାରୁ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଭାଇଗାଇ ଡ୍ୟାମ୍ ବନ୍ୟା ଜଳ ଛାଡ଼ିବା […]
ସଂଜୟ ଶତପଥୀ(କଟକ): :ଆଜି ୧୩/୧୧/୨୦୨୨ ରାଷ୍ଟ୍ରୀୟ ବଜରଙ୍ଗ ଦଳ ପକ୍ଷରୁ ହେତୁବାଦୀ ସଂଗଠନ ର ମୁଖ୍ୟ ବି.ରାମଚନ୍ଦ୍ର.ଭୋଲଟାୟାର ଗଣମାଧ୍ୟମରେ ଦେଇଥିବା ହିନ୍ଦୁଧର୍ମର ପବିତ୍ର ପୁରାଣ ରାମାୟଣ ର ବିଶିଷ୍ଟ ଚରିତ୍ର,ଭାତୃଭକ୍ତ ଲକ୍ଷ୍ମଣଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେବା ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏକ ଏତଲା ଦିଆଯାଇଈ। ଏହି ଏତଲା ଦାଏର କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ବଜରଙ୍ଗ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଦୀନବନ୍ଧୁ ସିଂ ଙ୍କ ଆହ୍ୱାନକ୍ରମେ […]


