ଭୁବନେଶ୍ୱର ୨୪/୦୬: ସ୍ତବ୍ଧ ହୋଇଯାଇଛି ଓଲିଉଡ । ଆତ୍ମହତ୍ୟା କରିଛନ୍ତି ବରିଷ୍ଠ ଅଭିନେତା ରାଇମୋହନ ପରିଡା । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା । ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା । ସେପଟେ ରାଇମୋହନ ପରିଡାଙ୍କ ମୃତ୍ୟୁ ପରେ ପୁରା ଓଲିଉଡରେ ଶୋକର ଛାୟା, ସମସ୍ତଙ୍କ ମୁହଁରେ ସେଇ ଗୋଟିଏ କଥା କାହିଁକି ରାହିମୋହନ […]
ଏସ ବାସ୍ତବ(ଭୁବନେଶ୍ଵର):ଓଡିଶା ମାଟିର ଗର୍ବ,ଓଡିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ।ଶାସକ ଭାରତୀୟ ଜନତା ପାର୍ଟି ବିରୋଧୀଙ୍କୁ ଚକମା ଦେବା ପାଇଁ ଗୋଟି ଚାଳନାରେ ବିରୋଧୀ ଧରାଶାୟୀ ହେବାର ସମ୍ଭାବନା ଉଜ୍ଜଳ । ରାଷ୍ଟ୍ରପତି ନିର୍ବାଚନରେ ମୁର୍ମୁଙ୍କ ବିଜୟ ସମ୍ଭାବନା ଅଧିକ । ଦ୍ରୌପଦୀଙ୍କ ପ୍ରାର୍ଥୀତ୍ଵକୁ ପ୍ରଥମେ ସମର୍ଥନ କରିଛି ଶାସକ ବିଜୁ ଜନତା ଦଳ। ଏପରିକି ଦଳର ଦୁଇ ମନ୍ତ୍ରୀ ପ୍ରସ୍ତାବକ ସାଜିବେ ବୋଲି କହିଛନ୍ତି […]
ଭୁବନେଶ୍ୱର,୨୪/୦୬:ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ, ଜୁନ ଶେଷ ଆଡ଼କୁ ଏହି ଲଘୁଚାପ ଓଡ଼ିଶା ନିକଟବର୍ତ୍ତୀ ହେବାର ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ ଅନୁଯାଇ,ଏହା ଉତ୍ତର-ପଶ୍ଚିମ ଦିଗରେ ମୁହାଁଇବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧ରୁ ୭ ତାରିଖ ଭିତରେ ରାଜ୍ୟରେ ଭଲ ବର୍ଷା ହୋଇପାରେ ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି, ଭୁବନେଶ୍ୱର […]
ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରସ୍ତାବକ ରହିବେ ବିଜେଡିର ଏହି ଦୁଇ ମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସୂଚନା ଥାଉକି, ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ।
ପ୍ରମୋଦ ନାୟକ(ଭୁବନେଶ୍ୱର) : ଦ୍ରୌପଦୀ ମୁର୍ମୁଙ୍କୁ ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । ଓଡ଼ିଆ ଜାତିକୁ ପ୍ରଧାନମନ୍ତ୍ରୀଙ୍କର ଏହା ସର୍ବଶ୍ରେଷ୍ଠ ପୁରସ୍କାର ବୋଲି ମଧ୍ୟ ଶ୍ରୀ ମହାନ୍ତି କହିଛନ୍ତି । ବୁଧବାର ଦିନ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ଜୀବନ ସଂଗ୍ରାମରେ ବହୁ ଝଡ଼ଝଞ୍ଜାକୁ ପ୍ରତିହିତ କରି ଶ୍ରୀମତୀ […]
ପ୍ରମୋଦ ନାୟକ(ଭୁବନେଶ୍ବର): ଗତ ମଙ୍ଗଳବାର ଏନ୍ଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମା ଘୋଷଣା କରିଛି। ଏନ୍ଡିଏ ପକ୍ଷରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଦ୍ରୌପଦୀ ମୁର୍ମୁଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଘୋଷଣା କରିଥିଲେ। ଏହି ଘୋଷଣା ପ୍ରତେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ ହୋଇଚି । ଏହି ଖୁସିର ମୁହୁର୍ତରେ ଇଟାଲି ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ […]
ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାଇ, ଓଡିଶାରେ ସକ୍ରିୟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଲାଗି ରହିଛି ପ୍ରବଳ ବର୍ଷା । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାରେ ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ବଲେଶ୍ୱର, ଭଦ୍ରକ […]
ଶ୍ରୀମନ୍ତ ବାସ୍ତବ: ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାରୁ ଗିରିଶ ମୁର୍ମୁଙ୍କୁ ଭାରତର ନିୟନ୍ତ୍ରକ ଏବଂମହାଲେଖ ପରୀକ୍ଷକ (CAG) କରାଯିବା ପରେ,ସେହି ଜିଲ୍ଲାରୁ ଦ୍ରୌପଦୀ ମୁର୍ମୁଂକୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷିତ କରାଯାଇଛି। ଏହି ଜିଲ୍ଲା ପାଇଁ ଏହା ଏକ ଡବଲ ଉପହାର | ଫୋନ୍ ମାଧ୍ୟମରେ ଆମ ପ୍ରତିନିଧିଙ୍କୁ କଥାବାର୍ତ୍ତା କରି ମୁର୍ମୁ କହିଛନ୍ତି ଯେ ତାଙ୍କ ପ୍ରାର୍ଥୀତା ବିଷୟରେ ଜାଣି ସେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି ଏବଂ ଏହାକୁ ସେ ବିଶ୍ୱାସ […]
ମନୋଜ ମହାନ୍ତି:ଆଜି(ମଙ୍ଗଳବାର) ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଏନ୍ଡିଏ ପକ୍ଷରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଦ୍ରୌପଦୀ ମୁର୍ମୁଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଘୋଷଣା କରିଛନ୍ତି। ଆଜି ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୈଠକ ବସିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, […]
ପ୍ରମୋଦ ନାୟକ(ଭୁବନେଶ୍ବର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଇଟାଲୀରେ ପହଞ୍ଚିବା ପରେ ଆଜି ନିଜ ଗସ୍ତର ପ୍ରଥମ ଦିନରେ ରୋମ ସହର ବୁଲି ଦେଖିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ଜଣାପଡିଛି । ରୋମ ଗସ୍ତ ଆରମ୍ଭ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମ ଜାତିର ପିତା ମହାତ୍ମା […]