ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରସ୍ତାବକ ରହିବେ ବିଜେଡିର ଏହି ଦୁଇ ମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସୂଚନା ଥାଉକି, ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ।
ପ୍ରମୋଦ ନାୟକ(ଭୁବନେଶ୍ୱର) : ଦ୍ରୌପଦୀ ମୁର୍ମୁଙ୍କୁ ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । ଓଡ଼ିଆ ଜାତିକୁ ପ୍ରଧାନମନ୍ତ୍ରୀଙ୍କର ଏହା ସର୍ବଶ୍ରେଷ୍ଠ ପୁରସ୍କାର ବୋଲି ମଧ୍ୟ ଶ୍ରୀ ମହାନ୍ତି କହିଛନ୍ତି । ବୁଧବାର ଦିନ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି ଯେ, ଜୀବନ ସଂଗ୍ରାମରେ ବହୁ ଝଡ଼ଝଞ୍ଜାକୁ ପ୍ରତିହିତ କରି ଶ୍ରୀମତୀ […]
ପ୍ରମୋଦ ନାୟକ(ଭୁବନେଶ୍ବର): ଗତ ମଙ୍ଗଳବାର ଏନ୍ଡିଏ ନିଜର ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମା ଘୋଷଣା କରିଛି। ଏନ୍ଡିଏ ପକ୍ଷରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଦ୍ରୌପଦୀ ମୁର୍ମୁଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଘୋଷଣା କରିଥିଲେ। ଏହି ଘୋଷଣା ପ୍ରତେକ ଓଡ଼ିଆଙ୍କ ପାଇଁ ଗର୍ବର ବିଷୟ ହୋଇଚି । ଏହି ଖୁସିର ମୁହୁର୍ତରେ ଇଟାଲି ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ […]
ଭୁବନେଶ୍ୱର: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାଇ, ଓଡିଶାରେ ସକ୍ରିୟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ଲାଗି ରହିଛି ପ୍ରବଳ ବର୍ଷା । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାରେ ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ବଲେଶ୍ୱର, ଭଦ୍ରକ […]
ଶ୍ରୀମନ୍ତ ବାସ୍ତବ: ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲାରୁ ଗିରିଶ ମୁର୍ମୁଙ୍କୁ ଭାରତର ନିୟନ୍ତ୍ରକ ଏବଂମହାଲେଖ ପରୀକ୍ଷକ (CAG) କରାଯିବା ପରେ,ସେହି ଜିଲ୍ଲାରୁ ଦ୍ରୌପଦୀ ମୁର୍ମୁଂକୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷିତ କରାଯାଇଛି। ଏହି ଜିଲ୍ଲା ପାଇଁ ଏହା ଏକ ଡବଲ ଉପହାର | ଫୋନ୍ ମାଧ୍ୟମରେ ଆମ ପ୍ରତିନିଧିଙ୍କୁ କଥାବାର୍ତ୍ତା କରି ମୁର୍ମୁ କହିଛନ୍ତି ଯେ ତାଙ୍କ ପ୍ରାର୍ଥୀତା ବିଷୟରେ ଜାଣି ସେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି ଏବଂ ଏହାକୁ ସେ ବିଶ୍ୱାସ […]
ମନୋଜ ମହାନ୍ତି:ଆଜି(ମଙ୍ଗଳବାର) ବିଜେପି ନେତୃତ୍ୱାଧିନ ଏନଡିଏ ଦୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ଏନ୍ଡିଏ ପକ୍ଷରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଦ୍ରୌପଦୀ ମୁର୍ମୁଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଘୋଷଣା କରିଛନ୍ତି। ଆଜି ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୈଠକ ବସିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର, ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, […]
ପ୍ରମୋଦ ନାୟକ(ଭୁବନେଶ୍ବର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଇଟାଲୀରେ ପହଞ୍ଚିବା ପରେ ଆଜି ନିଜ ଗସ୍ତର ପ୍ରଥମ ଦିନରେ ରୋମ ସହର ବୁଲି ଦେଖିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ଜଣାପଡିଛି । ରୋମ ଗସ୍ତ ଆରମ୍ଭ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମ ଜାତିର ପିତା ମହାତ୍ମା […]
ନୂଆପଡା, ୨୧/୦୬: ମାଓବାଦୀଙ୍କ ବର୍ବରତା ଚରମ ସୀମାରେ ପହଂଚିଛି । ବୋଡେନ ଥାନା ପାଟଦର୍ହା ଜଙ୍ଗଲରେ ଯବାନ-ମାଓବାଦୀ ଗୁଳି ବିନିମୟ ଘଟିଛି ।ଏଥିରେ ୩ ଜଣ ଯବାନ ସହିଦ୍ ହୋଇଥିବା ସୂଚନା ମିଳିଛି । ପୂର୍ବରୁ ପାଟଦର୍ହା ଜଙ୍ଗଲ ଭିତରେ ହେଉଥିବା CRPF କ୍ୟାମ୍ପକୁ ବିରୋଧ କରିଆସୁଥିଲେ ମାଓବାଦୀ । ଯାହାକୁ ନେଇ ହିଂସା ପରାୟଣ ହୋଇ ଆଜି ଏପରି କାଣ୍ଡ ଘଟାଇଛନ୍ତି ।ସହିଦ ଯବାନମାନେ ହେଲେ ଶିଶୁପାଳ ସିଂହ, […]
ମନୋଜ ମହାନ୍ତି : ୨୧ ଜୁନ୍ ୧୯୭୫, ଏହା କ୍ରିକେଟ୍ ପ୍ରେମୀଙ୍କ ମନରେ ସର୍ବଦା ରହିବ | ୪୭ ବର୍ଷ ପୂର୍ବେ ଏହି ଦିନ, ODI କ୍ରିକେଟ୍ ଇତିହାସରେ ବିଶ୍ୱ ପ୍ରଥମ ବିଶ୍ୱ ଚାମ୍ପିଅନ୍ ଦୁନିଆକୁ ମିଳିଥିଲା | ଅନ୍ତିମ ମ୍ୟାଚ୍ରେ ୱେଷ୍ଟଇଣ୍ଡିଜ୍ ଅଷ୍ଟ୍ରେଲିଆକୁ ୧୭ ରନ୍ ରେ ପରାସ୍ତ କରି ଟାଇଟଲ୍ ହାସଲ କରିଥିଲା | କ୍ଲିଭ ଓଲିଉଡର ଅଧିନାୟକତ୍ୱରେ ୱିଣ୍ଡିଜ୍ ଦଳ ପ୍ରଥମ ODI ବିଶ୍ୱକପ୍ ଟ୍ରଫି […]
ନୂଆଦିଲ୍ଲୀ:ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ସ୍ଥିର କରିବା ପାଇଁ ମଙ୍ଗଳବାର ସନ୍ଧ୍ୟାରେ ବିଜେପି ସଂସଦୀୟ ବୋର୍ଡର ଏକ ଅନୁଷ୍ଠିତ ହେବ। ଏହି ସହିତ ଦଳର ନେତୃତ୍ୱ ସମସ୍ତ ଏନଡିଏ ସହଯୋଗୀଙ୍କ ସହ ପ୍ରାର୍ଥୀଙ୍କ ନାମ ଉପରେ ମଧ୍ୟ ଆଲୋଚନା କରିବେ। ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ଜୁନ୍ ୨୯ | ରାଷ୍ଟ୍ରପତି ପ୍ରାର୍ଥୀ ସମ୍ପର୍କରେ ବିଭିନ୍ନ ଦଳ ସହ ଆଲୋଚନା କରିବା ପାଇଁ […]


