ପଛୁଆବର୍ଗଙ୍କୁ ପୂର୍ଣ୍ଣ ସାମ୍ବିଧାନିକ ଅଧିକାର ଦେବାକୁ ବିଜେପି ବଦ୍ଧପରିକର: ମନମୋହନ ସାମଲ ମେଡିକାଲ, ଟେକ୍ନିକାଲ ଏବଂ ସ୍କିଲ ଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜେପି ପ୍ରତିଶୃତିବଦ୍ଧ ପଛୁଆବର୍ଗର ଦାବି ନେଇ ବିଜେଡି, କଂଗ୍ରେସ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ୫୦ ପ୍ରତିଶତ ସଂରକ୍ଷଣ ସୀମା କୋହଳ ପାଇଁ ଉଚ୍ଚତମ ନ୍ୟାୟଳୟରେ ୨୦୧୭ ମସିହାର ମାମଲାକୁ କାହିଁକି ବିଜେଡି ସଠିକ୍ ଭାବରେ ଲଢ଼ିନଥିଲା? ମୋଦି ସରକାର ଜାତି […]
ବାସ୍ତବ ବ୍ୟୁରୋ: ଦେଶରେ ପୁଣି ଥରେ ଭୟର ଆତଙ୍କ ଖେଳାଇଲାଣି କୋଭିଡ୍ । ସରକାରୀ ତଥ୍ୟ ଅନୁଯାୟୀ, ଏବେ ସୁଦ୍ଧା ଭାରତରେ ୨୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି। ମେ ମାସ ୧୨ ତାରିଖ ପରଠାରୁ କେରଳରେ ସର୍ବାଧିକ ୬୯ ଜଣ ମାମଲା ରିପୋର୍ଟ ହୋଇଛି। ଏହାସହିତ ମହାରାଷ୍ଟ୍ରରୁ ୪୪, ତାମିଲନାଡୁରୁ ୩୪, କର୍ଣ୍ଣାଟକରୁ ୮, ଗୁଜରାଟରୁ ୬, ଦିଲ୍ଲୀରୁ ୩, ହରିୟାଣା, ରାଜସ୍ଥାନ ଏବଂ ସିକିମରୁ ଗୋଟିଏ […]
ବାସ୍ତବ ବ୍ୟୁରୋ: ଆସନ୍ତା ଜୁନ୍ ୧୨ ତାରିଖରେ ଓଡ଼ିଶାର ମୋହନ ମାଝୀଙ୍କ ବିଜେପି ସରକାର କ୍ଷମତାରେ ଏକ ବର୍ଷ ପୂରଣ କରିବ। ସରକାରର ପ୍ରଥମ ବର୍ଷ ପୂର୍ତ୍ତି ପାଳନ ଅବସରରେ ଜୁନ୍ ୧୨ ତାରିଖରୁ ଜୁନ୍ ୧୯ ତାରିଖ ଯାଏଁ ସପ୍ତାହ ବ୍ୟାପୀ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିପାରନ୍ତି ବୋଲି ସୂଚନା […]
ବାସ୍ତବ ବ୍ୟୁରୋ: ଆଜି (ବୁଧବାର) ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଦକ୍ଷତା ଓ ବୈଷୟିକ ବିଭାଗରେ ନିୟମାବଳୀ ସଂଶୋଧନ କରିଛନ୍ତି। ମମତା ଓ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟ କରିବ। ଆଗାମୀ ୫ ବର୍ଷ ପାଇଁ ୧୬୨୩ କୋଟି […]
ବାସ୍ତବ ବ୍ୟୁରୋ: ସୁପ୍ରିମକୋର୍ଟର ୫୨ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ବି.ଆର ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ୍ ବି.ଆର୍. ଗୱାଇଙ୍କ ଜନ୍ମ ୨୪ ନଭେମ୍ବର ୧୯୬୦ରେ ଅମରାବତୀରେ ହୋଇଥିଲା । ସେ ୧୬ ମାର୍ଚ୍ଚ ୧୯୮୫ରେ ବାରରେ ଯୋଗ ଦେଇଥିଲେ। ୧୪ ନଭେମ୍ବର ୨୦୦୩ରେ ବମ୍ବେ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ଆରମ୍ଭ କରିଥିଲେ ତାଙ୍କର ନ୍ୟାୟିକ […]
ବାସ୍ତବ ବ୍ୟୁରୋ: ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାଇଁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, “ମୁଁ ପ୍ରଥମେ ସଶସ୍ତ୍ର ବାହିନୀଙ୍କୁ ସାଲ୍ୟୁଟ୍ କରୁଛି ବୀର ଯବାନମାନେ ଅପରେସନ ସିନ୍ଦୂର ଲକ୍ଷ୍ୟ ପ୍ରାପ୍ତି ପାଇଁ ଅସୀମ ଶୌର୍ଯ୍ୟ ପ୍ରଦର୍ଶନ କରିଛନ୍ତି । ମୁଁ ସେମାନଙ୍କ ବୀରତା ସାହସକୁ ଦେଶର ପ୍ରତ୍ୟେକ ମାଆ ଓ ଝିଅକୁ ସମର୍ପଣ କରୁଛି […]
ବାସ୍ତବ ବ୍ୟୁରୋ: କିଛିଦିନ ହେବ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗିଥିବା ଯୁଦ୍ଧ ଉପରେ ବିରାମ ଲାଗିଛି । ଏନେଇ ଭାରତର ବିଦେଶ ସଚିବ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ଯୁଦ୍ଧ ବିରାମ ପାଇଁ ପ୍ରଥମେ ଦିନ ୩ଟା ୩୦ ମିନିଟରେ ପାକିସ୍ତାନ ଡିଜିଏମଓ ଅସ୍ତ୍ରବିରତି ପାଇଁ ଭାରତକୁ ଫୋନ କରିଥିଲେ । ଏହି କ୍ରମରେ ଆଜି ସନ୍ଧ୍ୟା ୫ଟାରୁ ଜଳ, ସ୍ଥଳ ଓ ଆକାଶ ସବୁପଟୁ ଗୁଳିଗୋଳା […]
ବାସ୍ତବ ବ୍ୟୁରୋ: ଭାରତ-ପାକିସ୍ତାନ ମଧ୍ୟରେ ଆକ୍ରମଣ-ପ୍ରତିଆକ୍ରମଣ ଚାଲିଥିବା ବେଳେ ପୁରା ଦେଶରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଛି । ଯୁଦ୍ଧ ପରିସ୍ଥିତିକୁ ନଜରରେ ରଖି ଓଡିଶାର ବିଭିନ୍ନ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସମସ୍ତ ସନ୍ଦିଗ୍ଧ ଗତିବିଧିକୁ ନଜରରେ ରଖିଛନ୍ତି ସୁରକ୍ଷା ବାହିନୀ । ଏହିକ୍ରମରେ ପୁରୀ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ଜୋରଦାର କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହିତ ମନ୍ଦିର […]
ଏସ୍-୪୦୦ ସାଜିଲା ଭାରତର ରକ୍ଷା କବଚ ଜମ୍ମୁ ବିମାନବନ୍ଦରରେ ଡ୍ରୋନ୍ ମାଡ଼୩ ରାଜ୍ୟର ଏକାଧିକ ସହର ବ୍ଲାକ୍ଆଉଟ୍ଏସ୍-୪୦୦ ସାଜିଲା ଭାରତର ରକ୍ଷା କବଚବାସ୍ତବବ୍ୟୁରୋ: ଏସ୍ ୪୦୦ ଆମ ରକ୍ଷାକବଚ ସାଜିଛି।ରାଜସ୍ଥାନର ପୋଖରାନ ଉପରେ ପାକିସ୍ତାନ କ୍ଷେପଣାସ୍ତ୍ର ମାଡ଼ର ଧୃଷ୍ଟତା କରିଥିବାବେଳେ,ଭାରତର ସୁରକ୍ଷା ବ୍ୟବସ୍ଥା ତାହାକୁ ଆକାଶମାର୍ଗରେ କଡା ଟକ୍କର ସହ ନଷ୍ଟ କରିବାରେ ସଫଳହୋଇଛି। ରାଜସ୍ଥାନର ଫଲୋଦି ବାୟୁସେନା ଘାଟି ଠାରୁ ୨୦ କିମି ଦୂରରେ ହୋଇଥିବା ଡ୍ରୋନ୍ ଆକ୍ରମଣକୁ […]
ନୃସିହନାଥ୦୮/୦୫/୨୫(ନବୀନ କୁମାର ଦାଶ):ପଶ୍ଚିମ ଓଡିଶାର ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ତଥା ପଡ଼ୋଶୀ ଛତିଶଗଡ଼ ଓ ଝାରଖଣ୍ଡ ଲୋକଙ୍କ ପାଇଁ ଗଙ୍ଗା କ୍ଷେତ୍ର ସଦୃଶ୍ୟ ଆସ୍ତା ବହନ କରିଥାଏ । ବହି ଯାଉଥିବା ପାପନାଶିନୀ ଝରଣା ଗନ୍ଧ ମାର୍ଦ୍ଧନର ପ୍ରକୃତିକ ପାଦ ଦେଶରେ ଅବସ୍ଥିତ ଏହି ପବିତ୍ର ପୀଠରେ ମାର୍ଜାର କେଶରୀ ରୂପରେ ପୂଜା ପାଉଛନ୍ତି ପ୍ରଭୂ ଶ୍ରୀ ହରି ବିଷ୍ଣୁ ଏବଂ ଏହି ପୀଠ ପାର୍ଶ୍ୱ ଦେଇ ବହି ଯାଇଛି […]


