ବରଗଡ଼:-୦୫.୦୫.୨୦୨୫(ନବୀନ କୁମାର ଦାଶ)ଶବ୍ଦ ନୃତ୍ୟ ବହୁ ପ୍ରାଚୀନ ନୃତ୍ୟ ଓ ଏହାର ଶାସ୍ତ୍ରୀୟ ପ୍ରମାଣ ମଧ୍ୟ ରହି ଥିବାରୁ ଏହାକୁ ଶାସ୍ତ୍ରୀୟ ନୃତ୍ୟ ର ମାନ୍ୟତା ପାଇଁ ଏକ ଆଲୋଚନା ଚକ୍ରରେ ବହୁ ବିଶିଷ୍ଟ ବକ୍ତା ମତ ପ୍ରକାଶ କରି ଥିଲେ।ବରପାଲି ନିକଟସ୍ଥ କନବାର ଗ୍ରାମରେ ବ୍ରଜେଶ୍ୱରୀ ନୃତ୍ୟ କଳା ସଂଘ, ଶବ୍ଦ ନୃତ୍ୟ ଗବେଷଣା କେନ୍ଦ୍ର ପକ୍ଷରୁ ଶବ୍ଦ ନୃତ୍ୟ କୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଏକ ଆଲୋଚନା […]
ବାସ୍ତବ ବ୍ୟୁରୋ: ବିଜୁ ଜନତା ଦଳ(ବିଜେଡି)ର ନୂଆ ସାଂଗଠନିକ ଟିମ୍ ଗଠନ ହୋଇଛି। ଦଳ ସୋମବାର ପଦପଦବୀ ତାଲିକା ଘୋଷଣା କରିଛି। ଦଳରେ ୬ଟି ସାଂଗଠନିକ ଜିଲ୍ଲାର ସଭାପତି, ୧୫ ଉପସଭାପତି, ୨୦ ବରିଷ୍ଠ ସାଧାରଣ ସଂପାଦକ ଓ ୩୫ ସାଧାରଣ ସଂପାଦକ ନିଯୁକ୍ତ କରାଯାଇଛି। ସୁବାସ ସିଂଙ୍କୁ କୋଷାଧ୍ୟକ୍ଷ ଦାୟିତ୍ଵ ଦିଆଯାଇଛି। ଏସବୁ ପଦରେ ନେତାମାନଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି। ପ୍ରଥମ ଥର ବିଜେଡିରେ […]
ବରଗଡ଼୦୨.୦୫.୨୦୨୫(ନବୀନ କୁମାର ଦାଶ):ଜେ. ସି. ଆଇ. ଅତାବିରା ଦ୍ଵାରା ଅତାବିରା ଆନନ୍ଦ କଲ୍ୟାଣ ମଣ୍ଡପ ଠାରେ ଆଜି ଠାରୁ ସାତଦିନିଆ ସ୍କେଟିଂ କର୍ମଶାଳା ପ୍ରାରମ୍ଭ ହେବାକୁ ଯାଉଛି | ଅନ୍ତର୍ଜାତୀୟ ପ୍ରଶିକ୍ଷକ ମହାରାଷ୍ଟ୍ର ନିବାସୀ ରବୀନ୍ଦ୍ର ମିଶାଲ ଏବଂ ତାଙ୍କ ସହାୟକ ଏହି ତାଲିମ ଶିବିରରେ ଚାରି ବର୍ଷ ବୟସ ସୀମାରୁ ଉର୍ଦ୍ଧ୍ୱ ବୟସର ପୁଅ ଝିଅ ଙ୍କୁ ତାଲିମ୍ ଦେବେ ବୋଲି ପ୍ରୋଜେକ୍ଟ ଡାଇରେକ୍ଟର ସମିତ ପ୍ରଧାନ ସୂଚନା […]
ବରଗଡ଼୦୨.୦୫.୨୦୨୫(ନବୀନ କୁମାର ଦାଶ):ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ନୂଆଁ ସାହୁଙ୍କତା.୩୦.୦୪.୨୦୨୫ ରିଖରେ ଚାକିରିରୁ ଅବସର ଗ୍ରହଣ କରିଥିଲେ।ଅଦ୍ୟ ତା.୦୨.୦୫.୨୦୨୫ ରିଖରେ ତାଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା କାର୍ଯ୍ୟାଳୟର ଅଧିକାରୀ ତଥା ସମସ୍ତ କର୍ମଚାରୀଙ୍କ ତରଫରୁ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇ ଯାଇଛି।ଉକ୍ତ ସଭାରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ […]
ବରଗଡ଼୦୨/୦୫/୨୦୨୫(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଦେଇ ଲୁହୁରାଚଟି -ସମ୍ବଲପୁର ତ୍ରୁଟିପୂର୍ଣ୍ଣ ତଥା ଅସମ୍ପୂର୍ଣ୍ଣ ୫୩ନଂ ଚାରି ଥାକିଆ ମୁଖ୍ୟ ଜାତୀୟ ରାଜପଥ ଭେଦ କରି ଯାଇଥିବା ବେଳେ ବରଗଡ଼ ରୁ ସମ୍ବଲପୁର ଅଞ୍ଚଳରେ ନିଇତି ମର୍ମନ୍ତୁଦ ଘଟଣା ମାନ ଘଟି ମୁଣ୍ଡ ପରେ ମୁଣ୍ଡ ଗଡ଼ି, ମୂଲ୍ୟବାନ ଜନ ଜୀବନ ନଷ୍ଟ ହେଉଥିବା ନଜିର ରହିଛି। କିଞ୍ଚିତ ଉଦାହରଣ ସ୍ୱରୂପ ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲି କେମ୍ପ ପେଟ୍ରୋଲ ପମ୍ପ […]
ବାସ୍ତବ ବ୍ୟୁରୋ : ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟର ଦ୍ବାରା ଜାରି ହୋଇଥିବ ଏକ ପତ୍ର କ୍ରମେ ଏବଂ ୨୦୨୫ ମେ’ ୧ ତାରିଖରେ ବିଶ୍ୱବିଦ୍ୟାଳୟ କୁଳସଚିବଙ୍କ ଦ୍ୱାରା ଜାରି ଏକ ସରକାରୀ ଆଦେଶ ପରେ ଆଜି ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ)ର ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ସଂସ୍କୃତ ପଣ୍ଡିତ ତଥା ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଶିକ୍ଷାବିତ୍ ପ୍ରଫେସର ନରସିଂହ ଚରଣ ପଣ୍ଡା । କୁଳପତି […]
ବରଗଡ଼(ନବୀନ କୁମାର ଦାଶ):ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଭୁବନେଶ୍ୱର ବରମୁଣ୍ଡା ଓୟୁଏଟି ଫାର୍ମ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ କୃଷକ ଦିବସ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସି.ଏମ୍ କିଷାନ ଯୋଜନା ରେ ରାଜ୍ୟର ୫୦,୧୬,୯୩୮ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୪୯,୪୮୨ ସଂଖ୍ୟକ ଭୂମିହୀନ କୃଷି ପରିବାର ଏବଂ ୨,୩୮୨ ଜନଜାତି କୃଷକ ପରିବାରକୁ ୨୦୨୫ ଖରିଫ ଫସଲ ୠତୁ ପାଇଁ ୧୦୨୫ […]
ବାସ୍ତବ ବ୍ୟୁରୋ : ସାରା ଦେଶରେ ଆରମ୍ଭ ହେବାକୁଥିବା ଜନଗଣନା ସହ ଜାତିଭିତ୍ତିକ ଡାଟା ମଧ୍ୟ ଏକାଠି କରାଯିବ । ଏଥିପାଇଁ ଜନଗଣନା ଫର୍ମରେ ଜାତିର ଏକ ଘର ଦିଆଯିବ । ଏହି ଆଧାରରେ ଦେଶରେ କେଉଁ ଜାତିର କେତେ ଲୋକ ଅଛନ୍ତି ତାର ସୂଚନା ଏକାଠି କରାଯିବ । କ୍ୟାବିନେଟ୍ ବୈଠକ ପରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ନିଷ୍ପତ୍ତି ବାବଦ ସୂଚନା ଦେଇଛନ୍ତି । ଅଶ୍ୱିନୀ ବୈଷ୍ଣବ […]
ବରଗଡ଼୨୮.୦୪.୨୦୨୫(ନବୀନ କୁମାର ଦାଶ):ଗାଇସିଲେଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା,ଅତି ରିକ୍ତ ଆରକ୍ଷୀ ଅଧିକ୍ଷକ ଶିବ ପ୍ରସାଦ ବିଶ୍ଵାଳ, ଜିଲ୍ଲା ମୁଖ୍ୟ ଚିକିସା ଅଧିକାରୀ ଡ଼ଃ ପ୍ରଶାନ୍ତ କିଶୋର ଦାସ,ଉପଜିଲ୍ଲାପାଳ ଅରୁଗୁଲା […]
>୩୦୦ ଦିନରେ ଡବଲ ଇଞ୍ଜିନ ସରକାରଙ୍କ ଉପଲବ୍ଧି କ’ଣ ? >ବିକଶିତ ଓଡ଼ିଶା ପାଇଁ ଆଗାମୀ ୪ ବର୍ଷର ରୋଡମ୍ୟାପ ପ୍ରକାଶ କରିବେ କି ? >ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟପାହ୍ୟା/ ଫୋକସ ଷ୍ଟେଟ୍ ମାନ୍ୟତା କେବେ ମିଳିବ ? >ଓଡ଼ିଶାକୁ କେନ୍ଦ୍ରୀୟ ଅନୁଦାନ ବୃଦ୍ଧି କେବେ ? ବାସ୍ତବବ୍ୟୁରୋ(ଭୁବନେଶ୍ୱର)୨୮/୦୪/୨୦୨୫: ସରକାରକୁ ଆସିବାର ଶହେ ଦିନ ଭିତରେ ରାଜ୍ୟରେ ଆଖିଦୃଶିକାାର୍ଯ୍ୟ ଦେଖାଇବୁ ବୋଲି କହିଥିବା ବିଜେପି ସରକାରକୁ ତିନି ଶହ ଦିନ […]


