ବାସ୍ତବ ବ୍ୟୁରୋ: ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି । ଏପ୍ରିଲ ୨ରୁ ରାଜ୍ୟରେ ହେବ ସକାଳୁଆ ସ୍କୁଲ । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ପ୍ରଦାନ କରିଛନ୍ତି । ସକାଳ ୭ଟାରୁ ୯ଟା ଯାଏଁ ରାଜ୍ୟରେ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲାରହିବ । ତାତି ବଢିଲେ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ସହିତ ପିଲାଙ୍କ […]

ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭ ମାର୍ଚ୍ଚ ୨୦୨୫:ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟନାୟକ କହିଛନ୍ତି ଯେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ […]

ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ସାଂସଦ, ବିଧାୟକ, ରାଜ୍ୟ ପଦାଧିକାରୀ, ବିଚାର ପରିବାର, ସାମାଜିକ ସଂଗଠନ ସମେତ ସହସ୍ରାଧିକ ସମର୍ଥକ ଜଣାଇଲେ ଶ୍ରଦ୍ଧାଞ୍ଜଳୀ ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭/୦୩: ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକବ୍ୟକ୍ତ କରାଯାଇଛି ।ତାଙ୍କ ବିୟୋଗରେ ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି ହୋଇଛି । ରାଜ୍ୟ […]

ବାସ୍ତବ ବ୍ୟୁରୋ:ବିଭିନ୍ନ ଦାବି ନେଇ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ଏବଂ ୨୫ ତାରିଖ ଦୁଇ ଦିନିଆ ଧର୍ମଘଟ ଡାକରା ଦେଇଛି। ରାଜ୍ୟର ୬ ହଜାର ସରକାରୀ ବ୍ୟାଙ୍କ ଶାଖାର ୩୭ ହଜାରରୁ ଅଧିକ କର୍ମଚାରୀ ସାମିଲ ହେବେ ବୋଲି ସାମ୍ୱାଦିକ ସମ୍ମିଳନୀ କରି ୟୁଏଫବିୟୁ ଓଡ଼ିଶା ଶାଖା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି  ।  ଦେଶର ୯ଟି ବ୍ୟାଙ୍କ ସଂଘ ଏହି ଧର୍ମଘଟରେ […]

ବାସ୍ତବବ୍ୟୁରୋ(ଭୁବନେଶ୍ୱର)୧୭/୦୩: ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ପରଲୋକ ଘଟିଛି । ଡକ୍ଟର ପ୍ରଧାନ ଦୀର୍ଘଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ । ତାଙ୍କ ପରଲୋକରେ ଦେଶ ଓ ଦଳ ପାଇଁ ଅପୂରଣୀୟ କ୍ଷତି ହୋଇଛି । ୧୯୪୧ ମସିହା ଜୁଲାଇ ୧୬ ତାରିଖରେ ସ୍ୱର୍ଗତଃ ଡକ୍ଟର ପ୍ରଧାନ ଜନ୍ମଗ୍ରହଣ […]

ବରଗଡ଼:-୧୬.୩(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ମନାପଡା ପଞ୍ଚାୟତ ଟିଙ୍ଗିପାଲି ଠାରେ ଚୋବିଶ ପ୍ରହରୀ ନାମ ଯଜ୍ଞ ଆରମ୍ଭ ହୋଇଯାଇଛି। ସର୍ବ ପ୍ରଥମେ ସପତ୍ନିକ କିଶୋର ପଧାନ ଓ ପୁଷ୍ପାଞ୍ଜଳି ପଧାନ କର୍ତ୍ତା ବରଣ ପୂର୍ବକ ସ୍ଥାନୀୟ ଡେଙ୍ଗେଇ କଣ୍ଟା ତୁଠରେ ପୂଜାର୍ଚ୍ଚନା କରାଯାଇଥିଲା।ତଦପରେ ଏକ ବର୍ଣ୍ଣାଢ଼୍ୟ କଳସ ଶୋଭାଯାତ୍ରା ଘଣ୍ଟ ଶଙ୍ଖ ହୁଳହୁଳି ର ତାଳେ ତାଳେ ଜଳପୂର୍ଣ୍ଣ କଳସ ଗ୍ରାମ ପରିକ୍ରମା କରି ନାମଯଜ୍ଞ […]

ବାସ୍ତବବ୍ୟୁରୋ(ଭୁବନେଶ୍ବର)୧୬ ମାର୍ଚ୍ଚ, ୨୦୨୫:ଆଜି ସନ୍ଧ୍ୟାରେ ବର୍ଷା ପବ୍ଲିକେସନ୍‌ ପକ୍ଷରୁ ପ୍ରକାଶିତ ଲୋହିଆ ଏକାଡ଼େମୀ ସଭାକକ୍ଷରେ ଗାଳ୍ପିକା ଯୁବକବି ବୀରେନ୍ଦ୍ର ନାୟକଙ୍କ ପ୍ରଥମ କବିତା ପୁସ୍ତକ ‘ଦରଜର ଦରୋଟି’ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପୁସ୍ତକ ଲୋକାର୍ପଣ ଉତ୍ସବର ପ୍ରଥମ ଚରଣରେ ଆଜି ମହାପ୍ରୟାଣ ଲଭିଥିବା ପ୍ରଣମ୍ୟ କବି ରମାକାନ୍ତ ରଥଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ନୀରବ ପ୍ରାର୍ଥନା କରାଯିବା ସହ ତାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୨ ତାରିଖରେ ଓଡ଼ିଶା ଗସ୍ତ ରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ପ୍ରଥମେ ସମ୍ବଲପୁର ଆସିବେ ଏବଂ ତାପରେ ଭୁବନେଶ୍ବରରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାଛଡ଼ା ତାଙ୍କର ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ଏନେଇ ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଆସିବ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି। ଏଥିଲାଗି ଆଜି ବୁର୍ଲାରେ ବିଜେପି […]

ବାସ୍ତବବ୍ୟୁରୋ(ଭୁବନେଶ୍ୱର)ତା.୧୬/୦୩: ଓଡ଼ିଶାର ବିଶିଷ୍ଟ କବି ତଥା ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ରମାକାନ୍ତ ରଥଙ୍କ ଆଜି ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ଅସୁସ୍ଥ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା । ସ୍ୱର୍ଗତଃ ରଥ ୧୯୩୪ ଡିସେମ୍ବର ୧୩ରେ କଟକରେ ଜନ୍ମଗ୍ରହଣ କରିଥିଲେ ।ସେ୧୯୭୫ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ଓଡ଼ିଶାର ମୁଖ୍ୟ ସଚିବ ଭାବେ ୧୯୯୨ରେ ଅବସର ନେଇଥିଲେ ।ତାଙ୍କ ଦ୍ୱାରା ରଚିତ କବିତା ସଙ୍କଳନଗୁଡ଼ିକ […]

ବାସ୍ତବ ବ୍ୟୁରୋ: ଆସନ୍ତା ୩୦ ତାରିଖରେ କଳାହାଣ୍ଡି ଜିଲ୍ଲାରୁ  ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗରିବ ଲୋକଙ୍କୁ ଅନ୍ତୋଦୟ ଗୃହ ଯୋଜନାରେ ସାମିଲ କରାଯିବ । ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ । ୫୦ ହଜାର ଲୋକଙ୍କୁ […]

Pin It on Pinterest