ବାସ୍ତବବ୍ୟୁରୋ : ଲାଲୁ ଯାଦବଙ୍କ ଜେଲରୁ ବାହାରିବା ବାଟ ସଫା ,ଜାମିନ ପାଇବାରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ତାଙ୍କ ପରିବାର ଏବଂ ପାର୍ଟି କର୍ମଚାରୀଙ୍କ ସହ ଖୁସି ଅଛନ୍ତି। ଗୋ ଖାଦ୍ୟ ଦୁର୍ନୀତି ମାମଲାରେ ଅଧା ଦଣ୍ଡ ଭୋଗିବା ପରେ ଲାଲୁ ଯାଦବଙ୍କୁ ଜାମିନ ମିଳିଥିଲା। ତାଙ୍କ ପିତା ଜେଲରୁ ବାହାରିବା ଖବର ପାଇବା ମାତ୍ରେ ତାଙ୍କ ଝିଅ ରୋହିନୀ ଯାଦବ ଅନେକଙ୍କୁ ଟ୍ୱିଟ କରି ଖୁସି […]

ଓଡିଶାରେ ଟିକାର ଅଭାବକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଆଉ ୨୫ଲକ୍ଷ ଅଧିକ ଟିକା ଦେବାକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଖୋଲା ବଜାରରେ ଟିକା ଉପଲବ୍ଧ କରାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୪୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । […]

ବାସ୍ତବବ୍ୟୁରୋ : ଆଜିଠାରୁ ରାଉରକେଲା ସହରରେ ସପ୍ତାହାନ୍ତ ସଟଡାଉନ,ସହରକୁ ଆସୁଥିବା ଛତିଶଗଡ଼, ଝାରଖଣ୍ଡ ଓ ବିହାର ସମସ୍ତ ବସ ଚଳାଚଳ ବନ୍ଦ l ଆଜି ରାଜ୍ୟର ସର୍ବାଧିକ ୫୨୩ ଜଣ କରୋନା ସଂକ୍ରମିତ ସୁନ୍ଦରଗଡ଼ରୁ ଚିହ୍ନଟହେବାପରେ l କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ଆଜିଠୁ ସହରରେ ସପ୍ତାହାନ୍ତ ସଟଡାଉନ କରାଯାଇଛି l ଜିଲ୍ଲା ପୁଲିସର ୩୦ ଟି ଏନଫୋର୍ସମେଣ୍ଟ ଟିମ ଗଠନ କରାଯାଇ ଅମାନିଆ ଙ୍କୁ ଠିକ କରିବାକୁ ସ୍ଥିର […]

ବାସ୍ତବବ୍ୟୁରୋ :(ଭୁବନେଶ୍ବର) ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ଅନୁଯାଇ,| ଆଜି ରାଜ୍ୟରେ ପୁଣି କରୋନା ସଂକ୍ରମଣ ତିନି ହଜାର ଅତିକ୍ରମ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୨୩ ଓ ୧୩୨୧ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି | ସର୍ବାଧିକ ୫୨୩ ସଂକ୍ରମିତ ସୁନ୍ଦରଗଡ଼ ଜିଲ୍ଲାରେ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୪୯୭ ଜଣ […]

ବାସ୍ତବବ୍ୟୁରୋ :ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ଗୃହ ମନ୍ତ୍ରାଳୟକୁ, ଛତିଶଗଡ଼ରୁ ଓଡ଼ିଶାକୁ ଆସୁଥିବା ଟ୍ରେନଗୁଡ଼ିକୁ ଅତି କମରେ ୧୫ ଦିନ ବନ୍ଦ କରିବାକୁ ପତ୍ର ଲେଖି ଅନୁରୋଧ କରିଛନ୍ତି । କରୋନା ସଂକ୍ରମଣ ଦିନକୁ ଦିନ ଛତିଶଗଡ଼ରେ ବଢ଼ୁ ଥିବାରୁ,ଏହି ରାଜ୍ୟରୁ ରେଳ ଚଳାଚଳ ବନ୍ଦ ପାଇଁ ପୁଣି ଥରେ ଓଡ଼ିଶା ସରକାର ଅନୁରୋଧ କରିଛନ୍ତି । ଚଳିତ ମାସ ଆରମ୍ଭରେ ଓଡ଼ିଶା ସରକାରଙ୍କ ଅନୁରୋଧକୁ […]

ବାସ୍ତବବ୍ୟୁରୋ :ଭୁବନେଶ୍ୱର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ନାନା କଳ୍ପନା ଜଳ୍ପନା ଚାଲିଥିବା ବେଳେ ।ସାଂସଦ ସପ୍ତଗିରି ଉଳାକା ଟ୍ୱିଟ କରି ସୂଚନା ଦେଇଛନ୍ତିକି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଅଛି । ସେ କହିଛନ୍ତି ତାଙ୍କର ସ୍ୱାସ୍ଥ୍ୟ ଠିକ୍ ଅଛି, ସେ ରୁଟିନ ଚେକଅପ୍ ପାଇଁ ଗୁରୁଗ୍ରାମର ମେଦାନ୍ତରେ ଭର୍ତ୍ତି ହୋଇଛନ୍ତି । ନିରଞ୍ଜନଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ ମଧ୍ୟ ନିରଞ୍ଜନ ସୁସ୍ଥ […]

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୧୪୫୦ରେ ପହଞ୍ଚିଛି । ଏଥି ମଧ୍ୟରୁ ୧୬୮୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୨୫୭୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୮କୁ […]

ବାସ୍ତବବ୍ୟୁରୋ :(ଭୁବନେଶ୍ବର) ଗତବର୍ଷ ଆଜିର ଦିନରେ ୧୧୯୭ ଜଣଙ୍କ କରୋନା ଟେଷ୍ଟ କରାଯାଇଥିଲେବି ଜଣେ ବି ସଂକ୍ରମିତ ଚିହ୍ନଟ ହୋଇ ନଥିଲେ ହେଲେ ଆଜି, ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧୦୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି | ପ୍ରତିଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୧୪୫୦ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୧୮୦୬ ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ […]

ବାସ୍ତବବ୍ୟୁରୋ :ଗ୍ୟାଙ୍ଗଷ୍ଟର ହାଇଦରକୁ ତେଲେଙ୍ଗାନା ପୁଲିସର ସହାୟତାରେ ଗିରଫ କରିଛି ଓଡ଼ିଶା ପୁଲିସ ।କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଧରାପଡିଥିବା ସୂଚନା ଦେଇଛନ୍ତି ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ । ତେଲେଙ୍ଗାନାର ସଙ୍ଗାରେଡ୍ଡୀରେ ପୋଲିସ ଗିରଫ କରିଛି ହାଇଦର କୁ । ଚିକିତ୍ସା ପାଇଁ କଟକ ଏସସିବିରେ ଭର୍ତ୍ତି ହୋଇଥିବା ହାଇଦର,ଏପ୍ରିଲ ୧୦ ତାରିଖରେ ସୁରକ୍ଷା ଦାୟିତ୍ବରେ ଥିବା ପୋଲିସଙ୍କୁ ନିଶା ଖୁଆଇ ,କଟକ ଏସସିବିରୁ ଗ୍ୟାଙ୍ଗଷ୍ଟର ଫେରାର ହୋଇଯାଇଥିଲା | […]

ବାସ୍ତବବ୍ୟୁରୋ :ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ,କୋଭିଡ-୧୯ ଟୀକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା.ହର୍ଷ ବର୍ଦ୍ଧନଙ୍କୁ ଚିଠି ଲେଖି ପୁନର୍ବାର ଅନୁରୋଧ କରିଛନ୍ତି | ରାଜ୍ୟରେ ଟିକାର ଅଳ୍ପ ପରିମାଣ ଓ ଅନିୟମିତ ଯୋଗାଣ ପାଇଁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ତେଣୁ ୧୦ ଦିନ ପାଇଁ ୨୫ ଲକ୍ଷ କୋଭିସିଲ୍ଡ ଡୋଜ ଜରୁରୀକାଳୀନ ଭିତ୍ତିରେ ଯୋଗାଇ ଦେବା ପାଇଁ ଡା.ହର୍ଷ ବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ […]

Pin It on Pinterest