ବରଗଡ଼(ନବୀନ କୁମାର ଦାଶ): ବରଗଡ଼ ଜିଲା ଅତାବିରାରେ ଗତ ବୁଧବାର ସକାଳ ୮ଟାରେ ସିବିଆଇ ଚଢ଼ାଉ କରିଛି। ସିବିଆଇର ୧୦ ଜଣିଆ ୨ଟିମ୍ ନିକଟସ୍ଥ ପରମାଣପୁର ଗ୍ରାମର ଖାଦ୍ୟ ଓ ଯୋଗାଣ ବିଭାଗର ଶ୍ରମିକ ଠିକାଦାର ଜି.ସତ୍ୟନାରାୟଣ ଏବଂ ଅତାବିରାର ବ୍ୟବସାୟୀ ଜି.ନରସିଂହ ମୂର୍ତିଙ୍କ ଘରେ ଚଢ଼ାଉ କରିଛନ୍ତି । ସତ୍ୟନାରାୟଣ ଏବଂ ନରସିଂହ ମୂର୍ତି ସମ୍ପର୍କରେ ପୁତୁରା ଏବଂ କାକା ।କେଉଁ କାରଣ ନେଇ କକା, ପୁତୁରା ଘରେ […]
ବାସ୍ତବବ୍ୟୁରୋ: ଆସନ୍ତା ଏପ୍ରିଲ ୨ତାରିଖରୁ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ। ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ। ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ବିଭାଗୀୟ କମିଶନର କମ୍ ସେକ୍ରେଟାରୀ ସାଲିନୀ ପଣ୍ଡିତ ଏକ ବିଜ୍ଞପ୍ତି ଜରିଆରେ ସମସ୍ତ ଜିଲାପାଳ, ଅଧ୍ୟକ୍ଷ ଏବଂ ସମଗ୍ର ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ […]
୨୦୨୬ ମସିହା ଏପ୍ରିଲ ୧ ତାରିଖରୁ ଆୟକର ଅଧିକାରୀମାନେ ଯେକୌଣସି ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ, ବ୍ୟକ୍ତିଗତ ଇମେଲ୍, ବ୍ୟାଙ୍କ, ଅନଲାଇନ୍ ନିବେଶ, ବିଜନେସ୍ ଆକାଉଣ୍ଟକୁ ଯାଞ୍ଚ କରିବା ସହିତ ଏହାର ତଦନ୍ତ କରିପାରିବେ। ମିଳିଥିବା ରିପୋର୍ଟ ମୁତାବକ , ଯଦି କୌଣସି କର୍ତ୍ତୃପକ୍ଷ ସନ୍ଦେହ କରନ୍ତି ଯେ, କୌଣସି ବ୍ୟକ୍ତି ଆୟକର ଫାଙ୍କି ଦେଇଛନ୍ତି ଏବଂ ସେହି ବ୍ୟକ୍ତିଙ୍କ ପାଖରେ କୌଣସି ଅଘୋଷିତ ଆୟ, ଟଙ୍କା, ସୁନା, ଅଳଙ୍କାର […]
ବାସ୍ତବ ବ୍ୟୁରୋ: ଓଡ଼ିଶା ସରକାର ସୁଭଦ୍ରା ଯୋଜନାର ଲାଭ ପାଇଁ ଆବେଦନ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ତାରିଖ ଘୋଷଣା କରିଥିଲେ। କିନ୍ତୁ କେତେକ ହିତାଧିକାରୀ ଆବେଦନ କରିବାରେ ସମସ୍ୟାରେ ପଡ଼ିଥିବା ଖବର ଦୃଷ୍ଟିକୁ ଆସିଛି। ଏବେ ସରକାରୀ ଅଧିକାରୀମାନେ ଘରକୁ ଘର ବୁଲି ପ୍ରତ୍ୟେକ ଘରକୁ ସର୍ଭେ କରି ବାଦ୍ ପଡ଼ିଥିବା ସୁଭଦ୍ରା ହିତାଧିକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ସାମିଲ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା […]
ବାସ୍ତବ ବ୍ୟୁରୋ: ମାର୍ଚ୍ଚ ୫ ତାରିଖରେ ପାଳନ କରାଯାଏ ପଞ୍ଚାୟତିରାଜ ଦିବସ । ଏଥିପାଇଁ ପୂର୍ବରୁ ସରକାରୀ ବେସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଛୁଟି ରହୁଥିଲା। କିନ୍ତୁ ଏଥର ମାର୍ଚ୍ଚ ୫ ତାରିଖରେ ସମସ୍ତ ସ୍କୁଲ ଖୋଲା ରଖିବାକୁ ନିର୍ଦ୍ଦେଶ ଜାରି କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ବିଭାଗ ପକ୍ଷରୁ ଚିଠି କରାଯାଇଛି। ସୂଚନାନୁଯାୟୀ, ୨୦୨୦ ମସିହାରୁ ଓଡିଶାରେ ପ୍ରତିବର୍ଷ ମାର୍ଚ୍ଚ ୫ ତାରିଖକୁ […]
ବାସ୍ତବ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । କେନ୍ଦୁଝର ବାଂଶପାଳ ତହସିଲଦାର କୌଶିକ ପଟ୍ଟନାୟକଙ୍କୁ ମିଳିଛି ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ। ଆଜି ୧୮ ଜଣ OAS ଅଫିସରଙ୍କ ବଦଳି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । କୌଶିକଙ୍କର ସାଧାରଣ ପ୍ରଶାସନ ବିଭାଗକୁ ବଦଳି କରାଯାଇ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ପୂର୍ବରୁ କେନ୍ଦୁଝର ଏଡିଏମ ଥିବା ଆଲୋକ ପ୍ରଧାନଙ୍କୁ […]
ଭୁବନେଶ୍ବର/୩/୨୦୨୫: ସାରସ୍ବତ ସମାଜ, ଓଡିଶା, ଭୁବନେଶ୍ବର ରଆଲୋଚନା ଚକ୍ର ଓ କବିତା ପାଠୋତ୍ସବ ବିଶିଷ୍ଟ ସାହିତ୍ୟିକ ତଥା କଣ୍ଠଶିଳ୍ପୀ ଭାରତୀ ଭୂଷଣ ପଟ୍ଟନାୟକ ଙ୍କ ସଭାପତିତ୍ବରେ ୟୁନିଟ ୩ଭୁବନେଶ୍ଵର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସଭା ପ୍ରାରମ୍ଭରେ ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଉତ୍ତମ ମହାନ୍ତିଙ୍କ ଅମର ଆତ୍ମାର ସଦ୍ ଗତି ନିମନ୍ତେ ୨ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ, ସ୍ତମ୍ଭକାର […]
ବାସ୍ତବ ବ୍ୟୁରୋ: ଆରମ୍ଭ ହେଲା ମୁସଲିମ ଧର୍ମାବଲମ୍ବୀଙ୍କ ପବିତ୍ର ମାସ ରମଯାନ । ଶନିବାର ଚାନ୍ଦ କମିଟିର ନିଷ୍ପତ୍ତି କ୍ରମେ ପବିତ୍ର ମାସ ର ଆରମ୍ଭ ହୋଇଚି । ଶନିବାର ତରାବି ପରେ ଉପବାସ ଆରମ୍ଭ ହୋଇଚି । ମୁସଲମାନମାନେ ବିଶ୍ୱାସ କରନ୍ତି ଯେ ୧୪୦୦ ବର୍ଷ ପୂର୍ବେ ଏହି ପବିତ୍ର ମାସ ରେ ପ୍ରଫେଟ ମହମ୍ମଦଙ୍କ ଉପରେ କୋରାନର ପ୍ରଥମ ପଂକ୍ତି ଲେଖାଯାଇଥିଲା। ପବିତ୍ର ରମଯାନ ମାସ ମୁସଲମାନମାନଙ୍କୁ […]
ରାଜ୍ୟ ଚଳଚ୍ଚିତ୍ର ଜଗତ ପାଇଁ ଅପୁରଣୀୟ କ୍ଷତି : ମନମୋହନ ସାମଲ ।ବାସ୍ତବବ୍ୟୁରୋ(ଭୁବନେଶ୍ବର)୨୮/୦୨: ଓଡିଆ ଚଳଚ୍ଚିତ୍ର ଜଗତର ସର୍ବାଧିକ ଲୋକପ୍ରିୟ ତଥା ବରିଷ୍ଠ ଅଭିନେତା ଉତମ ମହାନ୍ତିଙ୍କ ନୂଆଦିଲ୍ଲୀ ସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଗତକାଲି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ସ୍ୱର୍ଗତଃ […]
ବାସ୍ତବ ବ୍ୟୁରୋ : ପରଲୋକରେ ବିଶିଷ୍ଟ ଲୋକପ୍ରିୟ ଅଭିନେତା ଉତ୍ତମ ମହାନ୍ତି । ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଗୁରୁଗାଓଁ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ତାଙ୍କର ପରଲୋକ ନେଇ ତାଙ୍କର ଘନିଷ୍ଠ ସଂପର୍କୀୟଙ୍କ ସୂତ୍ରରୁ ଏହି ସୂଚନା ମିଳିଛି। ଉତ୍ତମ ମହାନ୍ତିଙ୍କୁ କିଛି ଦିନ ପୂର୍ବରୁ ଭୁବନେଶ୍ବରସ୍ଥିତ ଏକ ଘରୋଇ […]


