ବାସ୍ତବବ୍ୟୁରୋ(କଟକ): କଟକ ମହାନଗର ନିଗମ ଅନ୍ତର୍ଗତ ସେକ୍ଟର -୬,ସି.ଡି.ଏ ର ଜଣାଶୁଣା ଧର୍ମପରାୟଣ ମହିଳା ଶ୍ରୀମତୀ ପ୍ରମୋଦା ମିଶ୍ର ଙ୍କ ର ଗତ ରବିବାର ଦିନ କଟକର ଶ୍ରୀ ରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲ ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା।ସ୍ବର୍ଗତାଃ ମିଶ୍ର ବିଗତ ୩ ମାସ ଧରି ଅସୁସ୍ଥ ଥିଲେ।ସେ ଓଡ଼ିଶା ପୋଲିସ୍ ବିଭାଗର ଅପରାଧ ନିୟନ୍ତ୍ରଣ ଶାଖା, କଟକ […]
ସନ୍ତୋଷ ପାତ୍ର(ଭବାନୀପାଟଣା):ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତ କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ଵଳ୍ପ ସଞ୍ଚୟ ବିବେକାନନ୍ଦ ମହାନନ୍ଦ ଅତିଥି ପରିଚୟ ପ୍ରଦାନ […]
ବରଗଡ଼୨୪/୨(ନବୀନ କୁମାର ଦାଶ):ଭେଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା,ବରଗଡ଼ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ,ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା […]
ମେଦ ବହୁଳତାରୁ ଦୂରେଇ ନିଜକୁ ଫିଟ ରଖିବା: ମନମୋହନ ସାମଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ମହାକାଶ ବିଜ୍ଞାନ ପ୍ରତି ରୁଚି ବଢ଼ିଛି ନାରୀଶକ୍ତି ଦେଶକୁ ସମୃଦ୍ଧ ଓ ସମ୍ପନ୍ନ କରୁଛି ଏଆଇ କ୍ଷେତ୍ରରେ ଭାରତକୁ ଆଗେଇ ନେବାକୁ ଆହ୍ୱାନଭୁବନେଶ୍ୱରତା.୨୩/୦୨: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ” କାର୍ଯ୍ୟକ୍ରମର ୧୧୯ତମ ସଂସ୍କରଣରେ ଇସ୍ରୋର ସଫଳତା ବଖାଣିବା ସହ ଏଆଇ ଟେକ୍ନୋଲୋଜିରେ ଭାରତ ଭୂମିକା,ନାରୀ ସମ୍ମାନ ଓ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ […]
ବାସ୍ତବ ବ୍ୟୁରୋ: ପରଲୋକରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ମାୟାଧର ରାଉତ। ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ୯୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଓଡିଶୀ ନୃତ୍ୟ ପ୍ରତି ଅବଦାନ ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏଥି ସହିତ ସେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ମିଳିବା ଦିଗରେ ମାୟାଧର ପ୍ରୟାସ କରିଥିଲେ। ମାୟାଧର ରାଉତ କଟକ ଜିଲ୍ଲାରେ ୧୯୩୦ ମସିହା […]
ବରଗଡ଼୨୨/୨(ନବୀନ କୁମାର ଦାଶ): ସ୍ଥାନୀୟ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ରେ ହୋଇଥିବା ମାସିକ କାର୍ଯ୍ୟକାରିଣୀ ସଭା ରେ ଅନେକ ଗରୁତ୍ୱପୂର୍ଣ କାର୍ଯ୍ୟକ୍ରମ ଯଥା ପ୍ରତିଷ୍ଠା ଦିବସ ପାଳନ, ସ୍ୱାସ୍ଥ୍ୟ ସେବା ଶିବିର, ପୋଲିସ ପରିଚୟ ପତ୍ର ପ୍ରଦାନ ରେ ନିଷ୍କ୍ରିୟତା ପାଇଁ ସମ୍ବଲପୁର ଉତ୍ତରାଞ୍ଚଳ ଡ଼ି ଆଇ ଜି ଙ୍କୁ ସାକ୍ଷାତକାର ଆଦି ଉପରେ ଆଲୋଚନା ହୋଇ ନିଷ୍ପତି ନିଆଗଲା। ତନମଧ୍ୟରୁ କେବଳ ମୁଖ୍ୟ ଚିକିତ୍ସାଳୟ କେନ୍ଦ୍ରରେ […]
ବରଗଡ଼୨୨/୧(ନବୀନ କୁମାର ଦାଶ):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ଦଶମ ଶ୍ରେଣୀ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଜି ଶୁକ୍ରବାର ଠାରୁ ଆରମ୍ଭ ହୋଇ ଯାଇଛି।ଅତାବିରା ବ୍ଲକରେ ପରୀକ୍ଷାର୍ଥୀମାନେ ଉତ୍ସାହର ସହ ପରୀକ୍ଷା ଦେଇଥିବା ସୁଚନା ମିଳିଛି। ଅତାବିରା ବ୍ଲକ ରେ ସର୍ବମୋଟ୍ ୧୦ଗୋଟି ପରୀକ୍ଷା କେନ୍ଦ୍ର ରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇ ଥିବାବେଳେ ପ୍ରଥମ ଦିନରେ ବ୍ଲକର ୧୭୧୭ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୩୫ଜଣ ଅନୁପସ୍ଥିତ […]
ସଂଜୟ ଶତପଥୀ(କଟକ): ଓଡ଼ିଶା ର ସର୍ବପୁରାତନ ଶିକ୍ଷାନୁଷ୍ଠାନ କଟକର ପ୍ୟାରୀମୋହନ ଏକାଡେମୀ ର ପ୍ରାକ୍ତନ ଛାତ୍ର ତଥା ବିଶିଷ୍ଟ ଫଟୋ ସାମ୍ବାଦିକ ଶ୍ରୀ ହୃଦୟନାଥ ଦାଶ ଓ ଅବସରପ୍ରାପ୍ତ କର୍ମଚାରୀ ଶ୍ରୀ ପାଣ୍ଡବ ଭାଇ ଙ୍କ ଅକାଳ ବିୟୋଗ ରେ ପ୍ୟାରୀମୋହନ ଏକାଡେମୀ ପୁରାତନ ଛାତ୍ର ସଂସଦ (ପାଓସା) ପକ୍ଷରୁ ବିଦ୍ୟାଳୟ ର ପ୍ରାକ୍ତନ ଛାତ୍ରୀ ତଥା ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ଆଭାରାଣୀ ବୋଷ ଙ୍କ ସଭାପତିତ୍ବରେ ବିଦ୍ୟାଳୟ […]
ବାସ୍ତବ ବ୍ୟୁରୋ: ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାମଲୀଳା ପଡ଼ିଆରେ ଶପଥ ଗ୍ରହଣ କରିଛନ୍ତି ରେଖା ଗୁପ୍ତା । ତାଙ୍କ ଶପଥ ପାଠ ସହ ଦିଲ୍ଲୀରେ ବିଜେପି ରାଜ ଆରମ୍ଭ ହୋଇଛି। ଉପ ରାଜ୍ୟପାଳ ଭିକେ ସକ୍ସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ୬ ଜଣ ବିଜେପି ବିଧାୟକ କ୍ୟାବିନେଟ ସଦସ୍ୟ ଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ବିଜ୍ଞପ୍ତି ଅନୁସାରେ, […]
ବାସ୍ତବ ବ୍ୟୁରୋ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପି ସରକାର ଗଢିଥିବା ବେଳେ ଜଣେ ମହିଳାଙ୍କୁ ତାର ମୁଖ୍ୟମନ୍ତ୍ରୀ ଚେହେରା ଭାବେ ଘୋଷଣା କରିଛି । ବହୁ କଳ୍ପନା ଜଳ୍ପନା ପରେ ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକ ପରେ ତାଙ୍କ ନାମ ଘୋଷଣା କରିଛନ୍ତି ପର୍ଯ୍ୟବେକ୍ଷକ । ଆସନ୍ତାକାଲି ହେବ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ରାମଲୀଳା ମୈଦାନରେ ଭବ୍ୟ […]


