ବାସ୍ତବ ବ୍ୟୁରୋ: ଦୀର୍ଘ ୧୮ ବର୍ଷର ପ୍ରତୀକ୍ଷା ପରେ ଆଇପିଏଲ ୨୦୨୫ କପ୍ ଜିତିଛି ଆରସିବି । ଏଥିପାଇଁ ବେଙ୍ଗାଲୁରୁରେ ଉତ୍ସବର ମାହୋଲ। କିନ୍ତୁ ଏହି ଖୁସିର ମାହୋଲ ଦୁଃଖଦ ଘଟଣାରେ ପରିଣତ ହୋଇଛି ।  ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ହୋଇଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ମହିଳା ମଧ୍ୟ ଅଛନ୍ତି। ପରିସ୍ଥିତି ଦେଖିଲେ ମୃତକଙ୍କ ସଂଖ୍ୟା ଆହୁରି ବଢିପାରେ। ଘଟଣାପରେ […]

ବରଗଡ଼୦୪.୦୬.୨୦୨୫(ନବୀନ କୁମାର ଦାଶ):ସଡ଼କ ପରିବହନରେ ଶୂନ୍ୟ ଦୁର୍ଘଟଣା ଲକ୍ଷ୍ୟ ନେଇ ଓଡ଼ିଶା ସରକାର ବିଶେଷ କାର୍ଯ୍ୟ ହାତକୁ ନେଇଛନ୍ତି।ସେହି ଉଦ୍ଦେଶ୍ୟରେ ଗାଡି ଚାଳନା ପ୍ରଶିକ୍ଷଣ କେନ୍ଦ୍ରକୁ ମ୍ୟାନୁଆଲ୍ ପରିବର୍ତ୍ତେ ଅଟୋମେସନ୍ ବା ସ୍ଵୟଂକ୍ରିୟ କରା ଯାଉଛି। ଏହି କ୍ରମରେ ଗତକାଲି ଲୋକ ସେବା ଭବନ କନଭେନ୍‍ସନ୍‍ ସେଣ୍ଟର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଆୟୋଜିତ ଶୂନ ଦୁର୍ଘଟଣା ଦିବସ ଏବଂ ସଡ଼କ ସୁରକ୍ଷା ସମ୍ପର୍କିତ ବିଭିନ୍ନ କାର୍ଯ୍ୟକ୍ରମର […]

ବାସ୍ତବ ବ୍ୟୁରୋ: ମୌସୁମୀ ପ୍ରଭାବରେ ଭାରତର ଉତ୍ତର-ପୂର୍ବ ରାଜ୍ୟରେ ଗତ ୪ ଦିନ ଧରି ଲଗାଣ ବର୍ଷା  ହେଉଛି । ବର୍ଷା ବିତ୍ପାତ ଯୋଗୁଁ ଆସାମ, ସିକ୍କିମ୍‌, ଅରୁଣାଚଳ ପ୍ରଦେଶ, ତ୍ରିପୁରା ଓ ମଣିପୁର ଆଦି ରାଜ୍ୟରେ ପ୍ରାକୃତିକ ଦୁର୍ବିପାକ ଲାଗି ରହିଛି ।  ଲଗାଣ ବର୍ଷା ଯୋଗୁଁ ଆସାମରେ ଭୟଙ୍କର ସ୍ଥିତି ଉପୁଜିଛି । ୨୨ ଜିଲ୍ଲାର ୧୨୫୪ ଗାଁରେ ସାଢ଼େ ୫ ଲକ୍ଷ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି । […]

ବରଗଡ଼୦୨/୦୫/୨୦୨୫(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ପାଇକମାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସର ରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା,ପଦ୍ମପୁର ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା ଏବଂ ଅତିରିକ୍ତ […]

ସଂଜୟ ଶତପଥୀ(କଟକ):କଟକ ସହରର ଉଠାଦୋକାନୀଙ୍କୁ ଉଛେଦ ନକରି ଥଇଥାନ ଓ ଭେଣ୍ଡିଂ ଜୋନ ଦାବିରେ କଟକ ଉଠାଦୋକାନୀ ମହାସଙ୍ଘ ପକ୍ଷରୁ କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବଙ୍କୁ ସାକ୍ଷାତ କରି ଆଜି ପୂର୍ବାହ୍ନରେ ଦାବିପତ୍ର ପ୍ରଦାନ କରାଯାଇଛି । ସାଂସଦଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କ୍ଷମତାସୀନ କମିଟି ୨୦୨୪ ମସିହା ସେପ୍ଟେମ୍ବର ମାସରେ କଟକର ବିଭିନ୍ନ ମାର୍କେଟ ଗସ୍ତ କରି ପ୍ରାୟ ଆଠଗୋଟି ସ୍ଥାନରେ ଯଥା : ରାଣୀହାଟ, ବାଦାମବାଡ଼ି, […]

ବରଗଡ଼(ନବୀନ କୁମାର ଦାଶ):ଧର୍ମ ପରାୟଣl ମହିଳା କୁମୁଦିନୀ ମହାପାତ୍ର ସ୍ୱର୍ଗତ ନବୀନ ମହାପାତ୍ର ଙ୍କ ଧର୍ମପତ୍ନୀ (ଗ୍ରୀନଡୋଳା,) ଙ୍କ ୱାର୍ଡ ନ ୧୮ ବାନ୍ଦୁ ଟିକ୍ରାବରଗଡ଼, ଆଜି ସକାଳ ବ୍ରହ୍ମ ମୁହୂର୍ତ୍ତ ରେ ଦୀର୍ଘ ଦିନର ଅସୁସ୍ଥତା ପରେ ଭୁବନେଶ୍ୱର ରେ ଚିକିତ୍ସାଧୀନ ଅବସ୍ଥା ରେ ଈହଧାମ ତ୍ୟାଗ କରିଛନ୍ତି।ତାଙ୍କର ପାର୍ଥିବ ଶରୀର କୁ ପୁରୀ ସ୍ୱର୍ଗ ଦ୍ଵାର ରେ ୨. ୬. ୨୦୨୫ ଶେଷ କୃତ୍ୟ ସମ୍ପନ୍ନ କରାଯିବାନେଇ […]

କେନ୍ଦ୍ରର ୧୧ବର୍ଷ ଓ ରାଜ୍ୟର ୧ ବର୍ଷ ବିଜେପି ସରକାର ପୂର୍ତି ଉପଲକ୍ଷେ ରାଜ୍ୟସ୍ତରୀୟ କର୍ମଶାଳା।  ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ବର୍ଷ ପୂର୍ତି କାର୍ଯ୍ୟକ୍ରମ ସଂଯୋଜକ ଶ୍ରୀ ସମୀର […]

ବରଗଡ଼:-୦୧.୦୬.୨୦୨୫(ନବୀନ କୁମାର ଦାଶ):ବରଗଡ଼ ସ୍ଥିତ ଭଟଲି ଛକ ୟୁନିୟନ ବ୍ୟାଙ୍କ ର କୋଷାଧ୍ୟକ୍ଷ ପ୍ରେମଚାନ୍ଦ ଦାଶ ଙ୍କୁ ବ୍ୟାଙ୍କ ପକ୍ଷରୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏହି କାର୍ଯ୍ୟକ୍ରମ ରେ ଶ୍ରୀ ଦାଶ ଙ୍କ ସପରିବାର ଉପସ୍ଥିତ ଥିଲେ। ପ୍ରେମଚାନ୍ଦ ଦାଶ ଜଣେ ଅବସରପ୍ରାପ୍ତ ସୈନିକ,ସେ ୧୯୮୩ମସିହାରେ ସୈନ୍ୟ ବିଭାଗ ରେ ଯୋଗ ଦେଇ ୨୦୦୧ ମସିହାରେ ଅବସର ନେଇ ଥିଲେ।ଅବସର ପରେ ୨୦୦୩ ମସିହାରେ ସେ ୟୁନିୟନ ବ୍ୟାଙ୍କ […]

ବରଗଡ଼୧.୦୬.୨୦୨୫(ନବୀନ କୁମାର ଦାଶ):ଶିକ୍ଷା କ୍ରାନ୍ତି ର ମହାନାୟକ ମହାତ୍ମା ଜ୍ୟୋତିବା ଫୁଲେ ଓ ମାତା ସାବିତ୍ରୀ ବାଇ ଫୁଲେ ଙ୍କ ଜୀବନୀ ଉପରେ ଆଧାରିତ ସିନେମା “ଫୁଲେ ” ବରଗଡ଼ ଦିପାଲି ଟକିଜ ରେ ରବିବାର ସ୍କ୍ରିନିଂ ହୋଇଥିଲା।ଦେଶ ସ୍ୱାଧୀନ ହେବା ପୂର୍ବରୁ ନାରୀ ମାନଙ୍କ ଶିକ୍ଷାର ଅଧିକାର ନଥିବା ବେଳେ ଅନେକ କୁସଂସ୍କାରରେ ସମାଜରେ ଭରି ରହିଥିଲା। ଏହି ସମୟ ରେ ଶିକ୍ଷା ର ଅଧିକାର ହେଉ କି […]

ବାସ୍ତବ ବ୍ୟୁରୋ: ଦେଶରେ ଧିରେଧିରେ ବଢୁଛି କୋଭିଡ୍‌ ରୋଗୀଙ୍କ ସଂଖ୍ୟା ।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ ରବିବାର ସକାଳ ୮ଟା ସୁଦ୍ଧା ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭୫୮ ରହିଛି । ଗତ ୨୪ ଘଣ୍ଟାରେ ୩୬୩ଟି ନୂଆ ମାମଲା ଚିହ୍ନଟ ହୋଇଛି । ଏଯାଏଁ ସର୍ବାଧିକ ମାମଲା କେରଳରୁ ଚିହ୍ନଟ ହୋଇଛି । କେରଳରେ ସର୍ବାଧିକ ୧୪୦୦ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି […]

Pin It on Pinterest