ପ୍ରଧାନମନ୍ତ୍ରୀ କିସାନ୍ ସମ୍ମାନ ନିଧି ଯୋଜନା ଓ ଏହାର ନିୟମ ପ୍ରଧାନମନ୍ତ୍ରୀ କିସାନ୍ ସମ୍ମାନ ନିଧି ଯୋଜନା ଅଧୀନରେ କୃଷକମାନଙ୍କୁ କେନ୍ଦ୍ର ସରକାର ପ୍ରତିବର୍ଷ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି, ଯାହା ଦ୍ୱାରା କୃଷକମାନେ ସରକାରଙ୍କ ଆୟକୁ ଦ୍ୱିଗୁଣିତ କରିବା ଲକ୍ଷ୍ୟ ପୂରଣ କରିପାରିବେ। ଏହି ଆର୍ଥିକ ସହାୟତା ମାଧ୍ୟମରେ କୃଷକ ସହଜରେ ଚାଷ ସମ୍ବନ୍ଧୀୟ କାର୍ଯ୍ୟଗୁଡିକ କରିବାକୁ ସକ୍ଷମ ହେବେ | ଏହି ଯୋଜନା ଅଧୀନରେ ବାର୍ଷିକ 6000 ଟଙ୍କା କୃଷକଙ୍କ ଆକାଉଣ୍ଟରେ […]
ରାଜ୍ୟରେ ୨୨୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୯୩୭ରେ ପହଞ୍ଚିଛି । ଏଥିମଧ୍ୟରୁ ୨୫୬୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୩୦୧୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି । ରାଜ୍ୟରେ ସମସ୍ତ ଡିଗ୍ରୀ […]
ଦେଶର ସବୁ ଅଂଚଳରେ ଅନେକ ସମୟରେଜମିଜୁମାକୁ ନେଇ ବିବାଦ ଉପୁଜିଥାଏ, ଏବଂ ଗରିବଙ୍କ ଜମି ଜବରଦଖଲ ଉଚ୍ଛେଦ ମାମଲା ମଧ୍ୟ | ମାଲିକାନା ଯୋଜନା ଅନୁଯାୟୀ ଦେଶର ସମସ୍ତ ଗ୍ରାମାଞ୍ଚଳ ଡ୍ରୋନ୍ ମାଧ୍ୟମରେ ଜମି ପାଇଁ ଅଡିଟ୍ କରାଯିବ ଏବଂ ମାଲିକାନା ପ୍ରମାଣପତ୍ର (ମାଲିକାନା ପ୍ରମାଣପତ୍ର) ମଧ୍ୟ ପ୍ରଦାନ କରାଯିବ। ଏହା ମାଧ୍ୟମରେ ସରକାର ଏକ ନୂତନ ଯୋଜନା ପ୍ରସ୍ତୁତ କରିବାରେ ସହାୟତା ପାଇବେ। ଏଥି ସହିତ ଗ୍ରାମରେ ବିବାଦ […]
ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ୨୫୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୨୨୩୯ରେ ପହଞ୍ଚିଛି । ଏଥିମଧ୍ୟରୁ ୨୬୮୯୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୨୪୨୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି […]
ଆସନ୍ତା ୧୧ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ କୁହାଯାଇଛି। ଆସନ୍ତା ୧୨ ତାରିଖରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-୨୦୨୦ର ଅନଲାଇନ୍ କାଉସେଲିଂ ପ୍ରକ୍ରିୟା ଆରମ୍ଭ ହେବ । ଆସନ୍ତା ନଭେମ୍ବର ୩ରେ କରୋନା କଟକଣା ମଧ୍ୟରେ ବାଲେଶ୍ୱର ସଦର ଓ ତିର୍ତୋଲରେ ହେବ ମତଦାନ । ବରିଷ୍ଠ ପୁଲିସ ଅଧିକାରୀ ଜନ୍ ନାୟକଙ୍କ ଗୁରୁବାର ରାତିରେ କୋଭିଡ୍-୧୯ ଆକ୍ରାନ୍ତ […]
ସଙ୍ଗୀତ ସଂଯୋଜକ ତାରାକାନ୍ତ ପଣ୍ଡାଙ୍କ ପରଲୋକ । ତାଙ୍କ ସୁଗାର ପରିମାଣ ବଢ଼ିବା ସହ ଫୁସ୍ଫୁସ୍ ସଂକ୍ରମଣ ହୋଇଥିଲା । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଚଳିତ ବର୍ଷର ପ୍ରଥମ ଅର୍ଦ୍ଧବାର୍ଷିକ ଓଡ଼ିଆ ଭାଷା ପରୀକ୍ଷା (ଅଷ୍ଟମ ଷ୍ଟାଣ୍ଡାର୍ଡ) ଓ ଏକକ ଓଡ଼ିଆ ଭାଷା ପରୀକ୍ଷା(ଦଶମ ଷ୍ଟାଣ୍ଡାର୍ଡ) ଚଳିତ ମାସ ୧୨ତାରିଖ ଦିନ ରାଜ୍ୟର ୨୩ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ। ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ୱଳ୍ପ ବର୍ଷା ସମ୍ଭାବନା, କିନ୍ତୁ […]
ଆଣ୍ଡାମାନରେ ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ଏହା ଘନୀଭୂତ ହେଲେ ଅକ୍ଟୋବର ଦ୍ବିତୀୟ ସପ୍ତାହ ବେଳକୁ ସାମୁଦ୍ରିକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଶ୍ରୀମନ୍ଦିର ଖୋଲିବା ଦାବିରେ ସିଂହଦ୍ୱାର ସମ୍ମୁଖରେ ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ତଥା ବରିଷ୍ଠ ସେବାୟତ ଦାମୋଦର ମହାସୁଆର ତାଙ୍କ ସହଯୋଗୀମାନଙ୍କ ସହ ଧାରଣାରେ ବସିଛନ୍ତି। ଓଡ଼ିଶାରେ ରାଜ୍ୟ ବାହାର ଗାଡ଼ି ପାଇଁ କଟକଣା । ଏହି ଗାଡ଼ିଗୁଡ଼ିକ ଓଡ଼ିଶା […]
ଆଜି ରାଜ୍ୟ ରେ ୩0ଟି ଜିଲାରୁ ୨୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୫୩୩୦ରେ ପହଞ୍ଚିଛି । ଏଥିମଧ୍ୟରୁ ୩୨୦୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୦୨୩୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟ ରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା […]
ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ୩୩୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୨୭୧୩ରେ ପହଞ୍ଚିଛି । ୩୩୫୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୯୮୧୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ଆଉ ୧୫ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୭ ହୋଇଛି । ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିଛି […]
ବାସ୍ତବ ବ୍ୟୁରୋ-ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହରାଥୀ । ମହାରଥୀ ୬୫ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର-ରବିବାର ରାତି ୨ଟା ୨୬ ମିନିଟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମହାରଥୀଙ୍କ ବିୟୋଗରେ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା ଖେଳି ଯାଇଛି। ଗତ ମାସରେ ପ୍ରଦୀପ ମହାରଥୀ କରୋନାରେ ସଂକ୍ରମିତ ହୋଇଥିଲେ । ତେବେ ସେ କରୋନାରୁ ସୁସ୍ଥ ହୋଇ […]

		
		
		
		
		
		
		
		
		
		
