ଆସନ୍ତା ୧୩ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୧୧ ତାରିଖରେ ରାଷ୍ଟ୍ରୀୟ ଶିକ୍ଷାନୀତି ଉପରେ ଦେଶବ୍ୟାପୀ ଜାଗରଣ ଅଭିଯାନ ଉଦ୍‌ଘାଟିତ ହେବ।  ୟୁଜି ଶେଷ ସେମିଷ୍ଟର ପରୀକ୍ଷା ପାଇଁ ଉତ୍କଳ ବିଶ୍ବବିଦ୍ୟାଳୟର ବିଜ୍ଞପ୍ତି : ୨୨ରୁ ପ୍ରାକ୍ଟିକାଲ, ୨୯ରୁ ଥିଓରି ପରୀକ୍ଷା । ୧୨ ତାରିଖରୁ ଓଡ଼ିଶାରୁ ଚାଲିବ ୩ଟି ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍ ।  ସେପ୍ଟେମ୍ବର ୩୦ ପୂର୍ବରୁ ବିଧାନସଭା ଅଧିବେଶନ: ରହିବନି […]

ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟ କୁଳପତି ଚୟନ ପାଇଁ ପୁଣି ଥରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଅକ୍ଟୋବର ୩ ପର୍ଯ୍ୟନ୍ତ ଆବେଦନ କରିପାରିବେ ଆଶାୟୀ । ଯୁକ୍ତ୩ ନାମଲେଖା ପ୍ରକ୍ରିୟା ଆରମ୍ଭ: ଏଥର କେବଳ ଅନ୍‌ଲାଇନ୍‌ରେ ଆବେଦନ ଓ ନାମଲେଖା ପ୍ରକ୍ରିୟା ଅନୁଷ୍ଠିତ। ସେପ୍ଟେମ୍ବର ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ । ‘ଓଡ଼ିଶାରୁ ପୁଣି ଚାଲୁ ହେଉ ଶ୍ରମିକ ସ୍ପେଶାଲ୍‌ ଟ୍ରେନ୍’: ‌ରେଳମନ୍ତ୍ରୀଙ୍କୁ ପତ୍ର […]

 ବାସ୍ତବ ବ୍ୟୁରୋ- ଆସନ୍ତା ସେପ୍ଟେମ୍ବର ୧୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ କୁହାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, କନ୍ଧମାଳ, ରାୟଗଡା ଏବଂ ଓଡିଶାର ବାକି ଜିଲ୍ଲାମାନଙ୍କର ଗୋଟିଏ […]

ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଅନଲାଇନ୍‌ରେ ଆରମ୍ଭ‌ ହେଲା ୫ ଦିନିଆ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ । କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳକୁ ନେଇ ଯେଉଁ ପରୀକ୍ଷାର୍ଥୀଙ୍କର କୌଣସି ପ୍ରକାର ଦ୍ୱନ୍ଦ୍ୱ ଥିବ ସେମାନେ ଖାତା ପୁନଃଯାଞ୍ଚ ପାଇଁ ଆସନ୍ତା ୧୧ ତାରିଖ ପରେ ଆବେଦନ କରିପାରିବେ। ଓପିଜିସିରେ ହପର୍‌ ଭୁଶୁଡ଼ି ୪ ଗୁରୁତର, ୬୬୦ ମେଗାୱାଟ୍‌ର ପାୱାର୍‌ପ୍ଲାଣ୍ଟ୍‌ ଅଚଳ । ଆଜି ଦେଶର କରୋନା ମିଟର ୪୧,୧୩,୮୧୧ରେ […]

ଆଜିର ରାଜ୍ୟରେ ୩୦ଟି ଜିଲ୍ଲାରୁ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚିଛି । ଏଥିମଧ୍ୟରୁ ୨୯୨୯୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୦୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟରେ ୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା […]

ଆଜିର ରାଜ୍ୟରେ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬୬୭୮ ରେ ପହଞ୍ଚିଛି । ଏଥିମଧ୍ୟରୁ ୨୮୭୪୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୫୩୧ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା । ବନ୍ଦ ହେଲା ହୀରାକୁଦର ଆଉ ୩ଟି ଗେଟ୍‌, […]

ବାସ୍ତବ ବ୍ୟୁରୋ-ଆଜି ଅର୍ଥାତ ସେପ୍ଟେମ୍ବର ୩ ରେ ସୁପ୍ରିମକୋର୍ଟ (ଏସସି) ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଦ୍ୱାରା ଦିଆଯାଇଥିବା ମୋରା଼ଟୋରିଅମ ଉପରେ ସୁଧ ଛାଡ ପାଇଁ ଏକ ଆବେଦନର ଶୁଣାଣି କରିଛନ୍ତି । ଜଷ୍ଟିସ ଅଶୋକ ଭୂଷଣ, ଆର ସୁଭାଷ ରେଡ୍ଡୀ ଏବଂ ଏମଆର ଶାହାଙ୍କ ଏକ ବେଞ୍ଚ ଏହି ଆବେଦନର ଶୁଣାଣି ହେଇଛି । ସେପ୍ଟେମ୍ବର ୧୦ ରେ ସର୍ବୋଚ୍ଚ ନ୍ୟାୟାଳୟ ଶୁଣାଣି ଜାରି ରଖିବେ । […]

ଆଜି ରାଜ୍ୟର ୩୦ ଟି ଜିଲାରୁ ୩୬୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୪୧୧ରେ ପହଞ୍ଚିଛି । ଏଥିମଧ୍ୟରୁ ୨୮୭୬୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୦୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ଆଜି ରାଜ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ […]

ଏବେ ଯାତ୍ରୀବାହୀ ବସ୍‌ ଚଳାଚଳ ସ୍ବାଭାବିକ ହେବ:ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ହ୍ରାସ ପାଉଛି ହୀରାକୁଦ ଜଳସ୍ତର । ଡ୍ୟାମକୁ ଏବେ ୩ ଲକ୍ଷ ୨୧ ହଜାର ୮୫୯ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଏଥିରୁ ୪ ଲକ୍ଷ ୪ ହଜାର ୪୫୦ କ୍ୟୁସେକ ଜଳ ନିଷ୍କାସନ କରାଯାଇଛି । ଆଜି ଗୋଟିଏ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କୃଷି, ଐତିହ୍ୟ […]

ବାସ୍ତବ ବ୍ୟୁରୋ-ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରି କୁହାଯାଇଛି ଯେ, ପଶ୍ଚିମବଙ୍ଗ ଏବଂ ଏହାର ପଡ଼ୋଶୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଏକ ଘର୍ଣ୍ଣିବଳୟ ପ୍ରଭାବରେ ଏହି ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୪୮ ଘଣ୍ଟା ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ […]

Pin It on Pinterest