ଆଜି ୩୦ଟି ଜିଲ୍ଲାରୁ ରାଜ୍ୟରେ ୩୦୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ୍ ୭୭୨୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭୯୧ ରହିଛି । ରାଜ୍ୟରେ ୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ସବୁ ଶନିବାର ସରକାରୀ ଅଫିସ୍‌ ଛୁଟି, […]

ବାସ୍ତବ ବ୍ୟୁରୋ–ଆଜି ସନ୍ଧ୍ୟାରେ ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ଭାରତୀୟ ରାଜନୀତିର ଅଗ୍ରଣୀ ପ୍ରଣବ ମୁଖାର୍ଜୀ ୮୪ ବର୍ଷ ବୟସ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ। ତାଙ୍କର ପୁତ୍ର ଅଭିଜିତ୍ ମୁଖାର୍ଜ୍ଜୀ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ତାଙ୍କ ଦେହାନ୍ତରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି । ସୂଚନାମୁତାବକ,ଅଗଷ୍ଟ ୧୦ ତାରିଖ ଦିନ ଶ୍ରୀ ମୁଖାର୍ଜୀ […]

ଆସନ୍ତାକାଲିଠାରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଭାରତ ବାୟୋଟେକ୍ ଓ କାଉନସିଲ ଫର ମେଡିକାଲ ରିସର୍ଚ (ଆଇସିଏମ୍‌ଆର)ର ମିଳିତ ସହଯୋଗରେ କୋଭିଡ୍‌-୧୯ ପାଇଁ ପ୍ରସ୍ତୁତ ହେଉଥିବା କୋଭିକ୍ସିନ୍ ଟିକାର ଖୁବଶୀଘ୍ର ଦ୍ବିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଆରମ୍ଭ ହେବ ସମ୍‌ରେ । ହୀରାକୁଦକୁ ପ୍ରବେଶ କରୁଥିବା ଜଳ ପରିମାଣ କମିଛି । ୩୬ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସିତ । […]

ବାସ୍ତବ ବ୍ୟୁରୋ-ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ରବିବାର ଦିନ ବ୍ୟାଙ୍କଗୁଡ଼ିକୁ ଚେତାବନୀ ଦେଇଛି ଯେ, ଯଦି ସେମାନେ ଇଲେକ୍ଟ୍ରୋନିକ୍ ପେମେଣ୍ଟ ମୋଡ୍ ଉପରେ କୌଣସି କାରବାର ଶୁଳ୍କ ଆଦାୟ କରନ୍ତି ତାହାଲେ ସେମାନଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ଏକ ସର୍କୁଲାର ରେ, ସର୍ବୋଚ୍ଚ ପ୍ରତ୍ୟକ୍ଷ ଟିକସ ନୀତି ନିର୍ବାହକାରୀ ସଂସ୍ଥା କହିଛି ଯେ, ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (UPI) କାରବାର ଉପରେ କିଛି ବ୍ୟାଙ୍କ ଚାର୍ଜ […]

ମୁଣ୍ଡଳିରେ ପହଞ୍ଚିଲା ମହାନଦୀ ବନ୍ୟାଜଳ, ୯ ଲକ୍ଷ ୮୦ହଜାର କ୍ୟୁସେକ୍ ଜଳ ପ୍ରବାହିତ । ଗାଁକୁ ବନ୍ୟା ଜଳ ପ୍ରବେଶ କରିଛି । ବନ୍ୟା ଜଳ ଯୋଗୁଁ ଅଟ୍ରିରେ ୪ ଫୁଟ ଉଚ୍ଚର ପାଣି ପ୍ରବାହିତ, ପଟ୍ଟାମୁଣ୍ଡାଇରେ ଡଙ୍ଗା ଦାବି କରି ରାସ୍ତାରୋକ । ରାଜ୍ୟ ସରକାରଙ୍କ ଘୋଷଣା, ଜେଇଇ ଓ ନିଟ୍‌ ପରୀକ୍ଷାର୍ଥୀଙ୍କ ଯିବାଆସିବା ପାଇଁ ଆଜିଠାରୁ ସେପ୍ଟେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୌଣସି ବି ସ୍ଥାନରେ […]

କଟକ ଜିଲ୍ଲାର ବଡ଼ମ୍ବା ନିକଟ ମା’ ଭଟ୍ଟାରିକା ମନ୍ଦିରରେ ୮ ଫୁଟ ବନ୍ୟା ଜଳ, ପାହାଡ଼ ଉପରକୁ ସ୍ଥାନାନ୍ତରିତ ହେଲେ ଚଳନ୍ତି ପ୍ରତିମା । ଆସନ୍ତା ନଭେମ୍ବର ମାସକୁ ଘୁଞ୍ଚିଲା ଓଡ଼ିଶା ସିଭିଲ ସର୍ଭିସ-୨୦୧୯ ମୁଖ୍ୟ ଲିଖିତ ପରୀକ୍ଷା । ହୀରାକୁଦ ଡ୍ୟାମରୁ ଖୋଲିଲା ଆଉ ୪ଟି ଗେଟ, ୪୪ଟି ଗେଟ ଦେଇ ହେଉଛି ଜଳ ନିଷ୍କାସନ । ଆଜି ରାଜ୍ୟ ସରକାର ଜେଇଇ ମେନ୍ ଓ ଏନ୍‌ଇଇଟି ପରୀକ୍ଷା […]

ବାସ୍ତବ ବ୍ୟୁରୋ-ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ନଦୀବନ୍ଧରେ ପାଣି ଭର୍ତ୍ତି ହେବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ହୀରାକୁଦର ୨୪ ଟି ଗେଟ ଖୋଲାଯାଇଛି । ଆଗକୁ ଆଉ ୩୬ଟି ଗେଟ ଖୋଲାଯିବ । ଯାହା ମହାନଦୀରେ ମଧ୍ୟମରୁ ବଡ଼ ଧରଣର ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଏଭଳି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ।  ଏହି ଡ୍ୟାମକୁ ୬ […]

ବାସ୍ତବ ବ୍ୟୁରୋ : UGC ପରୀକ୍ଷା ଗାଇଡଲାଇନ ଏବଂ ଅନ୍ତିମ ବର୍ଷ ବିଶ୍ୱବିଦ୍ୟାଳୟ ପରୀକ୍ଷା ୨୦୨୦ ଉପରେ ସୁପ୍ରିମ କୋର୍ଟ ଚୂଡାନ୍ତ ନିଷ୍ପତ୍ତି ଘୋଷଣା କରିଛନ୍ତି । ପରୀକ୍ଷା ବାତିଲ ପାଇଁ ହୋଇଥିବା ଆବେଦନ ସୁପ୍ରିମ୍‌ କୋର୍ଟରେ ଖାରଜ ହୋଇଯାଇଛି । UGCର ଜୁଲାଇ ୬ ନିର୍ଦ୍ଦେଶକୁ କାଏମ ରଖିଛନ୍ତି କୋର୍ଟ । ଜଷ୍ଟିସ୍‌ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ଖଣ୍ଡପୀଠର ରାୟ ଶୁଣାଇଛନ୍ତି ।  ସର୍ବୋଚ୍ଚ ନ୍ୟାୟାଳୟ […]

ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୩୬୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୬୬୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୪୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୪୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ […]

 ଶ୍ରୀମନ୍ଦିର ତିନି ଦ୍ବାରରେ ଲାଗିବ ରୁପା ଚାଦର । ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମର ଅନ୍ତିମ ବର୍ଷର ପରୀକ୍ଷା ଆୟୋଜିତ କରିବା ନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରିଥିବା ଆବେଦନ ଉପରେ ଆଜି ସୁପ୍ରିମ କୋର୍ଟଙ୍କ ଶୁଣାଣି  । ହୀରାକୁଦ ଡ୍ୟାମ୍‌ରୁ ୨୪ଟି ଗେଟ ଖୋଲିବା ପରେ ଫୁଲୁଛି ମହାନଦୀ । ଆଜିଠୁ ଭୁବନେଶ୍ୱରରେ ୨ୟ ପର୍ଯ୍ୟାୟ ସେରୋ ସର୍ଭେ, ବିଏମ୍‌ସିର ୨୫ଟି ୱାର୍ଡରୁ ସଂଗ୍ରହ […]

Pin It on Pinterest