ହୀରାକୁଦ ଜଳଭଣ୍ଡାରର ୮ ଗେଟ୍‌ ଖୋଲା । ରାଜ୍ୟରେ ପ୍ରତିଷ୍ଠା ହେବ ୬୫ ନୂଆ ଅଦାଲତ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଜି ଲଘୁଚାପ,୧୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ୧୫ ପରେ ପୁରୀ ସୌନ୍ଦର୍ଯ୍ୟୀକରଣ କାମ ଆରମ୍ଭ, ଶୀଘ୍ର ସରିବ ୭୫ ମିଟର ଐତିହ୍ୟ କରିଡର ଉଚ୍ଛେଦ । ଏଥର ବନ୍ଦ ରହିବ ବାଲିଯାତ୍ରା! ଦଶହରା ବି ଅନିଶ୍ଚିତ; ୪ ଜଣଙ୍କୁ ନେଇ କେବଳ ମାଟିଉଠା […]

ବାସ୍ତବ ବ୍ୟୁରୋ :ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରି କୁହାଯାଇଛି କି,ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡ଼ିକ ହେଲା-ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ମୟୂରଭଞ୍ଜ, କାଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ଗଞ୍ଜାମ, କେନ୍ଦୁଝର ଓ […]

ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ । ୧୧ ତାରିଖ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଅର୍ଥ, କ୍ରୀଡ଼ା, ସଂସ୍କୃତି ସମେତ ୪ ବିଭାଗରେ ଅନ୍‌ଲାଇନ୍‌ ସେବା । ଭୁବନେଶ୍ୱର: ଆଜି – କାଲି ସପ୍ତାହାନ୍ତ ସଟ୍ ଡାଉନ୍ । ଅଗଷ୍ଟ ମାସ ଶେଷ ଯାଏଁ ଲାଗୁ । ରାଜ୍ୟରେ ପୋଲିସ ବିଭାଗର ପ୍ରଶସ୍ତିକରଣ ଉପରେ […]

ବାସ୍ତବ ବ୍ୟୁରୋ-ଦୁବାଇରୁ ଏକ ଏୟାର ଇଣ୍ଡିଆ ଏକ୍ସପ୍ରେସ ବିମାନ ୧୭୦ ଯାତ୍ରୀଙ୍କ ସହ ଶୁକ୍ରବାର ଦିନ କେରଳର କୋଝିକୋଡ ବିମାନବନ୍ଦରରେ ଅବତରଣ କରିବା ସମୟରେ ରନୱେରୁ ଖସି ଯାଇଥିଲା । ପାଇଲଟ ଏବଂ ଅନ୍ୟ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଡିଜିସିଏ ଅନୁଯାୟୀ ବିମାନଟି ରନୱେରୁ ଖସି ଏକ କାନ୍ଥରେ ଖସିପଡିଲା ଏବଂ ପରେ ଏକ ଉପତ୍ୟକାକୁ ଖସିଗଲା ଏବଂ […]

ବାସ୍ତବ ବ୍ୟୁରୋ-ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦେଶର ନୂତନ ଜାତୀୟ ଶିକ୍ଷା ନୀତି ଉପରେ ନିଜର ବକ୍ତବ୍ୟ ଦେଇଛନ୍ତି । ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଉଦବୋଧନ ଦେଇଛନ୍ତି କହିଛନ୍ତି ଯେ, ତିନିରୁ ଚାରି ବର୍ଷ ଅନେକ ଆଲୋଚନା ଏବଂ ବିଚାର ପରେ ନୂତନ ଶିକ୍ଷା ନୀତି ଅନୁମୋଦନ କରାଯାଇଛି । ଆଜି ପ୍ରତ୍ୟେକ ବିଚାରଧାରା  ଲୋକମାନେ ଏହି ପ୍ରସଙ୍ଗକୁ ନେଇ ଆଲୋଚନା କରୁଛନ୍ତି । ଆଜି […]

ଲଘୁଚାପ ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା । ଏମ୍‌ଏସ୍‌ଏମ୍‌ଇ ଋଣ ପ୍ରଦାନରେ ଗଞ୍ଜାମ ଜିଲ୍ଲା ପ୍ରଥମ । ଭବାନୀପାଟଣା ସହର ଓ ନୀଳଗିରି ଏନଏସି ସଟ୍‌ଡାଉନ । ନବନିଯୁକ୍ତ ସିଏଜି ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । “ସୁନାମି ପ୍ରସ୍ତୁତି” ନେଇ ଓଡ଼ିଶାର ଦୁଇଟି ଗାଁକୁ ମିଳିଲା ୟୁନେସ୍କୋ ମାନ୍ୟତା।ଗୋଟିଏ ଜଗତସିଂହପୁରର ନୋଳିଆ ସାହି ଥିବା ବେଳେ ଅନ୍ୟଟି ଗଂଜାମ ଜିଲ୍ଲାର ଭେଙ୍କଟରାୟପୁର […]

ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ନୂଆ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି ।  ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ପ୍ରଦାନ କରାଯାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ […]

ଚଢ଼ା ଦରରେ ସାର ବିକ୍ରି ହେଲେ କାର୍ଯ୍ୟାନୁଷ୍ଠାନ ସାର, କୃଷି ସାମଗ୍ରୀ ଯୋଗାଣରେ ଯାଞ୍ଚ୍ କଡ଼ାକଡ଼ି କରିବାକୁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : ୯ରୁ ବର୍ଷା ସମ୍ଭାବନା, ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କଲେ SRC। ଜାତୀୟ ଶିକ୍ଷା ନୀତି ଉପରେ ଆଲୋଚନା କରିବ ବିଜେଡି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ବ ନେଲେ ବିଷ୍ଣୁପଦ ସେଠୀ । […]

ବାସ୍ତବ ବ୍ୟୁରୋ-ମଙ୍ଗଳବାର ଲେବାନାନର ରାଜଧାନୀ ବେରୁଟରେ ହୋଇଥିବା ବିସ୍ଫୋରଣରେ ୭୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାରେ ପ୍ରାୟ ଚାରି ହଜାର ଲୋକ ମଧ୍ୟ ଆହତ ହୋଇଛନ୍ତି। ସୂଚନାନୁଯାୟୀ ସହରର ଅନେକ ଅଟ୍ଟାଳିକା ନଷ୍ଟ ହୋଇଯାଇଛି। ଲେବାନନ୍ ରାଷ୍ଟ୍ରପତି ଦୁଇ ସପ୍ତାହ ପାଇଁ ବେରୁଟରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଛନ୍ତି । ନ୍ୟୁଜ୍ ଏଜେନ୍ସି AFP ଅନୁଯାୟୀ, ଲେବାନନ୍ ପ୍ରଧାନମନ୍ତ୍ରୀ ହାସନ ଡିଆବ୍ କହିଛନ୍ତି ଯେ ,ସହରର ବନ୍ଦର […]

ଆଜି ରାଜ୍ୟରେ ୨୮ଟି ଜିଲ୍ଲାରୁ ୧୩୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୧୮ରେ ପହଞ୍ଚିଛି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୪୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ରାଜ୍ୟରେ କରୋନାରେ ୯ଜଣଙ୍କ ମୃତ୍ୟୁ ହୋଇଛି । ବଙ୍ଗୋପସାଗରେ ଲଘୁଚାପ : ଆଜି ପ୍ରବଳ-କାଲି ସାମାନ୍ୟ ବର୍ଷା , ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ […]

Pin It on Pinterest