ବାସ୍ତବ ବ୍ୟୁରୋ :ଆସନ୍ତା ଜୁଲାଇ ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ ମ୍ୟାଟ୍ରିକ୍‌ ପରୀକ୍ଷା ରେଜଲ୍ଟ । ଗଣମାଧ୍ୟମକୁ ସୂଚନା ଦେଇ ସ୍କୁଲ୍ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି କି, ମ୍ୟାଟ୍ରିକ୍‌ ଖାତା ଦେଖା ସରିଯାଇଛି, ଏବେ ଟାବୁଲେସନ ଚାଲିଛି । ଅପରପକ୍ଷ ରେ,ପରୀକ୍ଷା ପରେ ୬୦ଟି କେନ୍ଦ୍ରରେ ଖାତା ଦେଖା ଚାଲିଥିଲା। ଖାତାଦେଖା ପାଇଁ ୧୫ ହଜାର ଶିକ୍ଷକ ନିଯୁକ୍ତ ହୋଇଥିଲେ । ମ୍ୟାଟ୍ରିକ୍‌ […]

୧-ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ନୂତନ ୬୧୬ଜଣ କରୋନା ପିଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହା ଫଳରେ ରାଜ୍ୟରେ ୧୩,୭୩୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୭୫୦ଜଣ ରୋଗୀ ସୁସ୍ଥ ହୋଇଛନ୍ତି। ୪୮୯୬ଟି କରୋନା ସକ୍ରିୟ ମାମଲା ରହିଛି। ୨-ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ୩-ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ମ୍ୟୁନିସିପାଲଟି ସମ୍ପୂର୍ଣ୍ଣ ସଟ୍‌ଡାଉନ୍‌ […]

ବାସ୍ତବ ବ୍ୟୁରୋ: ସଫଳ ହେଲା ବିଶ୍ୱର ପ୍ରଥମ କରୋନା ଟିକାର ପରୀକ୍ଷା । ‘ଇନ୍‌ଷ୍ଟିଚ୍ୟୁଟ୍‌ ଫର୍ ଟ୍ରାନ୍‌ସ୍‌ଲେସ୍‌ନାଲ୍‌ ମେଡିସିନ୍ ଆଣ୍ଡ୍‌ ବାୟୋଟେକ୍ନୋଲୋଜି’ର ନିର୍ଦେଶକ ଭାଦିମ ତାରାସୋଭ୍ ‘ସ୍ପୁଟ୍‌ନିକ୍ ନିଉଜ୍‌’କୁ କହିଛନ୍ତି କି, ‘ସେଚେନୋଭ୍ ଫାଷ୍ଟ୍‌ ମସ୍କୋ ଷ୍ଟେଟ୍ ମେଡିକାଲ୍ ୟୁନିଭର୍ସିଟି’ରେ ଭଲ୍ୟୁଣ୍ଟର୍‌ମାନଙ୍କ ଶରୀରରେ ବିଶ୍ବର ପ୍ରଥମ କରୋନାଭାଇରସ୍ ଟିକାର ସଫଳ ପରୀକ୍ଷା ସମ୍ପୂର୍ଣ୍ଣ ହୋଇଅଛି । ଜୁନ୍ ୧୮ ତାରିଖ ଦିନ, ରୁଷ୍‌ର ‘ଗା‌ମାଲେଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଏପିଡେମିଓଲୋଜି ଆଣ୍ଡ୍‌ […]

ବାସ୍ତବ ବ୍ୟୁରୋ : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ଥିବା ନେଇ ୟେଲୋ […]

ବାସ୍ତବ ବ୍ୟୁରୋ : କେନ୍ଦ୍ରାପଡା -ମହାକାଳପଡ଼ା ବିକାଶ ମଞ୍ଚ ଓ କେନ୍ଦ୍ରାପଡା ଜିଲ୍ଲା ସଚେତନ ନାଗରିକ ମଞ୍ଚ ର ମିଳିତ ସହଯୋଗ ରେ ,ମହାକାଳପଡ଼ା ବ୍ଲକ ର ବିଭିନ୍ନ ପଂଚାୟତରେ ,କୋରୋନା ସଚେତନତା ଅଭିଯାନ ରେ, ମାସ୍କ ଓ ସାନିଟାଇଜର ବଣ୍ଟନ କରାଯିବା ସହ ,କୋରୋନା ଠାରୁ କିପରି ଦୁରେଇ ରହିପାରିବା ,ଏ ସଂପର୍କରେ ଲୋକମାନଙ୍କୁ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ କୁ ମହାକାଳପଡ଼ା ବିକାଶ ମଂଚ ର […]

୧-ଆଜି ରାଜ୍ୟରେ ୨୧ଟି ଜିଲ୍ଲାରୁ ୫୯୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୨୧କୁ ବୃଦ୍ଧି ପାଇଛି । ମୋଟ୍ ୮୩୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୭୭ ରହିଛି । ୨-ଆଜି ରାଜ୍ୟରେ କରୋନା ଯୋଗୁ ପୁଣି ୩ ଜଣଙ୍କ ମୃତ୍ୟୁ ହୋଇଛି। କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪କୁ ବୃଦ୍ଧି ପାଇଛି। ୩- ୧୩ ଓ […]

ବାସ୍ତବ ବ୍ୟୁରୋ–ଆଜି ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେଲା ସେରୋ ସର୍ଭିଲାନ୍ସ ସର୍ଭେ  । ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ରାଜଧାନୀରେ ଆରମ୍ଭ ହେଲା ସେରୋ ସର୍ଭିଲାନ୍ସ ସର୍ଭେ । ଯେଉଁମାନେ ଅଧିକ ସଂକ୍ରମଣ ହେବାର ଆଶଙ୍କା ରହିଛି ସେମାନଙ୍କଠାରୁ କରାଯିବ ସେରୋ ସର୍ଭେଲାନ୍ସ । ରୋଗ ପ୍ରତିରୋଧକ ଶକ୍ତି କମ୍ ଥିବା ଲୋକେ, ସାମ୍ବାଦିକ, ସ୍ୱାସ୍ଥ୍ୟ କର୍ମୀ, ସୁରକ୍ଷା କର୍ମୀ, ଦୋକାନୀ, ଡ୍ରାଇଭର, ବିମାନବନ୍ଦର କର୍ମଚାରୀ, […]

୧-ଆଜି ରାଜ୍ୟରେ ୧୯ଟି ଜିଲ୍ଲାରୁ ପୁଣି ୫୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି ପାଇଛି । ମୋଟ୍ ୭୯୭୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୭୫ ରହିଛି । ଅପରପକ୍ଷରେ ଆଉ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା […]

ବାସ୍ତବ ବ୍ୟୁରୋ : ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି କି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ତଥା ଉତ୍ତର ଉପକୂଳ ଓଡିଶାର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା […]

ବାସ୍ତବ ବ୍ୟୁରୋ : ଆଜି ରାଜ୍ୟରେ ୨୩ଟି ଜିଲ୍ଲାରୁ ସର୍ବାଧିକ ୭୫୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ୨୪୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୫୦୮ଜଣ ସଙ୍ଗରୋଧ କେନ୍ଦ୍ରର । ଏଣେ ରାଜ୍ୟରେ ମୋଟ୍ ୭୪୦୭ଜଣ […]

Pin It on Pinterest