ବାସ୍ତବ ବ୍ୟୁରୋ : ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି କରିଛି ସତର୍କ ସୂଚନା । ଦକ୍ଷିଣ ଉପକୂଳ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୩.୬ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହୋଇ ରହିଛି । ଅନ୍ୟପକ୍ଷରେ ଗତକାଲି ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ […]

୧-ଆଜି ରାଜ୍ୟରେ ୧୯ଟି ଜିଲ୍ଲାରୁ ପୁଣି ୨୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫କୁ ବୃଦ୍ଧି ପାଇଛି । ମୋଟ୍ ୫୩୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୫୭ ରହିଛି । ୨– ଆଜି ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ । ୩-ରାଜ୍ୟରେ ପୁଣି ବଢ଼ିଲା ବସ୍‌ ଭଡା । ୨ରୁ ୪ ପଇସା ଭଡ଼ା […]

ବାସ୍ତବ ବ୍ୟୁରୋ-ରଥ ଯାତ୍ରା ହବ ନ ହେବ ର କଳ୍ପନା ଜଳ୍ପନାର ଅନ୍ତ ଘଟିଥିଲା ଜୁନ ୨୨ ତାରିଖରେ ଯେବେ ସୁପ୍ରିମ କୋର୍ଟ ରଥ ଯାତ୍ରା କୁ ନେଇ ଦେଇଥିଲା ସବୁଜ ସଂକେତ । ଭାବ ବିହ୍ୱୋଳ ହୋଇଯାଇଥିଲେ କୋଟି କୋଟି କାଳିଆପ୍ରେମୀ । ସବୁ ନୀତିକାନ୍ତି ସହ ଜୁନ ୨୩ ତାରିଖ ନିର୍ଧାରିତ ସମୟରେ ମହାପ୍ରଭୁ ଆରମ୍ଭ କଲେ ଗୁଣ୍ଡିଚା ଯାତ୍ରା । ଆଉ ଆଜି ଠିକ ୯ […]

ଆଜି ରାଜ୍ୟରେ ୧୯ଟି ଜିଲ୍ଲା ରୁ ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୨୫୧ ଜଣଙ୍କ ମଧ୍ୟରୁ ୨୦୮ ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଥିବା ବେଳେ ୪୩ ଜଣ ଲୋକାଲ କଣ୍ଟାକଟ କେସ । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୧୦୨ ଜଣ ଚିହ୍ନଟ ହୋଇଛନ୍ତି […]

ବାସ୍ତବ ବ୍ୟୁରୋ : ସିବିଏସସି ପରେ, ଆଜି ବାତିଲ ହେଲା ସିଏଚ୍‌ଏସ୍‌ଇ ପରୀକ୍ଷା । ରାଜ୍ୟ ସରକାରଙ୍କ ଅଧୀନ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ(ଯୁକ୍ତ୨)ର ବାକି ରହିଯାଇଥିବା ପରୀକ୍ଷା‌ ଆଉ ହେବ କି ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି । ପରୀକ୍ଷା ବାତିଲ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଲକ ଡାଉନ ଯୋଗୁଁ ୪ଟି ଷ୍ଟ୍ରିମର ୨୩ଟି […]

ବାସ୍ତବ ବ୍ୟୁରୋ-ଆଜି କେନ୍ଦ୍ର ସରକାରଙ୍କ ଅନ୍‌ଲକ୍‌-୨ର ଘୋଷଣା ପରେ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏନେଇ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି, ଆସନ୍ତା କାଲିଠାରୁ ସନ୍ଧ୍ୟା ୭ ଟା ପରିବର୍ତ୍ତେ ରାତି ୯ଟାରୁ ଭୋର ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ସେହିପରି ୫୦ରୁ ଅଧିକ କରୋନା ଆକ୍ଟିଭ୍‌ କେସ୍‌ ଥିବା ୧୦ ଜିଲ୍ଲାକୁ ଜୋନ୍‌-୧ ଭାବେ ରଖାଯାଇଛି […]

ବାସ୍ତବ ବ୍ୟୁରୋ–ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, ଆଜି ମଧ୍ୟରାତ୍ର ଠାରୁ ଆମେ ଅନଲକ-୨ରେ ପ୍ରବେଶ କରିବାକୁ ଯାଉଛେ । ଦେଶରେ କରୋନା ପ୍ରଭାବ ଦିନ କୁ ଦିନ ବଢ଼ି ଚାଲି ଥିବାରୁ ଆହୁରି ସତର୍କ ରହିବାକୁ ହେବ । ଏହା ସହ ଲକଡାଉନ ସମୟରେ କେନ୍ଦ୍ର ସରକାରଙ୍କ ତରଫ ରୁ ଦେଶର ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅଧୀନରେ ଗ୍ରହଣ କରିଥିବା ବିଭିନ୍ନ କାର୍ଯ୍ୟକ୍ରମ […]

୧-ଆଜି ରାଜ୍ୟରେ ୨୨ଟି ଜିଲ୍ଲାରୁ ପୁଣି ୨୦୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ବୃଦ୍ଧି । ୪୯୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୭ ରହିଛି । ଏହା ସହ ୨୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।  ୨-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା […]

ବାସ୍ତବ ବ୍ୟୁରୋ: ଭାରତରେ ବ୍ୟାନ୍‌ ହେଲା ଟିକ୍‌ଟକ୍‌ ସହ ଅନ୍ୟ ୫୯ ଚାଇନିଜ ମୋବାଇଲ ଆପ । ଗତ ସପ୍ତାହରେ ଚୀନ ମୋବାଇଲ ଆପଗୁଡ଼ିକ ବ୍ୟକ୍ତିଗତ ତଥ୍ୟ ଚୋରାଉଥିବା ନେଇ ଗୁଇନ୍ଦା ବାହିନୀ ସତର୍କତା ଜାରି କରିବା ପରେ ସରକାର ଏହି ପଦକ୍ଷେପ ନେଇଛନ୍ତି । LAC  ରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବଢୁଥିବା ବେଳେ ଏହି ନିଷ୍ପତି ନିଆଯାଇଛି । ଭାରତ ରେ ଅତି ଲୋକପ୍ରିୟ ଟିକଟକ, […]

ବାସ୍ତବ ବ୍ୟୁରୋ: ଓଡିଶା ପାଇଁ ଖୁସି ଖବର । ରାଜ୍ୟରେ ପହଁଞ୍ଚିଲା କରୋନା ଔଷଧ ରେମ୍‌ଡେସିଭିର୍ । ଏନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଉକ୍ତ ଔଷଧ ହସ୍ପିଟାଲରେ ଚିତ୍କିସିତ ହେଉଥିବା ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର କରାଯାଇପାରିବ । କରୋନା କୁ କେତେକାଂଶରେ ମାତ ଦେଇ ପାରୁଥିବା ଆଣ୍ଟି ଭାଇରାଲ ଔଷଧ ରେମଡେସିଭିର କୁ ହାଇଦ୍ରାବାଦସ୍ଥିତ ଔଷଧ ନିର୍ମାଣକାରୀ କମ୍ପାନୀ […]

Pin It on Pinterest