ବାସ୍ତବ ବ୍ୟୁରୋ: ଭାରତରେ ବ୍ୟାନ୍ ହେଲା ଟିକ୍ଟକ୍ ସହ ଅନ୍ୟ ୫୯ ଚାଇନିଜ ମୋବାଇଲ ଆପ । ଗତ ସପ୍ତାହରେ ଚୀନ ମୋବାଇଲ ଆପଗୁଡ଼ିକ ବ୍ୟକ୍ତିଗତ ତଥ୍ୟ ଚୋରାଉଥିବା ନେଇ ଗୁଇନ୍ଦା ବାହିନୀ ସତର୍କତା ଜାରି କରିବା ପରେ ସରକାର ଏହି ପଦକ୍ଷେପ ନେଇଛନ୍ତି । LAC ରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବଢୁଥିବା ବେଳେ ଏହି ନିଷ୍ପତି ନିଆଯାଇଛି । ଭାରତ ରେ ଅତି ଲୋକପ୍ରିୟ ଟିକଟକ, […]
ବାସ୍ତବ ବ୍ୟୁରୋ: ଓଡିଶା ପାଇଁ ଖୁସି ଖବର । ରାଜ୍ୟରେ ପହଁଞ୍ଚିଲା କରୋନା ଔଷଧ ରେମ୍ଡେସିଭିର୍ । ଏନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଉକ୍ତ ଔଷଧ ହସ୍ପିଟାଲରେ ଚିତ୍କିସିତ ହେଉଥିବା ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର କରାଯାଇପାରିବ । କରୋନା କୁ କେତେକାଂଶରେ ମାତ ଦେଇ ପାରୁଥିବା ଆଣ୍ଟି ଭାଇରାଲ ଔଷଧ ରେମଡେସିଭିର କୁ ହାଇଦ୍ରାବାଦସ୍ଥିତ ଔଷଧ ନିର୍ମାଣକାରୀ କମ୍ପାନୀ […]
୧-ଆଜି ରାଜ୍ୟର ୧୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ୨୪୫ କରୋନା ଆକ୍ରାନ୍ତ । ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୬ ରହିଛି । ୨-ଆସନ୍ତା ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏପରିକି କିଛି ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣି ମଧ୍ୟ […]
ବାସ୍ତବ ବ୍ୟୁରୋ- ଆଜି ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ମାଧ୍ୟମରେ ଦେଶକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭାରତବାସୀ କିଭଳି ପ୍ରାକୃତିକ ବିପର୍ଯୟ ସହ ଲଢ଼ି ସଫଳ ହୋଇଛନ୍ତି ଏହା ସହ ଆତ୍ମନିର୍ଭର ହେବା ପାଇଁ କହିବା ସହ ଚୀନ ସହ ଚାଲିଥିବା ସଂଘର୍ଷ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନିଜର ମତ ରଖିଥିଲେ । ମୋଦୀ କହିଛନ୍ତି କି, ଅନଲକ୍ ସମୟରେ ଆମକୁ ଅଧିକ ସଜାଗ […]
ବାସ୍ତବ ବ୍ୟୁରୋ-ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୨୬୪ ଜଣ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏବେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୧୪ରେ ପହଁଞ୍ଚିଛି । ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରେ ୨୩୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି […]
ବାସ୍ତବ ବ୍ୟୁରୋ : ଆସନ୍ତା ୩୦ ତାରିଖ ରାତି ଠାରୁ ସମଗ୍ର ପୁରୀ ଜିଲ୍ଲାରେ ଲାଗୁ ହେବ କର୍ଫ୍ୟୁ । ଜୁଲାଇ ୧ ରେ ବାହୁଡ଼ା ଯାତ୍ରା ଥିବାରୁ ଭକ୍ତଙ୍କ ଭିଡ଼କୁ ରୋକିବା ଲକ୍ଷ୍ୟରେ ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଛି ବୋଲି ଗଣମାଧ୍ୟମ କୁ ସୂଚନା ଦେଇ କହିଛନ୍ତି ଜିଲ୍ଲାପାଳ ବଲଓ୍ଵନ୍ତ ସିଂହ । ଜିଲ୍ଲାପାଳ କହିଛନ୍ତି ଜୁନ ୩୦ ତାରିଖ ରାତି ୧୦ଟାରୁ ଜୁଲାଇ ୨ ତାରିଖ […]
ବାସ୍ତବ ବ୍ୟୁରୋ–ଗାଲଭାନ୍ ଘାଟିରେ ଚୀନ୍-ଭାରତ ସେନା ମୁହାଁମୁହିଁ ହେବା ପରେ ଭାରତରେ ଚାଇନା ବିରୋଧୀ ମନୋଭାବ ଖୁବ ଜୋର ହେବାରେ ଲାଗିଛି । ଭାରତ ସରକାରଙ୍କ ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ଔପଚାରିକ ଭାବେ ଚୀନ୍ ସାମଗ୍ରୀ ଉପରେ ପ୍ରତିବନ୍ଧକ ଲଗାଇବାକୁ ଘୋଷଣା ହୋଇନଥିଲେ ମଧ୍ୟ ଦେଶର ସମସ୍ତ ବିମାନ ବନ୍ଦର ଓ ସାମୁଦ୍ରିକ ବନ୍ଦର ମାନଙ୍କରେ ମଧ୍ୟ ଚୀନ ଦ୍ରବ୍ୟ ଉପରେ ଅଘୋଷିତ କଟକଣାକୁ କଡାକଡି କରା ଯାଇଛି । […]
୧-ଆଜି ରାଜ୍ୟର ୧୪ଟି ଜିଲ୍ଲାରୁ ୧୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି ପାଇଛି । ମୋଟ୍ ୪୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୦୩ ରହିଛି । ୧୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨–ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର […]
ବାସ୍ତବ ବ୍ୟୁରୋ : ବାତିଲ୍ ହେଲା ଅନ୍ତର୍ଜାତୀୟ ବିମାନ ସେବା । ଆସନ୍ତା ଜୁଲାଇ ୧୫ ଯାଏଁ ବନ୍ଦ ରହିବ ଅନ୍ତର୍ଜାତୀୟ ବିମାନ ସେବା । ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଏହି ନିଷ୍ପତ୍ତି ନେଇଛନ୍ତି । ତେବେ କିଛି ନିର୍ଦ୍ଦିଷ୍ଟ ସର୍ତ୍ତ ସହିତ, କିଛି ରୁଟରେ ବିମାନ ସେବା ଚାଲିପାରିବ । ଡିଜିସିଏ ର ଏହି ନିଷ୍ପତ୍ତି ନେବାର କାରଣ ହେଉଛି, […]
ବାସ୍ତବ ବ୍ୟୁରୋ–ଜୁଲାଇ ୧୫ ସୁଦ୍ଧା ପ୍ରକାଶ ପାଇବ ଦଶମ ଏବଂ ଦ୍ବାଦଶ ରେଜଲ୍ଟ,ଘୋଷଣା କଲା ସିବିଏସ୍ଇ । ପରୀକ୍ଷା ନିୟନ୍ତ୍ରକ ସମୟ ଭରଦ୍ବାଜଙ୍କ ଅନୁଯାୟୀ, ଦେଶରେ କରୋନା ମହାମାରୀ ପାଇଁ ଅବଶିଷ୍ଟ ପରୀକ୍ଷା ବାତିଲ କରାଯାଇ ଥିବାରୁ, ବିକଳ୍ପ ମୂଲ୍ୟାଙ୍କନ ଯୋଜନା ପରେ ଫଳାଫଳ ଘୋଷଣା କରାଯିବ । ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ମାର୍କରେ ଉନ୍ନତି ଆଣିବା ପାଇଁ ପରେ ପରୀକ୍ଷା ଦେବାକୁ ସୁଯୋଗ ଦିଆଯିବ । ତଥାପି, […]


