ବାସ୍ତବ ବ୍ୟୁରୋ-ଆଜି ଦିନ ୨ଟା ସମୟରେ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ସମ୍ୱୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇ ନବୀନ କହିଛନ୍ତି ଯେ, କୋଭିଡ୍ ଯୁଦ୍ଧରେ ଆଗ ଧାଡ଼ିରେ ରହି ଲଢ଼େଇ କରୁଥିବା ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାନ୍ତୁୂ । ତାଙ୍କ ଉଦ୍ଦେଶ୍ୟରେ କିଛି ସମୟ ବାହାର କରି ମେ ୩୦ ସନ୍ଧ୍ୟା ସାଢେ ୫ଟାରେ ସାମାଜିକ ଦୂରତା ରକ୍ଷା କରି ‘ବନ୍ଦେ […]
୧-ଆଜି ନୂଆ ୬୭ ଜଣ କୋରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଲା । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୪୧ ହୋଇଥିବା ବେଳେ ୮୧୨ଜଣ ସୁସ୍ଥ ହୋଇଛନ୍ତି । ୨-ମାଟ୍ରିକ ଖାତା ମୂଲ୍ୟାୟନ:ସବୁ ପରୀକ୍ଷକ ଆସୁନାହାନ୍ତି, ଆଜିଠୁ ୨୩ଟି କେନ୍ଦ୍ରରେ ସବୁ ବିଷୟର ହେବ ମୂଲ୍ୟାୟନ। ୩-ଓଡ଼ିଶା ଚାଷୀଙ୍କୁ ଘାରିଲାଣି ପଙ୍ଗପାଳ ଭୟ, ସତର୍କ ରହିବାକୁ ଆଡଭାଇଜାରୀ ଜାରି କଲା OUAT। ୪-ଶୁକ୍ରବାର ଠାରୁ ପୁରୀ ଓ […]
୧- ରାଜ୍ୟରେ ୭୬ ନୂଆ କରୋନା ପଜିଟିଭ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୫୩ଟି ସକ୍ରିୟ, ୭୩୩ ଜଣ ସୁସ୍ଥ ଏବଂ ୭ ଜଣଙ୍କର ମୃତ୍ୟୁ ହୋଇଛି । ୨-ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତି ଗୁରୁତର ଅସୁସ୍ଥ । ୩-ବେଜିଂ: ସୀମା ବିବାଦକୁ ନେଇ ଭାରତ-ଚୀନ ମଧ୍ୟରେ ଯୁଦ୍ଧ ଉତ୍ତେଜନା ବୃଦ୍ଧି ।ଚୀନ ସେନାକୁ ଜିନ୍ପିଙ୍ଗଙ୍କ ନିର୍ଦେଶ ; […]
ବାସ୍ତବ ବ୍ୟୁରୋ : କଟକ ଜିଲ୍ଲା ପ୍ରଶାସନଙ୍କ ସୂଚନା ଅନୁଯାୟୀ, ପ୍ରଥମ ଥର ପାଇଁ କଟକରେ ଜଣେ ଶିଶୁରୋଗ ବିଶେଷଜ୍ଞ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ଡାକ୍ତର ଜଣକ କଟକ ସ୍ଥିତ ସିଟି ହସ୍ପିଟାଲରୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେ କଟକର ସିଟି ହସ୍ପିଟାଲରେ ଶିଶୁରୋଗ ବିଶେଷଜ୍ଞ ଭାବେ କାର୍ଯ୍ୟରତ ଥିଲେ । କିଛି ଦିନ ହେବ ଶିଶୁରୋଗ ବିଭାଗର ଡାକ୍ତର ଜ୍ୱରରେ ପୀଡ଼ିତ ଥିଲେ । […]
ବାସ୍ତବ ବ୍ୟୁରୋ :ଆଜି ରାଜ୍ୟ ସରକାର +୩ ଛାତ୍ରଛାତ୍ରୀମାନଙ୍କର ଦ୍ବିତୀୟ ଏବଂ ଚତୁର୍ଥ ସେମିଷ୍ଟାର୍ ଓ ସ୍ନାତକୋତ୍ତର (ପିଜି) ଛାତ୍ରଛାତ୍ରୀଙ୍କର ଦ୍ବିତୀୟ ସେମିଷ୍ଟାର୍ ପରୀକ୍ଷାକୁ ବାତିଲ୍ କରିଛନ୍ତି । ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟର ଭାଇସଚାନ୍ସେଲର୍ଙ୍କ ସହ ମନ୍ତ୍ରୀଙ୍କର ହୋଇଥିବା ଭିଡିଓ କନ୍ଫରେନ୍ସଂ ବୈଠକ ଜରିଆରେ ଏହି ନିଷ୍ପତ୍ତି ନିଆଯାଇଛି ।ପରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଏହି ସଂପର୍କରେ ସୂଚନା ଦେଇ କହିଛନ୍ତି ଯେ, ‘ବିକଳ୍ପ ବ୍ୟବସ୍ଥା […]
ବାସ୍ତବ ବ୍ୟୁରୋ : ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ଯେ , ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ବର୍ଷା ପବନ ହେବାର ସମ୍ଭାବନା ଅଛି । ସେଥିପାଇଁ କାଳବୈଶାଖୀ ସମ୍ଭାବନାକୁ ଦୃଷ୍ଟିରେ ରଖି ରାଜ୍ୟର ଏହି ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି […]
୧-୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭ କୁ ବୃଦ୍ଧି । ୨-ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ । ୩ -ଜୁଲାଇ ପହିଲାରୁ ଅଷ୍ଟମ ଶ୍ରେଣୀଠାରୁ ପାଠପଢ଼ା ଆରମ୍ଭ ପାଇଁ ଯୋଜନା। ପ୍ରଥମେ ଗ୍ରୀନ,ଅରେଞ୍ଜ ଜୋନ୍ ରେ ସାମାଜିକ ଦୂରତ୍ବ ବଜାୟ ସହିତ ୩୦% ଉପସ୍ଥାନରେ ଖୋଲିବ ସ୍କୁଲ। ୪-କିସ୍ ର ୩୦,୦୦୦ ଛାତ୍ରଛାତ୍ରୀମାନଙ୍କ ନିକଟକୁ ଖାଦ୍ୟ ଓ ପାଠ୍ଯୋପକରଣ ୨୫ ଟି ବସ୍ […]
ବାସ୍ତବ ବ୍ୟୁରୋ: ଆଜି ରାଜ୍ୟ ପାଇଁ ପୁଣି ଆସିଛି ଭଲ ଖବର, ଏକା ସାଙ୍ଗରେ ୯୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ହସ୍ପିଟାଲ ରୁ ଡିସଚାର୍ଜ ହୋଇଛନ୍ତି । ଏହି ୯୯ଜଣଙ୍କ ମଧ୍ୟରେ ବାଲେଶ୍ୱରରୁ ୩୪ଜଣ , ଗଞ୍ଜାମରୁ ୧୫, ଯାଜପୁରରୁ ୧୩, କେନ୍ଦ୍ରାପଡାରୁ ୧୩, ପୁରୀରୁ ୧୦, ଭଦ୍ରକରୁ ୯,ନୟାଗଡ଼ରୁ ୩, ସୁନ୍ଦରଗଡ ଏବଂ ଦେବଗଡରୁ ଜଣେ ଲେଖାଏଁ ଅଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ […]
୧-ନୂଆ ୧୦୩ଜଣ କରୋନା ପଜିଟିଭ୍ ଚିହ୍ନଟ । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି । ୨-ଓଡ଼ିଶାରେ ୨୮ ଟି ଜିଲ୍ଲାରେ କାୟା ବିସ୍ତାର କରିଛି କରୋନା, ରାଜ୍ୟରେ ୧୩ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୩-ରାଜଧାନୀରେ ଖୋଲିଲା ୮୫ ପାର୍କ, ସକାଳ ୭ଟାରୁ ୧୦ଟା ଓ ଅପରାହ୍ନ ୪ଟାରୁ ୬ଟା ଯାଏଁ ଖୋଲା ରହିବ। ୪-ଗ୍ରାହକଙ୍କୁ CESUର କରୋନା ମାଡ଼:ଦୁଇ ମାସରେ ଆସିଲାଣି ଦୁଇଗୁଣ ବିଲ୍। […]
୧-ଆଜିଠୁ ରାଜଧାନୀ ପରୀକ୍ଷାମୂଳକ ଭାବେ ଖୋଲିଲା ପ୍ରମୁଖ ପାର୍କ। ସକାଳ ୭ଟା ରୁ ୧୦ଟା ଏବଂ ଅପରାହ୍ନ ୪ଟା ରୁ ୬ଟା ପର୍ଯ୍ୟନ୍ତ ଖୋଲା ରହିବ। ପାର୍କ ରେ ମାସ୍କ୍ ଓ ସାମାଜିକ ଦୂରତା ରକ୍ଷା କରିବା ବାଧ୍ୟତାମୂଳକ। ପ୍ରମୁଖ ପାର୍କ ହେଲା ଫରେଷ୍ଟ , ବୁଦ୍ଧ ଓ ଆଇଜି ପାର୍କ। ୨-ଆଜି ନୂଆ ୮୧ କୋରୋନା ପଜିଟିଭ୍। ବରଗଡ଼ ଓ ନୂଆପଡ଼ା ରେ ନୂଆ କରି ଯୋଡ଼ି ହୋଇ […]