ବରଗଡ଼୧୮/୪(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜର ସମର ଶିକ୍ଷାର୍ଥୀ ବାହିନୀ ନୈାସେନା ତୃତୀୟ ବର୍ଷର ଶିକ୍ଷାର୍ଥୀ ମାନଙ୍କର ଏକ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ପ୍ରୟୋଜନୀ ଅଡର୍ଚାଟ ଅନ୍ଧାରି ପାଲି ପରିସରରେ ଅନୁଷ୍ଠିତ ହୋଇ ଯାଇଛି। କଲେଜ ଅଧ୍ୟକ୍ଷ ଡ଼ ପ୍ରମୋଦ କୁମାର ଭୋଇଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଲରମ୍ଭା କଲେଜର ଅବସର ପ୍ରାପ୍ତ ପଦାର୍ଥ ବିଜ୍ଞାନ ପ୍ରାଧ୍ୟାପକ କିଶୋର ଚନ୍ଦ୍ର ହୋତା,ଅଧ୍ୟାପକ ପ୍ରଦିପ କୁମାର […]

ବାସ୍ତବ ବ୍ୟୁରୋ: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି ।  ଏକାଡେମିକ୍‌ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍‌ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ । ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ […]

ବାସ୍ତବ ବ୍ୟୁରୋ: ଆଜି ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି ମୋହନ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।  ସୂଚନାଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ […]

 ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାରତୀୟ ଜନତା ପାର୍ଟୀର ଯଥେଷ୍ଟ ସମ୍ମାନ ରହିଛି ସଂପୃକ୍ତ ଯୁବକ ଯୁଗଲ କୁମାର ସାହୁ (ହୀରୁ)କୁ ତୁରନ୍ତ ଗିରଫ କରାଯାଇଛି ଭୁବନେଶ୍ୱର, ତା.୧୫/୦୪: ବଲାଙ୍ଗୀର ଜିଲ୍ଲା ପାଟଣାଗଡର ପର୍ଶୁରାମ ଛକସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତିକୁ ପୋଡି ଦେବା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ଅକ୍ଷମଣୀୟ । ସରକାରଙ୍କ ନିର୍ଦ୍ଦେଶରେ ଭଗବାନ ପର୍ଶୁରାମ ଏବଂ ବିଜୁ ବାବୁଙ୍କ ପ୍ରତିମୂର୍ତି ସ୍ଥାପନା କରିବାକୁ ପ୍ରଶାସନିକ ନିଷ୍ପତି […]

ବରଗଡ଼(ନବୀନ କୁମାର ଦାଶ)୧୪/୪:ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ବୁଗବୁଗା ପଞ୍ଚାୟତ ଭୂତ ଟିକ୍ରା ରେ ପବିତ୍ର ମହା ବିଷୁବ ସଂକ୍ରାନ୍ତି,(ପଣା ସଂକ୍ରାନ୍ତି)ଓ ହନୁମାନ ଜୟନ୍ତୀ ଅବସର ରେ ଶ୍ରୀ ଶ୍ରୀ ବୀର ହନୁମାନ ଙ୍କ ପୂଜାର୍ଚ୍ଚନା ସହ ବିଶ୍ଵଶାନ୍ତି ମହାଯଜ୍ଞ ମହା ସମାରୋହ ରେ ପାଳିତ ହୋଇଯାଇଛି। କଳସ ଅଧିବାସ ସହ ଗାଆଁ ର ଭାଗବତ ଟୁଙ୍ଗି ଠାରେ ରାଧା କୃଷ୍ଣ ଙ୍କ ଠାରେ ପୂଜକ ଭାବେ ଅଶ୍ଵିନୀ […]

 ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ସ୍ପଷ୍ଟ ଦିବାଲୋକରେ ପୋଲିସ୍ ଉପସ୍ଥିତିରେ ଜନପ୍ରତିନିଧିଙ୍କୁ ଆକ୍ରମଣଭୁବନେଶ୍ୱର: ଧର୍ମଶାଳାର ପୂର୍ବତନ ବିଧାୟକ ଶ୍ରୀ ପ୍ରଣବ ବଳବନ୍ତରାୟଙ୍କ ଉପରେ ସଂଘବଦ୍ଧ ଆକ୍ରମଣ ହୋଇଛି । ଆରୁଅ ଗ୍ରାମରେ ହିଙ୍ଗୁଳା ମା’ଙ୍କର ଯାତ୍ରାକୁ ଗଲାବେଳେ ଭାରତୀୟ ଜନତା ପାର୍ଟିର କର୍ମୀ ଏବଂ ସ୍ଥାନୀୟ ବିଧାୟକ ଶ୍ରୀ ହିମାଂଶୁ ସାହୁଙ୍କର ସହଯୋଗୀ ତଥା ଖଣି ମାଫିଆଙ୍କର ଦ୍ୱାରା ଏହି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା । ସ୍ଥାନୀୟ […]

ରାଜ୍ୟ କାର୍ଯ୍ୟାଳୟରେ ୧୩୫ତମ ଆମ୍ବେଦକର ଜୟନ୍ତୀ ପାଳନଭାରତବର୍ଷ ତଥା ଓଡିଶାକୁ ସମୃଦ୍ଧ ଓ ବିକଶିତ କରି ଆମ୍ବେଦକରଜୀଙ୍କର ସ୍ୱପ୍ନକୁ ସାକାର କରିବା: ମନମୋହନ ସାମଲ ବାବାସାହେବଙ୍କୁ ତାଙ୍କ ଜୀବନ କାଳରେ କଂଗ୍ରେସ ଦଳ ଏବଂ କଂଗ୍ରେସ ନେତୃବୃନ୍ଦ ବାରମ୍ବାର ଅପମାନିତ କରିଛନ୍ତି ଭାରତ ସମ୍ବିଧାନର ପ୍ରଣେୟତା ବାବାସାହେବ ନିଷ୍ପେସିତ ଲୋକଙ୍କ ସ୍ୱର ସାଜି ଅବହେଳିତ, ବଂଚିତ ଓ ଶୋଷିତ ଲୋକଙ୍କୁ ଯେଉଁ ଉତ୍‌ଥାନ କରିଛନ୍ତି, ତାହା ଅକଳ୍ପନୀୟ ଓ ଅବିଶ୍ୱନୀୟ […]

ସଂଜୟ ଶତପଥୀ(କଟକ):କାନପୁର ଆଞ୍ଚଳିକ ମହାବିଦ୍ୟାଳୟ ସଂସ୍କୃତ ବିଭାଗ ତଥାପ୍ରଣୀ ବିଜ୍ଞାନ ବିଭାଗର +୩ ପ୍ରଥମ ବର୍ଷ ଓ ଦ୍ଵିତୀୟ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ତରଫରୁ ତୃତୀୟ ବର୍ଷ ର ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆ ଯାଇଛି। ଏହାସହିତ ଓଡ଼ିଆ ପକ୍ଷ ପାଳନ ଅବସରରେ ବହିଟିଏ କିଣିବା ଦିବସ ପାଳିତ ହୋଇଯାଇଛି । ଏଥିରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ରୂପରେ […]

ବାସ୍ତବ ବ୍ୟୁରୋ: ଆଜି (ରବିବାର)ଆନ୍ଧ୍ରପ୍ରଦେଶର ଆନାକାପାଲି ଜିଲ୍ଲାର କୋଟାଭୁରୁତଲାରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ କାରଖାନାରେ କାମ କରୁଥିବା ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ସମୟରେ ସେଠାରେ ୩୦ରୁ ଅଧିକ ଶ୍ରମିକ କାମ କରୁଥିବାର କୁହାଯାଉଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦଳ […]

ସଂଜୟ ଶତପଥୀ(କଟକ):ଓଡ଼ିଶାର ୩.୫ଲକ୍ଷ ପେନସନର ମାନଙ୍କୁ ପ୍ରନିଧିତ୍ୱ କରୁଥିବା “ଓଡିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରି ମହାଙ୍ଘର” ୬ଷ୍ଠରାଜ୍ୟ ସମ୍ମିଳନୀରେ ୧୨ ଏପ୍ରିଲ ରାଜ୍ୟବ୍ୟାପୀ ପ୍ରତିବାଦ ଦିବସ ସଂଗଠିତ କରି ସଫଳ କରିବାକୁ ମହାସଂଘର ଅଧ୍ଯକ୍ଷ ପ୍ରତାପ ଚନ୍ଦ୍ର ଦାସ ଓ ମହାସଚିବ ଗୋକୁଳାନନ୍ଦ ବେହେରା ଏକ ମିଳିତ ପ୍ରେସ ନୋଟରେ ପ୍ରକାଶ କରିଛନ୍ତି ।ଓଡିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ୬ଷ୍ଠ ରାଜ୍ୟ ସମ୍ମିଳନୀ କଟକ ତୁଳସୀପୁର ସ୍ତିତ ସାରଳାଭାବନ […]

Pin It on Pinterest