ମେଷ: ରୋଜଗାର ଯଥେଷ୍ଟ ପରିମାଣର ହୋଇପାରେ। ସକାଳୁ ସକାଳୁ ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା କରିପାରନ୍ତି। ଆଜିର ଖର୍ଚ୍ଚ ସକାଶେ କେଉଁଠୁନା କେଉଁଠୁ ଅର୍ଥ ପାଇଯିବେ । ଭୁଲ୍‌ ବୁଝାମଣା ଜନିତ ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଯେତେ ସତର୍କରେ କାମ କଲେ ମଧ୍ୟ କର୍ମ କ୍ଷେତ୍ରରେ ଟେନ୍ସନ ଲାଗି ରହିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪। ବୃଷ : ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ପାରିବାରିକ ଦ୍ୱନ୍ଦ୍ୱ […]

ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରରେ ନୂତନ ସରକାର ଗଠନ ପ୍ରକ୍ରିୟାରୁ ବିଜେପି ଆଜି ନିଜକୁ ବିଧିବଦ୍ଧ ଭାବେ ଦୂରେଇ ନେଇଛି। ଶନିବାର ମହାରାଷ୍ଟ୍ରରେ ନୂତନ ସରକାର ଗଠନ ପାଇଁ ରାଜ୍ୟପାଳ ଭାଗବତ ସିଂହ କୋଶିୟାରି ବିଜେପିର ବିଧାୟକ ଦଳ ନେତା ଦେବନ୍ଦ୍ର ଫର୍ଣ୍ଣାବିସଙ୍କୁ ନୂତନ ସରକାର ଗଠନ କରିବାକୁ ଆମନ୍ତ୍ରଣ କରିଥିଲେ। ମହାରାଷ୍ଟ୍ର ନିର୍ବାଚନରେ ବିଜେପି ହେଉଛି ଏକକ ସଂଖ୍ୟାଗରିଷ୍ଠ ଦଳ। ଆଜି ବିଜେପିର ଦୁଇଟି କୋର କମିଟି ବୈଠକ ଅନୁଷ୍ଠିତ […]

ବାସ୍ତବ ବ୍ୟୁରୋ: ନୟାଗଡ ଜିଲ୍ଲାର ମୁଦୁଲିଗାଡିଆ ଗାଁକୁ ମିଳିଛି ରାଜ୍ୟର ପ୍ରଥମ ଇକୋ ଭିଲେଜର ମାନ୍ୟତା । ଯାହାକୁ ନେଇ ବାଇଶିପଲ୍ଲୀ ଅଭୟାରଣ୍ୟର ଏହି ଆଦିବାସୀ ଅଧ୍ୟୁଷିତ ଗାଁ ଏବେ ପର୍ଯ୍ୟଟକଙ୍କ ପାଇଁ ଭ୍ରମଣ ସ୍ଥାନ ପାଲଟି ଯାଇଛି। ଗାଁରେ ପରିସ୍କାର ପରିଛନ୍ନ ଗାଁ ଦାଣ୍ଡ । ସଫା ସୁତୁରା ଘର ଚାରିପଟ । ଗାଁର ଘର ଗୁଡିକ ଗୋଟିଏ ରଂଗରେ ସଜେଇ ହୋଇଛି । ଘରର କାନ୍ଥ ଠାରୁ […]

ମେଷ: ଦେହ ଭଲ ରହିଲେ ମଧ୍ୟ ମନଟା ଏଣୁତେଣୁ ଗୁଡ଼ାଏ ଚିନ୍ତାକରି ଭଲ ରହି ନ ପାରେ। ବାଣିଜ୍ୟ, ଶିଳ୍ପ, ବ୍ୟବସାୟ, ପରିବହନ, ପ୍ରଶାସନ, ସଭାସମିତି, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାଜନକ ଫଳ ଲାଭକରିବେ । ବୃଷ: ଆନୁଷଙ୍ଗିକ ସୁବିଧା ସୁଯୋଗ ଲାଭକରି ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ବନ୍ଧୁସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ଆଲୋଚନା ଅସମାପ୍ତ ରହିପାରେ। […]

ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅଚଳାବସ୍ଥାର ଅବସାନ ହେବାର ଆଶା ଦେଖାଦେଇଛି । ସରକାର ଗଢିବାକୁ ବିଜେପିକୁ ନିମନ୍ତ୍ରଣ କଲେ ରାଜ୍ୟପାଳ । ରାଜ୍ୟପାଳ  ଭଗତ ସିଂ କୋସ୍ୟାରୀ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ଦଳ ବିଜେପିକୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି ।  ବିଜେପି ବିଧାୟକ ଦଳର ନେତା ଦେବେନ୍ଦ୍ର ଫଡନବୀସଙ୍କୁ ଏଥିପାଇଁ ଆମନ୍ତ୍ରଣ କରାଯାଇଛି ଓ ଆସନ୍ତା ୧୧ ତାରିଖ ସୁଦ୍ଧା ସଂଖ୍ୟା […]

ବାସ୍ତବ ବ୍ୟୁରୋ: ଅଯୋଧ୍ୟା ମାମଲା ରେ ସୁପ୍ରିମ୍‌ କୋର୍ଟ ର ଐତିହାସିକ ରାୟ ପ୍ରକାଶ ପାଇଛି । ବିବାଦୀୟ ଜାଗା ଉପରେ ମନ୍ଦିର ନିର୍ମାଣ ହେବ ଏବଂ ମସ୍‌ଜିଦ୍‌ ନିର୍ମାଣ ପାଇଁ ମୁସଲମାନମାନଙ୍କୁ ବିକଳ୍ପ ଜମି ଯୋଗାଇ ଦିଆଯାଉ ବୋଲି ଶନିବାର ଦିନ ସୁପ୍ରିମ୍‌ କୋର୍ଟ କହିଛନ୍ତି କହିଛନ୍ତି। ବିବାଦୀୟ ଜାଗା ଉପରେ ମନ୍ଦିର ନିର୍ମାଣ ଲାଗି ତିନି ମାସ ମଧ୍ୟରେ ଏକ ଯୋଜନା କରି କେନ୍ଦ୍ର ସରକାର ବୋର୍ଡ […]

ମେଷ: କାର୍ଯ୍ୟ କ୍ଷେତ୍ରରେ କୌଣସି ପରିବର୍ତ୍ତନ ଆଣିପାରନ୍ତି। ପରିବାରର ବୟୋଜ୍ୟେଷ୍ଠଙ୍କ ପରାମର୍ଶରେ ବଡ଼ ପଦକ୍ଷେପ ନେବେ। ଦୂର ସ୍ଥାନକୁ ଭ୍ରମଣ ଯୋଗ ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସନୀୟ କାମ କରି ବୁଦ୍ଧିଜୀବୀମାନଙ୍କ ଦୃଷ୍ଟି ଆକର୍ଷଣ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ସଫଳତା ମିଳିବ। ଶୁଭରଙ୍ଗ: କ୍ରୀମ୍‌। ଶୁଭସ˚ଖ୍ୟା: ୮। ବୃଷ: ନିଜ କାର୍ଯ୍ୟରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଆର୍ଥିକ ମାମଲାରେ ହଇରାଣ ହୋଇପାରନ୍ତି। ଗପ-କବିତା ଆଦି […]

ଆଜି ପୂର୍ବତଟ ରେଳପଥ କେନ୍ଦ୍ରୀୟ ଚିକିତ୍ସାଳୟ ଠାରେ ରେଳପଥର ଅଧିକାରୀ ସଙ୍ଘ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଅଛି I ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ ଏହି ରକ୍ତଦାନ ଶିବିରକୁ ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର ଓ ଅନ୍ୟ ବିଭାଗୀୟ ପ୍ରମୁଖ ଅଧିକାରୀ ମାନଙ୍କ ଉପସ୍ଥିତିରେ ଉଦ୍ଘାଟନ କରିଥିଲେ I ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ଚିକିତ୍ସାଳୟର ମେଡିକାଲ ଡ଼ାଇରେକ୍ଟର ଡ଼. (ଶ୍ରୀମତୀ) ଅରୁନ୍ଧତୀ ସେନାପତି ଏହି […]

ବାସ୍ତବ ବ୍ୟୁରୋ : ଓଡ଼ିଶାରେ ବାତ୍ୟା ବିପଦ ଟଳିଥିଲେ ବି ଏହାର ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଆଜିିଠାରୁ ତିନି ଦିନ ଯାଏ ଉପକୂଳ ଓ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା ଆଦି ଜିଲ୍ଲାକୁ ସତର୍କତା ଅବଲମ୍ବନ କରିବାକୁ କହିଛନ୍ତି |ଏହି ୪ଟି ଜିଲ୍ଲାରେ ପବନର ବେଗ ଅଧିକ ରହିବା ସହ ପ୍ରବଳ ବର୍ଷା ହେବ | ଭଦ୍ରକରେ ଦିନ […]

ବାସ୍ତବ ବ୍ୟୁରୋ – ଆରମ୍ଭ ହୋଇଛି ‘ବୁଲବୁଲ’ ପ୍ରଭାବ ରେ ବର୍ଷା | ବାଲେଶ୍ୱରରେ ଏବେ ବର୍ଷାର ପରିମାଣ କମ ଥିଲେ ବି ଧୀରେ ଧୀରେ ବର୍ଷା ପରିମାଣ ବଢିବ ବୋଲି ଜଣାପଡିଛି | ଆଜିଠୁ ୯ ତାରିଖ ଯାଏ ୯ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି | ଆଜି ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ ଜଗତସିଂହପୁରରେ ବର୍ଷା ଆଶଙ୍କା ଥିବାବେଳେ କାଲି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, […]

Breaking News

Pin It on Pinterest