ବାସ୍ତବ ବ୍ୟୁରୋ: ମେଷ: ପୂର୍ବରୁ ସ୍ଥିରୀକୃତ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବାକୁ ଚେଷ୍ଟାକରିବେ। ପରିବହନ, ବ୍ୟବସାୟ, ରେଷ୍ଟୁରାଣ୍ଟ କ୍ଷେତ୍ରରେ ବିଶେଷ ସୁଫଳ ପ୍ରାପ୍ତି ହୋଇପାରେ। ବୃଷ: ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ ପ୍ରଭୃତି କ୍ଷେତ୍ରରେ ଗ୍ରହସ୍ଥିତି ବାଧକ […]

ବାସ୍ତବ ବ୍ୟୁରୋ (ଭୁବନେଶ୍ୱର): ଭାରତୀୟ ମହିଳା ହକି ଟିମ୍‌ ଟୋକିଓ ଅଲିମ୍ପିକ-୨୦୨୦ ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛି। ଶନିବାର ମ୍ୟାଚ୍‌ରେ ଆମେରିକା ଠାରୁ ପରାସ୍ତ ହୋଇଥିଲେ ମଧ୍ୟ ୨ ଦିନର ଖେଳ ପ୍ରଦର୍ଶନ ଆଧାରରେ ଭାରତୀୟ ଟିମ୍‌ ଟୋକିଓ ପାଇଁ ଟିକେଟ ହାସଲ କରିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଉଭୟ ଭାରତ ଓ ଆମେରିକା ମଧ୍ୟରେ ୨ଟି ମ୍ୟାଚ ଖେଳାଯାଇଛି। ଭାରତୀୟ ମହିଳା ହକି ଟିମ୍‌ର ସଫଳତାରେ ମୁଖ୍ୟମନ୍ତ୍ରୀ ନବୀନ […]

୧-ସ୍ୱର୍ଗଦ୍ୱାରର ବିକାଶ ପାଇଁ ଖର୍ଚ୍ଚ ହେବ ୫କୋଟି, ହଟିବ ବିଜୁ ବାବୁଙ୍କ ସମାଧି। ୨-ଅଚାନକ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମେଡିକାଲ ସମସ୍ୟା ସମ୍ପର୍କରେ କଲେ ଆଲୋଚନା। ୩-ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ୩ ତାରିଖ ସୁଦ୍ଧା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା। ୪-ଏବେ ସବୁ ଆରଟିଓରୁ ମିଳିବ ଡ୍ରାଇଭିଂ ଲାଇସେନ୍ସ ଓ ରେଜିଷ୍ଟ୍ରେସନ। ୫-ବାଲିଯାତ୍ରାକୁ ମିଳିଲା […]

ବାସ୍ତବ ବ୍ୟୁରୋ : ମେଷ: ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବା ସୂଚନା ରହିଛି । ଛୋଟ ଘଟଣାରେ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ ଏବଂ ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ଭଲ ସମ୍ପର୍କ ନ ଥିବା ହିତଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ । ପ୍ରଶାସନ,ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ, ଗବେଷଣା କ୍ଷେତ୍ରରୁ ଶୁଭଫଳ ମିଳିବ । ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୧। […]

ବାସ୍ତବ ବ୍ୟୁରୋ (ନୂଆଦିଲ୍ଲୀ):  ଝାଡ଼ଖଣ୍ଡ ବିଧାନମଭା ପାଇଁ ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେପରେ ଆଜିଠାରୁ ଝା‌ଡଖଣ୍ଡରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇ ଯାଇଛି । ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭା ପାଇଁ ଆସନ୍ତା ନଭେମ୍ବର ୩୦ ତାରିଖ ଠାରୁ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ନିର୍ବାଚନ କମିଶନ ଆଜି ଅପରାହ୍ଣରେ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି। ପ୍ରଥମ […]

ବାସ୍ତବ ବ୍ୟୁରୋ(ଭୁବନେଶ୍ୱର): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସଂଗଠନର ଏହା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ। ତେବେ ଏଥିରେ ଆନ୍ନା ଯୋଗଦେବେ ବୋଲି ଶୁକ୍ରବାର ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାରଙ୍କ ସୂଚନା ଦେଇଛନ୍ତି।

ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବେ ବିଜେପିର ନବ ନିର୍ବାଚିତ ବିଧାୟକ ଦଳ ନେତା ଦେବେନ୍ଦ୍ର ଫଡନାବୀସ୍‌ ଆସନ୍ତା ୫ କିମ୍ବା ୬ ତାରିଖ ଦିନ ଶପଥ ଗ୍ରହଣ କରିବେ। ଏକ ବିରାଟ ଆକାରରେ ଆୟୋଜିତ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବ ମୁମ୍ବାଇର ୱା‌େଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଶପଥ ଗ୍ରହଣ ପାଇଁ ଆୟୋଜିତ ହେବାକୁ ଥିବା ଉତ୍ସବକୁ ଭବ୍ୟ ଆକାରରେ ଆୟୋଜନ କରିବା ପାଇଁ […]

୧-ଭୁବନେଶ୍ୱର ଚନ୍ଦକା ସ୍ଥିତ ଶ୍ୟାମସୁନ୍ଦରପୁରରେ ହେବ ଷ୍ଟେଟ ଫରେଷ୍ଟ ଏକାଡେମୀ, ୪୦ କୋଟି ଟଙ୍କା ମଞ୍ଜୁର କଲା ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ। ୨-ଓଡ଼ିଶା ସରକାରୀ ସେବାର କଣ୍ଡକ୍ଟ ରୁଲର ଧାରା ୭ କୁ ସରକାର କଲେ କଡା କଡି, ଏଣିକି ଗଣ ମାଧ୍ୟମରେ ଆଉ ମୁହଁ ଖୋଲିବେନି ସରକାରୀ ବାବୁ , ବିଭିନ୍ନ ସ୍ତରରେ ଅସନ୍ତୋଷ ଜାରି। ୩-କିଟ୍ ଓ କିସ୍ ପ୍ରତିଷ୍ଠାତା ତଥା ସାଂସଦ ଡ. ଅଚ୍ୟୁତ […]

ବେକରେ ଯନ୍ତ୍ରଣା ପାଇଁ କଷ୍ଟ ଅନୁଭବ କରୁଛନ୍ତି କି ?ଚଟାଣ କିମ୍ବା ଚୌକିରେ ତ୍ରୁଟିପୂର୍ଣ୍ଣ ବସିବା ଭଙ୍ଗୀ, ଦୀର୍ଘସମୟ ଧରି ମୋଟର‌୍‌ସାଇକେଲ ଚାଳନା, କ˚ପ୍ୟୁଟର‌୍‌ ଚାଳନା ବେକ ଯନ୍ତ୍ରଣାର କାରଣ ହୋଇପାରେ। ବେଳେବେଳେ ବେକ ଯନ୍ତ୍ରଣା ହୃଦ୍‌ଘାତର ପ୍ରାରମ୍ଭିକ ଲକ୍ଷଣ ହୋଇଥାଏ। ଗଣ୍ଠି ସମସ୍ୟା ଥିଲେ ବେକ ଫୁଲିବା, ଯନ୍ତ୍ରଣା ଭଳି ସମସ୍ୟା ଦେଖାଯାଏ। ମୁଣ୍ତ, କାନ୍ଧ, ବାହୁରେ ଯନ୍ତ୍ରଣା ଅନୁଭୂତ ହୁଏ। ଉପଶମ ପାଇଁ ଘରୋଇ ଚିକିତ୍ସା କରିପାରିବେ। […]

ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ରେଳସଦନ ଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଅଛି I ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟାଭୂଷଣ ଏହି ଅବସରରେ ରେଳପଥର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ଶପଥପାଠ କରାଇ ସର୍ଦାର ବଲ୍ଲଭ ଭାଇ ପଟେଲଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶର ଅଖଣ୍ଡତାକୁ ସୁରକ୍ଷା ଦେବାକୁ କହିଥିଲେ I ରେଳପଥର ପ୍ରମୁଖ କାର୍ମୀକ ଅଧିକାରୀ ଶ୍ରୀ ପ୍ରକାଶ ଚନ୍ଦ୍ର ନାୟକ ଆୟୋଜିତ କାର୍ଯ୍ୟକ୍ରମକୁ ପରିଚାଳନା […]

Breaking News

Pin It on Pinterest