ବାସ୍ତବବ୍ୟୁରୋ: ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା। ଏ ନେଇ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିି ହେବ। ୨୨ ତାରିଖରେ ଏହା ଘନୀଭୂତ ହୋଇ ଡିପ୍ରେସନ୍ ରେ ପରିଣତ ହେବ। ୨୩ ତାରିଖ ସକାଳେ ଅବପାତ ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ […]
ବାସ୍ତବ ବ୍ୟୁରୋ: ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସମ୍ଭାବ୍ୟ ବାତ୍ୟା । ଏନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ଏହା ବଡ଼ ଧରଣର ହେବ କି ନା ସେନେଇ କୌଣସି ସୂଚନା ଦିଆଯାଇନାହିଁ। ଆଗାମୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଅଧିକ ଘନୀଭୂତ ହୋଇ ଅବପାତ ହେବ।ଏଣେ ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ […]
ବରଗଡ଼(ନବୀନ ଦାଶ)୧୯.୧୦:- ବରଗଡ଼ ସୋହେଲା ଜାତୀୟ ରାଜପଥ ବିଶିପାଲି ପେଟ୍ରୋଲପମ୍ପ ନିକଟରେ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ସ୍ୱାମୀ ଗୁରୁତର ସ୍ତ୍ରୀ ମୃତ।ସୂଚନା ଅନୁସା ରେ ଆଜି ଶନିବାର ସକାଳ ପ୍ରାୟ ୧୦ଘଣ୍ଟା ସମୟରେ ବରଗଡ଼ ପଟୁ ସୋହେଲା ଯାଉଥିବା OD17M 1551 ନମ୍ବର ବିସିଷ୍ଟ ଏକ ନୀଳ ରଙ୍ଗର କାର OD17M7202 ନମ୍ବର ଥିବା ବାଇକ କୁ ଧକ୍କା ଦେଇ ଥିଲା।ଫଳରେ ଘଟଣା ସ୍ଥଳ ରେ ପଡିରହିଥିବା ଗୁରୁତର ବାଇକ […]
ବାସ୍ତବ ବ୍ୟୁରୋ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା […]
ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଆଜି ସକାଳ ସାଢେ ୯ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାଯାଇଛି। ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ […]
ସଂଜୟ ଶତପଥୀ(କଟକ): ଆଗାମୀ ମାସର ୧୫ ତାରିଖ ରୁ ଆରମ୍ଭ ହେବାକୁ ଯାଉଥିବା କଟକର ଐତିହାସିକ ବାଲିଯାତ୍ରା ମହୋତ୍ସବ ବିଗତ ବର୍ଷଠାରୁ ଅଧୂକ ଆକର୍ଷଣୀୟ ହେବ ବୋଲି କହିଛନ୍ତି କଟକର ମାନନୀୟ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ। କଟକର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଥିବା ସଭାଗୃହ ରେ ଏକ ସାମ୍ବାଦିକ ସମ୍ମିଳନୀରେ କଟକର ମାନନୀୟ ଜିଲ୍ଲାପାଳ ସାମ୍ବାଦିକଙ୍କୁ ଆଗାମୀ ବାଲିଯାତ୍ରା ମହୋତ୍ସବ ବିଷୟରେ ଅବଗତ କରିବା ସହ […]
ବାସ୍ତବ ବ୍ୟୁରୋ: ଆରମ୍ଭ ହୋଇଛି କାର୍ତ୍ତିକ ମାସ । ପ୍ରାୟତଃ ସବୁ ଓଡ଼ିଆଙ୍କ ଘରେ ଆମିଷ ବାରଣ । ମାତ୍ର ଏତିକିବେଳେ ପରିବା ବଜାରର ତାତି କାର୍ତ୍ତିକ ମାସ ପାଳନକୁ ଅଧିକ କଷ୍ଟଦାୟକ କରିଛି। ବଜାରରେ କୌଣସି ସବୁଜ ପରିବା ଦର ୫୦ ଟଙ୍କା ତଳକୁ ନାହିଁ। କେବଳ ଆଳୁ, ସାରୁ ଓ କଖାରୁକୁ ବାଦ୍ ଦେଲେ ଅନ୍ୟ ସବୁ ପରିବା ୧୦୦ ଟଙ୍କା ପାର୍ କରିଯାଇଛି। ଏହି ଦରବୃଦ୍ଧି କାରଣରୁ […]
ବାସ୍ତବ ବ୍ୟୁରୋ: ଭୁବନେଶ୍ୱରର ଅଧିକାଂଶ ଅଞ୍ଚଳରେ ୨୪ ଘଣ୍ଟା ଧରି ବନ୍ଦ ରହିବ ପାନୀୟ ଜଳ ଯୋଗାଣ। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ। ମୁଖ୍ୟ ଜଳ ଯୋଗାଣ ପାଇପ୍ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରହିବ। ତେଣୁ ଜଳ ସଞ୍ଚୟ କରି ରଖିବା ପାଇଁ ୱାଟ୍କୋ-୧ ମହାପ୍ରବନ୍ଧକ ରାଜଧାନୀବାସୀଙ୍କୁ ଅନୁରୋଧ କରିଛନ୍ତି। ଜଳ ଯୋଗାଣ ବନ୍ଦ […]
ବାସ୍ତବ ବ୍ୟୁରୋ: ଆଜି ସ୍ୱିଡେନର ନୋବେଲ ଆସେମ୍ବଲି ୨୦୨୪ ବର୍ଷ ପାଇଁ ଅର୍ଥନୀତିରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ତିନି ଜଣ ଅର୍ଥଶାସ୍ତ୍ରୀଙ୍କୁ ଦିଆଯିବ ଚଳିତ ବର୍ଷର ନୋବେଲ ଅର୍ଥନୀତି ପୁରସ୍କାର। ଅନୁଷ୍ଠାନ ଗୁଡ଼ିକ କିପରି ଗଠନ ହୁଏ ଏବଂ ସମୃଦ୍ଧିକୁ କିପରି ପ୍ରଭାବିତ କରେ ସେ ବିଷୟରେ ଅଧ୍ୟୟନ ପାଇଁ ଅର୍ଥନୀତିରେ ୨୦୨୪ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି । ଆମେରିକାର ଡେରନ୍ ଆସେମୋଗ୍ଲୁ, ସାଇମନ ଜନସନ ଓ ଜେମ୍ସ […]
ସଂଜୟ ଶତପଥୀ(କଟକ): ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି କଟକ ସହରର ୪୦ଟି ପୂଜା ମଣ୍ଡପ ଦର୍ଶନ କରିଥିଲେ। ପ୍ରଥମେ ପ୍ରତାପ ନଗରୀ ପୂଜା ମଣ୍ଡପରେ ମୁଖ୍ୟମନ୍ତ୍ରୀ ପହଂଚିଥିଲେ। ସେଠାରେ କଟକ ନଗର ବିଜେପି ନେତୃବୃନ୍ଦ ତଥା ପୂଜା କମିଟି କାର୍ଯ୍ୟକର୍ତ୍ତା ମାନେ ପାଛୋଟି ନେଇଥିଲେ।ପରେ ପରେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ବିଭିନ୍ନ ମଣ୍ଡପ ବୁଲି ମା ଙ୍କୁ ପୂଜା ଆରାଧନା, ଆଳତି ଆଦି […]


