ସଂଜୟ ଶତପଥୀ(କଟକ): ଓଡ଼ିଶା ପୋଲିସର ମୂଳ ମନ୍ତ୍ର ହେଉଛି “ସେବା ଓ ସୁରକ୍ଷା”।ସମାଜର ଦୁର୍ବଳ ଶ୍ରେଣୀ, ଅବହେଳିତ, ନିଷ୍ପେସିତ, ମହିଳା ଓ ଶିଶୁଙ୍କୁ ଉପଯୁକ୍ତ ପୋଲିସ ସେବା ଯୋଗାଇ ଦେବା ଆମ ସମସ୍ତଙ୍କ ପ୍ରାଥମିକ କର୍ତ୍ତବ୍ୟ । ସେମାନଙ୍କୁ ଉପଯୁକ୍ତ ସୁରକ୍ଷା ଏବଂ ନ୍ୟାୟ ପ୍ରଦାନ କରିବାରେ ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ମୁଖ୍ୟ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର […]
ବାସ୍ତବ ବ୍ୟୁରୋ: ଟ୍ରପ୍ ଲାଇନ ପ୍ରଭାବରେ ଖରା ପରେ ବର୍ଷା ହେବାକୁ ଥିବା ବେଳେ ୨ରୁ ୫ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ୨ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ, ଝାରସୁଗୁଡ଼ା, ଦେଓଗଡ଼ ,ବରଗଡ଼ ସମ୍ବଲପୁର, ସୋନପୁର, ବଲାଙ୍ଗୀର, ଅନୁଗୁଳ ସୁବର୍ଣ୍ଣପୁର, ନବରଙ୍ଗପୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି ଓ କୋରାପୁଟ ରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ତା […]
ସଂଜୟ ଶତପଥୀ(କଟକ): ରାଜ୍ୟ ସ୍ତରୀୟ ଓଡ଼ିଶା ଦିବସ କଟକ ଜିଲ୍ଲା ସାଲେପୁର ମଣ୍ଡଳ ଅନ୍ତର୍ଗତ ସତ୍ୟଭାମା ପୁର ସ୍ଥିତ ମଧୁବାବୁଙ୍କ ଜନ୍ମ ପୀଠରେ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଧୁବାବୁଙ୍କ ଜନ୍ମପୀଠସ୍ଥିତ ଉତ୍କଳ ଗୌରବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହା ପରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଏନ୍ତୁଡ଼ିଶାଳ ପରିଦର୍ଶନ ସହିତ ମଧୁବାବୁଙ୍କ ଜନ୍ମପୀଠ ସମନ୍ବିତ ବିକାଶ […]
ବାସ୍ତବ ବ୍ୟୁରୋ : ବୁଧବାର ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସାଧାରଣତଃ ଅପରାହ୍ଣରୁ ସନ୍ଧ୍ୟା ସମୟରେ ଏହି ନୀତି ହୋଇଥାଏ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି ସେବା କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି […]
ପୋଲିସ୍ ବିଜେପି ନେତାଙ୍କ ହାତରେ ସଖୀ କଣ୍ଢେଇ ସାଜିଛି ବାସ୍ତବବ୍ୟରୋ(ଭୁବନେଶ୍ୱର) ୩୧/୦୩/୨୦୨୫: ବର୍ତ୍ତମାନ ରାଜ୍ୟରେ ଏମିତି ଏକ ବିଚିତ୍ର ଶାସନ ବ୍ୟବସ୍ଥା ଚାଲିଛି,ଯେଉଁଠାରେ ଅପରାଧୀମାନେ ବିଜେପି ନେତାଙ୍କ ପୃଷ୍ଠପୋଷକତାରେ ରହି ଖୋଲା ଖୋଲି ଭାବେ ଆଇନ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେଉଥିବା ବେଳେ ପୋଲିସ୍ ନିଦାବିଷ୍ଣୁ ସାଜିଛି ବୋଲି ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି […]
ବରଗଡ଼୩୧/୩(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖଇରପାଲି ଠାରେ ବାର୍ଷିକ ଉତ୍ସବ ପାଲନ ଅବସରରେ ସାଧାରଣ ସଭା,ପୁରସ୍କାର ବିତରଣ ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ପ୍ରକାର ସାଂସ୍କୁୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା। ଏହି ଅବସରରେ ବିଶ୍ବ ନାଟ୍ୟ ଦିବସ ପାଲନ ପରିପ୍ରେକ୍ଷୀରେ ଅନୁଷ୍ଠାନ ର କଲାକାର ମାନେ ପ୍ରସ୍ତୁତ କରିଥିଲେ ସମଲପୁରୀ ନାାଟକ “ବଉଁଶବୁଡା”।ମନୋଜ କୁମାର ଭୋଇ […]
ସଂଜୟ ଶତପଥୀ(କଟକ): ଉତ୍କଳ ସିନେ ଚାମ୍ବର ଅଫ୍ କମର୍ସ ପକ୍ଷରୁ ଆଜି ଭୁବନେଶ୍ବର ଠାରେ ପ୍ରେସ ମିଟ୍ ମାଧ୍ୟମରେ କିଛି ବିଦ୍ରୋହୀ ସଦସ୍ୟଙ୍କ ଦ୍ବାରା ସମାନ ନାମରେ ନୂଆ ସଙ୍ଗଠନ ଭୁବନେଶ୍ବରଠାରେ କରି ନିଜକୁ ମୂଳ ସଙ୍ଗଠନ କହୁଥିବା ର ପର୍ଦ୍ଦାଫାଶ ହୋଇଥିବା ଉପରେ ତଥ୍ୟ ଓ ରାୟ ର ନକଲ ସାମ୍ବାଦିକମାନଙ୍କୁ ପ୍ରଦାନ ସହ କଟକ ୟୁସିସିସି ହିଁ ପ୍ରକୃତ ଅନୁଷ୍ଠାନବୋଲି ପ୍ରମାଣ ସାମ୍ବାଦିକମାନଙ୍କୁ ପ୍ରଦାନ କରିଥିଲେ। ଏହି […]
ବରଗଡ଼୩୧/୩(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରା ମୁସଲିମ ସମାଜ ତରଫରୁ ଇଦ୍ ନମାଜ ପାଠ କରି,ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ଉଲ୍ଲାସର ସହିତ “ଇଦ୍-ଓଲ-ଫିତର୍ ପର୍ବ ପାଳିତ ହୋଇଯାଇଛି। “ଇଦ୍-ଓଲ-ଫିତର୍ ପର୍ବ “- ଇସଲାମ ଧର୍ମରେ ବିଶ୍ୱାସ କରୁ ଥିବା ମୁସଲିମ୍ ଧର୍ମାବଲମ୍ବୀଙ୍କର ଏହା ଏକ ପ୍ରମୁଖ ପର୍ବ।ପବିତ୍ର ରମଜାନ ମାସ ରେ,ତିରିଶ ଦିନ ନିର୍ଜଳା ଉପବାସ ରହି, ଶେଷ ଦିନରେ ଏହି ପର୍ବ ପାଳନ କରା ଯାଇଥାଏ।ଇସଲାମର ଧାର୍ମିକ ଗ୍ରନ୍ଥ […]
ବାସ୍ତବ ବ୍ୟୁରୋ : ସମୟ ଦିନ ପ୍ରାୟ ୧୧ଟା ୪୫, ଆଜି (ରବିବାର) ବେଙ୍ଗାଳୁରୁରୁ ଗୁଆହାଟୀ ଯାଉଥିଲା କାମାକ୍ଷା ଏକ୍ସପ୍ରେସ୍ ଟ୍ରେନ୍। ଶନିବାର ସକାଳ ୮ଟା ୫୦ରେ ଏହି ଟ୍ରେନଟି ବେଙ୍ଗଳୁରୁରୁ ଛାଡ଼ିଥିଲା, ଆଉ ସୋମବାର ଦିନ ୧ଟା ୪୫ରେ କାମାକ୍ଷାରେ ପହଞ୍ଚିଥାନ୍ତା । କିନ୍ତୁ କଟକ ମହାନଦୀ ବ୍ରିଜ୍ ଅତିକ୍ରମ କରିବା ପରେ ଥରିବାକୁ ଲାଗିଲା ଟ୍ରେନ। କେହି କିଛି ବୁଝିବା ପୂର୍ବରୁ ଘଟିସାରିଥିଲା ଦୁର୍ଘଟଣା। ଟ୍ରାକ୍ରୁ ଅଲଗା […]
ଆସନ୍ତା ଏପ୍ରିଲ ୧୨ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏହି ଗସ୍ତ ଅବସରରେ ଜେପି ନଡ୍ଡା ବିଜେପିର ବିଭିନ୍ନ ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ କନ୍ଧମାଳ ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ଦେଲେ ସୂଚନା ଦେଇଛନ୍ତି। ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡ଼ିଶା ଗସ୍ତ ପରେ ରାଜ୍ୟ ବିଜେପିର ନୂଆ ମଙ୍ଗୁଆଳଙ୍କ ନାଁ ଘୋଷଣା […]


