ବାସ୍ତବ ବ୍ୟୁରୋ : ମେଷ: ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବା ସୂଚନା ରହିଛି । ଛୋଟ ଘଟଣାରେ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ ଏବଂ ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ଭଲ ସମ୍ପର୍କ ନ ଥିବା ହିତଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ । ପ୍ରଶାସନ,ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ, ଗବେଷଣା କ୍ଷେତ୍ରରୁ ଶୁଭଫଳ ମିଳିବ । ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୧। […]
ବାସ୍ତବ ବ୍ୟୁରୋ (ନୂଆଦିଲ୍ଲୀ): ଝାଡ଼ଖଣ୍ଡ ବିଧାନମଭା ପାଇଁ ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେପରେ ଆଜିଠାରୁ ଝାଡଖଣ୍ଡରେ ଆଦର୍ଶ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇ ଯାଇଛି । ୮୧ ଆସନ ବିଶିଷ୍ଟ ଝାଡ଼ଖଣ୍ଡ ବିଧାନସଭା ପାଇଁ ଆସନ୍ତା ନଭେମ୍ବର ୩୦ ତାରିଖ ଠାରୁ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ନିର୍ବାଚନ କମିଶନ ଆଜି ଅପରାହ୍ଣରେ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି। ପ୍ରଥମ […]
ବାସ୍ତବ ବ୍ୟୁରୋ(ଭୁବନେଶ୍ୱର): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସଂଗଠନର ଏହା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ। ତେବେ ଏଥିରେ ଆନ୍ନା ଯୋଗଦେବେ ବୋଲି ଶୁକ୍ରବାର ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାରଙ୍କ ସୂଚନା ଦେଇଛନ୍ତି।
ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରର ନୂତନ ମୁଖ୍ୟମନ୍ତ୍ରୀ ଭାବେ ବିଜେପିର ନବ ନିର୍ବାଚିତ ବିଧାୟକ ଦଳ ନେତା ଦେବେନ୍ଦ୍ର ଫଡନାବୀସ୍ ଆସନ୍ତା ୫ କିମ୍ବା ୬ ତାରିଖ ଦିନ ଶପଥ ଗ୍ରହଣ କରିବେ। ଏକ ବିରାଟ ଆକାରରେ ଆୟୋଜିତ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବ ମୁମ୍ବାଇର ୱାେଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଶପଥ ଗ୍ରହଣ ପାଇଁ ଆୟୋଜିତ ହେବାକୁ ଥିବା ଉତ୍ସବକୁ ଭବ୍ୟ ଆକାରରେ ଆୟୋଜନ କରିବା ପାଇଁ […]
୧-ଭୁବନେଶ୍ୱର ଚନ୍ଦକା ସ୍ଥିତ ଶ୍ୟାମସୁନ୍ଦରପୁରରେ ହେବ ଷ୍ଟେଟ ଫରେଷ୍ଟ ଏକାଡେମୀ, ୪୦ କୋଟି ଟଙ୍କା ମଞ୍ଜୁର କଲା ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ। ୨-ଓଡ଼ିଶା ସରକାରୀ ସେବାର କଣ୍ଡକ୍ଟ ରୁଲର ଧାରା ୭ କୁ ସରକାର କଲେ କଡା କଡି, ଏଣିକି ଗଣ ମାଧ୍ୟମରେ ଆଉ ମୁହଁ ଖୋଲିବେନି ସରକାରୀ ବାବୁ , ବିଭିନ୍ନ ସ୍ତରରେ ଅସନ୍ତୋଷ ଜାରି। ୩-କିଟ୍ ଓ କିସ୍ ପ୍ରତିଷ୍ଠାତା ତଥା ସାଂସଦ ଡ. ଅଚ୍ୟୁତ […]
ବେକରେ ଯନ୍ତ୍ରଣା ପାଇଁ କଷ୍ଟ ଅନୁଭବ କରୁଛନ୍ତି କି ?ଚଟାଣ କିମ୍ବା ଚୌକିରେ ତ୍ରୁଟିପୂର୍ଣ୍ଣ ବସିବା ଭଙ୍ଗୀ, ଦୀର୍ଘସମୟ ଧରି ମୋଟର୍ସାଇକେଲ ଚାଳନା, କ˚ପ୍ୟୁଟର୍ ଚାଳନା ବେକ ଯନ୍ତ୍ରଣାର କାରଣ ହୋଇପାରେ। ବେଳେବେଳେ ବେକ ଯନ୍ତ୍ରଣା ହୃଦ୍ଘାତର ପ୍ରାରମ୍ଭିକ ଲକ୍ଷଣ ହୋଇଥାଏ। ଗଣ୍ଠି ସମସ୍ୟା ଥିଲେ ବେକ ଫୁଲିବା, ଯନ୍ତ୍ରଣା ଭଳି ସମସ୍ୟା ଦେଖାଯାଏ। ମୁଣ୍ତ, କାନ୍ଧ, ବାହୁରେ ଯନ୍ତ୍ରଣା ଅନୁଭୂତ ହୁଏ। ଉପଶମ ପାଇଁ ଘରୋଇ ଚିକିତ୍ସା କରିପାରିବେ। […]
ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ରେଳସଦନ ଠାରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଅଛି I ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟାଭୂଷଣ ଏହି ଅବସରରେ ରେଳପଥର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ଶପଥପାଠ କରାଇ ସର୍ଦାର ବଲ୍ଲଭ ଭାଇ ପଟେଲଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶର ଅଖଣ୍ଡତାକୁ ସୁରକ୍ଷା ଦେବାକୁ କହିଥିଲେ I ରେଳପଥର ପ୍ରମୁଖ କାର୍ମୀକ ଅଧିକାରୀ ଶ୍ରୀ ପ୍ରକାଶ ଚନ୍ଦ୍ର ନାୟକ ଆୟୋଜିତ କାର୍ଯ୍ୟକ୍ରମକୁ ପରିଚାଳନା […]
୧-ନଭେମ୍ବର ୩୦ରୁ ଡିବିଟି ଜରିଆରେ ହିତାଧିକାରୀଙ୍କ ବ୍ୟାଙ୍କଖାତାକୁ ଆସିବ ପେନ୍ସନ ରାଶି। ୨-ଶିଶୁ କଲ୍ୟାଣ ଅନୁଷ୍ଠାନକୁ ୧୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ୩-୧୩ଟି ମେଡିକାଲ ପାଇଁ ନିଯୁକ୍ତ ହେବେ ବରିଷ୍ଠ ଆଇଏଏସ୍ ଅଫିସର ପରଖିବେ କାର୍ଯ୍ୟଶୈଳୀ ଓ ଭିତ୍ତିଭୂମି । ୪-ଆଉ ରାସ୍ତାରେ ଗଡ଼ିନପାରେ ୧୫ବର୍ଷରୁ ଅଧିକ ପୁରୁଣା ଗାଡ଼ି। ଦେଶରେ ବଢ଼ି ଚାଲିଥିବା ପ୍ରଦୂଷଣକୁ ରୋକିବା ପାଇଁ ସ୍କ୍ରାପ୍ ପଲିସି ଆଣୁଛନ୍ତି କେନ୍ଦ୍ର ସରକାର। ୫-ରବି […]
■ ନଭେମ୍ବରରୁ ବୁଲା ବିକାଳିଙ୍କ ବିରୁଦ୍ଧରେ ତୃତୀୟ ପର୍ଯ୍ୟାୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ I ■ ଅଗଷ୍ଟରେ ପ୍ରଥମ ପର୍ଯ୍ୟାୟ ଓ ପୂଜା ପୂର୍ବରୁ ଦ୍ଵିତୀୟ ପର୍ଯ୍ୟାୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା I ■ ବୁଲା ବିକାଳିଙ୍କ ପ୍ରାଦୁର୍ଭାବକୁ ଦମନ ପାଇଁ ପୂର୍ବତଟ ରେଳପଥ ଯାତ୍ରୀ ଓ ଜନତାଙ୍କ ସହଯୋଗ କାମନା କରିଛି I ■ ଅଣ ସ୍ୱୀକୃତିପ୍ରାପ୍ତ ଫେରୀଵାଲାଙ୍କ ଦ୍ୱାରା ବିକ୍ରୟ କରାଯାଉଥିବା ଖାଦ୍ୟ ସାମଗ୍ରୀ ଉଭୟ ଟ୍ରେନ ଓ […]
ମେଷ: ମନ ଟିକେ ଅସ୍ଥିର ରହିବା ହେତୁ ବିଶୃଙ୍ଖଳ ହୋଇପାରନ୍ତି। ବନ୍ଧୁଙ୍କ ସହିତ ମତଭେଦ ହେବାର ସମ୍ଭାବନା। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: କଫି ରଙ୍ଗ। ଶୁଭସ˚ଖ୍ୟା: ୩। ବୃଷ: ସକାଳୁ ସକାଳୁ ଘରେ ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ […]


