ଭୁବନେଶ୍ୱର: ଆସନ୍ତାକାଲିଠୁ ଆରମ୍ଭ ହେବ +୨ ପରୀକ୍ଷା । ଚଳିତ ବର୍ଷ ମେଟ୍ରିକ୍ ପରୀକ୍ଷାରେ ବିଭ୍ରାଟ ଦେଖା ଦେଇଥିବାରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଇଛି । ସେଣ୍ଟ୍ରାଲ ଜୋନ ସହ ବ୍ରହ୍ମପୁର, ସମ୍ବଲପୁର ଓ ବାରିପଦା ଭଳି ୪ ଟି କେନ୍ଦ୍ରରେ ସ୍ବାର୍ଡ ବ୍ୟବସ୍ଥା କରାଯାଇଛି । ପରୀକ୍ଷା ପାଇଁ ୨୦୨ଟି ହବ କରାଯାଇଛି । ପ୍ରତିଦିନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନ ପଠାଯିବ । […]
ଭଦ୍ରକ(ବାସ୍ତବ ଟିଭି): ଗତକାଲି ମହାଶିବରାତ୍ରୀ ଜାଗର ଅବସରରେ ଆରଡ଼ିରେ ଲାଗିଥିଲା ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାଦେବଙ୍କ ଦର୍ଶନ କାରିବା ନିମନ୍ତେ ଦୁରଦୁରାନ୍ତରୁ ଛୁଟିଆସିଥିଲେ ଲକ୍ଷାଧିକ ଶ୍ରଦ୍ଧାଳୁ । ଗତ କାଲି ସକାଳୁ ସକାଳୁ ପହଡ଼ ଖୋଲାଯିବା ପରେ ମଙ୍ଗଳ ଆରିୀ ହୋଇଥିଲା ଓ ପରେ ପରେ କନିକା ରାଜାଙ୍କ ତରଫରୁ ପହିଲି ଘର୍ଷଣ ଭୋଗ ଲାକୁ କରାଯାଇଥିଲା । ଏବଂ ପ୍ରଭୁ ମହାଦେବଙ୍କ ସମସ୍ତ କର୍ମ ସରିବା ପରେ […]
ରାଜ୍ୟରେ ଲାଗିରହିଛି କୋହଲା ପାଗ ସାଙ୍ଗକୁ କାଳବୈଶାଖୀର ତାଣ୍ଡବ । ଆସାମ-ଛତିସଗଡ ମଧ୍ୟରେ ରହିଥିବା ଟ୍ରାପ୍ଲାଇନ୍ ଼ ଫଳରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ କାଳବୈଶାଖିର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଉଛି । ତେବେ ଆସନ୍ତାକାଲି ଅର୍ଥାତ୍୬ ତାରିଖରୁ ଉତ୍ତର ଓଡ଼ିଶାରେ ବର୍ଷା ଜାରି ରହିବବୋଲି କହିଛି ପାଣିପାଗ ବିଭାଗ । ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦଗଡ଼,ସମ୍ବଲପୁର, ବରଗଡ଼, ବଲାଙ୍ଗୀର କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ […]
ଭୁବନେଶ୍ୱର(ବାସ୍ତବ ଟିଭି): “ଘରେ ଘରେ ଶଙ୍ଖ” ବିଜେଡ଼ି ପାଇଁ ରାଜନୀତିର ଆଉ ଏକ ନୂଆ ଟ୍ରିକ୍ । ଆଜି ବିଜୁ ପଟ୍ଟନାୟକଙ୍କ ୧୦୩ ଜୟନ୍ତି ଅବସରରେ ବିଜେଡ଼ି କରିଛି ଏକ ନୂଆ ନିର୍ବାଚନୀ ପ୍ରସ୍ତୁତି । ଆଜିଠୁ ଆରମ୍ଭ ହୋଇଛି ବିଜେଡ଼ିର “ଘରେ ଘରେ ଶଙ୍ଖ” କାର୍ଯ୍ୟକ୍ରମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଟଣୀ ବ୍ଲକ ପ୍ରଧାନ ସାହି ପଞ୍ଚାୟତରୁ ‘ଘରେଘରେ ଶଙ୍ଖ’ କାର୍ୟ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି […]
ଭୁବନେଶ୍ୱର(ବାସ୍ତବ ଟିଭି): ଢେଙ୍କାନାଳ ସାଂସଦ ତଥାଗତ ସତପଥୀ ଲଢ଼ିବେନି ନିର୍ବାଚନ । ଏ ନେଇ ଆଜି ଖୁଲମଖୁଲା ପ୍ରକାଶ କରିଛନ୍ତି, ଏବଂ ସେ କହିଛନ୍ତିକି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥରାହୋଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ତଥାଗତ । ସବୁଠୁ ବଡ଼ କଥା ହେଉଛି ତଥାଗତ ଆହୁରି ମଧ୍ୟ କହିଛନ୍ତିକି ସେ ରାଜନୀତିରୁ ଓହରିବା ପରେ ସେ ସାମ୍ବାଦିକରେ ଫୋକସ୍ କରିବେ ବୋଲି କହିଛନ୍ତି । ଏବ […]
କେନ୍ଦ୍ରାପଡ଼ା(ବାସ୍ତବ ଟିଭି): କଡ଼ ଲେଉଟାଇବ ‘ରାଜନଗର ରାଜନୀତି’ । ବହୁ ଦିନର ପ୍ରତିକ୍ଷାର ଅନ୍ତ ଘଟିବାର ସମ୍ଭାବନାରେ କେନ୍ଦ୍ରାପଡ଼ାର ‘ରାଜନଗର ରାଜନୀତି’ । ଦୀର୍ଘ ୩୫ବର୍ଷରୁ ଉଦ୍ଧ୍ୱର୍ ଜନତା ଦଳ ହେଇ କି କଂଗ୍ରେସରେ ରାଜୁତି କରିଆସୁଥିବା ସ୍ୱର୍ଗତଃ ନଳିନୀ ମହାନ୍ତିଙ୍କ ଗଡକୁ଼ ୨୦୦୯ରେ ଅକ୍ତିଆର କରିଥିଲେ ଅଲେଖ କୁମାର । ଯାହାକୁ ନେଇ ରାଜନଗର ରାଜନୀତିରେ ଆରମ୍ଭ ହୋଇଥିଲା ଏକ ନୂଆ ରାଜନୀତି ସମୀକରଣ । ହେଲେ ୨୦୧୪ […]
ଜାମ୍ମୁକାଶ୍ମୀର ହନ୍ଦୱାଡ଼ାରେ ଲଗାତର ତୃତୀୟ ଦିନରେ ଜାରି ରହିଛି ଏନକାଉଣ୍ଟର । ଜମ୍ମୁ କଶ୍ମୀର ହନ୍ଦଓ୍ବାଡାରେ ୩ ଦିନ ହେଲା ଲଗାତାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ଏବଂ ଏନକାଉଣ୍ଟରରେ ୨ଜଣ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ୫ଜଣ ସୁରକ୍ଷାକର୍ମୀ ସହିଦ ହୋଇଛନ୍ତି । ଆଜି ଏନ୍କାଉଣ୍ଟର ବେଳେ ଆତଙ୍କୀ ଗୁଳିରେ ଜଣେ ସିଆରପିଏଫ୍ ଯବାନ ସହିଦ ହୋଇଛନ୍ତି । ଘଟଣାସ୍ଥଳରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ […]
ପୁଣି ମୋଦିଙ୍କୁ ରାହୁଲଙ୍କ ବାଣ । ରାଜନୀତିରେ ପୁଣି ଜୋର ଧରିଲା ରାଫେଲ ପ୍ରସଙ୍ଗ । ଝାଡଖଣ୍ଡର ରାଜଧାନୀ ରାଞ୍ଚି ଠାରେ ଏକ ବିଶାଳ ରାଲିରେ ରାହୁଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି । ଏବଂ ରାହୁଲ ରାଫେଲ୍ ପ୍ରସଙ୍ଗ ଉଠାଇବା ସହ ଜନତାଙ୍କ ମୁହଁରୁ ‘ଚୌକିଦାର ଚୋର ହେ’ ର ନାରା ଲଗାଇଥିଲେ । ତାହା ସହ ରାହୁଲ ଖୁଲମ୍ ଖୁଲା କହିଛନ୍ତିକି ତାଙ୍କୁ ମୋଦିଙ୍କୁ ଏପରି […]
ଆସୁଛି ଶିବ ରାତ୍ରୀ , ଯେଉଁ ରାତ୍ରୀକୁ ଚାତକ ପରି ଚାହିଁ ରହିଥାନ୍ତି ସମସ୍ତ ଶୈବ ଭକ୍ତ । ମହାଶିବରାତ୍ରୀରେ ଭଗବାନ ଶିବଙ୍କୁ ପ୍ରସନ୍ନ କରିବା ଓ ନିଜର ମନସ୍କାମନା ପୂରଣ କରିବା ନିମନ୍ତେ ସାରା ଦିନ ଉପବାସ କରି ରାତି ଅନିଦ୍ରା ହୋଇ ଜାଗର ଜାଳିଥାନ୍ତି ଭକ୍ତ ମାନେ । ହେଲେ ସବୁଠୁ ବଡ଼ କଥା ହେଉଛି ଚଳିତ ବର୍ଷ ଜାଗର ସେମବାର ପଡୁଥିବାବେଳେ ବହୁ ଦୁର୍ଲଭ ମହାସଂଯୋଗ […]
ଫିଲ୍ମି ଫ୍ରାଇଡେରେ ପରଦାକୁ ଆସିଛି କାର୍ତ୍ତିକ ଆରୟାନ ଓ କ୍ରିତି ସାନନ୍ ଷ୍ଟାରର ଲୁକା ଛୁପି। ଫିଲ୍ମରେ ରହିଛି ଛୋଟ ସହରର କାହାଣୀ। କାର୍ତ୍ତିକ ଓ କ୍ରିତି ଲିଭ ଇନରେ ରହିବାକୁ ଚାହୁଁଛନ୍ତି। ମାତ୍ର ଛୋଟ ସହରରେ ଅବିବାହିତ ଯୁବକଯୁବତୀଙ୍କୁ ଘର ଭଡା ମିଳିବାରେ ଅସୁବିଧା ହେଉଛି ।ସେଥିଲାଗି ବିବାହ କରିଥିବା ନେଇ ମିଛ କହୁଛନ୍ତି ଉଭୟେ । ଏହାପରେ ସେମାନେ କି କି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତାହା […]


