ବରଗଡ଼୨/୯(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁର ଠାରୁ ଡେଙ୍ଗୁ ସଚେତନତା ରଥ ଗଡିବା ଆରମ୍ଭ ହୋଇଯାଇଛି। ଏପରିପ୍ରେକ୍ଷୀରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ଼ା.ସୁଶାନ୍ତ ମେହେର ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ ଥିବା ୧୪ ଗୋଟି ସବସେଣ୍ଟର ଅଧିନସ୍ଥ ସମୁଦାୟ ୧୧୯ ଖଣ୍ଡ ଗ୍ରାମକୁ ଏହି ଡେଙ୍ଗୁ ସଚେତନତା ରଥ ଯିବା ସାଙ୍ଗକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ […]
ବରଗଡ଼୨/୯(ନବୀନ କୁମାର ଦାଶ):ସୋମବାର ଦିନ ସ୍ଥାନୀୟ ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଆଧ୍ୟାତ୍ମିକ ସଚେତନତା ଉପରେ ଏକ କାର୍ଯ୍ୟ କ୍ରମ ଅଧ୍ୟକ୍ଷ ସରୋଜ ଦେବତା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଅଛି।ଏଥିରେ ଦିଲ୍ଲୀ ଇସ୍କନ ର ପ୍ରଚାରକ ଆଚାର୍ଯ୍ୟ ନିତାଇ ଗୁଣମଣୀ ଦାଶ ଛାତ୍ରଛାତ୍ରୀ ଓ କଲେଜର ଅଧ୍ୟାପକ,ଅଧ୍ୟାପିକା ମାନଙ୍କୁ ବର୍ତ୍ତମାନ ପରିପ୍ରେକ୍ଷୀରେ ଆଧ୍ୟାତ୍ମିକଡା ଅତ୍ୟନ୍ତ ଜରୁରୀ ବୋଲି ନିଜର ଅଭିଭାଷଣ ରେ ପ୍ରକାଶ କରିଥିଲେ। ବର୍ତମାନ ଛାତ୍ର ଜୀବନରେ […]
ବାସ୍ତବ ବ୍ୟୁରୋ: ରାଜ୍ୟରେ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଆରମ୍ଭ ହୋଇଛି। ଅନ୍ଲାଇନ୍ ଆବେଦନ ପାଇଁ ଆଜି ‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ‘ସୁଭଦ୍ରା’ ପୋର୍ଟାଲ ଉନ୍ମୋଚନ ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ‘ସୁଭଦ୍ରା’ ପୋର୍ଟାଲ ଉପଲବ୍ଧ ହେବ ସୁଭଦ୍ରାର ସମସ୍ତ ସୂଚନା। ମହିଳାମାନେ ଯେ କୌଣସି ତଥ୍ୟ ଜାଣିବାକୁ ପୋର୍ଟାଲରୁ ଜାଣିପାରିବେ। କୌଣସି ପ୍ରକାର ଦ୍ଵନ୍ଦ ଥିଲେ, ପୋର୍ଟାଲରୁ ଜାଣିପାରିବେ। ସୁଭଦ୍ରା ପୋର୍ଟାଲ- subhadra.odisha.gov.in ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ୪ […]
ସଂଜୟ ଶତପଥୀ(କଟକ): ପ୍ରତିବର୍ଷ ପରି କଟକ ମହାନଗର ନିଗମ ପକ୍ଷରୁ ସ୍ବଚ୍ଛତା ପକ୍ଷ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନଙ୍କ ପକ୍ଷରୁ ପାଳିତ ହେଉଛି। ଏହି ପରିପ୍ରେକ୍ଷୀରେ କଟକ ଚୈ।ଧୁରୀବଜାର ସ୍ଥିତ ମ୍ଯୂନିସପାଲ୍ ମଡେଲ ହାଇସ୍କୁଲ ରେ ସ୍ବଚ୍ଛତା ପକ୍ଷ ପାଳନ ର ଶୁଭାରମ୍ଭ ବିଦ୍ୟାଳୟ ପରିସର ରେ ହୋଇଯାଇଛି। କଟକ ମହାନଗର ନିଗମ ର ମାନନୀୟ ମେୟର ଶ୍ରୀ ସୁବାସ ସିଂ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ […]
ବାସ୍ତବ ବ୍ୟୁରୋ: ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ହୃଦଘାତରେ ସେ ପ୍ରାଣତ୍ୟାଗ କରିଥିବା ଜଣାପଡିଛି। ଅଶ୍ବିନୀ ଗୁରୁ ୧୯୮୦ରୁ ୧୯୮୫ ଯାଏ ସମ୍ବଲପୁରର ବିଧାୟକ ଥିଲେ। ଏହାଛଡ଼ା ସେ ୨୦୧୮ରୁ ସମ୍ବଲପୁର ଜିଲ୍ଲା କଂଗ୍ରେସ ସଭାପତି ଦାୟିତ୍ବ ତୁଲାଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ତେବେ ଅଶ୍ବିନୀ ଗୁରୁଙ୍କ […]
ସଂଜୟ ଶତପଥୀ(କଟକ): କଟକ ର ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ଓ.ଏମ୍.ପି ବାଟାଲିୟନ ପରିସରରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ବିଶ୍ବସ୍ତ ସୂତ୍ରରୁ ପ୍ରକାଶ ଯେ, କଟକ ର ୬ଷ୍ଠ ଓଡ଼ିଶା ସଶସ୍ତ୍ର ଆରକ୍ଷୀ ବଳ ରେ ନିଯୁକ୍ତି ପାଇଥିବା ହାବିଲଦାର ଶ୍ରୀ ତ୍ରିଲୋଚନ ସେଠୀ ଆଜି ଭୋର ସମୟରେ ବାଟାଲିୟନ ପରିସରରେ ଥିବା ବିଶ୍ରାମ ଗୃହରେ କେହି ନ ଥିବା ସମୟରେ ବେକରେ ରଶି ଲଗାଇ ଆତ୍ମହତ୍ୟା […]
ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପ ସାଗରରେ ଅବପାତ ରୂପ ନେଇଛି କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ଯ ରାତିରେ ଉପକୂଳ ଅତିକ୍ରମ କରିବ । ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ । ବର୍ତ୍ତମାନ କଳିଙ୍ଗପଟ୍ଟନମଠାରୁ ୮୦ କିମି ଓ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ରହିଛି ଅବପାତ […]
ବାସ୍ତବ ବ୍ୟୁରୋ: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍-ଉଷା)ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କୃଷି ଭବନରେ ଶୁଭାରମ୍ଭ ହୋଇଛି ଏହି ଯୋଜନା । ‘ପିଏମ୍-ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ MOU ସ୍ବାକ୍ଷରିତ ହୋଇଛି । ଓଡିଶା ସର ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗର ଅତିରିକ୍ତ ଶାସନ […]
ବାସ୍ତବ ବ୍ୟୁରୋ: ବିଶ୍ୱବିଦ୍ୟାଳୟରେ ଖାଲି ଥିବା ଅଧ୍ୟାପକ ପଦବୀ ନେଇ ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଖୁବଶୀଘ୍ର ବିଶ୍ୱ ବିଦ୍ୟାଳୟରେ ଅଧ୍ୟାପକ ନିଯୁକ୍ତ ହେବେ । ଦ୍ବନ୍ଦ୍ବ ଦୂର କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ବର୍ତ୍ତମାନ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ୧୧୮୭ ଅଧ୍ୟାପକ ପଦବୀ ଖାଲି ପଡିଛି । ଏହାକୁ ପୂରଣ କରିବାକୁ ଗୃହରେ ଦୃଢୋକ୍ତି ପ୍ରକାଶ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ । […]
ବାସ୍ତବ ବ୍ୟୁରୋ: ରାଜ୍ୟ ସରକାର ଆସନ୍ତା ୯ ତାରିଖକୁ ସରକାରୀ ଛୁଟି ଘୋଷଣା କରିଛନ୍ତି । ଏହି ପର୍ବ ପାଇଁ ପଶ୍ଚିମ ଓଡ଼ିଶାରେ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଭାଦ୍ରବ ଶୁକ୍ଲପକ୍ଷ ପଂଚମୀ ତିଥିରେ ଚଳିତ ବର୍ଷ ନୂଆଖାଇ ପର୍ବ ପାଳନ ହେବା ନେଇ ସମ୍ବଲପୁରର ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧିାରିତ ହୋଇଛି। ପଣ୍ଡିତ ମହାସଭାରେ ନିର୍ଦ୍ଧାରିତ ହୋଇଥିବା ଲଗ୍ନ ଅନୁସାରେ ଆସନ୍ତା ସେପ୍ଟେମ୍ବର ମାସ ୮ […]


