ବାସ୍ତବ ବ୍ୟୁରୋ: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କେୱାଇ) ଆସନ୍ତା ମାସ (ସେପ୍ଟେମ୍ବର) ୧୦ ତାରିଖ ଯାଏଁ ଚାଲିବ। ଏହା ପରଠାରୁ ବିଏସ୍କେୱାଇ ବଦଳରେ ଲୋକଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମାଧ୍ୟମରେ ସ୍ବାସ୍ଥ୍ୟ ସୁବିଧା ମିଳିବ। ବିଏସ୍କେୱାଇରେ ଯେତିକି ସୁବିଧା ମିଳୁଛି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସମାନ ପ୍ରକାରର ସୁବିଧା ରହିବ। ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ମହାଲିଙ୍ଗ୍ […]
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଦିନ ନିଟ୍- ୟୁଜି ଉପରେ ସୁପ୍ରିମକୋର୍ଟଙ୍କ ବିସ୍ତୃତ ନିଷ୍ପତ୍ତିରେ ଖୁସି ବ୍ୟକ୍ତ କରିଛନ୍ତି, ଏବଂ ଏହା ସତ୍ୟର ବିଜୟ ବୋଲି କହିଛନ୍ତି।ସେ କହିଛନ୍ତି ଯେ ପରୀକ୍ଷା ତୃଟିମୁକ୍ତ ଏବଂ ସ୍ୱଚ୍ଛ ଭାବରେ କରିବାକୁ ସରକାର ପ୍ରତିବଦ୍ଧ। ଏ ବାବଦରେ କୋର୍ଟ ଯାହା ନିର୍ଦ୍ଦେଶ ଦେଇଛନ୍ତି, ସେ ତାହାକୁ ଅକ୍ଷରେ ଅକ୍ଷରେ ଅନୁସରଣ କରିବେ। ପରୀକ୍ଷାରେ ଅନିୟମିତତାକୁ ରୋକିବା ଏବଂ NTA […]
ଗଜପତି(ନି.ପ୍ର): ସମ୍ପ୍ରତି ଐତିହ୍ୟ ସମ୍ପନ୍ନ ପାରଳା ରାଜପ୍ରାସାଦ,ରକ୍ଷଣାବେକ୍ଷଣ ଅଭାବରୁ ଆଗାମୀ କିଛିବର୍ଷ ମଧ୍ୟରେ ଧ୍ୱସ୍ତ ହେବାକୁ ଯାଉଥିବା ଅନୁମାନ କରାଯାଉଛି । ସମ୍ପ୍ରତି ରାଜନଅରର ଦରବାର ହଲ୍ର ଉପରିଭାଗ ଲଗାଣବର୍ଷା ଫଳରେ ଭୁଷୁଡ଼ି ପଡ଼ିଥିବା ସଂସ୍କୃତିପ୍ରେମୀ ପାରଳା ଓ ଗଜପତି ଜିଲ୍ଳାବାସୀଙ୍କୁ ବ୍ୟଥିତ କରିଛି । ବିଗତ କିଛି ବର୍ଷ ତଳେ ଦରବାର ହଲର ଉପରିଭାଗ ସାମାନ୍ୟ ଭାଙ୍ଗିଥିବା ଜଣାଯାଇଥିଲା ।ଏବଂ ଏହାର ତୁରନ୍ତ ମରାମତି ସକାଶେ ତତ୍କାଳୀନ ମହାରାଜା […]
ବରଗଡ:-୨.୮(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ଅତାବିରାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ”ଆମ ପରିବାର”,ଅତାବିରା ତରଫରୁ ଏଥର ୬ବର୍ଷରେ ଅଗଷ୍ଟ ୧ ତାରିଖ ସମଲପୁରୀ ଦିନ-୨୦୨୪ ଖୁବ୍ ଧୁମଧାମରେ ପାଳିତ ହୋଇ ଯାଇଛି। ସ୍ଥାନୀୟ ଅଗ୍ରସେନ ଭବନ ଠାରେ ଅନୁଷ୍ଠିତ ସମଲପୁରୀ ଉଚ୍ଛବ ସାମାଜିକ ଅନୁଷ୍ଠାନ”ଆମ ପରିବାର”, ଅତାବିରା ର ସଭାପତି ତଥା ମୁଖ୍ୟ ବରିଷ୍ଠ ନିର୍ଭୀକ ସାମ୍ବାଦିକ ନବୀନ କୁମାର ଦାଶ ଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଅତାବିରା ତହସିଲଦାର […]
କଟକ(ସଂଜୟ ଶତପଥୀ): ରାଜ୍ୟର ୩.୫ଲକ୍ଷ ପେନସନର ଓ ପରିବାର ପେନସନର ମାନଙ୍କୁ ପ୍ରତିନିଧିତ୍ୱ କରୁଥିବା ଓଡିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘ ପକ୍ଷରୁ ଅଗଷ୍ଟ ୧ତାରିଖ ଦିନ ୧୨ଟା ସମୟରେ କଟକ ସେଲଟର ଛକସ୍ଥିତ ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋଷ ଙ୍କ କାର୍ଯ୍ୟାଳୟ ରେ ମହାସଂଘର ଅଧ୍ଯକ୍ଷ ପ୍ରତାପ ଚନ୍ଦ୍ର ଦାସ ଓ ଜିଲ୍ଲା ମୁଖ୍ୟ ସଂଯୋଜକ ସୁବୋଧ କୁମାର ରାୟ ସୋଫିଆ ଫିର୍ଦୋଷ ଙ୍କୁ ପୁଷ୍ପଗୁଛ ଓ […]
ସଂଜୟ ଶତପଥୀ(କଟକ): ଆଗାମୀ ୧୫ ଅଗଷ୍ଟ ୨୦୨୪ ରେ ହେବାକୁ ଥିବା ୭୮ ତମ ସ୍ବାଧିନତା ଦିବସ ପାଳନ ଲାଗି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଭାରପ୍ରାପ୍ତ ଜିଲାପାଳ ଶ୍ରୀ ଉମାକାନ୍ତ ରାଜ ଙ୍କ ଅଧ୍ୟକ୍ଷତାରେ ଏକ ବୈଠକ କଟକ ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ପବିତ୍ର ଦିବସ ରେ ପ୍ରଭାତ ଫେରି, ଶ୍ରୀରାମ ଧୂନ୍, ସହରରେ ଆଲୋକ ସଜ୍ଜା, ପ୍ରବନ୍ଧ ପ୍ରତିଯୋଗିତା, ଜାତୀୟ ପତାକା ଉତ୍ତୋଳନ, […]
ବାସ୍ତବ ବ୍ୟୁରୋ: କୁଡୁମୀ ନେତ୍ରୀ ମମତା ମହାନ୍ତ ଗତକାଲି ବିଜେଡି ଓ ରାଜ୍ୟସଭା ସଦସ୍ୟତା ପଦରୁ ଦେଇଥିଲେ ଇସ୍ତଫା ଆଉ ଆଜି ବିଜେପିରେ ଯୋଗଦେଇଛନ୍ତି। ନୂଆଦିଲ୍ଲୀ ସ୍ଥିତି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମଲ୍ ହୋଇଛନ୍ତି। ବିଜେପି ସାଧାରଣ ସଂପାଦକ ଅରୁଣ ସିଂହ ଓ ପ୍ରଭାରୀ ବିଜୟପାଲ୍ ସିଂ ତୋମାର ପୁଷ୍ପଗୁଚ୍ଛ ଦେଇ ଶ୍ରୀମତୀ ମହାନ୍ତଙ୍କୁ ସ୍ୱାଗତ କରିଛନ୍ତି। ବିଜେପିରେ ଯୋଗଦେବା ପରେ ମମତା ମହାନ୍ତ କହିଛନ୍ତି, “ଲୋକମାନେ ମୋର ସଂପତ୍ତି। ଲୋକଙ୍କ ସେବା […]
ସଂଜୟ ଶତପଥୀ(କଟକ): ଓଡ଼ିଶାର କ୍ରୀଡ଼ାପ୍ରେମୀ ମାନଙ୍କୁ ଉତ୍ସାହିତ ଓ ପ୍ରେରଣା ଯୋଗାଇବାର ବାର୍ତ୍ତା ବାଣ୍ଟିବା ଲକ୍ଷ୍ୟ ନେଇ କଟକ ର ମେରିଆ ବଜାର ସ୍ଥିତ ମଙ୍ଗରାଜ କଲୋନୀ ଠାରେ ଏକ ଦିବସୀୟ ଜୁନିୟର ପ୍ରିମିୟର୍ ଲିଗ୍ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କ୍ରୀଡା ପ୍ରତିଯୋଗିତା ରେ କଟକର ତିନୋଟି ଦଳ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗୀତା ରେ ଫାଇନାଲରେ ପହଞ୍ଚିବା ପରେ ଦୁଇ ଦଳ ଡ୍ରାଗନ୍ ସୁପର କିଙ୍ଗ୍ ଓ […]
ବାସ୍ତବ ବ୍ୟୁରୋ: ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା। ମମତା ମହାନ୍ତ ‘X’ ଲେଖିଛନ୍ତି, “ମୁଁ ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି। […]
ନୂଆଦିଲ୍ଲୀ: କେରଳରେ ଭୟଙ୍କର ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତର ନିଖୋଜ।ଏହି ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନରା ଓ ଡାକ୍ତର ସ୍ୱାଧୀନ ପଣ୍ଡା। ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇବା ପରେ ଚିନ୍ତାରେ ପରିବାର। କଟକ ଜିଲ୍ଲା ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ। ତେବେ ବିଳମ୍ବିତ ରାତିରେ […]