ବାସ୍ତବ ବ୍ୟୁରୋ: ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ଏନେଇ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡ଼ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା। ମମତା ମହାନ୍ତ ‘X’ ଲେଖିଛନ୍ତି, “ମୁଁ ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି। […]

ନୂଆଦିଲ୍ଲୀ: କେରଳରେ ଭୟଙ୍କର ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତର ନିଖୋଜ।ଏହି ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନରା ଓ ଡାକ୍ତର ସ୍ୱାଧୀନ ପଣ୍ଡା। ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇବା ପରେ ଚିନ୍ତାରେ ପରିବାର। କଟକ ଜିଲ୍ଲା ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ। ତେବେ ବିଳମ୍ବିତ ରାତିରେ […]

ଭୁବନେଶ୍ବର(ନି.ପ୍ର): ଅଭିଭାବକମାନେ ସାବଧାନ,ନାବାଳକ ପୁଅ ଝିଅଙ୍କୁ ଗାଡି ଦେଉଥିଲେ ମାମଲା ପାଇଁ ପ୍ରସ୍ତୁତ ରୁହନ୍ତୁ । କାରଣ, ରାଜ୍ୟରେ ଆଜିଠୁ ପରିବହନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ୍ । ୧୮ ବର୍ଷରୁ କମ୍ ପିଲା ଗାଡି ଚଳାଉଥିବା ବେଳେ ଧରାପଡିଲେ ସିଜ୍ ହେବ ଗାଡି । ୨୫ ହଜାର ଟଙ୍କାର ଫାଇନ ସହ ଅଭିଭାବକଙ୍କ ନାଁରେ ହେବ ଏଫଆଇଆର । ଦୁଇ ଦିନ ଯାଏଁ ଜାରି ରହିବ […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ଆସନ୍ତା ୩୧ ରୁ ୨ ଯାଏଁ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ମଙ୍ଗଳବାର ଉତ୍ତର ଓଡ଼ିଶାରେ ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ […]

ରାଉରକେଲା(ନି.ପ୍ର): ଓଡ଼ିଶାର ଅଗ୍ରଣୀ ସାହିତ୍ୟ ତଥା ସ୍ବେଚ୍ଛାସେବୀ ଅନୁଷ୍ଠାନ ବୈଶାଖୀ ସାହିତ୍ୟ ସଂସଦ,ଧାମରା ସଂଘ, ରାଉରକେଲା ର ୩୪ ତମ ବାର୍ଷିକ ଉତ୍ସବ ମହାସମାରୋହରେ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିତ୍ୱ ମାନଙ୍କ ଉପସ୍ଥିତିରେ ରାଉରକେଲାର ଛେଣ୍ଡସ୍ଥିତ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ର ସଭାପତି ଶ୍ରୀ ବୁଦ୍ଧେଶ୍ବର ଷଡ଼ଙ୍ଗୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୂଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀ ସାରଦା ପ୍ରସାଦ ନାୟକ ଯୋଗଦେଇ […]

ସଂଜୟ ଶତପଥୀ(କଟକ): ଆଜି ଜୁଲାଇ ୨୮ ପୂର୍ବାହ୍ନ ରେ କଟକ ମହାନଗର ନିଗମର ୫୧ନମ୍ବର ୱାର୍ଡ ର ତିନିଘରିଆ, ପୁଷ୍ପଲତା ଗାର୍ଡେନ ରେ ହୋଇଥିବା ମନ କି ବାତ କାର୍ଯ୍ୟକ୍ରମରେ ରାଜ୍ୟ ଭାଜପା ସଭାପତି ଶ୍ରୀ ମନମୋହନ ସାମଲ ଯୋଗ ଦେଇଥିଲେ । ପାଞ୍ଚଶହ ରୁ ଉର୍ଦ୍ଧ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିବା ଏହି କାର୍ଯ୍ୟକ୍ରମରେ ସଭାପତିତ୍ବ କରିଥିଲେ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ। କଟକ ସଦର ବିଧାୟକ ଇଂ […]

ବାସ୍ତବ ବ୍ୟୁରୋ: ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ ଦେଲେ ଯୁବ ଶୁଟର ମନୁ ଭାକର । ସେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତ ପାଇଁ ବ୍ରୋଞ୍ଜ ପଦକ ହାତେଇଛନ୍ତି। ଭାକର ୨୨୧.୭ ପଏଣ୍ଟ ସ୍କୋର କରି ଏପରି ସଫଳତା ହାସଲ କରିଛନ୍ତି। ଏହି ଐତିହାସିକ ସଫଳତା ପାଇଁ ମନୁ ଭାକରଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି।  ସୂଚନାନୁଯାୟୀ, […]

ନର୍ଲା(ନି.ପ୍ର): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ,ନର୍ଲା ସାପ୍ତାହିକ ବଜାର ରେ ଦେଖିବାକୁ ମିଳିଛି ଆଳୁର ମହଙ୍ଗା ମାଡ଼ । ମୁଖ୍ୟତଃ ଆଳୁ ସମସ୍ତ ଙ୍କ ଘରେ ନିତ୍ୟ ବ୍ୟବହାର୍ଯ୍ୟ ପରିବା ଭାବରେ ବ୍ୟବହାର କରିଥାନ୍ତି ବିଶେଷ କରି ଆଳୁର ଅତ୍ୟଧିକ ଚଢ଼ାଦର ର ପ୍ରଭାବ ଗରିବ ଶ୍ରେଣୀର ଲୋକଙ୍କ ହାଣ୍ଡି ଶାଳରେ ପଡୁଛି । କିଛି ଦିନ ତଳେ ପଶ୍ଚିମ ବଙ୍ଗ ରେ କୌଣସି କାରଣ କୁ ନେଇ ଧର୍ମଘଟ […]

ଚିନ୍ତାମଣୀ ନାଏକ(ନର୍ଲା): ଶନିବାର ଦିବା ପ୍ରାୟ୧୦.୫୫ରୁ ୧୧ଟା ମଧ୍ୟରେ ଆମ ଓଡ଼ିଶା ସମସ୍ୟାର ନର୍ଲା ପ୍ରତିନିଧି ବାବୁଲାଲ ବାଗ କୌଣସି ଏକ ଜରୁରୀ କାମ ପାଇଁ ତାଙ୍କ ସହଯୋଗୀ ତପନ କୁମାର୍ ସାହୁ ଙ୍କ ସହ ରୂପ୍ରା ରୋଡ ସ୍ଥିତ କାନାଡା ବ୍ୟାଙ୍କ୍ ଏଟିଏମ୍ ପାର୍ଶ୍ଵରେ ନିଜ ଗାଡ଼ି OD 08 U 6263 କୁ ରଖି ATM ରୁ ଟଙ୍କା ଉଠାଉଥିବା ସମୟରେ ନର୍ଲା ରୁ ରୁପ୍ରାରୋଡ ଦେଇ […]

ସଂଜୟ ଶତପଥୀ(କଟକ): ବିଗତ ୬ ବର୍ଷର ବ୍ୟବଧାନ ପରେ , ବାରମ୍ବାର ଦାବି ସତ୍ତ୍ବେ ଓଡ଼ିଶାର ସ୍ବାଧୀନତା ସଂଗ୍ରାମୀ ତଥା ଯାହା ନାମରେ ବକ୍ସିବଜାର ନାମିତ ସେହି ବରପୁତ୍ର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଙ୍କର ଏକ ପ୍ରତିମୂର୍ତ୍ତି ବକ୍ସି ବଜାର ଛକରେ ସ୍ଥାପନା ହୋଇପାରିଲା ନାହିଁ। ଏଥୂପ୍ରତି କଟକ ମହାନଗର ନିଗମ ର ମେୟର ଓ କମିଶନର ଙ୍କୁ ବାରମ୍ବାର ଭେଟିବା ଓ ଜଣାଇଥିଲେ ମଧ୍ୟ କଟକ ମହାନଗର […]

Pin It on Pinterest