ବାସ୍ତବ ବ୍ୟୁରୋ: ମନୋଜ ଆହୁଜା ହେବେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ । ୧୯୯୦ ମସିହାର ଏହି ଆଇଏଏସ୍ ଅଫିସର ପ୍ରଦୀପ ଜେନାଙ୍କ ପରେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ହେବେ । ଏନେଇ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା କି ୩୯ ବର୍ଷ ପରେ ଜଣେ ଅଣ ଓଡିଆ ଅଫିସର ରାଜ୍ୟର ମୁଖ୍ୟ ଶାସନ ସଚିବ ହେବାକୁ […]
ଭୁବନେଶ୍ୱର ୨୭/୦୬(ନି.ପ୍ର):ରାଜ୍ୟରେ ହୋଇପାରେ ଛାତ୍ର ସଂସଦ ନିର୍ବାଚନ। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଗୁରୁବାର ଗଣମାଧ୍ୟମକୁ ଦେଇଥିବା ପ୍ରତିକ୍ରିୟା ଏହି ସଙ୍କେତ ଦେଉଛି।ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନର ଯଥାର୍ଥତା ରହିଛି। ଏନେଇ ବିଚାର ବିମର୍ଶ ଚାଲିଛି। ସରକାର ଯାହାବି ନିଷ୍ପତ୍ତି ନେବେ ଛାତ୍ର ସମାଜର ସକାରାତ୍ମକ ଦିଗକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେବେ। ଛାତ୍ର ସଂଗ୍ରଠନ ଦାବି ମହତ୍ତ୍ୱ ପୂର୍ଣ୍ଣ। ତେବେ ଯାହା ଠିକ୍ ହେବ, […]
ଭୁବନେଶ୍ୱର ୨୭/୦୬(ଗୌତମ ମିଶ୍ର ):ରାଜ୍ୟରେ ଦୀର୍ଘ ୨୪ବର୍ଷ ସରକାର ର ବହୁ କେଳେଙ୍କାରୀ ଅଧ୍ୟାୟ ଏବେ ସାମ୍ନା କୁ ଆସୁଛି। ସ୍ୱଚ୍ଛ ଶାସନ ର ନଗ୍ନ ରୂପ ଲୋକେ ଦେଖିଲେଣି। ବିଭିନ୍ନ ବଡ଼ ବଡ଼ିଆ ନେତା, ସରକାରୀ ବାବୁ ଙ୍କ କବ୍ଜା ରେ ରାଜଧାନୀ ର ବହୁ ମୂଲ୍ୟବାନ ଜମି ।ରାଜଧାନୀ ରେ ନେତା ଓ ବାବୁ ମାନଙ୍କ ଦ୍ୱାରା ବହୁ ଜମି କେଳେଙ୍କାରୀ ହୋଇଛି। ଏ ନେଇ ପୂର୍ବତନ […]
ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା)୨୭/୦୬: ଆଜି ଅପରାହ୍ଣ ୫ଘଟିକା ସମୟରେ ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମୁନିସିପାଲିଟି ଟାଉନ୍ହଲ୍ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ାର ମାନ୍ୟବର ବିଧାୟକ ଶ୍ରୀ ଗଣେଶ୍ୱର ବେହେରା, ରାଜନଗରର ମାନ୍ୟବର ବିଧାୟକ ଶ୍ରୀ ଧ୍ରୁବଚରଣ ସାହୁ, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବାଶିଷ ଧଳ, ଉପଜିଲ୍ଲାପାଳ ତଥା ଟ୍ରଷ୍ଟ […]
ବାସ୍ତବ ବ୍ୟୁରୋ: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି | ସେହିଭଳି ପ୍ରବଳ […]
ସଂଜୟ ସତପଥୀ(କଖକ): କଟକ କୁ ବୃହତ ସହର କରି ତୋଳିବା ତଥା ପୁରୁଣା ଐତିହ୍ୟ “ରାଜଧାନୀ” ର ମାନ୍ୟତା ର ମୂଖ୍ୟ ଦାବୀ ସହ ଏକ ୧୮ ଟି ବିଷୟରେ ଏକ ଦାବୀପତ୍ର କଟକର ସାମାଜିକ ଅନୁଷ୍ଠାନ ବାଇମୁଣ୍ଡି ସଂଗଠନ ପକ୍ଷରୁ ଶ୍ରୀ ରାମଚନ୍ଦ୍ର ମଲ୍ଲିକ ଙ୍କ ନେତୃତ୍ବରେ ଏକ ପ୍ରତିନିଧି ମଣ୍ଡଳୀ ବାରବାଟୀ -କଟକ ର ବିଧାୟିକା ଇଂ ସୋଫିଆ ଫିର୍ଦ୍ଦୋଶ୍ ଙ୍କୁ ଭେଟି ସମସ୍ତ ବିଷୟରେ ଅବଗତ […]
ଭୁବନେଶ୍ୱର ୨୬/୦୬(ଗୌତମ ମିଶ୍ର):ବୁଧବାର ରାଜ୍ୟ ଲୋକସଭା ଭବନସ୍ଥ କନ୍ଭେନ୍ସନ ହଲ୍ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ନିଶାମୁକ୍ତ ଦିବସ ପାଳିତ ହୋଇଯାଇଛି । ଏଥିରେ ରାଜ୍ୟ ଗଣଶିକ୍ଷା, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗଦାନ କରି କହିଲେ ଯେ ସମାଜରେ ସଂସ୍କାର ଆଣିବା ଏବଂ ପରିବାରେ ଶାନ୍ତି ଆଣିବାକୁ ହେଲେ […]
ବାସ୍ତବବ୍ୟୁରୋ(ପୁରୀ) ୨୬/୬: ମହାପ୍ରଭୁ ବିଶ୍ୱ ନିୟନ୍ତା।ତାଙ୍କ ରଥଯାତ୍ରା ଅନନ୍ୟ ଓ ବିଶ୍ୱ ପ୍ରସିଦ୍ଧ।ମହାପ୍ରଭୁଙ୍କ ମହିମା ଓ ମହତ୍ତ୍ଵ କୁ ଅଧିକ ପ୍ରସାରିତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତ ରଥଯାତ୍ରା ର ଦ୍ବିତୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅଧ୍ୟକ୍ଷତା କରିବା […]
ଭୁବନେଶ୍ୱର,୨୭।୬: ବଦଳିବ ସ୍କୁଲ ୟୁନିଫର୍ମ ? ଗଣଶିକ୍ଷା ମନ୍ତ୍ରୀଙ୍କ ବୟାନ ପରେ ଜୋର ଧରିଲା ଚର୍ଚ୍ଚା । ଗତବର୍ଷ ନବମ ଓ ଦଶମ ପିଲାଙ୍କ ୟୁନିଫର୍ମର ରଙ୍ଗ ବଦଳିଥିଲା । ଗାଢ଼ ନୀଳ ରଙ୍ଗକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରାଯାଇଥିଲା। ପୋଷାକର ଛାତିରେ ଲେଖା ହୋଇଥିଲା ‘ଆମେ ଗଢିବୁ ନୂଆ ଓଡ଼ିଶା’। ସେତେବେଳେ ଏହାକୁ ନେଇ ଆପତ୍ତି ଉଠାଇଥିଲେ ବିରୋଧୀ।ଏବେ କଡ଼ ଲେଉଟାଛି କ୍ଷମତା । […]
ଭୁବନେଶ୍ୱର(ବାସ୍ତବବ୍ୟୁରୋ): ୨୬/୦୬-ଅସ ରାଏ ବର୍ଷାରେ ବେହାଲ୍ ହୋଇଛି ରାଜଧାନୀ ଭୁବନେଶ୍ୱର। ବର୍ଷା ପାଣି ଡ୍ରେନ୍ରେ ପାସ୍ କରିନପାରିବାରୁ ରାସ୍ତାରେ ଲହଡି ମାରି କୃତ୍ରିମ ବନ୍ୟା ଭ୍ରମ ସୃଷ୍ଟି କରୁଛି । ୧୬ ନମ୍ୱର ଜାତୀୟ ରାଜପଥର ଇସ୍କନ୍ ସମ୍ମୁଖର ଅବସ୍ଥା କଥା ନକହିବାଭଲ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି ଗାଡ଼ି ଚଳାଚଳ ଏକ ପ୍ରକାର ଠପ୍ ହୋଇଯାଇଛି।ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ଅପରାହ୍ନରେ ହଠାତ୍ ରାଜଧାନୀ ଭୁବନେଶ୍ୱର […]