ଭୁବନେଶ୍ୱର ୨୦/୦୬ (ଗୌତମ ମିଶ୍ର ):ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି।ବିଧାନସଭାରେ ନୂଆ ବାଚସ୍ପତି ହୋଇଛନ୍ତି ଜଣେ ମହିଳା ବିଧାୟିକା। ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି। ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି । ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରମା ପାଢ଼ୀ। ଏହାପରେ ସୁରମା […]

ବାସ୍ତବ ବ୍ୟୁରୋ: ଓଡ଼ିଶାର ସପ୍ତଦଶ ବିଧାନସଭାରେ ପୁଣି ଜଣେ ମହିଳାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି। ପ୍ରମିଳା ମଲ୍ଲିକଙ୍କ ପରେ ସୁରମା ପାଢୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ  ସଂସଦୀୟ ବ୍ୟାପାର ମନ୍ତ୍ରୀ ସମର୍ଥନ ଜଣାଇଥିଲେ। ସର୍ବସମ୍ମତି କ୍ରମେ ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ ହୋଇଥିଲେ। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ବ ଗ୍ରହଣ […]

ବାସ୍ତବ ବ୍ୟୁରୋ: ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ଓ ବିଜେପିର ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା ପାଢୀ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ବିଜେପି […]

ବାସ୍ତବ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନ। ଏହି ଅବସରରେ ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। ସେମାନଙ୍କୁ ଶପଥ ପାଠ କରାଇଛନ୍ତି ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ […]

ଆଗାମୀ ଦିନରେ ଦୌଡ଼ିବ ମିଶନ ଶକ୍ତି, ପୂରଣ ହେବ ବିକଶିତ ଓଡ଼ିଶାର ସ୍ୱପ୍ନ । ସରକାର ବଦଳିବା ପରେ ମିଶନ ଶକ୍ତିକୁ ନେଇ ବିଭିନ୍ନ ଚର୍ଚ୍ଚା ଭିତରେ ଏପରି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା । ସଚିବ ଓ ବରିଷ୍ଠ ଅଧିକାରୀ ସହ ବିଭାଗର ସମୀକ୍ଷା ପରେ ପ୍ରଭାତୀ ପରିଡ଼ା କହିଛନ୍ତି, ମିଶନ ଶକ୍ତି ଏକ ମାଇକ୍ରୋ ସରକାର, ୧୯ଟି ବିଭାଗ ଏବଂ ୟୁଏନ୍ […]

କିଶନନଗର: କଟକସଦରର ନବନିର୍ବାଚିତ ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀଙ୍କ କାର୍‌ ଉପରେ ଗତ ରାତିରେ ଆକ୍ରମଣ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଯୁବକକୁ ପୁଲିସ ଧରି ଥାନାରେ ଅଟକ ରଖିଛି। ଏହା ଜଣାପଡ଼ିବା ପରେ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ସୂଚନା ମୁତାବକ,ଗତ ରାତି ପ୍ରାୟ ୧୧ଟାରେ କିଶୋରନଗର ରେ ଆୟୋଜିତ କଟକସଦର ରଜ ମହୋତ୍ସବ ଶେଷ ହେବା ପରେ ବିଧାୟକ ଶ୍ରୀ ସେଠୀ, ସୋମପୁର ପାଲା […]

ବାସ୍ତବ ବ୍ୟୁରୋ: ପଶ୍ଚିମବଙ୍ଗ ନ୍ୟୁ ଜଲପାଇଗୁଡିରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଫଳରେ ଟ୍ରେନ୍‌ର ତିନୋଟି ବଗି ବ୍ୟାପକ ରୂପେ କ୍ଷତିଗ୍ରସ୍ତ ହୋଇଛି।  ଏନଜେପିରୁ ସିଆଲଦା ଅଭିମୁଖେ ଯାଉଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଲିଗୁଡ଼ି ଅତିକ୍ରମ କରିବା ପରେ ରଙ୍ଗପନୀର ଷ୍ଟେସନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରେନ୍ ର ପଛଭାଗରେ ଥିବା ୩ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ […]

ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମନ୍ତ୍ରୀମାନଙ୍କୁ ବିଭାଗ ଆବଂଟିତ ହୋଇଛି । ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ  ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ , ଜଳସମ୍ପଦ, ଯୋଜନା ଓ ସଂଯୋଜନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରଖିଛନ୍ତି । ତେବେ ଅର୍ଥ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ କାହାରିକୁ ଆବଂଟନ କରାଯାଇନି । […]

ବାସ୍ତବ ବ୍ୟୁରୋ: ଆଜି ସାହିତ୍ୟ ଏକାଡେମୀ ବୋର୍ଡ ତରଫରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସାହିତ୍ୟ ଏକାଡେମୀର ମୁଖ୍ୟ ମାଧବ କୌଶିକ ଯୋଗ ଦେଇ ୨୦୨୪ ପାଇଁ ୨୩ ଜଣ ଲେଖକଙ୍କୁ ପୁରସ୍କୃତ କରାଯିବା ନେଇ ଘୋଷଣା କରାଯାଇଛି । ବୋର୍ଡର ଜୁରୀ ମେମ୍ବରମାନେ ଯୁବ ସାହିତ୍ୟ ପୁରସ୍କାର ପାଇଁ ୨୩ ଜଣଙ୍କ ନାମ ଘୋଷଣା କରିଛନ୍ତି । ଏହି ପୁରସ୍କାର ପାଇବାକୁ ଥିବା ଲେଖକମାନଙ୍କୁ […]

ସଂଜୟ ଶତପଥୀ(କଟକ): କଟକ ର ବାଣୀପିଠ ଶ୍ରୀରାମଚନ୍ଦ୍ର ଭବନ ଠାରେ କଟକ ଜିଲ୍ଲା ର କୁସୁପୁର, ମାହାଙ୍ଗା ର ପ୍ରତିଷ୍ଠିତ ସାହିତ୍ୟ ଅନୁଷ୍ଠାନ ନନ୍ଦ କିଶୋର ସାମଲ ସ୍ମୃତିନ୍ଯାସ ର ଓଡ଼ିଶାର ବିଶିଷ୍ଟ ନାଟ୍ୟକାର,ଗୀତିକବି,ଶିଶୁ ସାହିତ୍ୟକ ତଥା ଆଦର୍ଶ ଶିକ୍ଷକ ସ୍ଵର୍ଗତ ନନ୍ଦ କିଶୋର ବଳଙ୍କର ଜନ୍ମ ଶତବାର୍ଷିକୀ ସମାରୋହ ମହାସମାରୋହରେ ସ୍ମୃତିନ୍ଯାସ ର ସଭାପତି ଡଃ ମହେଶ୍ୱର ମହାନ୍ତି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଏହି ଜନ୍ମ ଶତବାର୍ଷିକୀ […]

Pin It on Pinterest