ପ୍ରମୋଦ ନାୟକ (ଭୁବନେଶ୍ୱର): ଆସନ୍ତା କାଲି ଭୁବନେଶ୍ୱରରେ ସଂସଦୀୟ କ୍ଷେତ୍ରରେ ହେବ ମତଦାନ । ମାତ୍ର ଏଥର ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର କିଛି ବୁଥରେ ରିଗିଂ ଆଶଙ୍କା କରିଛନ୍ତି ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଏହା ପଛରେ ୨ ଅବସରପ୍ରାପ୍ତ ପୁଲିସ ଅଫିସରଙ୍କ ଭୂମିକାକୁ ସନ୍ଦେହ କରି ସେଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିକଟକୁ ଚିଠି ଲେଖିଛନ୍ତି। ତେଣୁ ଏସବୁ ଅଞ୍ଚଳରେ କେନ୍ଦ୍ରୀୟ ଅର୍ଦ୍ଧ ସାମରିକ ବଳ  ମୁତୟନ ଲାଗି […]

ବାସ୍ତବ ବ୍ୟୁରୋ: ଆସନ୍ତାକାଲି ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।  ଆସନ୍ତାକାଲି ସ୍ମୃତି ଇରାନୀ କୁଜଙ୍ଗ, ଆଳି ଏବଂ ବାଲେଶ୍ୱର ରେମୁଣାରେ ନିର୍ବାଚନୀ ସଭା କରିବେ । ବିଶେଷ କରି ସୁଭଦ୍ରା ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇବେ ସ୍ମୃତି ଇରାନୀ । ରାଜ୍ୟ ବିଜେପି ସରକାରକୁ ଆସିଲେ ମହିଳାମାନେ କିପରି ଶୁଭଦ୍ରା ଯୋଜନା ପାଇପାରିବେ ସେନେଇ ରାଜ୍ୟବାସୀଙ୍କୁ  ଅବଗତ […]

ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ମହାରାଷ୍ଟ୍ରର ଠାଣେ ଜିଲ୍ଲାର ଡୋମ୍ବିୱଲିରେ ଏକ କେମିକାଲ କମ୍ପାନୀରେ ବିସ୍ଫୋରଣ ପରେ ନିଆଁ ଲାଗି ଯାଇଛି।  ୩୦ ଜଣ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଆଉ କିଛି ଫସି ରହିଥିବା ସନ୍ଦେହ କରାଯାଉଛି। ବିସ୍ଫୋରଣ ପରେ କମ୍ପାନୀରେ ନିଆଁ ଲାଗି ଯାଇଥିଲା।ତା’ ସହିତ ପାର୍କିଂରେ ଥିବା ଗାଡ଼ିଗୁଡ଼ିକରେ ମଧ୍ୟ ନିଆଁ ଲାଗି ଯାଇଥିଲା। ସେହିପରି ଏହି ନିଆଁ ଆଖପାଖରେ ଥିବା ୩ଟି କୋଠାକୁ ବ୍ୟାପୀ ଯାଇଥିଲା। ସେଥିରୁ ଗୋଟିଏରେ […]

ମନୋଜ ମହାନ୍ତି(ଭୁବନେଶ୍ଵର):୨୩/୫- ବିଶିଷ୍ଟ କବି ସୁନୀଲ କୁମାର ପୃଷ୍ଟିଙ୍କର ଅକାଳ ବିୟୋଗରେ ମର୍ମାହତ, ପୁରୁଣା ବସଷ୍ଟାଣ୍ଡ ଖଟିର ସଦସ୍ୟମାନେ ଏକ ଅନୌପଚାରିକ ସ୍ମୃତିସଭାର ଆୟୋଜନ କରିଥିଲେ । ବିଶିଷ୍ଟ କବି ଓ କଥାକାର ଅଜୟ ସ୍ୱାଇଁ, କବି ରଜନୀ ରଞ୍ଜନ, କବି ଅଭିରାମ ଦାସ, ପକ୍ଷୀଘରର ସମ୍ପାଦକ ବନୋଜ ତ୍ରିପାଠୀ, କବି କେଦାର ମିଶ୍ର, କବି ପବିତ୍ରମୋହନ କର, କବି ରମାକାନ୍ତ ସାମନ୍ତରାୟ, କବି ସଞ୍ଜୟ ଭଟ୍ଟ, କବି ଶକ୍ତି […]

ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସକ୍ରିୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତାକାଲି ସକାଳ ସୁଦ୍ଧା ଅବପାତର ରୂପ ନେଇପାରେ ।୨୫ସୁଦ୍ଧା ବାତ୍ୟା ଓ ୨୬ରେ ଭୀଷଣ ବାତ୍ୟାରେ ପରିଣତ ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ୨୫ ସକାଳ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ପରେ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟା ଭାବେ ବାଙ୍ଗଲାଦେଶ ପାଶ୍ୱର୍ବର୍ତୀ ପଶ୍ଚିମବଙ୍ଗ […]

ମନୋଜ ମହାନ୍ତି(ଭୁବନେଶ୍ଵର)୨୨/୫: ଆଉ ନାହାଁନ୍ତି ଶିଷ୍ଟ ଅଭିନେତା ବିଜୟ ପଟ୍ଟନାୟକ।କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି ।ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା । ଏହି ଖବର କଳା ଜଗତ ତଥା କଳାପ୍ରେମୀଙ୍କ ପାଇଁ ଏକ ଦୁଃଖଦ ଖବର।ସ୍ଵର୍ଗତ ପଟ୍ଟନାୟକଙ୍କୁ ଭଲପାଉଥିବା କଳାକାର ତଥା କଳାପ୍ରେମୀ ମଧ୍ଯରେ ଶୋକର ଛାୟା। ସ୍ଵର୍ଗତ ପଟ୍ଟନାୟକ ୧୯୪୮ ମସିହା ଜୁଲାଇ ପହିଲାରେ […]

ନୂଆଦିଲ୍ଲୀ,୨୨।୫: ସରକାରଙ୍କ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ପାଇବା ନିୟମରେ କରାଯାଇଛି ବଡ଼ ପରିବର୍ତ୍ତନ । ଆଉ ଆବେଦନକାରୀଙ୍କୁ ଆର୍‌ଟିଓ ଯାଇ ଡ୍ରାଇଭିଂ ଟେଷ୍ଟ ଦେବାକୁ ପଡ଼ିବ ନାହିଁ। ଏଣିକି ବେସରକାରୀ ସଂସ୍ଥା ଡ୍ରାଇଭିଂ ଟେଷ୍ଟ କରିବା ଏବଂ ସାର୍ଟିଫିକେଟ୍‌ ଜାରି କରିବା ଲାଗି ପଞ୍ଜିକୃତ ହେବେ। ଫଳରେ ଯେଉଁମାନଙ୍କୁ ସେମାନେ ଟ୍ରେନିଂ ଦେଇଥିବେ ସେମାନଙ୍କୁ ଲାଇସେନ୍ସ ମିଳିପାରିବ। ଏହି ନୂଆ ନିୟମ ଆଗାମୀ ଜୁନ୍‌ ପହିଲାରୁ ଲାଗୁ ହେବ। ତେବେ […]

ବାସ୍ତବ ବ୍ୟୁରୋ: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ୍ ଗସ୍ତ । ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ପରେ ଆସନ୍ତା କାଲି ଓଡିଶା ଆସୁଛନ୍ତି ରାମାୟଣ ସିରିଏଲର ‘ରାମ’ ଅରୁଣ ଗୋଭିଲ । ୪ଟି ସ୍ଥାନରେ କରିବେ ପ୍ରଚାର । ଚମ୍ପୁଆ, ତେଲକୋଇ, ଢେଙ୍କାନାଳ, ବାଲିପାଟଣାରେ କରିବେ ପ୍ରଚାର । ସେହିପରି ଆସନ୍ତା ୨୩ ତାରିଖରେ ଓଡ଼ିଶା ଆସିବେ ପୁଣି ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି […]

ବରଗଡ:-୧୮.୫(ନବୀନ କୁମାର ଦାଶ )ବରଗଡ ଜିଲ୍ଲା ଅତାବିରା ଅଗ୍ରସେନ ଭବନ ଠାରେ ଅତାବିରା ମାରଓ୍ବାଡି ସମ୍ମିଳନୀ ଅନୁଷ୍ଠିତ। ମାରଓ୍ବାଡି ସମାଜର ଉମେଶ ଚନ୍ଦ୍ର ଅଗ୍ରଓ୍ବାଲଙ୍କ ସଭାପତିତ୍ୱରେ ସମ୍ମିଳନୀରେ ମୁଖ୍ଯ ଅତିଥି ଭାବେ ଛତିଶଗଡ଼ର ଉପ ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା,ସମ୍ମାନୀତ ଅତଥି ଭାବେ ବିକାଶ ଫାଉଣ୍ଡେସନ ର ଅଧ୍ଯକ୍ଷ ଡି ମୁରଲୀ କ୍ରିଷ୍ଣା,ବରିଷ୍ଠ ନାଗରିକ ମିତ୍ରସେନ ଅଗ୍ରଓ୍ବାଲ ମଞ୍ଚା ସିନ ରହିଥିଲେ। ଏହି କାର୍ଯ୍ୟକ୍ରମରେ ଅତାବିରା ମାରଓ୍ବାଡି ମହିଳା ସମିତି କାର୍ଯ୍ୟକର୍ତ୍ତା,ମାରଓ୍ବାଡି […]

ବାସ୍ତବ ବ୍ୟୁରୋ:  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି । ତେବେ ବିଭିନ୍ନ ମଡେଲର ଆକଳନ ଅନୁସାରେ ଆସନ୍ତା ୨୦ରୁ ୨୧ ତାରିଖ ମଧ୍ୟରେ ଘୃର୍ଣ୍ଣିବଳୟ ସୃଷ୍ଟିି ହେବାର ଅଛି । ୨୨ରୁ ୨୩ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ୨୪ରୁ ୨୫ ତାରିଖ ମଧ୍ୟରେ ଅବପାତ ଏବଂ […]

Pin It on Pinterest