ବାସ୍ତବ ବ୍ୟୁରୋ: ଆସନ୍ତା ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ ଖୋଲା ରହିବ ବୋଲି ସରକାର ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି […]

ବାସ୍ତବ ବ୍ୟୁରୋ: ଏପ୍ରିଲ ୨୫ ତାରିଖରେ ସୋନପୁର ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଓଡିଶା ଆସି ସୋନପୁରରେ କରିବେ ହାଇଭୋଲଟେଜ ପ୍ରଚାର । ସନ୍ଧ୍ୟା ବେଳେ ଭୁବନେଶ୍ୱରରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର। ଶ୍ରୀ ମହାପାତ୍ର କହିଛନ୍ତି, ଓଡ଼ିଶାରେ ବିଜେପି ମାଆ, ମାଟି ଓ ମାତୃଭାଷାକୁ ନେଇ ଲଢ଼େଇ ଆରମ୍ଭ କରିଛି। ଏହି ଲଢ଼େଇର […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଦିନ ସାଢେ ୨ଟା ସୁଦ୍ଧା କେନ୍ଦୁଝରରେ ସର୍ବାଧିକ ୪୩ ଦଶମିକ ୫ ଡିଗ୍ରୀ ରେକର୍ଡ । ସେହିପରି ଝାରସୁଗୁଡାରେ ୪୩ ଦଶମିକ ୨, ସମ୍ବଲପୁରରେ ୪୨ ଦଶମିକ ୭, ରାଉରକେଲାରେ ୪୨ ଦଶମିକ ୬, ହୀରାକୁଦରେ ୪୨ ଦଶମିକ ୬, ଚାନ୍ଦବାଲିରେ ୪୧ ଦଶମିକ ୪, ରାଜଧାନୀ ଭୁବନେଶ୍ୱରରେ ୪୦ ଦଶମିକ ୫ ଡିଗ୍ରୀ ଓ ବାଲେଶ୍ୱରରେ ୪୦ ଦଶମିକ […]

ସଂଜୟ ଶତପଥୀ(କଟକ): ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅତିଷ୍ଠ ହୋଇ ପଡିଥୂବା ତଥା ରାସ୍ତା ରେ ଯାଉଥିବା ପଥିକମାନେ ଟୋପାଏ ପାଣି ଲାଗି ଡହଳବିକଳ ହେଉଥିବାବେଳେ, କଟକ ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ନିୟୁ ଡ୍ରିମ୍ ଓ୍ବେଲଫେୟାର ଆସୋସିଏସନ୍ ପକ୍ଷରୁ ଏକ ଥଣ୍ଡା, ସୁସ୍ୱାଦୁ ପାନୀୟ ଜଳ ଦାନ କେନ୍ଦ୍ରର ଶୁଭାରମ୍ଭ କଟକର ବିଶିଷ୍ଟ ରାଜନେତା ତଥା ପୂର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ବାଳ ଙ୍କ କରକମଳରେ ଉଦଘାଟିତ ହୋଇଯାଇଛି। […]

ବାସ୍ତବବ୍ୟୁରୋ: ସାନଖେମୁଣ୍ଡି/ଦିଗପହଣ୍ଡି ୧୬/୪ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇର ସାନଖେମୁଣ୍ଡି ଓ ବଡ଼ଖେମୁଣ୍ଡି ଆଞ୍ଚଳିକ ପରିଷଦର ପରିବର୍ଦ୍ଧିତ ବୈଠକ ଦିଗପହଣ୍ଡି ସ୍ଥିତ ମୁକ୍ତେଶ୍ଵର ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସାଥୀ ତପନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଚଳିତ ୨୦୨୪ ସାଧାରଣ ନିର୍ବାଚନରେ ସିପିଆଇର ଭିତ୍ତିଭୂମୀ ଥିବା ସାନଖେମୁଣ୍ଡି ଓ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀରେ ପାର୍ଟିର ନିର୍ବାଚନୀ କାର୍ଯକ୍ରମ ସମ୍ପର୍କିତ ବିଭିନ୍ନ ପ୍ରସ୍ତାବ ଆଗତ ସହ ଦୁଇ ଜୋନାଲ କମିଟିର ନିର୍ବାଚନୀ […]

ତ୍ରିନାଥ ବାରିକ(ସାଖିଗୋପାଳ): ମହା ବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପୁର୍ବତନ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଏବଂ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ସଞ୍ଜୟ କୁମାର ଦାସବର୍ମା ସତ୍ୟବାଦୀ ବ୍ଲକ ଛକ ଠାରେ ଶ୍ରୀ ବାଟ ମହାବୀରଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଏହା ପରେ ଦୁଗଲ ଗ୍ରାମ ପଞ୍ଚାୟତର ମା’ ମଙ୍ଗଳା, ମା’ ହିଙ୍ଗୁଳା, ବୀର ଗୋବିନ୍ଦପୁର ଗ୍ରାମରେ ଅଧିଷ୍ଠାତ୍ରୀ […]

ପ୍ରମୋଦ ନାୟକ(ଭୁବନେଶ୍ବର): ବିଜେପି ନେତା ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ବିଜେଡି ଆଣିଲା ଅଭିଯୋଗ। ବିଜେଡିର ଏକ ପ୍ରତିନିଧୀ ଦଳ ଆଜି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରିଛନ୍ତି। ସେଥିରେ ଦଳ ଉଲ୍ଲେଖ କରିଛି ଯେ, ପ୍ରଶାନ୍ତ ଜଗଦ୍ଦେବ ଜଙ୍କିଆ ଥାନା ଅଧିକାରୀଙ୍କ ଧମକଚମକ ଦେବା ସହିତ ନିର୍ବାଚନ କମିଶନରଙ୍କୁ କହି ବଦଳି କରିଦେବି […]

ବ୍ରଜବିହାରୀ ଶଢଙ୍ଗୀ(ଭଞ୍ଜନଗର): ବଦଳିବ ସରକାର, ଆସିବ କଂଗ୍ରେସ ଏହି ନାରାକୁ ପ୍ରଚାର କରି ନିଜର ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି ଯୁବ କଂଗ୍ରେସ ନେତା ହରିକୃଷ୍ଣ ରଥ।ଜଣେ ଅଭିଜ୍ଞ ରାଜନୀତିକ ପରିବାର ରୁ ଆସିଥିବା ହରେ କୃଷ୍ଣ, ସୋରଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଗ୍ରେସ ବିଧାୟକ ପାର୍ଥି ଭାବେ ଚୟନ ହେବା ପରେ ନିଜର ପ୍ରଚାର ଅଭିଯାନ ଜିର କରିଛନ୍ତି। ବେଲଗୁଣ୍ଠ। ବ୍ଲକ ର ବିଭିନ୍ନ ଅଞ୍ଚଳକୁ ପରିଦର୍ଶନ […]

ନବୀନ ଦାଶ(ବରଗଡ): ଆଜି ଗୁରୁବାର ସନ୍ଧ୍ଯା ୫ଟା ସମୟରେ ସମ୍ବଲପୁର ବନମଣ୍ଡଲ ଆଞ୍ଚଳିକ ବନସଂରକ୍ଷକ ଟି ଅଶୋକ କୁମାରଙ୍କ ନିର୍ଦ୍ଦେଶ କ୍ରମେ ଓ ବରଗଡ ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟ୍ଟନାୟକଙ୍କ ତତ୍ବାବଧାନରେ ବରଗଡ ବନାଞ୍ଚଳ ଅଧିନ ୫୩ ନମ୍ବର ଜାତୀୟ ରାଜପଥ ଅତାବିରା ନିକଟସ୍ଥ ରେଂଗାଲିକେମ୍ପ ଠାରେ ଏକ ଖଇର କାଠ ବୋଝେଇ ଟ୍ରକ ନଂ ସିଜି ୪ ଏଲ୍ ବି ୮୭୦୬ ବନବିଭାଗ କର୍ମଚାରୀମାନେ ଜବତ କରିଛନ୍ତି। ଉକ୍ତ […]

କୋଲକାତା: ମମତାଙ୍କୁ କୋଲକାତା ହାଇକୋର୍ଟଙ୍କ ଝଟକା।ସନ୍ଦେଶଖାଲୀ ମାମଲାରେ ଦୁଷ୍କର୍ମ ଓ ଜମି ହଡପ ଅଭିଯୋଗରେ କଲିକତା ହାଇକୋର୍ଟ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆଜି କଲିକତା ହାଇକୋର୍ଟ କହିଛନ୍ତି ଯେ, ଲୋକସଭା ନିର୍ବାଚନ ପୂର୍ବରୁ ବଙ୍ଗଳାର ସନ୍ଦେଶଖାଲୀରେ ବଟି ଆଦାୟ, ଜମି ହଡପ ଏବଂ ଯୌନ ନିର୍ଯାତନା ଅଭିଯୋଗ ସିବିଆଇ ଦ୍ୱାରା ଯାଞ୍ଚ କରାଯିବ। କୋର୍ଟ କହିଛନ୍ତି ଯେ, ଜାନୁୟାରୀ ୫ ତାରିଖରେ ସନ୍ଦେଶଖାଲୀରେ ଇଡି ଅଧିକାରୀଙ୍କ ଉପରେ ହୋଇଥିବା […]

Pin It on Pinterest