ବାସ୍ତବ ବ୍ୟୁରୋ: ମହାପ୍ରଭୁଙ୍କ ମଙ୍ଗଳ ଆଳତି ପରେ ଭକ୍ତଙ୍କ ପାଇଁ ଆଜି ସକାଳେ ଖୋଲିଛି ଶ୍ରୀମନ୍ଦିରର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂତନ ମନ୍ତ୍ରି ପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଛି ଶ୍ରୀମନ୍ଦିରର ୪ଦ୍ୱାର। ୪ ଦ୍ୱାର ଖୋଲିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ୪ ଦ୍ୱାର ଖୋଲାଯାଇଛି। ଦର୍ଶନ […]

ସଂଜୟ ଶତପଥୀ(କଟକ): ଶ୍ରମିକର କ୍ଷତିପୂରଣ ଓ ସ୍ଥାୟୀ ନିଯୁକ୍ତି ଦାବି ଜିଲ୍ଲା ଶ୍ରମ ଅଧିରୀଙ୍କ ପ୍ରତିଶ୍ରୁତି ପରେ ହଟିଲା ଧାରଣା ।ସମ୍ମାନ ଓ ଆନୁଗତ୍ୟର ସହିତ ସହୃଦୟ ସହଯୋଗ ଓ ଆଶୁ ପଦକ୍ଷେପ କାମନା କରି ଆମ୍ବେଦକର ସ୍ମୃତି ପରିଷଦର ସଭାପତି ତଥା ସାମାଜିକକର୍ମୀ ସୁକାନ୍ତ ସେଠୀଙ୍କ ନେତୃତ୍ବରେ ଆଜି କଟକ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କଟକ ସଦର ଥାନା ଅନ୍ତର୍ଗତ […]

ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ଜନତା ମୈଦାନରେ ଓଡିଶାର  ରାଜ୍ୟପାଳ ରଘୁବର ଦାସ ମୋହନ ମାଝୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।   ମୋହନ ମାଝୀଙ୍କ ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ନୀତିନ ଗଡକରୀ, ରାଜନାଥ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ […]

ବରଗଡ:-୧୧.୬(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଗୋଡଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ ଭଗା-ତୁରୁମ୍ ୫୪ନଂ ରାଜ୍ୟ ରାଜପଥ ଇଣ୍ଡିଆନ ପେଟ୍ରୋଲ ପମ୍ପ ନିକଟରେ ଏକ କଣ୍ଟେନର୍ ରାଜପଥ ଉପରେ ଅତି ତଳିଆ ହୋଇ ଝୁଲିରହି ବିପଦ କୁ ଆମନ୍ତ୍ରଣ କରୁଥିବା ୧୧କେଭି ମୁକୁଳା ତାର ଲାଗି କଣ୍ଟେନର୍ ଗାଡ଼ି ଟାୟାର ଜଳି ଉଠିଥିବା ବେଳେ ଘଟଣା ସ୍ଥଳରେ ଡ୍ରାଇଭର ଗୁରୁତର ହୋଇପଡ଼ିଥିଲେ।ଏନେଇ ନିକଟରେ ରହିଥିବା ଇଣ୍ଡିଆନ୍ ଅଏଲ୍ ପେଟ୍ରୋଲ […]

ବ୍ରହ୍ମପୁର ତା ୧୨-୦୬-୨୪:ନିଖିଳ ଉତ୍କଳ କଳା ନିକେତନ, କଟକ ଦ୍ଵାରା ଚାଳିତ ମାସ ୮ ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ଆୟୋଜିତ (୭ମ ଷ୍ଟାର କଲ୍ଚରାଲ ଫେଷ୍ଟିଭାଲ) ସର୍ବ ଭାରତୀୟ ବହୁ ଭାଷୀ ନାଟକ ଏବଂ ନୃତ୍ୟ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରି ବ୍ରହ୍ମପୁର ସହର ର ଅଗ୍ରଣୀ ନାଟ୍ୟ ସଂସ୍ଥା “ଶାଶ୍ଵତୀ” ଉଦ୍ଘାଟନୀ ସନ୍ଧ୍ୟାରେ ସୁଶ୍ରୀ ଭାଗ୍ୟ ଲକ୍ଷ୍ମୀ ମହାରଣା ଙ୍କ ରଚିତ ଏବଂ […]

ବାସ୍ତବ ବ୍ୟୁରୋ: ଓଡ଼ିଶା ଇତିହାସରେ ଯୋଡ଼ି ହେଲା ଏକ ନୂଆ ପୃଷ୍ଠା । ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବେ ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ବିଧାୟକ ମୋହନ ମାଝୀ । ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଅପରାହ୍‌ଣରେ ସାଢ଼େ ୪ କୋଟି ଓଡ଼ିଆଙ୍କ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି। ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ଆସନରୁ ୪ର୍ଥ ଥର ପାଇଁ ବିଧାୟକ ହୋଇଥିବା […]

ବାସ୍ତବ ବ୍ୟୁରୋ: ଆଜି ମୋଦୀ ମନ୍ତ୍ରିମଣ୍ଡଳର ହୋଇଛି ବିଭାଗ ବଣ୍ଟନ । ଆଜି କ୍ୟାବିନେଟ୍ ବୈଠକ ପରେ ମୋଦୀ ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ହେଇଛି । କ୍ୟାବିନେଟ ମନ୍ତ୍ରୀ ବ୍ୟତୀତ ରାଜ୍ୟ (ସ୍ୱତନ୍ତ୍ର ପ୍ରଭାର) ସହ ରାଜ୍ୟ ପାହ୍ୟା ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ଆସନ୍ତୁ ଦେଖିବା କାହାକୁ କେଉଁ ବିଭାଗ : କ୍ୟାବିନେଟ ମନ୍ତ୍ରୀ ୧- ରାଜନାଥ ସିଂହ(ବିଜେପି)- ପ୍ରତିରକ୍ଷା ୨- ଅମିତ ଶାହ(ବିଜେପି)- ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ […]

ବାସ୍ତବ ବ୍ୟୁରୋ: କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ । ଦୁଇପାଳିରେ ବିଜେପି ଏକକ ବହୁମତ ହାସଲ କରିଥିଲେ ବି ଏଥର ଏନଡିଏ ମେଣ୍ଟ ସହଯୋଗୀଙ୍କ ଭରସାରେ ସରକାର ଗଠନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କେବଳ ପାକିସ୍ତାନ ଓ ଚୀନକୁ ଛାଡି ଅନ୍ୟ ସମସ୍ତ ପଡୋଶୀ ଦେଶର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି । ରାଷ୍ଟ୍ରପତି […]

ସଂଜୟ ଶତପଥୀ(କଟକ): ଆଜି କଟକ ର ସର୍ବପୁରାତନ ରଙ୍ଗମଞ୍ଚ “ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ” ଠାରେ ସାଂସ୍କୃତିକ ଅନୁଷ୍ଠାନ ନିଖିଳ ଉତ୍କଳ କଳା ନିକେତନ ପକ୍ଷରୁ ଆୟୋଜନ କରାଯାଇଛି ତ୍ରୀଦିବସୀୟ ରଙ୍ଗ ମହୋତ୍ସବ। ଏହି କାର୍ଯ୍ୟକ୍ରମରେ ଓଡିଶାର ବହୁ ସୁନାମଧନ୍ୟ ଅନୁଷ୍ଠାନ ଭାଗ ନେଇଥୂବା ବେଳେ ଓଡ଼ିଶୀ ନୃତ୍ୟ, ଡ୍ରାମା ସହିତ ଓଡ଼ିଶା ର କଳାସଂସ୍କୃତି ର ପ୍ରତିଯୋଗିତା ର ଆୟୋଜନ କରାଯାଇଛି। ଆଜି କାର୍ଯ୍ୟକ୍ରମ ର ପ୍ରଥମ ଦିବସର ସନ୍ଧ୍ୟାରେ ଓଡ଼ିଶାର […]

ବାସ୍ତବ ବ୍ୟୁରୋ: ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟି (MPC)ର ନିଷ୍ପତ୍ତି କ୍ରମେ ଲଗାତାର ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(RBI)।RBI ଆଜି ଏହାର ମୁଦ୍ରା ନୀତି(RBI କ୍ରେଡିଟ୍ ପଲିସି) ଘୋଷଣା କରିଛି। ଏହି ନିଷ୍ପତି ଫଳରେ ଲୋକଙ୍କୁ ଶସ୍ତା ଋଣ ଏବଂ କମ୍ ଇଏମଆଇ ପାଇଁ ଆହୁରି ଅଧିକ ସମୟ ଅପେକ୍ଷା କରିବାକୁ ପଡିବ । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ […]

Pin It on Pinterest