ପ୍ରମୋଦ ନାୟକ(ଭୁବନେଶ୍ବର): ୦୫/୦୪/୨୦୨୪- ଆଞ୍ଚଳିକ ଯୋଜନା ପ୍ରଯୁକ୍ତି ଅର୍ଥନୀତି ଓ ପରିସଂଖ୍ୟାନ ଅନୁଷ୍ଠାନ ତରଫରୁ ୫୩ ଜଣ ଶିକ୍ଷା ନିବେଶ ଓଡିଶା ବିଧାନସଭା ପରିଭ୍ରମଣ କରିଥିଲେ । ଏହି ଅବସରରେ ବିଧାନସଭାର କାର୍ଯ୍ୟାବଳୀ ସଂପର୍କରେ ଉକ୍ତ ଶିକ୍ଷା ନିବେଶ ମାନଙ୍କୁ ଓଡିଶା ବିଧାନସଭାର ସଚିବ ଶ୍ରୀ ଦାଶରଥୀ ଶତପଥୀ, ଯୁଗ୍ମ ସଚିବ ଶ୍ରୀ ସତୀଶ ମିଶ୍ର, ଯୁଗ୍ମ ନିର୍ଦ୍ଦେଶକ (ଗ୍ରନ୍ଥାଗାର) ଶ୍ରୀମତୀ ଆରତି ମିଶ୍ର, ନିରାପତ୍ତା ଅଧିକାରୀ ଶ୍ରୀ ଗୋପାଳ […]
ଆଦିତ୍ଯ ବେହେରା(ଭୁବନେଶ୍ବର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଲୋକଙ୍କ ସହିତ ଟେଲିଫୋନରେ କଥା ହୋଇଛନ୍ତି। ସେ କଥା ହୋଇଥିବା ବିଭିନ୍ନ ଅଞ୍ଚଳର ଲୋକଙ୍କ ଠାରୁ ଅଞ୍ଚଳର ବିକାଶ କଥା ପଚାରି ବୁଝିଛନ୍ତି। କାହାକୁ ସ୍କୁଲ କାମ ଚାଲିଛି କି ନାହିଁ ପଚାରିଥିବା ବେଳେ କେଉଁଠି ମନ୍ଦିର କାମ କଣ ହେଲା ବୋଲି ପଚାରିଛନ୍ତି। ଏହିପରି ଭାବେ ଆଜି ସକାଳୁ ନବୀନ ଲୋକଙ୍କ ସମସ୍ୟା ଉପରେ ଅବଗତ ହୋଇଛନ୍ତି। […]
ନୂଆଦିଲ୍ଲୀ: ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଆସନରୁ ଲୋକସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ରାହୁଲ ଏକ ବିଶାଳ ରୋଡ ସୋରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି।ନାମାଙ୍କନ ଦାଖଲ ସମୟରେ ରାହୁଲଙ୍କ ସହିତ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ। ହଜାର ହଜାର ସମର୍ଥକ ରାହୁଲଙ୍କ ସହ ଏହି ପ୍ରାର୍ଥୀପତ୍ର ଦାଖଲ ବେଳେ ଉପସ୍ଥିତ ଥିଲେ । ଗତ […]
ପ୍ରମୋଦ ନାୟକ(ଭୁବନେଶ୍ୱର) :୨୦୨୪ ଲୋକସଭା ଓ ବିଧାନସଭା ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କୁ ରାଜ୍ୟସରକାର ୨ଦିନ ଛୁଟି ଦେବେ । ପ୍ରଥମତ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀମାନଙ୍କୁ ଗୋଟିଏ ଦିନ ସାମୟିକ ଛୁଟି ମିଳିବ। ଏହାସହିତ ନିଜ ହେଡକ୍ୱାର୍ଟରଠୁ ଦୂର ସ୍ଥାନରେ ଭୋଟ୍ ଦେବାକୁ ଯାଉଥିବା ସରକାରୀ କର୍ମଚାରୀଙ୍କୁ ୨ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମିଳିବ । ଆଜି ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ […]
ବରଗଡ:-୨/୪(ନବୀନ କୁମାର ଦାଶ):ଲାଲ ଡୋଲେଶ୍ୱେର ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷକ ସୁଶୀଳ କୁମାର ସେଟ୍ ଙ୍କ ଅଧ୍ୟକ୍ଷତା ରେ ବାର୍ଷିକ ପରୀକ୍ଷା ଫଳାଫଳ ଘୋଷଣା କରାଯାଇଥିଲା। ସମ୍ମାନିତ ଅଥିତି ଭାବେ ବିଦ୍ୟାଳୟ ର ସଭାପତି ତପସ୍ଵିନୀ ମେହର ,ମୁଖ୍ୟ ଅତିଥି ଭାବେ ପାହାଡ଼ଶ୍ରୀଗିଡା ସି.ଆର.ସି.ସି ଜୟଦେବ ନାଏକ ଓ ବରିଷ୍ଟ ଶିକ୍ଷୟିତ୍ରୀ ସୌଦାମିନୀ ସାହୁ ଯୋଗଦାନ କରିଥିଲେ।ଶ୍ରୀ ନାଏକ ସରକାରଂକ ଦ୍ୱାରା ମିଳୁଥିବା ସୁବିଧା […]
ଆଦିତ୍ଯ ବେହେରା(ଭୁବନେଶ୍ବର): ନୀଳଚକ୍ରେ ହୋ ଦେଖ ଉଡ଼ୁଛି ବାନା ଭଳି ଅନେକ ଭକ୍ତି ଭାବର ଭଜନର ସ୍ବନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ ଆଉ ନାହାଁନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି । ମିଳିଥିବା ସୂଚନା ଅନୁଯାଇ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ । ‘ଥକା ମନ ଚାଲ ଯିବା’ ସହ ‘ଜଗନ୍ନାଥ ତୁମେ ବଡ ଛଳିଆ’ ଆଦି […]
ବରଗଡ:(ନବୀନ କୁମାର ଦାଶ):୧/୪-ବରଗଡ ଜିଲ୍ଲା ଭେଡେନ ବ୍ଲକ୍ ଅନ୍ତର୍ଗତ ଖୁଣ୍ଟୁଲିପାଲି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପ୍ରଥମ ଦିନୋତ୍ସବ,ଉତ୍କଳ ଦିବସ ତଥା ନୂତନ ଭାବେ ନବମ ଶ୍ରେଣୀର ଶିକ୍ଷାଦାନ ଆରମ୍ଭ ହୋଇଥିଲା। ଏହି ଶୁଭ ମୂହୁର୍ତ୍ତ ରେ ମୁଖ୍ୟ ଅତିଥି କାଦେବାହାଲ ମହା ବିଦ୍ୟାଳୟ ଓଡ଼ିଆ ଅଧ୍ୟାପକ ମାନଭଞ୍ଜନ ପୁରୋହିତ,କାଦୋବାହାଲ ମହା ବିଦ୍ୟାଳୟ ର ପାଠାଗାର ପ୍ରମୁଖ ଶାନ୍ତନୁ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ […]
ବୋଲମାନୁନି ଅପରାଜିତାଙ୍କ ତୁଣ୍ଡ ଖୋର୍ଦ୍ଧାର ବିଧାୟକ ପ୍ରାର୍ଥୀଙ୍କୁ ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ତୁମ୍ବିତୋଫାନ। ପ୍ରଶାନ୍ତ ଜଗଦେବ ଓ କାଳୁ ଖଣ୍ଡାୟତରାୟଙ୍କ ମଧ୍ଯରେ ଦୋନ୍ଦ। ଆଦିତ୍ଯ ବେହେରା(ଭୁବନେଶ୍ବର): ଖୋର୍ଦ୍ଧାର ବିଜେପି ପ୍ରାର୍ଥୀ କିଏ ହେବ ? ଏହାକୁ ନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର କର୍ମିମାନେ ହାଙ୍ଗାମା କରିଛନ୍ତି। ବିଜେପି କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଖୋର୍ଦ୍ଧାର ବିଜେପି ନେତା କାଳୁ ଖଣ୍ଡାତରାୟଙ୍କ ସମର୍ଥକମାନେ ସେଠାକୁ […]
ସଂଜୟ ଶତପଥୀ(କଟକ): ଆଗାମୀ ନିର୍ବାଚନ ରେ ଚୌଦ୍ବାର-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜୁ ଜନତା ଦଳର ପ୍ରାର୍ଥୀଭାବେ ବିଧାୟକ ଶ୍ରୀ ସୈାଭିକ୍ ବିଶ୍ୱାଳଙ୍କ ନାଁ ଘୋଷଣା ପରେ ଆଶାୟୀ ପ୍ରାର୍ଥୀଙ୍କ ନୈରାଶ୍ୟତା, ଏକ ବିଦ୍ରୋହାତ୍ମକ ରୂପ ନେଇଛି। ପୂର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ବାଳ ଙ୍କ ଏକ କଣ୍ଠସ୍ୱର ର ନକଲ ମୋବାଇଲ ରୁ ମୋବାଇଲ କୁ ଘୁରି ବୁଲୁଛି। ଏହି ବିଷୟକୁ ନେଇ ଜନମତ ସଂଗ୍ରହ ଅବସରରେ ଜନସାଧାରଣଙ୍କ […]


