ବାସ୍ତବ ବ୍ୟୁରୋ: ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ। ସେ ଆଜି ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ସେହିପରି ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ମଧ୍ୟ ଆଜି ବିଜେପିରେ ମିଶିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉଭୟଙ୍କୁ ସ୍ୱାଗତ କରିଛନ୍ତି। ବିଜେପିରେ ସାମିଲ୍ ହେବା ପରେ […]
ବାସ୍ତବ ବ୍ୟୁରୋ : ରାଜ୍ୟରେ ଗଠନ ହେବ ୩୪ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ ବା ଏନ୍ଏସି। ସେହିପରି ୫ଟି ଏନ୍ଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯାଇଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କରେ ଘୋଷଣା କରିଛନ୍ତି। ୨୦ଟି ଜିଲ୍ଲାରେ ୩୪ଟି ନୂତନ ଏନ୍ଏସି ଗଠନ କରାଯିବାକୁ ନିଷ୍ପତ୍ତି ହୋଇଛି। ସେଗୁଡ଼ିକ ହେଲା- ଅନୁଗୋଳ ଜିଲ୍ଲାର ପାଲଲହଡ଼ା ଓ ଛେଣ୍ଡିପଦା, ବାଲେଶ୍ୱରର ବସ୍ତା ଓ ସିମୁଳିଆ, ବରଗଡ଼ର ପାଇକମାଳ ଓ […]
ବାସ୍ତବ ବ୍ୟୁରୋ: ବଦଳିବେ ଭୁବନେଶ୍ବର ମହାନଗର ନିଗମ(ବିଏମସି)ର କମିସନର । ସୂଚନାନୁଯାୟୀ, ରାଜେଶ ପ୍ରଭାକର ପାଟିଲ ବିଏମସିର ନୂଆ କମିସନର ଭାବେ ଦାୟିତ୍ବ ଗ୍ରହଣ କରିବେ । ବିଜୟ ଅମୃତା କୁଲାଙ୍ଗେ ମାସେ ଛଟିରେ ଯାଉଥିବାରୁ ରାଜେଶ ପ୍ରଭାକରଙ୍କୁ ଏହି ଦାୟିତ୍ୱ ଦିଆଯାଉଛି। ତେବେ ଛୁଟିରୁ ଫେରିବା ପରେ ବିଜୟ ଅମୃତା କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ ମିଳିବା ନେଇ ସୂଚନା ରହିଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୦୫ […]
ବାସ୍ତବ ବ୍ୟୁରୋ: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ ସହାୟତା ରାଶି ମିଳିବ। ଏହି ଯୋଜନା ୩ ବର୍ଷ ବଢ଼ିବା ପରେ ରାଜ୍ୟ ସରକାର ୬୦୨୯.୭୦ କୋଟି ଟଙ୍କା ଖର୍ଚ୍ଚ କରିବେ। ରାଜ୍ୟ ସରକାର କାଳିଆ ସହାୟତା ପ୍ରଦାନ କଟକଣାକୁ କୋହଳ ପାଇଁ ନିଷ୍ପତ୍ତି […]
ସଂଜୟ ଶତପଥୀ(କଟକ): ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ବ୍ଲକ ଅନ୍ତର୍ଗତ ଆମଣାକୁଦ,କୁଦପାଟଣାସ୍ଥିତ ପ୍ରସିଦ୍ଧ ଗ୍ରହରାଜ ଶନିଦେବଙ୍କ ପ୍ରଥମ ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରଥମ ଦିନ ଜଳଯାତ୍ରା, ଘଟ ଆନୟନ ଓ ମଣ୍ଡଳ କରଣ ଆଦି ସମାପନ ପରେ ସନ୍ଧ୍ୟାରେ ଘୋଡ଼ାନାଚ, ଗଣେଶ ଓ ଶନି ନୃତ୍ୟ ସମେତ ବିଶିଷ୍ଟ କଳାକାରଙ୍କ ଦ୍ଵାରା ଭଜନ ସନ୍ଧ୍ୟା ପରିବେଷଣ କରାଯାଇଥିଲାବେଳେ ଦେବ ସେନାପତିଙ୍କର ଭଜନ ଜଣାଣ ଉପସ୍ଥିତ ଦର୍ଶକଙ୍କୁ ବହୁ ଆକର୍ଷିତ […]
ବାସ୍ତବ ବ୍ୟୁରୋ: ଆସନ୍ତା ଜୁନ୍ ୨୦୨୪ ଯାଏଁ ବଢ଼ିଲା ଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ । ଏନେଇ ଜାନୁଆରୀ ମାସରେ ଗୃହମନ୍ତ୍ରୀ ଅମିତ ଶାହ ଘୋଷଣା କରିଥିଲେ। ଆଜି ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ରବିବାର ଦଳର ଜାତୀୟ ପରିଷଦ ଦ୍ୱାରା ଏହି ନିଷ୍ପତ୍ତି ଅନୁମୋଦିତ ହୋଇଛି। ପରବର୍ତ୍ତୀ ଅନୁମୋଦନ ଅନୁଯାୟୀ ଜେପି ନଡା ସ୍ୱାଧୀନ ଭାବରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଅଧିକାର ଦିଆଯାଇଛି। ଏଥିରୁ ସ୍ପଷ୍ଟ ହୋଇଛି ଯେ […]
ସଂଜୟ ଶତପଥୀ(କଟକ): କଟକର ତୁଳସୀପୁର ସ୍ଥିତ ପୁରାତନ ତଥା ଖ୍ୟାତନାମା ଓଡ଼ିଶା ପୋଲିସ୍ ହାଇସ୍କୁଲ ପରିସରରେ କଟକ ଜିଲ୍ଲାପାଳ ଶ୍ରୀଯୁକ୍ତ ଭିନିତ୍ ଭରଦ୍ୱାଜ (ଭା.ପ୍ର.ସେ) ଙ୍କ ସଭାପତିତ୍ବରେ ଜିଲ୍ଲା ସ୍ତରୀୟ “ଶିକ୍ଷକ ପୁରସ୍କାର ସମ୍ମାନ” ମହାସମାରୋହରେ କଟକ ଜିଲ୍ଲା ର ସମସ୍ତ ଶିକ୍ଷାନୁଷ୍ଠାନ ର ଶିକ୍ଷକ, ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନଙ୍କ ଉପସ୍ଥିତ ରେ ଅନୁଷ୍ଠିତ ହୋଇଯାଇଛି। ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ମୂଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ସୁବାସ ସିଂ, […]
ସଂଜୟ ଶତପଥୀ(କଟକ): ଆଜି Our Slaplings Play Schoolକଟକର ପ୍ରଥମ ବାର୍ଷିକୋତ୍ସବ “ମୁସ୍କାନ୍” ମହାସମାରୋହରେ କଟକ ର ବାରବାଟୀ ଷ୍ଟାଡିୟମ ର ଓଡ଼ିଶା କ୍ରିକେଟ ଆସୋସିଏସନ୍ କ୍ଲବ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୂଖ୍ୟ ଅତିଥି ଭାବେ ବାରବାଟୀ -କଟକ ର ମାନନୀୟ ବିଧାୟକ ଇଂ ମହମ୍ମଦ ମୋକିମ୍ ମୂଖ୍ୟ ଅତିଥି ଭାବେ ଓ ଓଡ଼ିଶା କ୍ରିକେଟ ଆସୋସିଏସନ୍ ର ପ୍ରାକ୍ତନ ସମ୍ପାଦକ ଶ୍ରୀ ଆର୍ଶୀବାଦ ବେହେରା ସମ୍ମାନିତ […]
ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ନିର୍ବାଚନ ମଣ୍ଡଳୀରେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସାମିଲ ହୋଇ ବିଜେଡିରେ ଯୋଗଦେଇଛନ୍ତି। ଅଂଶୁମାନଙ୍କ ସହିତ ଶତାଧିକ କର୍ମୀ କଂଗ୍ରେସ ଛାଡ଼ିଛନ୍ତି। ବ୍ଲକ କଂଗ୍ରେସ ସଭାପତି ଓ ବିଭିନ୍ନ ପଂଚାୟତ ସଭାପତି, ବ୍ଲକ ଛାତ୍ର କଂଗ୍ରେସ, ଯୁବ କଂଗ୍ରେସ ଓ ମହିଳା କଂଗ୍ରେସ ସଭାପତି ଆଜି ଇସ୍ତଫା ଦେଇଛନ୍ତି। ଗତକାଲି ଅଂଶୁମାନ ମହାନ୍ତି ପିିସିସି […]
ଆଦିତ୍ଯବେହେରା(ଭୁବନେଶ୍ବର): ଯେତିକି ଯେତିକି ପାଖେଇ ଆସୁଛି ନିର୍ବାଚନ,ସେତିକି ବଢୁଛି ଯୋଜନା ଓ ଘୋଷଣା ପର୍ବ ।ଏହି ପର୍ଯ୍ୟାୟରେ କଳାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି। ଏହି ନୂଆ ଘୋଷଣା ଅନୁଯାୟୀ, ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ […]


