ଭୁବନେଶ୍ୱର(ତ୍ରିଭୁବନ ମହାପାତ୍ର):ଅକ୍ଟୋବର ୧୫: ଓଡ଼ିଆ ନାଟକ ଜଗତର ଅନନ୍ୟ ବ୍ୟକ୍ତିତ୍ୱ ତଥା ବରିଷ୍ଠ ନାଟ୍ୟକାର,ନିର୍ଦ୍ଦେଶକ ଓ କୁଶଳୀ ମଞ୍ଚକଳାକାର ଡ଼.ସଚି ଦାସଙ୍କ ୯୧ତମ ଜନ୍ମଦିନ ଅବସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ରବୀନ୍ଦ୍ର ମଣ୍ଡପରେ ପାଳିତ ହୋଇଯାଇଛି।ଏହି ଶୁଭ ଅବସରରେ ଡ଼ଃ ଦାସଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ସ୍ୱରୂପ, ତାଙ୍କ ନାମରେ ନାମିତ ନାଟକ “ଇନ୍ଦ୍ରପୁରୀରେ ସଚି” ପରିବେଷଣ କରାଯାଇଥିଲା। ଏହି ନାଟକ ମାଧ୍ୟମରେ ଡ଼ଃ ଦାସଙ୍କ ନାଟ୍ୟ ଜୀବନୀ ଓ […]
କଳା
ଭୁବନେଶ୍ବର(ନି.ପ୍ର): ଅଗ୍ରଣୀ ସଂଗଠନ ଭାଗବତ ଟୁଙ୍ଗି ପ୍ରଚାର ସମିତି ଓଡ଼ିଶା ତରଫରୁ ଭୁବନେଶ୍ୱର ନଅ ନମ୍ବର ଲେନ୍ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ସମିତିର ସଭାପତି ବାବାଜି ସ୍ବାଇଁ (ନଙ୍ଗୁଳି ବାବା) ଙ୍କ ଅଧ୍ୟକ୍ଷତା ରେ ଏକ ରାଜ୍ୟ ସ୍ତରୀୟ ଭକ୍ତ ସମ୍ମିଳନୀ ଅନୁଷ୍ଠିତ ହୋଇ,ନୂତନ କର୍ମକର୍ତ୍ତାଙ୍କ ଚୟନ କରାଯାଇଛି। ଏହି ସଭାରେ ଓଡିଶାରୁ କୋଣ ଅନୁକୋଣରୁ ଭଗବତ ପ୍ରେମିମାନେ ଯୋଗ ଦେଇ ଥିଲେ।ଉକ୍ତ ସଭାରେ ନିୟମ ଅନୁଯାୟୀ ପରିଚାଳନା […]
ଭୁବନେଶ୍ୱର(ନି.ପ୍ର)୦୬/୦୯:ଦିବଂଗତ କବି ପ୍ରହରାଜ ସତ୍ୟ ନାରାୟଣ ନନ୍ଦଙ୍କ ସାରସ୍ୱତ ଅବଦାନ ବିପୁଳ କିନ୍ତୁ ବିଶେଷ ଭାବରେ ଅନାଲୋଚିତ।ସମକାଳ ଲେଖକମାନେ ପୂର୍ବସୂରୀମାନଙ୍କ ରଚନା ନେଇ ଅଧିକ ଆବଶ୍ୟକତା ରହିଛି ବୋଲି ପ୍ରସିଦ୍ଧ କବି ଫନୀ ମହାନ୍ତି ପ୍ରକାଶ କରିଛନ୍ତି । ଆଜି ସନ୍ଧ୍ୟାରେ ଜୟଦେବ ଭବନରେ ଅନୁଷ୍ଠିତ “ପ୍ରଣମ୍ୟ ପ୍ରହରାଜ ” କାର୍ଯ୍ୟକ୍ରମରେ ଯୋଗଦେଇ ଅତିଥିମାନେ ଉପରୋକ୍ତ ମର୍ମରେ ମତ ଦେଇଛନ୍ତି।ବର୍ଷା ପବ୍ଲିକେସନ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ରେଭେନ୍ସା ବିଶ୍ବବିଦ୍ୟାଳୟର […]
ଭୁବନେଶ୍ଵର(ନି.ପ୍ର)୧୭/୮: ବର୍ଷା ପବ୍ଲିକେସନ୍ ପକ୍ଷରୁ ଭାରତୀୟ ବିଦ୍ୟାଭବନରେ ତୃତୀୟ ‘ବର୍ଷା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି।ସାରାଦିନ ଉତ୍ସବରେ ‘ନଈ’ ସବୁ ସାହିତ୍ୟ ସ୍ରଷ୍ଟା ତଥା ସାହିତ୍ୟ ପ୍ରେମିଙ୍କୁ ବାନ୍ଧି ରଖିଥିଲା। ପ୍ରଥମ ଅଧିବେଶନରେ ଭଦ୍ରକ ମନ୍ତେଇ ନଦୀର କଥା ଓ କାହାଣୀକୁ ନେଇ ଏକ ଖୁଦାର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା। ଏହି ଅବସରରେ କବି କେଶବ କୃଷ୍ଣପ୍ରସାଦ ବେହେରାଙ୍କ କାନ୍ଦଣାଗୀତ ଗାଇଥିଲେ ଅନ୍ନପୂର୍ଣ୍ଣା ମହାନ୍ତି ଏବଂ ପଲ୍ଲୀଗୀତ ଗାଇଥିଲେ ଅଭିମନ୍ୟୁ ଜେନା […]
ଭୁବନେଶ୍ବର(ନି.ପ୍ର):ଓଡ଼ିଶାର ଅଗ୍ରଣୀ ପୁସ୍ତକ ପ୍ରକାଶନୀ ସଂସ୍ଥା, ବର୍ଷା ପବ୍ଲିକେସନ୍ ପକ୍ଷରୁ ତୃତୀୟ ବର୍ଷା ସମ୍ମାନ-୨୦୨୫ ଘୋଷଣା କରାଯାଇଛି। ଆସନ୍ତା ଅଗଷ୍ଟ ୧୭ ତାରିଖରେ ଭାରତୀୟ ବିଦ୍ୟା ଭବନ ଠାରେ ଅନୁଷ୍ଠିତ ହେବାକୁ ଥିବା ତୃତୀୟ ବର୍ଷା ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯିବ। ବର୍ଷା ପବ୍ଲିକେସନ, ସବୁବେଳେ ଗୁଣାତ୍ମକ ମାନ ଥିବା ବହିର ସମ୍ମାନ କରିବା ସହିତ ଏହାର ପ୍ରକାଶ, ପ୍ରଚାର, ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛି । […]
ଭୁବନେଶ୍ୱର(ନି.ପ୍ର)-ତା ୮/୮:ପକ୍ଷୀଘର ପ୍ରକାଶନୀ ପ୍ରକାଶିତ ଡ. ରଜନୀ ରଞ୍ଜନ ଦାଶ ଙ୍କ ଲିଖିତ “ସାରଳା ମହାଭାରତରେ ଜ୍ୟୋତିଷ ଚର୍ଚ୍ଚା ” ପୁସ୍ତକ ର ପରିବର୍ଦ୍ଧିତ ସଂସ୍କରଣ ଆଜି ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ କେଦାରନାଥ ଗବେଷଣା କେନ୍ଦ୍ରରେ ଲୋକାର୍ପିତ ହୋଇଯାଇଛି । ପକ୍ଷୀଘର ପ୍ରକାଶନୀ ର ବନୋଜ ତ୍ରିପାଠୀ ଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ସଭାରେ ସାରଳା ସାହିତ୍ୟର ବିଶିଷ୍ଟ ଗବେଷକ ଜେଏନୟୁ ର ପ୍ରଫେସର ଡ. ଉଦୟନାଥ ସାହୁ ଏବଂ ଓଡ଼ିଶା […]
ଭୁବନେଶ୍ବର(ନି ପ୍ର): ବର୍ତ୍ତମାନ ସମସ୍ତ ଯୁବପିଢି ଓଡ଼ିଶା ର ସଂସ୍କୃତି କୁ ଭୁଲି ବିଦେଶୀ ସଭ୍ୟତା କୁ ଆପଣାଉଥିବ ବେଳେ ଓଡ଼ିଶାର ଅଗ୍ରଣୀ ଅନୁଷ୍ଠାନ ମୂର୍ଚ୍ଚନା ଓ ଓଡ଼ିଶା କଲଚର ଆର୍ଟ ଏକାଡେମୀ ର ମିଳିତ ଆନୁକୁଲ୍ୟରେ ଓଡ଼ିଶାର ସଂସ୍କୃତି କୁ ଆଗେଇନେବା ଲାଗି ଭୁବନେଶ୍ୱର ର ଜୟଦେବ ଭବନଠାରେ ଶିକ୍ଷାବିତ୍ ଓ ସମାଜସେବୀ ଶ୍ରୀ ଶଶଧର ପଣ୍ଡା ଙ୍କ ସଭାପତିତ୍ବରେ ଓଡ଼ିଆ ସଂସ୍କୃତି ମହୋତ୍ସବ “ବୈଶାଖୀ ଉତ୍ସବ ଓ […]
ବରଗଡ଼୦୫.୦୫.୨୦୨୫(ନବୀନ କୁମାର ଦାଶ):ବରଗଡ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ କଲା ଦହନା ସାଂସ୍କୃତିକ ଅନୁଷ୍ଠାନ,କଟାପାଲି, ବରଗଡ ତରଫରୁ ସମ୍ପାଦକ ତଥା ପ୍ରତିଷ୍ଠାତା କବି ଦିନେଶ ଭୋଇଙ୍କ ସମ୍ପାଦନାରେ ଏବଂ ସଭାପତି କବି ବିକ୍ରମ ସାହୁଙ୍କ ସଭାପତିତ୍ୱରେ ରାଜ୍ୟ ସ୍ତରୀୟ ତୃତୀୟ ସ୍ୱନକ୍ଷତ୍ର ଉଚ୍ଛବ ଏବଂ ପଞ୍ଚମ ସାହିତ୍ୟ ସଂପାନ ଅନୁଷ୍ଠିତ ହୋଇଯାଇଛି । ସାହିତ୍ୟ,ନୃତ୍ୟ,ଆଲୋଚନା,ପୁସ୍ତକ ଉନ୍ମୋଚନ ସହ ନବୋଦୟ ଯୁବ ପୀଢ଼ି ମାନଙ୍କ ପାଇଁ ଉତ୍ସାହ ଜନକ ସମ୍ମାନ […]
ବରଗଡ଼୨୧/୪(ନବୀନ କୁମାର ଦାଶ): ବରଗଡ଼ ସାଂସ୍କୃତିକ ଅନୁଷ୍ଠାନ ମହନୀ ପକ୍ଷରୁ ସ୍ଥାନୀୟ ବିଜୁପଟ୍ଟନାୟକ ଟାଉନ ହଲ ଠାରେ ମହନୀ ଉତ୍ସବ ପାଳିତ ହୋଇ ଯାଇଛି । ଏଥିରେ ୪ ବର୍ଷ ରୁ ୭ ବର୍ଷ ସବଜୁନିଅର,୮ ବର୍ଷ ରୁ ୧୩ ବର୍ଷ ଜୁନିଅର ଏବଂ ୧୪ ବର୍ଷ ରୁ ଉର୍ଦ୍ଧ୍ବ ସିନିଅର ତିନୋଟି ବିଭାଗ ରେ ସମ୍ବଲ ପୁରୀ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ […]
ଭୁବନେଶ୍ବର(ବାସ୍ତବବ୍ୟୁରୋ) ୨୦ ଏପ୍ରିଲ,୨୦୨୫:ଆଜି ସନ୍ଧ୍ୟାରେ ବର୍ଷା ପବ୍ଲିକେସନ୍ ପକ୍ଷରୁ ପ୍ରକାଶିତ,ଯୁବକବି ମହାଦେବ ପ୍ରଧାନଙ୍କ ପ୍ରଥମ କବିତା ପୁସ୍ତକ ‘ପାହାନ୍ତି ଆକାଶ’ର ଲୋକାର୍ପଣ ଉତ୍ସବ ଭାରତୀୟ ବିଦ୍ୟା ଭବନ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପୁସ୍ତକ ଉନ୍ମୋଚନ ଉତ୍ସବରେ ବିଶିଷ୍ଟ କବି ଆଶୁତୋଷ ପରିଡ଼ା, ବିଶିଷ୍ଟ କବି ସୂର୍ଯ୍ୟ ମିଶ୍ର, ବିଶିଷ୍ଟ କବି ମମତା ଦାଶ ଓ ବିଶିଷ୍ଟ କବି ଚିରଶ୍ରୀ ଇନ୍ଦ୍ରସିଂ ଯୋଗ ଦେଇଥିଲେ। ମଞ୍ଚ ପରିଚାଳନା କରିଥିଲେ ଯୁବ […]


