ସଂଜୟ ଶତପଥୀ(କଟକ): ଆଜି କଟକ ର ସର୍ବପୁରାତନ ରଙ୍ଗମଞ୍ଚ “ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚ” ଠାରେ ସାଂସ୍କୃତିକ ଅନୁଷ୍ଠାନ ନିଖିଳ ଉତ୍କଳ କଳା ନିକେତନ ପକ୍ଷରୁ ଆୟୋଜନ କରାଯାଇଛି ତ୍ରୀଦିବସୀୟ ରଙ୍ଗ ମହୋତ୍ସବ। ଏହି କାର୍ଯ୍ୟକ୍ରମରେ ଓଡିଶାର ବହୁ ସୁନାମଧନ୍ୟ ଅନୁଷ୍ଠାନ ଭାଗ ନେଇଥୂବା ବେଳେ ଓଡ଼ିଶୀ ନୃତ୍ୟ, ଡ୍ରାମା ସହିତ ଓଡ଼ିଶା ର କଳାସଂସ୍କୃତି ର ପ୍ରତିଯୋଗିତା ର ଆୟୋଜନ କରାଯାଇଛି। ଆଜି କାର୍ଯ୍ୟକ୍ରମ ର ପ୍ରଥମ ଦିବସର ସନ୍ଧ୍ୟାରେ ଓଡ଼ିଶାର […]

ମନୋଜ ମହାନ୍ତି(ଭୁବନେଶ୍ଵର): ଅଭିଳାଷ ଥିଏଟର ଭୁବନେଶ୍ଵର, ତରଫରୁ ତା: ୦୫.୦୬.୨୦୨୪ ରେ ଭଞ୍ଜକଳା ମଣ୍ଡପ ଭୁବନେଶ୍ଵର ଠାରେ ଅନୁଷ୍ଠାନର ପ୍ରଥମ ନାଟକ “ଅନ୍ଧଗଳି’’ ଅନୁଷ୍ଠିତ ହୋଇଯାଇଅଛି । ଏହି ନାଟକର ନାଟ୍ୟକାର ଡ଼ାକ୍ତର ପ୍ରଶାନ୍ତ କୁମାର ବିଶ୍ୱାଳ ଥିବାବେଳେ ନିର୍ଦ୍ଦେଶନା ଦେଇଛନ୍ତି ହୃଷିକେଶ ମହାପାତ୍ର। ୨୧ ଜଣ କଳାକାରଙ୍କୁ ନେଇ ବର୍ତମାନ ସମାଜରେ ଘଟୁଥିବା ଘଟଣା ଦୁର୍ଘଟଣାର ପଟ୍ଟଭୂମିରେ ଏହି ନାଟ୍ୟଚିତ୍ରଟି ପର୍ଯ୍ୟବେଶିତ। ଓୟୁଏଟି ଭୁବନେଶ୍ବରର କୁଳପତି ପ୍ରଫେସର ଶ୍ରୀଯୁକ୍ତ […]

ଭୁବନେଶ୍ବର: ସାରସ୍ବତ ସମାଜ, ଓଡିଶା, ଭୁବନେଶ୍ବର ର ମାସିକ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ସୁସାହିତ୍ଯିକ ତଥା କଣ୍ଠଶିଳ୍ପୀ ଭାରତୀ ଭୂଷଣ ପଟ୍ଟନାୟକ ଙ୍କ ସଭାପତିତ୍ବରେ ୟୁନିଟ ୩ ଭୁବନେଶ୍ଵର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ତଥା ସୁସାହିତ୍ଯିକା ଉଷାରାଣୀ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତାଙ୍କ ବକ୍ତବ୍ଯରେ କବି ଓ କବୟତ୍ରୀ ମାନଙ୍କ ହୃଦୟରେ ଆତ୍ମାରେ ଅହରହ […]

କେନ୍ଦୁଝର,୨/୬ ): ଆଉ ନାହାଁନ୍ତି ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ୮୮ ବର୍ଷ ବୟସରେ କେନ୍ଦୁଝର ବୈଦ୍ୟରାଜ ସାହି ବାସଭବନରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ବିୟୋଗରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି । ଏପ୍ରିଲ ୧ରେ ଶ୍ରୀ କୁଅଁର ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ବୟସାଧିକ୍ୟ କାରଣରୁ ସେ […]

ମନୋଜ ମହାନ୍ତି(ଭୁବନେଶ୍ଵର):୨୩/୫- ବିଶିଷ୍ଟ କବି ସୁନୀଲ କୁମାର ପୃଷ୍ଟିଙ୍କର ଅକାଳ ବିୟୋଗରେ ମର୍ମାହତ, ପୁରୁଣା ବସଷ୍ଟାଣ୍ଡ ଖଟିର ସଦସ୍ୟମାନେ ଏକ ଅନୌପଚାରିକ ସ୍ମୃତିସଭାର ଆୟୋଜନ କରିଥିଲେ । ବିଶିଷ୍ଟ କବି ଓ କଥାକାର ଅଜୟ ସ୍ୱାଇଁ, କବି ରଜନୀ ରଞ୍ଜନ, କବି ଅଭିରାମ ଦାସ, ପକ୍ଷୀଘରର ସମ୍ପାଦକ ବନୋଜ ତ୍ରିପାଠୀ, କବି କେଦାର ମିଶ୍ର, କବି ପବିତ୍ରମୋହନ କର, କବି ରମାକାନ୍ତ ସାମନ୍ତରାୟ, କବି ସଞ୍ଜୟ ଭଟ୍ଟ, କବି ଶକ୍ତି […]

ମନୋଜ ମହାନ୍ତି(ଭୁବନେଶ୍ଵର)୨୨/୫: ଆଉ ନାହାଁନ୍ତି ଶିଷ୍ଟ ଅଭିନେତା ବିଜୟ ପଟ୍ଟନାୟକ।କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି ।ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା । ଏହି ଖବର କଳା ଜଗତ ତଥା କଳାପ୍ରେମୀଙ୍କ ପାଇଁ ଏକ ଦୁଃଖଦ ଖବର।ସ୍ଵର୍ଗତ ପଟ୍ଟନାୟକଙ୍କୁ ଭଲପାଉଥିବା କଳାକାର ତଥା କଳାପ୍ରେମୀ ମଧ୍ଯରେ ଶୋକର ଛାୟା। ସ୍ଵର୍ଗତ ପଟ୍ଟନାୟକ ୧୯୪୮ ମସିହା ଜୁଲାଇ ପହିଲାରେ […]

ପ୍ରମୋଦ ନାୟକ(ଭୁବନେଶ୍ବର): ବନ୍ଦେ ଉତ୍କଳ ମହାସଂଘର ଅଧ୍ୟକ୍ଷ ବିଜୟ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଭୁବନେଶ୍ଵରସ୍ଥିତ ହୋଟେଲ ସିଟି ରେସିଡ଼େନ୍ସି ଠାରେ କୋଣାର୍କ କଳା ଉତ୍ସବ ପାଳନ ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଅଛି । ମୁଖ୍ୟ ମନ୍ତ୍ରୀଙ୍କ କଳାକାର ସହାୟତା ପାଇଁ ଆବେଦନ କରୁଥିବା କଳାକାରମାନଙ୍କୁ ପ୍ରତି ଜିଲ୍ଲା ସଂସ୍କୃତି ବିଭାଗ କାର୍ଯ୍ୟାଳୟରେ ଅସହଯୋଗ କରାଯାଉଛି,ସେଥି ନେଇ ମହାସଂଘର ରାଜ୍ୟ କର୍ମକର୍ତ୍ତାମାନେ ସଂସ୍କୃତି ବିଭାଗ ନିର୍ଦେଶକଙ୍କୁ ଲିଖିତ ଭାବରେ ଜଣାଇବା […]

ଆଦିତ୍ଯ ବେହେରା(ଭୁବନେଶ୍ବର): ନୀଳଚକ୍ରେ ହୋ ଦେଖ ଉଡ଼ୁଛି ବାନା ଭଳି ଅନେକ ଭକ୍ତି ଭାବର ଭଜନର ସ୍ବନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ ଆଉ ନାହାଁନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି । ମିଳିଥିବା ସୂଚନା ଅନୁଯାଇ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ । ‘ଥକା ମନ ଚାଲ ଯିବା’ ସହ ‘ଜଗନ୍ନାଥ ତୁମେ ବଡ ଛଳିଆ’ ଆଦି […]

ସଂଜୟ ଶତପଥୀ(କଟକ): କଟକର ଯୋବ୍ରା ସ୍ଥିର ରାଜ୍ୟ ନୈ।ବାଣିଜ୍ଯ ସଂଗ୍ରହାଳୟ ସଭାଗୃହ ରେ ବିଶିଷ୍ଟ ସାହିତ୍ୟିକ ଡକ୍ଟର ଗୋବିନ୍ଦ ଭୂୟାଁ ଙ୍କ ସଭାପତିତ୍ବରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି “ଖୋଲାଝର୍କା” ଷଷ୍ଠ ବାର୍ଷିକ ଉତ୍ସବ। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଓଡ଼ିଶାର ସୁଖ୍ୟାତ କଥାଶିଳ୍ପୀ ଶ୍ରୀ ତରୁଣକାନ୍ତି ମିଶ୍ର ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଲେଖକ ଓ ସାହିତ୍ୟ ସମାଲୋଚକ ପ୍ରଫେସର୍ ବୈଷ୍ଣବ ଚରଣ ସାମଲ ଯୋଗ ଦେଇ […]

ଆଦିତ୍ଯ ବେହେରା(ଭୁବନେଶ୍ବର): କବି ପୂର୍ଣ୍ଣ ଚନ୍ଦ୍ର ମହାରଣା ଙ୍କ କବିତା ପୁସ୍ତକ ଭାନୁମତୀର ଗାଁ ର ଶୁଭ ଉନ୍ମୋଚନ ଆଜି ରାଜଧାନୀ ସଂନିକଟ ସରଦେଇପୁର ଡାକବଙ୍ଗଳlରେ ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଅତିଥିଭାବରେ ଯୋଗଦେଇଥଲେ ବିଶିଷ୍ଟ ସିନେ ଲେଖକ ଡ ରଜନୀ ରଞ୍ଜନ, ବରିଷ୍ଠ ଶିଶୁସାହିତ୍ୟିକ ବଂକିମ ନାୟକ, ଅଧିବକ୍ତା ସତୀଶ ରାୟ । ନିରୁତା ଓଡ଼ିଆ ଶବ୍ଦ ଓ […]

Pin It on Pinterest