ବ୍ରଜବିହାରୀ ଶଢଙ୍ଗୀ(ଭଞ୍ଜନଗର):ଭଞ୍ଜନଗର କଳା, ସାହିତ୍ୟ, ସଂସ୍କୃତିର ଗନ୍ତାଘର । କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମ ସ୍ଥାନ । ଆଜି ସାରା ବିଶ୍ୱରେ ତାଙ୍କର କାବ୍ୟ, କବିତା ବିଭିନ୍ନ ଭାଷାରେ ଆବୃତ୍ତି କରାଯାଉଛି ।ଏହା ସହିତ ଭଞ୍ଜନଗର ହେଉଛି ଗଞ୍ଜାମ ଜିଲ୍ଲାର ଏକ ଉପଖଣ୍ଡ । ଏହି ପରି ସ୍ଥାନରେ ଗୋଟିଏ ଅଡ଼ିଟୋରିୟମ୍ କିମ୍ବା ମୁକ୍ତାକାଶ ରଙ୍ଗମଂଚ ନଥିବା ବଡ଼ ଦୁଃଖର ବିଷୟ । ତେଣୁ ଆଜି ଘୁମୁସର କଳାକାର ମଞ୍ଚର […]
କଳା
ନିରଞ୍ଜନ ବସ୍ତିଆ(ମାହାଙ୍ଗା): ୨୮/୦୫/୨୦୨୩-ମାହାଙ୍ଗା ହେଉଛି ସାହିତ୍ୟ ଓ ସଂସ୍କୃତିର ଗନ୍ତାଘର। ଏହି ମାଟିରେ ବହୁ କବି, କବୟିତ୍ରୀ ଓ ସାହିତ୍ୟିକମାନେ ଜନ୍ମ ନେଇ ସେମାନଙ୍କର ଲେଖନୀ ଚାଳନା କରି ମାହାଙ୍ଗାବାସୀଙ୍କୁ ସାଧାରଣରେ ପରିଚିତ କରିଯାଇଛନ୍ତି। ଆଜିବି ସାହିତ୍ୟ ପ୍ରତି ଆଗ୍ରହ ଓ ରୁଚି ରଖୁଥିବା ବ୍ୟକ୍ତିମାନେ ସାହିତ୍ୟ କିପରି ଚିରଦିନ ବଞ୍ଚିରହିବ ସେଥି ପ୍ରତି ନିଜକୁ ସମର୍ପିତ କରୁଛନ୍ତି। ସେଭଳି ଏକ ଅନୁଷ୍ଠାନ ହେଉଛି “ସଚେତନ ସାହିତ୍ୟ ସଂସଦ”। ସେ […]
ରାକେଶ ମହାନ୍ତି(କେନ୍ଦ୍ରାପଡ଼ା):ଗତ ଶୁକ୍ରବାର ଦିବା ଦଶ ଘଟିକା ସମୟରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଳକ ଅଧିନସ୍ଥ ବୋଧଗାଁ ଠାରେ ଓଡ଼ିଶାର ବିଶିଷ୍ଟ କଳାକାର ତଥା ବ୍ରଜେଶ୍ବରୀ ରାମଲୀଳା ପରିଷଦର ରାବଣ ଭୂମିକାରେ ଦିର୍ଘଦିନ ଧରି ଅଭିନୟ କରିଥିବା ସ୍ବର୍ଗତ ଦୈତ୍ୟାରି ତ୍ରିପାଠୀଙ୍କର ମୃତ୍ୟୁ ବାର୍ଷିକୀ ଅବସରରେ ପରିଷଦର ସଭ୍ଯ ସମେତ ଗ୍ରାମବାସୀ ଓ ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ, ନାଟ୍ୟକାର,କବି, କବୟତ୍ରୀ, ସମାଜସେବୀ ତଥା ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି […]
ବାସ୍ତବ ବ୍ୟୁରୋ: ସିନେମା କ୍ଷେତ୍ରରେ ଦେଶର ସର୍ବୋଚ୍ଚ ପୁରସ୍କାର ଦାଦାସାହେବ ଫାଲକେ ପୁରସ୍କାର। ସିନେମା କ୍ଷେତ୍ରରେ ଦାଦାସାହେବ ଫାଲକେ ପୁରସ୍କାର ହେଉଛି ଭାରତର ସର୍ବୋଚ୍ଚ ପୁରସ୍କାର । ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ସ୍ଥାପିତ ଏକ ସଂଗଠନ, ଚଳଚ୍ଚିତ୍ର ମହୋତ୍ସବ ନିର୍ଦ୍ଦେଶାଳୟ ଦ୍ୱାରା ଏହା ପ୍ରତିବର୍ଷ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିତରଣ ଉତ୍ସବରେ ଉପସ୍ଥାପିତ ହୁଏ । “ଭାରତୀୟ ସିନେମାର ଅଭିବୃଦ୍ଧି ତଥା ବିକାଶରେ ଉଲ୍ଲେଖନୀୟ ଅବଦାନ” ପାଇଁ […]
ସରସ୍ବତୀ ପଣ୍ଡା ସେ ହସିଦେଲାବରଷା ଝରିଗଲାଶୋଷିନେଲା ମାଟିର ଓଠତୃପ୍ତ ପଞ୍ଚପ୍ରାଣବାସ୍ନାୟିତ ମନଆଉ ବାସ୍ନାୟିତ ହୃଦୟର ତୁଠ। ସେ କହିଦେଲାଭଲପାଏ ବୋଲିମିଳିଗଲା ସରଗର ସୁଖବୟସର ଦାଗଗଲାତ ଉଭେଇଝଲସିଲା ପ୍ରିୟତମା ମୁଖ। ସେ ଯାଚିଦେଲାଆଞ୍ଜୁଳେ ଶରଧାଭରିଗଲା ପ୍ରୀତିର ପଣତଚମକି ଚାହିଁଲାମଥାର ଟିକିଲିପାହାଁନ୍ତି ସପନ ଏବେ ଲାଗେ ସତ ସତ। ସେ ମାଗିନେଲାଦୁଃଖର ଅତୀତସାତସିଆଁ ପଉଷର ଭେଟିଶ୍ରାବଣର ଦହଗଞ୍ଜବୈଶାଖର ଲୁହ ସଞ୍ଜଆଉ ଦରସିଝା ଉଦରର ତାତି। ଶ୍ରୀରାମପୁର ,ମଙ୍ଗଳପୁର,ଯାଜପୁର
ସସ୍ମିତା ପଣ୍ଡା ତୁମେ ସରି ସରି ଯାଉଥିବା ବେଳେଫେରିବାର ବାହାନା….ତଟିନୀ ତୁଠର ସ୍ମୃତି କି ଅନୁଭୂତିଅଗଣାକୁ ଢାଙ୍କି ଥିବା ନିର୍ମଳ ଆକାଶବାରମ୍ବାର ଭୋଗୁଥିବାଅଭିମାନ ଆଉ ଅଭିଯୋଗତଥାପି ତୁମ ରମ୍ୟକଳାରେମୁଁ ମୋହମନା ।। ଚିରା ଚିଠି ଅପବାଦରେଜୀବନର ନିର୍ଯ୍ୟାସ….ଅଟକ ବନ୍ଦୀରେ ଧାଡ଼ି ଧାଡ଼ି ଅବଶୋସଟିପେ ଟିପେ ମିଶାଣ ଫେଡାଣତିଳଚିହ୍ନରେ ସ୍ମୃତିର ଫଗୁଣରଙ୍ଗଣୀରୁ ରାଣୀ ହେବାକୁସାତସିଆଁ ଅନୁଭବରେଅଦମ୍ୟ ପ୍ରୟାସଖାସ୍…. ତୁମେ ମୋ ଇଚ୍ଛାକୁ ସାଇତିଛ ବୋଲି ।। କଟିକଟା, କଟକ
ବାସ୍ତବ ବ୍ୟୁରୋ: ଭେଟେରାନ ଦକ୍ଷିଣ ଭାରତୀୟ ଗାୟିକା ବାଣୀ ଜୟରାମ୍ ଙ୍କର ଆଜି (ଶନିବାର) ଦେହାନ୍ତ ହୋଇଛି। କିଛି ଦିନ ତଳେ ତାଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଥିଲା । ସୂଚନା ମୁତାବକ, ଚେନ୍ନାଇସ୍ଥିତ ତାଙ୍କ ଘରେ ବାଣୀ ଜୟରାମଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ବାଣୀ ଜୟରାମଙ୍କୁ ୭୮ବର୍ଷ ବୟସ ହୋଇଥିଲା। ତେବେ କେଉଁ କାରଣ ପାଇଁ ତାଙ୍କର ଦେହାନ୍ତ ହେଲା, ତାହା ଜଣା ପଡିନାହିଁ । ତାଙ୍କ […]
ବାସ୍ତବ ବ୍ୟୁରୋ: ଓସ୍କାର ୨୦୨୩ ପାଇଁ ଚୂଡ଼ାନ୍ତ ମନୋନୟନ ଘୋଷଣା କରାଯାଇଛି । ୩ଟି ଭାରତୀୟ ଚଳଚ୍ଚିତ୍ର ଓ ଡକ୍ୟୁମେଣ୍ଟାରିକୁ ମନୋନୟନ ମିଳିଛି । ମନୋନୟନ ପାଇଥିବା ଭାରତୀୟ ଚଳଚ୍ଚିତ୍ର ହେଲେ ଏସଏସ ରାଜମୌଲୀଙ୍କ ଚଳଚ୍ଚିତ୍ର ଆରଆରଆର୍, ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ଅଲ ଦାଟ୍ ବ୍ରେଦସ ଓ କ୍ଷୁଦ୍ର ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ଦି ଏଲିଫାଣ୍ଟ ହ୍ବିସ୍ପର୍ସ । ଭାରତୀୟ ଚଳଚ୍ଚିତ୍ର RRR ର ନାଟୁ-ନାଟୁ ଗୀତକୁ ବେଷ୍ଟ ଅରିଜିନାଲ ଗୀତ ବର୍ଗରେ […]
ବାସ୍ତବ ବ୍ୟୁରୋ : ପରଲୋକରେ ବିଶିଷ୍ଟ ତବଲା ବାଦକ ପଣ୍ଡିତ ଉମେଶ ଚନ୍ଦ୍ର କର । ସୂଚନାନୁଯାୟୀ, ଆଜି(ଗୁରୁବାର) ସକାଳେ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ବର୍ଷ ହୋଇଥିଲା। ତାଙ୍କର ବିୟୋଗରେ ଓଡ଼ିଶାର ଶାସ୍ତ୍ରୀୟ ତବଲା ବାଦନ କ୍ଷେତ୍ରରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। […]
ବାସ୍ତବ ବ୍ୟୁରୋ : ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ୮୨ ବର୍ଷ ବୟସରେ ପରଲୋକେ । କଟକ କଟକ ଚଣ୍ଡୀ ଛକ ସ୍ଥିତ ବାସଭବନରେ ତାଙ୍କର୦ ଦେହାନ୍ତ ହୋଇଛି । ସୂଚନାନୁଯାୟୀ, ତେବେ ବିଳମ୍ୱିତ ରାତିରେ ତାଙ୍କର ପରଲୋକ ହୋଇଛି । ତାଙ୍କ ମୃତ୍ୟୁ ପରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ସେପଟେ ତାଙ୍କର ଶେଷ ଦର୍ଶନ କରୁଛନ୍ତି ବହୁ କଳାକାର । ୧୯୪୫ ମସିହାରେ କଟକର ଚାନ୍ଦିନି […]


