ବାସ୍ତବ ବ୍ୟୁରୋ: ସୋମବାର ସକାଳେ ୯୫ ତମ ଓସ୍କାର ପୁରସ୍କାର ସମାରୋହରୁ ଭାରତ ପାଇଁ ଏକ ଖୁସି ଖବର ଆସିଛି । ଚଳଚ୍ଚିତ୍ର RRR ର ନାଟୁ ନାଟୁ କୁ ‘ବେଷ୍ଟ୍‌ ଅରିଜିନାଲ୍‌ ସଙ୍ଗ୍‌’ ବର୍ଗରେ ପୁରସ୍କାର ଲାଭ କରିଥିବା ବେଳେ ଦି ଏଲିଫ୍ୟାଣ୍ଟ୍‌ ୱିସ୍ପରର୍‌ସ୍‌ ବେଷ୍ଟ୍‌ ଡକ୍ୟୁମେଣ୍ଟାରୀ ସର୍ଟ ଫିଲ୍ମ ବର୍ଗରେ ଜିତିଛି। କାର୍ତିକି ଗନ୍‌ସାଲ୍‌ଭେସ୍‌ ଏବଂ ଗୁନୀତ୍‌ ମୋଙ୍ଗାଙ୍କ ‘ନେଟ୍‌ଫ୍ଲିକ୍ସ୍‌’ କ୍ଷୁଦ୍ର ପ୍ରାମାଣିକ ଛବି ‘ଦି ଏଲିଫ୍ୟାଣ୍ଟ୍‌ […]

ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ସକାଳେ ବଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ପରଲୋକ ଘଟିଛି। ସେ ୬୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି। ତାଙ୍କ ପୋଷ୍ଟମର୍ଟମ ଦିଲ୍ଲୀର ଡିନ୍ ଡାୟାଲ୍ ହସ୍ପିଟାଲରେ କରାଯିବ। ବର୍ତ୍ତମାନ ତାଙ୍କ ମୃତଦେହକୁ ଡାକ୍ତରଖାନାର ଶବ ବ୍ୟବଚ୍ଛେଦ ଗୃହରେ ରଖାଯାଇଛି। ପୋଷ୍ଟମର୍ଟମ ପରେ ତାଙ୍କ ମୃତଦେହ ମୁମ୍ବାଇକୁ ନିଆଯିବ। ସେ ଏକାଧାରରେ […]

ବାସ୍ତବ ବ୍ୟୁରୋ: ସିନେମା କ୍ଷେତ୍ରରେ ଦେଶର ସର୍ବୋଚ୍ଚ ପୁରସ୍କାର ଦାଦାସାହେବ ଫାଲକେ ପୁରସ୍କାର। ସିନେମା କ୍ଷେତ୍ରରେ ଦାଦାସାହେବ ଫାଲକେ ପୁରସ୍କାର ହେଉଛି ଭାରତର ସର୍ବୋଚ୍ଚ ପୁରସ୍କାର । ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ସ୍ଥାପିତ ଏକ ସଂଗଠନ, ଚଳଚ୍ଚିତ୍ର ମହୋତ୍ସବ ନିର୍ଦ୍ଦେଶାଳୟ ଦ୍ୱାରା ଏହା ପ୍ରତିବର୍ଷ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିତରଣ ଉତ୍ସବରେ ଉପସ୍ଥାପିତ ହୁଏ । “ଭାରତୀୟ ସିନେମାର ଅଭିବୃଦ୍ଧି ତଥା ବିକାଶରେ ଉଲ୍ଲେଖନୀୟ ଅବଦାନ” ପାଇଁ […]

ବାସ୍ତବ ବ୍ୟୁରୋ:ଭାରତୀୟ ମୂଳ ନିଲ୍ ମୋହନଙ୍କୁ ୟୁଟ୍ୟୁବର ନୂତନ ସିଇଓ ଭାବରେ ନିଯୁକ୍ତ କରାଯାଇଛି। ଏହାପୂର୍ବରୁ ନିଲ୍ ମୋହନ ୟୁଟ୍ୟୁବ ର ସିପିଓ ଥିଲେ। ତାଙ୍କୁ ପଦୋନ୍ନତି ଦିଆଯାଇ ଏହି ଦାୟିତ୍ୱ ଦିଆଯାଇଛି। ୨୦୦୮ ମସିହାରୁ ନିଲ୍ ମୋହନ ଗୁଗୁଲ ସହିତ କାମ କରୁଛନ୍ତି। ୨୦୧୩ ମସିହାରେ କମ୍ପାନୀ ତାଙ୍କୁ ୫୪୪ କୋଟି ଟଙ୍କା ବୋନସ ଦେଇଥିଲା । ସେ ପୂର୍ବତନ ସିଇଓ ସୁଜନ ଡିଆନ ସ୍ଥାନ ନେବେ। ନିକଟରେ […]

ବାସ୍ତବ ବ୍ୟୁରୋ: ଓସ୍କାର ୨୦୨୩ ପାଇଁ ଚୂଡ଼ାନ୍ତ ମନୋନୟନ ଘୋଷଣା କରାଯାଇଛି । ୩ଟି ଭାରତୀୟ ଚଳଚ୍ଚିତ୍ର ଓ ଡକ୍ୟୁମେଣ୍ଟାରିକୁ ମନୋନୟନ ମିଳିଛି । ମନୋନୟନ ପାଇଥିବା ଭାରତୀୟ ଚଳଚ୍ଚିତ୍ର ହେଲେ ଏସଏସ ରାଜମୌଲୀଙ୍କ ଚଳଚ୍ଚିତ୍ର ଆରଆରଆର୍, ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ଅଲ ଦାଟ୍  ବ୍ରେଦସ ଓ କ୍ଷୁଦ୍ର ଡକ୍ୟୁମେଣ୍ଟାରୀ ଚଳଚ୍ଚିତ୍ର ଦି ଏଲିଫାଣ୍ଟ ହ୍ବିସ୍ପର୍ସ । ଭାରତୀୟ ଚଳଚ୍ଚିତ୍ର RRR ର ନାଟୁ-ନାଟୁ ଗୀତକୁ ବେଷ୍ଟ ଅରିଜିନାଲ ଗୀତ ବର୍ଗରେ […]

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୬୮ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୮୦୨ ଜଣ ସୁସ୍ଥ ହୋଇଛନ୍ତି ।  ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫଦାରୀ […]

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୨୪ ଜଣକୁ ବୃଦ୍ଧି ପାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୬୭ ଜଣ ସୁସ୍ଥ ହୋଇଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା […]

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୦୭ ଜଣକୁ ବୃଦ୍ଧି ପାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୫୦ ଜଣ ସୁସ୍ଥ ହୋଇଛନ୍ତି ।  ଆଜି ସକାଳ ୬ଟା ୫୦ରେ ଝଙ୍କଡ଼ବାସିନୀ […]

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୦୩୬ ଜଣକୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୦୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୧୫୩ଜଣ ସୁସ୍ଥ ହୋଇଛନ୍ତି ।  ଆଜି ଦୋଳ ପୂର୍ଣ୍ଣିମା । ଆଜି ଦୋଳ ଗୋବିନ୍ଦ […]

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୯୭କୁ ବୃଦ୍ଧି ପାଇଛି ।  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୧୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୬୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୫୦୨୬ଜଣ ସୁସ୍ଥ ହୋଇଛନ୍ତି ।  […]

Pin It on Pinterest