ମେଷ: ଠାକୁରଙ୍କ ଦର୍ଶନ ଲାଭକରି ଖୁସି ହୋଇପାରନ୍ତି। ଗୃହକୁ ଧାତୁ , ଅଳଙ୍କାରାଦି ମୂଲ୍ୟବାନ ଜିନିଷ ଆଣିପାରନ୍ତି। ମିତ୍ର ସୁଖ ମିଳିବ। ମଧ୍ୟାହ୍ନରେ ଘର ଅପେକ୍ଷା ବାହାର ଲୋକମାନଙ୍କ ସକାଶେ ବିଶେଷ ସମୟ ଦେଇପାରନ୍ତି। କାର୍ଯ୍ୟଗୁଡିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ସମସ୍ୟା ହେତୁ ହଠାତ୍ ଅଟକି ରହିଯିବାର ଆଶଙ୍କା ରହିଛି। ବୃଷ: ଆଜିର ଦିନଟିରେ ବିଭିନ୍ନ ପ୍ରକାରର କାର୍ଯ୍ୟବ୍ୟସ୍ତତା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। କଠିନ […]
ଜୀବନ ଧର୍ମ
ମେଷ: ରୋଜଗାର ଯଥେଷ୍ଟ ପରିମାଣର ହୋଇପାରେ। ସକାଳୁ ସକାଳୁ ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରା କରିପାରନ୍ତି। ଆଜିର ଖର୍ଚ୍ଚ ସକାଶେ କେଉଁଠୁନା କେଉଁଠୁ ଅର୍ଥ ପାଇଯିବେ । ଭୁଲ୍ ବୁଝାମଣା ଜନିତ ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଯେତେ ସତର୍କରେ କାମ କଲେ ମଧ୍ୟ କର୍ମ କ୍ଷେତ୍ରରେ ଟେନ୍ସନ ଲାଗି ରହିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪। ବୃଷ : ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ପାରିବାରିକ ଦ୍ୱନ୍ଦ୍ୱ […]
ମେଷ: ଦେହ ଭଲ ରହିଲେ ମଧ୍ୟ ମନଟା ଏଣୁତେଣୁ ଗୁଡ଼ାଏ ଚିନ୍ତାକରି ଭଲ ରହି ନ ପାରେ। ବାଣିଜ୍ୟ, ଶିଳ୍ପ, ବ୍ୟବସାୟ, ପରିବହନ, ପ୍ରଶାସନ, ସଭାସମିତି, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାଜନକ ଫଳ ଲାଭକରିବେ । ବୃଷ: ଆନୁଷଙ୍ଗିକ ସୁବିଧା ସୁଯୋଗ ଲାଭକରି ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ସନ୍ତାନ ହେତୁକ ମାନସିକ ଆଘାତ ପାଇପାରନ୍ତି। ବନ୍ଧୁସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ଆଲୋଚନା ଅସମାପ୍ତ ରହିପାରେ। […]
ମେଷ: କାର୍ଯ୍ୟ କ୍ଷେତ୍ରରେ କୌଣସି ପରିବର୍ତ୍ତନ ଆଣିପାରନ୍ତି। ପରିବାରର ବୟୋଜ୍ୟେଷ୍ଠଙ୍କ ପରାମର୍ଶରେ ବଡ଼ ପଦକ୍ଷେପ ନେବେ। ଦୂର ସ୍ଥାନକୁ ଭ୍ରମଣ ଯୋଗ ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସନୀୟ କାମ କରି ବୁଦ୍ଧିଜୀବୀମାନଙ୍କ ଦୃଷ୍ଟି ଆକର୍ଷଣ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ସଫଳତା ମିଳିବ। ଶୁଭରଙ୍ଗ: କ୍ରୀମ୍। ଶୁଭସ˚ଖ୍ୟା: ୮। ବୃଷ: ନିଜ କାର୍ଯ୍ୟରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଆର୍ଥିକ ମାମଲାରେ ହଇରାଣ ହୋଇପାରନ୍ତି। ଗପ-କବିତା ଆଦି […]
ମେଷ: ଆଜିର କାମ ପାଇଁ ଅର୍ଥର ଅଭାବ ରହିବ ନାହିଁ ମାତ୍ର ବିଭିନ୍ନ ପ୍ରକାରର ସମସ୍ୟାରେ ମନ ଆନ୍ଦୋଳିତ ରହିପାରେ। ଅତୀତ ସ୍ମୃତି ରୋମନ୍ଥନ କରି କିମ୍ବା ମା’ଙ୍କ ସ୍ବାସ୍ଥ୍ୟ ସମସ୍ୟା ହେତୁ ଭାବପ୍ରବଣ ହୋଇପାରନ୍ତି। ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ପ୍ରତିଦ୍ୱନ୍ଦ୍ୱିତା ଓ ଯାତ୍ରାରୁ ସୁଫଳ ପାଇବେ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୪। ବୃଷ: ନିତିଦିନିଆ କାମରେ ବାଧା ଉପୁଜିପାରେ। ବ୍ୟବସାୟ […]
ବାସ୍ତବ ବ୍ୟୁରୋ : ମେଷ: ଦିନଟି ଶୁଭପ୍ରଦ ହେବ। ଅନ୍ୟ ଲୋକଙ୍କ ସାହାଯ୍ୟରେ କାମ ସ˚ପୂର୍ଣ୍ଣ ହେବ। ସମାଜରେ ମାନସମ୍ମାନ ପାଇବେ। ରାଜନୀତି, ସଭାସମିତି କିମ୍ବା ପ୍ରଶାସନିକସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ କରିପାରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କ୍ରୀଡ଼ା, ଚଳଚ୍ଚିତ୍ର ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ରହିଛି । ଶୁଭରଙ୍ଗ: ଘିଅ ରଙ୍ଗ। ଶୁଭସ˚ଖ୍ୟା: ୨। ବୃଷ: ଭବିଷ୍ୟକୁ ସୁଧାରିବା ଲାଗି […]
ବାସ୍ତବ ବ୍ୟୁରୋ: ମେଷ: ଅଧିକ ଉତ୍ସାହିତ ରହିବେ। ନୂଆ କିଛି କରିବାର ଇଚ୍ଛା ମନରେ ଜାଗିଉଠିବ। ଜୀବନସାଥୀଙ୍କ ସହ ସମ୍ବନ୍ଧ ବଢ଼ିଆ ହେବ। ବ୍ୟବସାୟ, ପରିବହନ, ବାଣିଜ୍ୟ ଓ ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪। ବୃଷ: କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। […]
ବାସ୍ତବ ବ୍ୟୁରୋ: ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ, ଫଳରେ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହୋଇପାରନ୍ତି। ପରିବାରରେ ଶାନ୍ତି ଫେରି ଆସିବା ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। କଚେରି ମାମଲାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୮। ବୃଷ: କୌଣସି […]
ବାସ୍ତବ ବ୍ୟୁରୋ: ମେଷ: ବେପାରରେ ଲାଭ ହେବ। ପାରିବାରିକ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୪। ବୃଷ: ନୂତନ କର୍ମାରମ୍ଭ ପ୍ରତିପ୍ରଦ ରହିବା ସାଙ୍ଗକୁ ଅର୍ଥନୈତିକ ଦୃୃଷ୍ଟିକୋଣରୁ ବହୁତ ଉନ୍ନତି କରିବେ। ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ନିଜ ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। […]
ବାସ୍ତବ ବ୍ୟୁରୋ: ମେଷ: ପୂର୍ବରୁ ସ୍ଥିରୀକୃତ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବାକୁ ଚେଷ୍ଟାକରିବେ। ପରିବହନ, ବ୍ୟବସାୟ, ରେଷ୍ଟୁରାଣ୍ଟ କ୍ଷେତ୍ରରେ ବିଶେଷ ସୁଫଳ ପ୍ରାପ୍ତି ହୋଇପାରେ। ବୃଷ: ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ ପ୍ରଭୃତି କ୍ଷେତ୍ରରେ ଗ୍ରହସ୍ଥିତି ବାଧକ […]


