ବାସ୍ତବ ବ୍ୟୁରୋ : ମେଷ: ଦିନଟି ଶୁଭପ୍ରଦ ହେବ। ଅନ୍ୟ ଲୋକଙ୍କ ସାହାଯ୍ୟରେ କାମ ସ˚ପୂର୍ଣ୍ଣ ହେବ। ସମାଜରେ ମାନସମ୍ମାନ ପାଇବେ। ରାଜନୀତି, ସଭାସମିତି କିମ୍ବା ପ୍ରଶାସନିକସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ କରିପାରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କ୍ରୀଡ଼ା, ଚଳଚ୍ଚିତ୍ର ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ରହିଛି । ଶୁଭରଙ୍ଗ: ଘିଅ ରଙ୍ଗ। ଶୁଭସ˚ଖ୍ୟା: ୨। ବୃଷ: ଭବିଷ୍ୟକୁ ସୁଧାରିବା ଲାଗି […]

ବାସ୍ତବ ବ୍ୟୁରୋ: ମେଷ: ଅଧିକ ଉତ୍ସାହିତ ରହିବେ। ନୂଆ କିଛି କରିବାର ଇଚ୍ଛା ମନରେ ଜାଗିଉଠିବ। ଜୀବନସାଥୀଙ୍କ ସହ ସମ୍ବନ୍ଧ ବଢ଼ିଆ ହେବ। ବ୍ୟବସାୟ, ପରିବହନ, ବାଣିଜ୍ୟ ଓ ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪। ବୃଷ: କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। […]

ବାସ୍ତବ ବ୍ୟୁରୋ: ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ, ଫଳରେ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହୋଇପାରନ୍ତି। ପରିବାରରେ ଶାନ୍ତି ଫେରି ଆସିବା ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ। କଚେରି ମାମଲାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୮। ବୃଷ: କୌଣସି […]

ବାସ୍ତବ ବ୍ୟୁରୋ: ମେଷ: ବେପାରରେ ଲାଭ ହେବ। ପାରିବାରିକ ଜୀବନ ସୁଖମୟ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୪। ବୃଷ: ନୂତନ କର୍ମାରମ୍ଭ ପ୍ରତିପ୍ରଦ ରହିବା ସାଙ୍ଗକୁ ଅର୍ଥନୈତିକ ଦୃୃଷ୍ଟିକୋଣରୁ ବହୁତ ଉନ୍ନତି କରିବେ। ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ନିଜ ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ। […]

ବାସ୍ତବ ବ୍ୟୁରୋ: ମେଷ: ପୂର୍ବରୁ ସ୍ଥିରୀକୃତ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବାକୁ ଚେଷ୍ଟାକରିବେ। ପରିବହନ, ବ୍ୟବସାୟ, ରେଷ୍ଟୁରାଣ୍ଟ କ୍ଷେତ୍ରରେ ବିଶେଷ ସୁଫଳ ପ୍ରାପ୍ତି ହୋଇପାରେ। ବୃଷ: ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ ପ୍ରଭୃତି କ୍ଷେତ୍ରରେ ଗ୍ରହସ୍ଥିତି ବାଧକ […]

ବାସ୍ତବ ବ୍ୟୁରୋ : ମେଷ: ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବା ସୂଚନା ରହିଛି । ଛୋଟ ଘଟଣାରେ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ ଏବଂ ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ଭଲ ସମ୍ପର୍କ ନ ଥିବା ହିତଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ । ପ୍ରଶାସନ,ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ, ଗବେଷଣା କ୍ଷେତ୍ରରୁ ଶୁଭଫଳ ମିଳିବ । ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୧। […]

ମେଷ: ମନ ଟିକେ ଅସ୍ଥିର ରହିବା ହେତୁ ବିଶୃଙ୍ଖଳ ହୋଇପାରନ୍ତି। ବନ୍ଧୁଙ୍କ ସହିତ ମତଭେଦ ହେବାର ସମ୍ଭାବନା। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: କଫି ରଙ୍ଗ। ଶୁଭସ˚ଖ୍ୟା: ୩। ବୃଷ: ସକାଳୁ ସକାଳୁ ଘରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ […]

ବାସ୍ତବ ବ୍ୟୁରୋ : ମେଷ: ଆପଣ ଶାନ୍ତ ଓ ଚିନ୍ତାମୁକ୍ତ ରହିବେ। ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଜୀବନରେ କିଛି ପରିବର୍ତ୍ତନ ହୋଇପାରେ। ଶୁଭରଙ୍ଗ: ମେରୁନ। ଶୁଭସ˚ଖ୍ୟା: ୪। ବୃଷ: ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି। ଉଚ୍ଚ ଅଧିକାରୀଙ୍କ ଆଗରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୯। ମିଥୁନ: ଜୀବନକୁ ସରସ କରିବା […]

ବାସ୍ତବ ବ୍ୟୁରୋ : ମେଷ: କିଛି ଦିନ ଆଗରୁ ସ୍ଥଗିତ ଥିବା କାମରେ ସଫଳତା ମିଳିପାରେ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ଛାତ୍ରୀମାନେ ଲେଖାପଢ଼ା ଲାଗି ଯୋଜନା କରିବେ। ଶୁଭରଙ୍ଗ: ବାଦାମୀ। ଶୁଭସ˚ଖ୍ୟା: ୮। ବୃଷ: ଆପଣଙ୍କ ଜୀବନ ମହତ୍ତ୍ବପୂର୍ଣ୍ଣ ମୋଡ଼ ନେବ। ସ˚ପୂର୍ଣ୍ଣ ହେବାକୁ ଯାଉଥିବା କୌଣସି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ବାଧା ଉପୁଜିପାରେ। ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୩। ମିଥୁନ: ମାନସିକ […]

ମେଷ: କ୍ୟାରିୟରକୁ ନେଇ ଆପଣ ଟିକେ ଚିନ୍ତିତ ରହିବେ। କୌଣସି ନୂଆ କାମ କରିବା ପୂର୍ବରୁ ବରିଷ୍ଠଙ୍କ ଆଶୀର୍ବାଦ ନିଅନ୍ତୁ। ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତିବ। ଶୁଭରଙ୍ଗ: ଲାଲ। ଶୁଭସ˚ଖ୍ୟା: ୪। ବୃଷ: ଆପଣଙ୍କ ଜୀବନ ଲାଗି ଭଲ ଦିନଟିଏ। କୌଣସି ବି କାମ କରନ୍ତୁ; ସମୟ ପୂର୍ବରୁ ପୂରା ହୋଇଯିବ। ଛାତ୍ରଙ୍କର ଗବେଷଣା କାମ ସ˚ପୂର୍ଣ୍ଣ ହୋଇପାରେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୯। ମିଥୁନ: ଖୋଦ୍‌କୁ ସୁସ୍ଥ […]

Pin It on Pinterest